Latest Odisha News

BREAKING NEWS

Browsing Category

ଆନ୍ଧପ୍ରଦେଶ

Andhra Pradesh

ଆନ୍ଧ୍ର ମୁହାଁ ଅସାନି: ପରୀକ୍ଷା ସ୍ଥଗିତ, ବିମାନ ଉଡାଣ ବାତିଲ

ଭୁବନେଶ୍ୱର: ବାତ୍ୟାରେ ପରିଣତ ହୋଇଛି ଅସାନିି। ଆନ୍ଧ୍ରରେ ପ୍ରବଳ ବର୍ଷା ନେଇ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ଆନ୍ଧ୍ରପ୍ରଦେଶ ପାଣିପାଗ ବିଭାଗ ସୂଚନା ଅନୁସାରେ, ବର୍ତ୍ତମାନ ଏହା କାକିନାଡ଼ାଠାରୁ ୨୬୦ କିଲୋମିଟର ଦୂରରେ ରହିଛି । ଏହାର ପ୍ରଭାବରେ ଆନ୍ଧ୍ର ଉପକୂଳରେ ପ୍ରବଳ ବର୍ଷା…

[ଦେଖନ୍ତୁ ଭିଡିଓ] ବଜାର ମଝିରେ ବୁଲେଟରେ ନିଆଁ ଲାଗି ଶକ୍ତିଶାଳୀ ବିସ୍ଫୋରଣ

ନୂଆଦିଲ୍ଲୀ: ବେଶ କିଛିଦିନ ଧରି ସୋସିଆଲ୍ ମିଡିଆରେ ଇଲେକ୍ଟ୍ରିକ୍ ଗାଡିରେ ନିଆଁ ଲାଗିବା ଘଟଣା ଚର୍ଚ୍ଚା ସାଉଣ୍ଟିଥିଲା । ହେଲେ ନିକଟରେ ଗୋଟିଏ ରୟାଲ ଏନ୍‌ଫିଲ୍ଡ ଗାଡିରେ (ବୁଲେଟ୍‌) ନିଆଁ ଲାଗି ବିସ୍ଫୋରଣ ଘଟିବା ଅନେକଙ୍କୁ ତାଜୁବ୍ କରିଛି । ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲ୍ଲାରେ ବୁଲେଟ୍…

ଚିତ୍ତୋରରେ ଭୟଙ୍କର ବସ୍ ଦୁର୍ଘଟଣା : ଖାଲରେ ପଡ଼ି ୭ ମୃତ, ୪୫ ଗୁରୁତର

ଆନ୍ଧ୍ରପ୍ରଦେଶ  : ଆନ୍ଧ୍ରପ୍ରଦେଶ ଚିତ୍ତୋରରେ ଶନିବାର ମଧ୍ୟରାତିରେ ଭୟଙ୍କର ସଡକ ଦୁର୍ଘଟଣା ଘଟିଛି । ଏକ ବସ୍ ଗଭୀର ଖାଲ ମଧ୍ୟକୁ ଖସିପଡିବାରୁ ୭ଜଣଙ୍କର ମୃତ୍ୟୁ ହେବା ସହ ୪୦ରୁ ଅଧିକ ଯାତ୍ରୀ ଗୁରୁତର ହୋଇଛନ୍ତି ।ଏମାନଙ୍କ ମଧ୍ୟରେ କିଛି ଯାତ୍ରୀଙ୍କ ଅବସ୍ଥା ଅତି ସଙ୍କଟାପନ୍ନ ଥିବା…

ଶ୍ରୀଲଙ୍କାର ଦାଦାଗିରି, ୨ଟି ବୋଟ ସହ ୧୨ ଜଣ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଉଠାଇ ନେଲା ନୌସେନା

ଚେନ୍ନାଇ: ଶ୍ରୀଲଙ୍କା ନୌସେନାଙ୍କ ଦାଦାଗିରି । ରାମେଶ୍ୱରମ ଉପକୂଳରୁ ୨ଟି ବୋଟ୍ ସହ ୧୨ ଜଣ ଭାରତୀୟଙ୍କୁ ଗିରଫ କଲା ଶ୍ରୀଲଙ୍କା ସେନା । ୧୨ ଜଣ ଭାରତୀୟଙ୍କୁ ଗିରଫ କରି ଶ୍ରୀଲଙ୍କା ଜେଲରେ ରଖାଯାଇଥିବା ସୂଚନା ରହିଛି । ଶନିବାର ଏହି ଘଟଣା ଘଟିଥିବା ନେଇ ତାମିଳନାଡ଼ୁ ସରକାର ସ୍ପଷ୍ଟ କରିଛନ୍ତି…

୫୦୦ କୋଟି ଟଙ୍କା ମୂଲ୍ୟର ଗଞ୍ଜେଇ ପୋଡ଼ିଲା ପୋଲିସ

ବିଶାଖାପାଟନମ୍: ଆଜି ବିଶାଖାପାଟନମ୍ ପୋଲିସ ୨ ଲକ୍ଷ କିଲୋ ଗଞ୍ଜେଇକୁ ପୋଡ଼ି ନଷ୍ଟ କରିଛି । ଯାହାର ଆନୁମାନିକ ମୂଲ୍ୟ ୫ଶହ କୋଟି ଟଙ୍କା ହେବ ବୋଲି ଜଣାପଡ଼ିଛି । ଗତ ଦେଢ ବର୍ଷ ଭିତରେ ରାଜ୍ୟର ୪ଟି ଜିଲ୍ଲାରୁ ୨ ଲକ୍ଷ କେଜି ଗଞ୍ଜେଇ ପୋଲିସ ଜବତ କରିଥିଲା । ଏନେଇ ୪ଟି ଜିଲ୍ଲାର ବିଭିନ୍ନ ଥାନାରେ…

ପୋଲିସ-ମାଓବାଦୀ ଗୁଳି ବିନିମୟ, ଜଣେ ସିଆରପିଏଫ୍ ଯବାନ ସହିଦ

ମାଲକାନଗିରି: ଛତିଶଗଡ଼ର ବିଜାପୁରଠାରେ ଆଜି ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିୟ ହୋଇଥିଲା । ଏହି ଘଟଣାରେ ସିଆପିଏଫ ୧୬୮ ବାଟାଲିୟନର ଜଣେ ଯବାନ ସହିଦ ହେବା ସହ ଅନ୍ୟଜଣେ ଯବାନ ଗରୁତର ହୋଇଥିବା ଜଣାପଡ଼ିଛି । ରାୟପୁରଠାରୁ ପ୍ରାୟ ୪୫୦ କିଲୋମିଟର ଦୂର ବିଜାପୁର ବାସାଗୁଡ଼ା ଥାନା ତିମାରପୁର…

ଚନ୍ଦ୍ରବାବୁ ନାଇଡୁଙ୍କୁ କରୋନା

ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ କରୋନା । ସେ କରୋନା ସଂକ୍ରମିତ ହୋଇଛନ୍ତି । ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି ଚନ୍ଦ୍ରବାବୁ ନାଇଡୁ । ସେ ଲେଖିଛନ୍ତି, ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ସାମାନ୍ୟ ଲକ୍ଷଣ ରହିଛି । ଏବେ ସେ…

କୋଟିଆ ମାମଲାରେ ଆନ୍ଧ୍ର ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ଦିଲ୍ଲୀ : ସୁପ୍ରିମକୋର୍ଟରେ ଚାଲିଥିବା କୋଟିଆ ମାମଲାର ଶୁଣାଣି ଶେଷ ହୋଇଛି । ରାଜନୈତିକ ସମାଧାନ ଉପରେ ପୁଣି ଜୋର୍ ଦେଇଛନ୍ତି ସୁପ୍ରିମକୋର୍ଟ । ଏହି ଶୁଣାଣି ବେଳେ ଆନ୍ଧ୍ର ଉପରେ ବର୍ଷିଛନ୍ତି ସୁପ୍ରିମକୋର୍ଟ । ଓଡିଶା ବିଭିନ୍ନ ପଦକ୍ଷେପ ଓ ଦୁଇ ରାଜ୍ୟ ଭିତରେ ହୋଇଥିବା ଆଲୋଚନା ଉପରେ ନିଜ…

ବିଧାନସଭାରେ ଭୋ ଭୋ ହୋଇ କାନ୍ଦିଲେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ

ଆନ୍ଧ୍ରପ୍ରଦେଶ : ଆନ୍ଧ୍ରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁ ଦେଶମ ପାର୍ଟିର ଅଧ୍ୟକ୍ଷ ଏନ ଚନ୍ଦ୍ରବାବୁ ନାଇଡୁ ସଭାରେ କାନ୍ଦିଲେ । ସଭାରେ ଭୋ ଭୋ ହୋଇ କାନ୍ଦିବା ସହ ତାଙ୍କୁ ନେଇ କୁଆଡେ ଚର୍ଚ୍ଚା ଆରମ୍ଭ ହୋଇଛି ବୋଲି କହିଛନ୍ତି । ୱାଇଏସଆର କଂଗ୍ରେସ ଦଳର ସଦସ୍ୟମାନେ ତାଙ୍କୁ…

ଆନ୍ଧ୍ରପ୍ରଦେଶ କଡ଼ାପାରେ ଆକସ୍ମିକ ବନ୍ୟା ବିତ୍ପାତ ,୩ ମୃତ ୩୦ ନିଖୋଜ

ଆନ୍ଧ୍ରପ୍ରଦେଶ : ଆନ୍ଧ୍ରପ୍ରଦେଶରେ ପୁଣି ବନ୍ୟା ବିତ୍ପାତ । ଆନ୍ଧ୍ରପ୍ରଦେଶ କଡ଼ାପା ଜିଲ୍ଲାରେ ହଠାତ୍ ବନ୍ୟା ହେବା ଯୋଗୁଁ ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ବ୍ୟକ୍ତି ନିଖୋଜ ଅଛନ୍ତି । ସୂଚନା ଅନୁସାରେ ଗୋଟିଏ ଜଳ ଭଣ୍ଡାରରେ ଘାଇ ହେବାରୁ ଚେୟୁର ନଦୀ କୂଳଲଙ୍ଘି କେତେକ ଅଞ୍ଚଳ…