Latest Odisha News

BREAKING NEWS

Browsing Category

ରାଜନେତା

ପିପିଲି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଆଶ୍ରିତ ପଟ୍ଟନାୟକ: ପ୍ରଥମ ଦଳ ଭାବେ ବିଜେପିର ପ୍ରାର୍ଥୀ ଘୋଷଣା

ପିପିଲି: ପିପିଲି ଉପନିର୍ବାଚନ ପାଇଁ ବଢୁଛି ଦଳୀୟ ଉଷ୍ମତା । ପିପିଲି ୧୧୦ନମ୍ବର ପିପିଲି ବିଧାନସଭା ଆସନ ପାଇଁ ନାମାଙ୍କନ ପତ୍ର ଆରମ୍ଭ ହୋଇଛି । ବିଜେପି ପ୍ରାର୍ଥୀ ଭାବେ ଜିଲ୍ଲା ସଭାପତି ଆଶ୍ରୀତ ପଟ୍ଟନାୟକ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ପିପିଲି…

ରାଉରକେଲା ଆଇଜିଏଚ୍କୁ ମେଡିକାଲ କଲେଜ କରିବାକୁ ଦାବି, ଧର୍ମେନ୍ଦ୍ରଙ୍କୁ ପ୍ରଫୁଲ୍ଲଙ୍କ ଚିଠି 

ଭୁବନେଶ୍ବର: ରାଉରକେଲା ଆଇଜିଏଚ୍କୁ ମେଡିକାଲ କଲେଜ ପ୍ରସଙ୍ଗ । ଏନେଇ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ।  ଆଇଜିଏଚ୍କୁ ଏକ ମେଡିକାଲ କଲେଜ କରାଯିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ରାଉରକେଲା ଗସ୍ତ…

ଫୁଲବାଣୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର ଗିରଫ

ଫୁଲବାଣୀ: ବନ୍ଧା ହେଲେ ବିଜେଡିର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର । ତାଙ୍କ ସହ ଜଣେ IRBNର ହାବିଲଦାର ଶ୍ରୀନିବାସ କହଁରଙ୍କୁ ମଧ୍ୟ ଗିରଫ କରାଯାଇଛି । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅଞ୍ଚଳର ଜଣେ ପଥଚାରୀଙ୍କ ଠାରୁ ୩୦ ହଜାର ଟଙ୍କା ଲୁଟ ଏବଂ ମାରଧର ଅଭିଯୋଗରେ ଫୁଲବାଣୀର ପୂର୍ବତନ…

ଅମିତ ଶାହାଙ୍କ ବିରୋଧରେ ମାନହାନୀ କେସ୍‌ କଲେ ମମତାଙ୍କ ପୁତୁରା

କୋଲକାତା: ବିଜେପି ନେତା ତଥା କେନ୍ଦ୍ର ଗୃହମନ୍ତ୍ରୀଙ୍କ ବିରୋଧରେ ମମତା​‌ ବାନାର୍ଜୀଙ୍କ ପୁତୁରା ମାନହାନୀ ମକଦ୍ଦମା କରିଛନ୍ତି । ଏହି ମାମଲାରେ ଶୁଣାଣି କରିବା ସହ ଏମପି-ଏମଏଲଏଙ୍କ ସ୍ବତନ୍ତ୍ର କୋର୍ଟ ଅମିତ ଶାହାଙ୍କୁ ୨୨ ଫେବୃଆରୀରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଜାରି କରିଛନ୍ତି ।…

ଵ୍ରହ୍ମପୁର ମହାନଗର କଂଗ୍ରେସର ନୂତନ ସଭାପତି ହେଲେ ଯୁବନେତା ସୁଜୟ

ଵ୍ରହ୍ମପୁର: ଵ୍ରହ୍ମପୁର ମହାନଗର କଂଗ୍ରେସର ନୂତନ ସଭାପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଵ୍ରହ୍ମପୁରର ଯୁବନେତା ସୁଜୟ କୁମାର ଆଚାର୍ୟ୍ୟ । ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ଘୋଷଣା କରାଯିବା ସହ ସୁଜୟଙ୍କୁ ଦାୟିତ୍ୱ ପ୍ରଦାନ…

ଆନ୍ଧ୍ରର ଅଧିକାର ଓଡ଼ିଶା ଛଡ଼ାଉଛି : ରାଜାନ୍ନା 

କୋଟିଆ: କୋଟିଆରେ ଆନ୍ଧ୍ର ପ୍ରଦେଶ ପକ୍ଷରୁ ପଞ୍ଚାୟତ ନିର୍ବାଚନ ପ୍ରସଙ୍ଗରେ ବିଧାୟକ ରାଜାନ୍ନା ଦୋରା ପ୍ରତିକ୍ରିୟା ରଖିଛନ୍ତି । ଏଇ ମାମଲା ସୁପ୍ରିମକୋର୍ଟ ବି ଯାଇଛି । ସୁପ୍ରିମକୋର୍ଟ ସେ ସଂପର୍କରେ ସ୍ଥିତାବସ୍ଥା ଜାରି କରିଛନ୍ତି । ସେଠାରେ ଆନ୍ଧ୍ର ପକ୍ଷରୁ ଏବେ ନୁହେଁ, ପୂର୍ବରୁ ବି…

କୋଟିଆରେ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିବ ବିଜେପି ଟିମ୍ 

କୋଟିଆ : କୋଟିଆରେ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିବେ ବିଜେପି ଟିମ୍ । ଏଥିରେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଏବଂ ବିରୋଧି ଦଳ ନେତା ପ୍ରଦୀପ୍ତ ନାୟକ, ବରିଷ୍ଠ ବିଜେପି ନେତା ଭ୍ରୁଗୁ ବକ୍ସିପାତ୍ର କୋଟିଆ ଯାଇଛନ୍ତି । ସମୀର ମହାନ୍ତିଙ୍କ ନେତୃତ୍ବରେ ୧୦ ଜଣିଆ ଟିମ୍ କୋଟିଆ…

ଆମେ ଗାନ୍ଧିଜୀଙ୍କ ପୂଣ୍ୟତିଥି ପାଳନ କରିବୁ, କଂଗ୍ରେସକୁ ଅଟକାଇଲେ ଆନ୍ଦୋଳନ ହେବ: ବାହିନୀପତି 

ବ୍ରହ୍ମପୁର : ଆସନ୍ତାକାଲି ବ୍ରହ୍ମପୁର ଠାରେ କଂଗ୍ରେସ ଦଳ ପକ୍ଷରୁ ମହାତ୍ମାଗାନ୍ଧିଙ୍କ ତିରୋଧାନ ଦିବସ ପାଳନ କରାଯିବ । ଖଲିକୋଟ କଲେଜ ଷ୍ଟାଡିୟମରେ ପୂର୍ବାହ୍ନ ୧୧ଟାରେ ଏହି କାର୍ଯ୍ୟକ୍ରମ ହେବ । କାର୍ଯ୍ୟକ୍ରମରେ ଆସିବାକୁ ଥିବା କଂଗ୍ରେସ କର୍ମୀଙ୍କୁ ରାସ୍ତାରେ ଅଟକାଗଲେ ରାଜ୍ୟ ସାରା…

ନେତାଜୀ ସୁଭାଷଚନ୍ଦ୍ର ବୋଷଙ୍କର ସ୍ମୃତିରେ କଟକ ସହର

“ଗତ ଶତାବ୍ଦୀର ଅଶି ଦଶକରେ ମୋ ବାପା ଜାନକୀନାଥ ବୋଷ କଟକରେ ନିଜକୁ ଜଣେ ଓକିଲ ଭାବରେ ପ୍ରତିଷ୍ଠିତ କରିଥିଲେ। ସେଇଠି ୨୩ ଜାନୁଆରୀ, ୧୮୯୭ରେ ମୋର ଜନ୍ମ। ମୋ ବାପା ମହୀନଗର ସ୍ଥିତ ବୋଷ ପରିବାରର ବଂଶଧର। ,ମା ପ୍ରଭାବତୀ ହାଟଖୋଲା ଦତ୍ତ ପରିବାରର ଝିଅ। ମୁଁ ମୋ ବାପାଙ୍କର ଷଷ୍ଠ ସନ୍ତାନ ଓ ଭାଇ…

ଉତ୍କଳ କେଶରୀ ହର‌େକୃଷ୍ଣ ମହତାବଙ୍କ ଜନ୍ମଜୟନ୍ତୀ; ଜାଣନ୍ତୁ ତାଙ୍କର ଜୀବନୀ ସମ୍ପର୍କର‌େ

ଭୁବନେଶ୍ବରର: ଉତ୍କଳ କେଶରୀ ହର‌େକୃଷ୍ଣ ମହତାବଙ୍କୁ କିଏବା ନଜାଣେ। ସେ ହେଉଛନ୍ତି ଓଡ଼ିଶାର ଶେଷ ପ୍ରଧାନମନ୍ତ୍ରୀ ତଥା ପ୍ରଥମ ମୁଖ୍ୟମନ୍ତ୍ରୀ। ଅବିଭକ୍ତ ବାଲେଶ୍ୱର ଜିଲ୍ଲାର ଆଗରପଡ଼ାରେ ୧୮୯୮ ମସିହା ନଭେମ୍ବର ୨୧ରେ ସେ ଜନ୍ମ ଗ୍ରହଣ କରିଥିଲେ। ଜନ୍ମଦିନ ଅବସରରେ ଆସନ୍ତୁ ଜାଣିବା ତାଙ୍କ…