Latest Odisha News

BREAKING NEWS

Browsing Category

ରାଜନେତା

ପୂର୍ବତନ କଂଗ୍ରେସ ବିଧାୟକ ବିଜୟ କୁମାର ନାୟକଙ୍କ ପରଲୋକ

ଭୁବନେଶ୍ୱର: ବରିଷ୍ଠ କଂଗ୍ରେସ ନେତା ତଥା ଏରସମା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ବିଜୟ କୁମାର ନାୟକଙ୍କ ୭୦ ବର୍ଷ ବୟସରେ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ପ୍ରାଣତ୍ୟାଗ କରିଛନ୍ତି । ସେ ୧୯୯୫ ମସିହାରେ ଜଗତସିଂହପୁରର ଏରସମା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ…

ଜାଣନ୍ତୁ, ବିଜେପି ରାଷ୍ଟ୍ରୀୟ ଅଧକ୍ଷ ଜେପି ନଡ୍ଡାଙ୍କ ସମ୍ପର୍କରେ କିଛି ରୋଚକ କଥା

ଭୁବନେଶ୍ୱର: ଜୟପ୍ରକାଶ ନାରାୟଣ ଆନ୍ଦୋଳନରୁ ରାଜନୀତିର ମଙ୍ଗ ଧରିଥିବା ଜେପି ନଡ୍ଡା ଏବେ ପାଲଟିଛନ୍ତି ବିଶ୍ୱର ସର୍ବବୃହତ ପାର୍ଟି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ । ଆସନ୍ତୁ ଜାଣିବା ଜଗତ ପ୍ରକାଶଙ୍କ ନଡ୍ଡାଙ୍କ ବିଷୟରେ କିଛି ରୋଚକ ତଥ୍ୟ... ୧୯୭୫ରେ ଜେପି ଆନ୍ଦୋଳନରେ ଭାଗ ନେବା ପରେ ସେ…

ଅଟଳଜୀଙ୍କର ଓଡିଶା ପ୍ରତି ସ୍ନେହ ଓ ମୋହ ଥିଲା ଅତୁଟ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଅଟଳଜୀଙ୍କର ଓଡିଶା ପ୍ରତି ପ୍ରେମ ଓ ସ୍ନେହ ଅତୁଟ ଥିଲା । ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ତାଙ୍କର ୧୯୯୧-୯୨ ମସିହାର ଓଡଶା ଗସ୍ତର ପୁରୁଣା ଫଟୋ ଟ୍ୱିଟ କରି ଇତିହାସର ସ୍ମୃତକୁ ଉଜ୍ଜିବୀତ କରିବା ସହ ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।…

ଜନ୍ମଦିବସରେ ଅଟଳଜୀଙ୍କୁ ଶ୍ରଦ୍ଧାଞ୍ଜଳି…

ଅଟଳ ବିହାରୀ ବାଜପେୟୀ ଦେଶ, ଜାତି ଓ ସମାଜ ପାଇଁ ଏକ ସମର୍ପିତ ବ୍ୟକ୍ତିତ୍ୱ । ଏକାଧାରରେ ଜଣେ ସୃଜନଧର୍ମୀ କବି, ଉଚ୍ଚକୋଟୀର ସ୍ତମ୍ଭକାର, ପ୍ରଜ୍ଞାଦୀପ୍ତବାଗ୍ମୀ, ଜାତୀୟବାଦୀ ସାଂସଦ, ସର୍ବୋତ୍ତମ ଶାସକ ଓ ଜାତିପ୍ରାଣ ରାଷ୍ଟ୍ରନାୟକ । ଛାତ୍ରାବସ୍ଥାରେ ୧୯୩୯ରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର…

ନନ୍ଦିନୀ ଶତପଥୀ

ନନ୍ଦିନୀ ଶତପଥୀ (୧୯୩୧-୨୦୦୬) କ୍ଷେତ୍ର: ରାଜନୀତି (ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ) ‘ଉତ୍କଳ ଦିବସ’କୁ ସରକାରୀ ସ୍ତରରେ ପ୍ରଥମେ ପାଳନ କରାଇଥିବା ଚର୍ଚ୍ଚିତ ରାଜନେତ୍ରୀ ଓ ଲେଖିକା ନନ୍ଦିନୀ ଶତପଥୀ ଥିଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ । ୧୯୩୧ ମସିହା ଜୁନ୍ ୯ ତାରିଖରେ କଟକର…

ହରେକୃଷ୍ଣ ମହତାବ

ହରେକୃଷ୍ଣ ମହତାବ (୧୮୯୮-୧୯୮୭) କ୍ଷେତ୍ର: ରାଜନୀତି ଓଡ଼ିଶାର ଶେଷ ପ୍ରଧାନମନ୍ତ୍ରୀ, ପ୍ରଥମ ମୁଖ୍ୟମନ୍ତ୍ରୀ, ପ୍ରଥମ ଓଡ଼ିଆ କେନ୍ଦ୍ରମନ୍ତ୍ରୀ ଏବଂ ପ୍ରଥମ ଓଡ଼ିଆ ରାଜ୍ୟପାଳ ଭାବେ ଜଣାଶୁଣା ଡ. ହରେକୃଷ୍ଣ ମହତାବ ଥିଲେ ଏକାଧାରରେ ଜଣେ ରାଷ୍ଟ୍ରନୀତିଜ୍ଞ, ଚିନ୍ତାନାୟକ, ସଂଗଠକ,…

ବିଜୁ ପଟ୍ଟନାୟକ

ବିଜୁ ପଟ୍ଟନାୟକ (୧୯୧୬-୧୯୯୭) କ୍ଷେତ୍ର: ରାଜନୀତି, ଗଣନେତୃତ୍ୱ ଦୁର୍ଦ୍ଧର୍ଷ ପାଇଲଟ୍, ଦକ୍ଷ ଶିଳ୍ପପତି ଓ ବିଚକ୍ଷଣ ରାଜନୀତିଜ୍ଞ ଭାବେ ସୁପରିଚିତ ବିଜୁ ପଟ୍ଟନାୟକ ଜାତୀୟସ୍ତରର ଜଣେ ସର୍ବମାନ୍ୟ ନେତା ଓ ଜନନାୟକ । ପ୍ରବାଦପୁରୁଷ, କଳିଙ୍ଗବୀର, ଦ୍ୱିତୀୟ ଖାରବେଳ, ଭୂମିପୁତ୍ର ଆଦି ଅନେକ…

ସାରଙ୍ଗଧର ଦାସ

ସାରଙ୍ଗଧର ଦାସ (୧୮୮୬-୧୯୫୬) କ୍ଷେତ୍ର: ରାଜନୀତି, ଗଣନେତୃତ୍ୱ ଗଡ଼ଜାତ ଗାନ୍ଧୀ ଭାବେ ସାରା ଓଡ଼ିଶାରେ ସୁପରିଚିତ ସାରଙ୍ଗଧର ଦାସ ଥିଲେ ଅନ୍ଧାରି ମୂଲକର ଶୋଷିତ, ଅତ୍ୟାଚାରିତ ଗଡ଼ଜାତ ପ୍ରଜାଙ୍କର ତ୍ରାଣକର୍ତ୍ତା। ଢେଙ୍କାନାଳ ସହର ନିକଟବର୍ତ୍ତୀ ହରେକୃଷ୍ଣପୁର ଗ୍ରାମରେ ୧୮୮୬ ଅକ୍ଟୋବର…

ନବକୃଷ୍ଣ ଚୌଧୁରୀ

ନବକୃଷ୍ଣ ଚୌଧୁରୀ (୧୯୦୧-୧୯୮୪) କ୍ଷେତ୍ର: ରାଜନୀତି, ଗଣନେତୃତ୍ୱ ଜନମାନସରେ ଗଭୀର ପ୍ରତିଛବି ଛାଡ଼ିଯାଇଥିବା ଓଡ଼ିଶାର ଅନ୍ୟତମ ବିଶିଷ୍ଟ ଜନନାୟକ ହେଲେ ନବକୃଷ୍ଣ ଚୌଧୁରୀ । ୧୯୦୧ ମସିହା ନଭେମ୍ବର ୨୩ ତାରିଖରେ କଟକର ସ୍ୱରାଜ୍ୟ ଆଶ୍ରମରେ ତାଙ୍କର ଜନ୍ମ । ପ୍ୟାରୀମୋହନ ଏକାଡେମୀରେ…

କୃଷ୍ଣଚନ୍ଦ୍ର ଗଜପତି

କୃଷ୍ଣଚନ୍ଦ୍ର ଗଜପତି (୧୮୯୨-୧୯୭୪) କ୍ଷେତ୍ର: ରାଜନୀତି, ଗଣନେତୃତ୍ୱ ଓଡ଼ିଶାର ଅଂଧକାର ସମୟକୁ ଆଲୋକିତ କରି ସର୍ବଭାରତୀୟ ସ୍ତରରେ ଓଡ଼ିଆ ଜାତିର ନବନିର୍ମାଣ କରିବା ପାଇଁ ଆଜୀବନ ଉଦ୍ୟମ କରିଥିବା ହାତଗଣତି କେତେଜଣ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ରହିବେ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ।…