Latest Odisha News

BREAKING NEWS

Browsing Category

ରାଜନେତା

ଆମେ ଗାନ୍ଧିଜୀଙ୍କ ପୂଣ୍ୟତିଥି ପାଳନ କରିବୁ, କଂଗ୍ରେସକୁ ଅଟକାଇଲେ ଆନ୍ଦୋଳନ ହେବ: ବାହିନୀପତି 

ବ୍ରହ୍ମପୁର : ଆସନ୍ତାକାଲି ବ୍ରହ୍ମପୁର ଠାରେ କଂଗ୍ରେସ ଦଳ ପକ୍ଷରୁ ମହାତ୍ମାଗାନ୍ଧିଙ୍କ ତିରୋଧାନ ଦିବସ ପାଳନ କରାଯିବ । ଖଲିକୋଟ କଲେଜ ଷ୍ଟାଡିୟମରେ ପୂର୍ବାହ୍ନ ୧୧ଟାରେ ଏହି କାର୍ଯ୍ୟକ୍ରମ ହେବ । କାର୍ଯ୍ୟକ୍ରମରେ ଆସିବାକୁ ଥିବା କଂଗ୍ରେସ କର୍ମୀଙ୍କୁ ରାସ୍ତାରେ ଅଟକାଗଲେ ରାଜ୍ୟ ସାରା…

ନେତାଜୀ ସୁଭାଷଚନ୍ଦ୍ର ବୋଷଙ୍କର ସ୍ମୃତିରେ କଟକ ସହର

“ଗତ ଶତାବ୍ଦୀର ଅଶି ଦଶକରେ ମୋ ବାପା ଜାନକୀନାଥ ବୋଷ କଟକରେ ନିଜକୁ ଜଣେ ଓକିଲ ଭାବରେ ପ୍ରତିଷ୍ଠିତ କରିଥିଲେ। ସେଇଠି ୨୩ ଜାନୁଆରୀ, ୧୮୯୭ରେ ମୋର ଜନ୍ମ। ମୋ ବାପା ମହୀନଗର ସ୍ଥିତ ବୋଷ ପରିବାରର ବଂଶଧର। ,ମା ପ୍ରଭାବତୀ ହାଟଖୋଲା ଦତ୍ତ ପରିବାରର ଝିଅ। ମୁଁ ମୋ ବାପାଙ୍କର ଷଷ୍ଠ ସନ୍ତାନ ଓ ଭାଇ…

ଉତ୍କଳ କେଶରୀ ହର‌େକୃଷ୍ଣ ମହତାବଙ୍କ ଜନ୍ମଜୟନ୍ତୀ; ଜାଣନ୍ତୁ ତାଙ୍କର ଜୀବନୀ ସମ୍ପର୍କର‌େ

ଭୁବନେଶ୍ବରର: ଉତ୍କଳ କେଶରୀ ହର‌େକୃଷ୍ଣ ମହତାବଙ୍କୁ କିଏବା ନଜାଣେ। ସେ ହେଉଛନ୍ତି ଓଡ଼ିଶାର ଶେଷ ପ୍ରଧାନମନ୍ତ୍ରୀ ତଥା ପ୍ରଥମ ମୁଖ୍ୟମନ୍ତ୍ରୀ। ଅବିଭକ୍ତ ବାଲେଶ୍ୱର ଜିଲ୍ଲାର ଆଗରପଡ଼ାରେ ୧୮୯୮ ମସିହା ନଭେମ୍ବର ୨୧ରେ ସେ ଜନ୍ମ ଗ୍ରହଣ କରିଥିଲେ। ଜନ୍ମଦିନ ଅବସରରେ ଆସନ୍ତୁ ଜାଣିବା ତାଙ୍କ…

ଓଡ଼ିଶା ବିକାଶରେ ନବୀନ ପଟ୍ଟନାୟକ ଏକ ମାଇଲ ଖୁଣ୍ଟ

ଭୁବନେଶ୍ୱର: ରାଜ୍ୟରେ ଅଧିକ ସମୟ ଧରି ମୁଖ୍ୟମନ୍ତ୍ରୀ ପଦରେ ରହିଥିବା ଜଣେ ବ୍ୟକ୍ତି ନବୀନ ପଟ୍ଟନାୟକ । ବିଜୁ ବାବୁଙ୍କ ଦେହାନ୍ତ ପରେ ଓଡ଼ିଶା ଦୃଶ୍ୟପଟରେ ଅଚାନାକ ଆର୍ବିଭାବ ହୋଇଥିଲେ । ସେତେବେଳେ ଓଡ଼ିଶାବାସୀ ତାଙ୍କୁ ଏତେ ଚିହ୍ନିଥିଲେ । ସେ ବି ବୋଧେ ଓଡ଼ିଶାକୁ ଭଲଭାବେ ଜାଣିଥିଲେ । ଏହାରି…

କମଲା ହାରିସ୍ ରାଷ୍ଟ୍ରପତି ହେବା ଆମେରିକା ପାଇଁ ଅପମାନ ହେବ: ଟ୍ରମ୍ପ

ଉତ୍ତର କାରୋଲିନା: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଡେମୋକ୍ରାଟିକ୍ ଉପରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସ୍ ଙ୍କୁ ଆକ୍ରମଣ କରି କହିଛନ୍ତି ଯେ ଲୋକମାନେ ତାଙ୍କୁ ପସନ୍ଦ କରନ୍ତି ନାହିଁ ଏବଂ ଯଦି ସେ ରାଷ୍ଟ୍ରପତି ହୁଅନ୍ତି ତେବେ ଏହା ଆମେରିକା ପାଇଁ ଅପମାନ ହେବ। ଯଦି ବିଡେନ…

ରାଜନୀତି ପ୍ରତି ଆଗ୍ରହ ରଖୁନଥିବା ରାଜୀବ ଗାନ୍ଧୀ ଖୁବ୍ କମ୍ ବୟସରେ ହୋଇଥିଲେ ଦେଶର ପ୍ରଧାନମନ୍ତ୍ରୀ; ଜନ୍ମଜୟନ୍ତୀ…

ନୂଆଦିଲ୍ଲୀ: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଆଜି ହେଉଛି ୭୬ତମ ଜୟନ୍ତୀ । ଏହି ଅବସରରେ ପୁଅ ରାହୁଲ ଗାନ୍ଧୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଜନ୍ମ ଜୟନ୍ତୀ ଅବସରରେ ଜାଣନ୍ତୁ ରାଜୀବ ଗାନ୍ଧୀଙ୍କ ସମ୍ପର୍କରେ; ଯିଏକି ଖୁବ୍ କମ୍…

ଏହି ଅଭିନେତ୍ରୀଙ୍କର ଫିଲ୍ମକୁ ୨୫ ଥର ଦେଖିଥିଲେ ବାଜପେୟୀ!

ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ଆଜି ହେଉଛି ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀ। ସେ ଏକାଧାରାରେ ଜଣେ କବି, ବକ୍ତା, ରାଜନୀତିଜ୍ଞ, ସମାଜ ସେବୀ, ସମ୍ପାଦକ, କୂଟନୀତିଜ୍ଞ ତଥା ଜଣେ ଦୃଢ ପ୍ରଶାସକ ଭାବରେ ଖ୍ୟାତି ଅର୍ଜନ କରିଥିଲେ । ହେଲେ…

ଜଣେ ଦୃଢ ପ୍ରଶାସକ ଭାବେ ପରିଚିତ ଥିଲେ ବାଜପେୟୀ; ଜାଣନ୍ତୁ ତାଙ୍କ ସମ୍ପର୍କରେ କିଛି

ଭୁବନେଶ୍ୱର: ଜଣେ କବି, ବକ୍ତା, ରାଜନୀତିଜ୍ଞ, ସମାଜ ସେବୀ, ସମ୍ପାଦକ, କୂଟନୀତିଜ୍ଞ ତଥା ଜଣେ ଦୃଢ ପ୍ରଶାସକ ଭାବରେ ଖ୍ୟାତି ଅର୍ଜନ କରିଥିବା ଅଟଳ ବିହାରୀ ବାଜପେୟୀଙ୍କର ଆଜି ହେଉଛି ଦ୍ୱିତୀୟ ଶ୍ରାଦ୍ଧବାର୍ଷିକୀ । ସେ ୧୯୨୪ ମସିହା ଡିସେମ୍ବର ୨୫ ତାରିଖରେ ଗ୍ୱାଲିୟରରେ ଜନ୍ମଗ୍ରହଣ…

ଜନ୍ମଦିନ ଅବସରରେ ଜାଣନ୍ତୁ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ସମ୍ପର୍କରେ

ଭୁବନେଶ୍ୱର: ଚର୍ଚ୍ଚିତ ରାଜନେତ୍ରୀ ଓ ଲେଖିକା ତଥା  ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ହେଉଛନ୍ତି ନନ୍ଦିନୀ ଶତପଥୀ। ଜନ୍ମଦିନ ଅବସର ଜାଣନ୍ତୁ ତାଙ୍କ ଅକୁହା ଜୀବନ ସଂଗ୍ରାମର କାହାଣୀ... ୧୯୩୧ ମସିହା ଜୁନ୍ ୯ ତାରିଖରେ କଟକର ପିଠାପୁରଠାରେ ବିଖ୍ୟାତ ଲେଖକ କାଳିନ୍ଦୀଚରଣ…

ଝଡ଼ର ଇଗଲ୍‌: ଉଡ଼ାଣର ରୋମାଞ୍ଚ

(ଝଡ଼ର ଇଗଲ୍ – ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ନେଇ ଏହି ଆଲେଖର ସୃଷ୍ଟି । ଓଡ଼ିଶା ସାହିତ୍ୟ ଜଗତର ପ୍ରତିଷ୍ଠିତ ଲେଖକ ତଥା ବରିଷ୍ଠ ସ୍ତମ୍ଭକାର ଦାଶ ବେନହୁରଙ୍କ ଦ୍ୱାରା ଲିଖିତ ଏହି ଆଲେଖ ସମୁଦାୟ ଏଗାରଟି କଡ଼ିରେ ବିଭକ୍ତ । ‘ଓଡ଼ିଶା ସମ୍ବାଦ’ ପକ୍ଷରୁ  ପ୍ରତିଦିନ ଧାରାବାହିକ ଭାବେ…