ଅଟଳଜୀଙ୍କର ଓଡିଶା ପ୍ରତି ସ୍ନେହ ଓ ମୋହ ଥିଲା ଅତୁଟ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଅଟଳଜୀଙ୍କର ଓଡିଶା ପ୍ରତି ପ୍ରେମ ଓ ସ୍ନେହ ଅତୁଟ ଥିଲା । ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ତାଙ୍କର ୧୯୯୧-୯୨ ମସିହାର ଓଡଶା ଗସ୍ତର ପୁରୁଣା ଫଟୋ ଟ୍ୱିଟ କରି ଇତିହାସର ସ୍ମୃତକୁ ଉଜ୍ଜିବୀତ କରିବା ସହ ଏହା...

ଜନ୍ମଦିବସରେ ଅଟଳଜୀଙ୍କୁ ଶ୍ରଦ୍ଧାଞ୍ଜଳି…

ଅଟଳ ବିହାରୀ ବାଜପେୟୀ ଦେଶ, ଜାତି ଓ ସମାଜ ପାଇଁ ଏକ ସମର୍ପିତ ବ୍ୟକ୍ତିତ୍ୱ । ଏକାଧାରରେ ଜଣେ ସୃଜନଧର୍ମୀ କବି, ଉଚ୍ଚକୋଟୀର ସ୍ତମ୍ଭକାର, ପ୍ରଜ୍ଞାଦୀପ୍ତବାଗ୍ମୀ, ଜାତୀୟବାଦୀ ସାଂସଦ, ସର୍ବୋତ୍ତମ ଶାସକ ଓ ଜାତିପ୍ରାଣ ରାଷ୍ଟ୍ରନାୟକ । ଛାତ୍ରାବସ୍ଥାରେ ୧୯୩୯ରେ ରାଷ୍ଟ୍ରୀୟ ସ୍ୱୟଂସେବକ...

ନନ୍ଦିନୀ ଶତପଥୀ

ନନ୍ଦିନୀ ଶତପଥୀ (୧୯୩୧-୨୦୦୬) କ୍ଷେତ୍ର: ରାଜନୀତି (ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ) ‘ଉତ୍କଳ ଦିବସ’କୁ ସରକାରୀ ସ୍ତରରେ ପ୍ରଥମେ ପାଳନ କରାଇଥିବା ଚର୍ଚ୍ଚିତ ରାଜନେତ୍ରୀ ଓ ଲେଖିକା ନନ୍ଦିନୀ ଶତପଥୀ ଥିଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ । ୧୯୩୧ ମସିହା ଜୁନ୍ ୯ ତାରିଖରେ କଟକର ପିଠାପୁରଠାରେ...

ହରେକୃଷ୍ଣ ମହତାବ

ହରେକୃଷ୍ଣ ମହତାବ (୧୮୯୮-୧୯୮୭) କ୍ଷେତ୍ର: ରାଜନୀତି ଓଡ଼ିଶାର ଶେଷ ପ୍ରଧାନମନ୍ତ୍ରୀ, ପ୍ରଥମ ମୁଖ୍ୟମନ୍ତ୍ରୀ, ପ୍ରଥମ ଓଡ଼ିଆ କେନ୍ଦ୍ରମନ୍ତ୍ରୀ ଏବଂ ପ୍ରଥମ ଓଡ଼ିଆ ରାଜ୍ୟପାଳ ଭାବେ ଜଣାଶୁଣା ଡ. ହରେକୃଷ୍ଣ ମହତାବ ଥିଲେ ଏକାଧାରରେ ଜଣେ ରାଷ୍ଟ୍ରନୀତିଜ୍ଞ, ଚିନ୍ତାନାୟକ, ସଂଗଠକ, ଐତିହାସିକ, ଗବେଷକ, ସାମ୍ବାଦିକ ଏବଂ ଲେଖକ...

ବିଜୁ ପଟ୍ଟନାୟକ

ବିଜୁ ପଟ୍ଟନାୟକ (୧୯୧୬-୧୯୯୭) କ୍ଷେତ୍ର: ରାଜନୀତି, ଗଣନେତୃତ୍ୱ ଦୁର୍ଦ୍ଧର୍ଷ ପାଇଲଟ୍, ଦକ୍ଷ ଶିଳ୍ପପତି ଓ ବିଚକ୍ଷଣ ରାଜନୀତିଜ୍ଞ ଭାବେ ସୁପରିଚିତ ବିଜୁ ପଟ୍ଟନାୟକ ଜାତୀୟସ୍ତରର ଜଣେ ସର୍ବମାନ୍ୟ ନେତା ଓ ଜନନାୟକ । ପ୍ରବାଦପୁରୁଷ, କଳିଙ୍ଗବୀର, ଦ୍ୱିତୀୟ ଖାରବେଳ, ଭୂମିପୁତ୍ର ଆଦି ଅନେକ ବିଶେଷଣରେ ଚିହ୍ନିତ ଏହି...

ସାରଙ୍ଗଧର ଦାସ

ସାରଙ୍ଗଧର ଦାସ (୧୮୮୬-୧୯୫୬) କ୍ଷେତ୍ର: ରାଜନୀତି, ଗଣନେତୃତ୍ୱ ଗଡ଼ଜାତ ଗାନ୍ଧୀ ଭାବେ ସାରା ଓଡ଼ିଶାରେ ସୁପରିଚିତ ସାରଙ୍ଗଧର ଦାସ ଥିଲେ ଅନ୍ଧାରି ମୂଲକର ଶୋଷିତ, ଅତ୍ୟାଚାରିତ ଗଡ଼ଜାତ ପ୍ରଜାଙ୍କର ତ୍ରାଣକର୍ତ୍ତା। ଢେଙ୍କାନାଳ ସହର ନିକଟବର୍ତ୍ତୀ ହରେକୃଷ୍ଣପୁର ଗ୍ରାମରେ ୧୮୮୬ ଅକ୍ଟୋବର ୧୭ ତାରିଖରେ ପିତାମାତାଙ୍କ କନିଷ୍ଠ ସନ୍ତାନ...

ନବକୃଷ୍ଣ ଚୌଧୁରୀ

ନବକୃଷ୍ଣ ଚୌଧୁରୀ (୧୯୦୧-୧୯୮୪) କ୍ଷେତ୍ର: ରାଜନୀତି, ଗଣନେତୃତ୍ୱ ଜନମାନସରେ ଗଭୀର ପ୍ରତିଛବି ଛାଡ଼ିଯାଇଥିବା ଓଡ଼ିଶାର ଅନ୍ୟତମ ବିଶିଷ୍ଟ ଜନନାୟକ ହେଲେ ନବକୃଷ୍ଣ ଚୌଧୁରୀ । ୧୯୦୧ ମସିହା ନଭେମ୍ବର ୨୩ ତାରିଖରେ କଟକର ସ୍ୱରାଜ୍ୟ ଆଶ୍ରମରେ ତାଙ୍କର ଜନ୍ମ । ପ୍ୟାରୀମୋହନ ଏକାଡେମୀରେ ନବକୃଷ୍ଣଙ୍କର ଶିକ୍ଷାରମ୍ଭ ହୋଇଥିଲା...

କୃଷ୍ଣଚନ୍ଦ୍ର ଗଜପତି

କୃଷ୍ଣଚନ୍ଦ୍ର ଗଜପତି (୧୮୯୨-୧୯୭୪) କ୍ଷେତ୍ର: ରାଜନୀତି, ଗଣନେତୃତ୍ୱ ଓଡ଼ିଶାର ଅଂଧକାର ସମୟକୁ ଆଲୋକିତ କରି ସର୍ବଭାରତୀୟ ସ୍ତରରେ ଓଡ଼ିଆ ଜାତିର ନବନିର୍ମାଣ କରିବା ପାଇଁ ଆଜୀବନ ଉଦ୍ୟମ କରିଥିବା ହାତଗଣତି କେତେଜଣ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ରହିବେ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ । ପାରଳାଖେମୁଣ୍ଡିର ଏହି ସୁଯୋଗ୍ୟ...

ସାହିତ୍ୟ