Latest Odisha News

BREAKING NEWS

Browsing Category

ଆନ୍ଧ୍ରପ୍ରଦେଶ

Andhra Pradesh

ସରିଲା ବାଲିଯାତ୍ରା, ଅସମ୍ଭାଳ ଭିଡକୁ ୨୫୦ କୋଟି ଟପିଲା ଏଥର ବେପାର

କଟକ: ସରିଛି ଐତିହାସିକ କଟକ ବାଲିଯାତ୍ରା । ଶନିବାର ଏସିଆର ସର୍ବବୃହତ୍‌ ମୁକ୍ତାକାଶ ବାଣିଜ୍ୟ ମେଳା କଟକ ବାଲିଯାତ୍ରା ଶେଷ ହୋଇଥିବା ବେଳେ, ଶେଷ ଦିନରେ ଛାତି ପିଟାପିଟି ଭିଡ ଦେଖିବାକୁ ମିଳିଥିଲା । ପାଖାପାଖି ୧୩ ଲକ୍ଷରୁ ଅଧିକ ଜନ ସମାଗମ ହୋଇଥିବା ବେଳେ ପୋଲିସଙ୍କ ନିୟନ୍ତ୍ରଣ ବାହାରେ…

ଯାଯାବର ଗଣହତ୍ୟା ମାମଲା, ୭ ଗିରଫ

ସୁନ୍ଦରଗଡ଼: ଯାଯାବର ଗଣହତ୍ୟା ମାମଲାରେ ୭ ଗିରଫ l କର୍ଣ୍ଣାଟକରୁ ୭ ଜଣଙ୍କୁ ଗିରଫ କରି ଓଡ଼ିଶା ଆଣିଲା ପୋଲିସ l ଅକ୍ଟୋବର ୨୯ ତାରିଖ ସଦର ଥାନା କରମଡିହ ନିକଟ ଗୀତାପଡ଼ାରେ ଶୋଇଥିବା ବେଳେ ୫ ଜଣଙ୍କୁ ନିର୍ମମ ହତ୍ୟା କରାଯାଇଥିଲା l ସୂଚନାଯୋଗ୍ୟ, ଗତ ଅକ୍ଟୋବର ୨୯ ତାରିଖରେ ସୁନ୍ଦରଗଡ ସଦର…

ଆନ୍ଧ୍ରପ୍ରଦେଶରେ ଚାଞ୍ଚଲ୍ୟ: ଛାତ୍ରୀନିବାସ ବାଥରୁମରେ ଲାଗିଥିଲା କ୍ୟାମେରା

ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶରେ ଚାଞ୍ଚଲ୍ୟ । ଝିଅଙ୍କ ହଷ୍ଟେଲ ବାଥରୁମରେ ଲାଗିଥିଲା ଲୁକ୍କାୟିତ କ୍ୟାମେରା । କ୍ୟାମେରାରେ କଏଦ ଭିଡିଓ ସେୟାର ହୋଇ ଚାଲିଥିଲା ବିକ୍ରି । ଘଟଣା ସାମ୍ନାକୁ ଆସିବା ପରେ ବିରୋଧ ପ୍ରଦର୍ଶନ କରିଛନ୍ତି ଛାତ୍ରୀ । ଅପରପକ୍ଷରେ ଖବର ପାଇ ଘଟଣା ସ୍ଥଳରେ ପୋଲିସ୍…

ନିର୍ବାଚନ ଜିତିବା ପରେ ଚିରଞ୍ଜୀବଙ୍କ ପାଦ ଛୁଇଁ ଆଶର୍ବାଦ ନେଲେ ପଓ୍ବନ କଲ୍ୟାଣ, ସାମ୍ନାକୁ ଆସିଲା ଭିଡିଓ

ପିଥାପୁରମ: ସାଉଥ ସୁପରଷ୍ଟାର ପଓ୍ବନ କଲ୍ୟାଣଙ୍କୁ ରାଜନୀତିରେ ମିଳିଛି ବଡ ସଫଳତା । ପିଥାପୁରମରୁ ପ୍ରତିଦ୍ୱନ୍ଦ୍ୱିତା କରି ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନରେ ଜିତିଛନ୍ତି ଅଭିନେତା ପଓ୍ନନ । ଆନ୍ଧ୍ରପ୍ରଦେଶର ପିଥାପୁରମରେ ଐତିହାସିକ ରାଜନୈତିକ ବିଜୟ ପରେ ହାଇଦ୍ରାବାଦରେ ଚିରଞ୍ଜୀବଙ୍କ…

ଏନଡିଏ ଛତ୍ରଛାୟା ତଳେ ରହିବେ କି ଚନ୍ଦ୍ରବାବୁ ନାଇଡ଼ୁ?

ନୂଆଦିଲ୍ଲୀ:ପାଖେଇ ଆସୁଛି ନିର୍ବାଚନ ତାରିଖ। ଏହାରି ମଧ୍ୟରେ ଶାସକ ଶିବିରରେ ବିରୋଧି ନେତାଙ୍କ ହାଜିରା ହେବା କଥା ଏବେ ନଜରକୁ ଆସୁଛି। ବର୍ତ୍ତମାନ ଚର୍ଚ୍ଚା ହେଇଛି ଏନଡିଏରେ ସାମିଲ ହୋଇପାରନ୍ତି ତେଲୁଗୁ ଦେଶମ ପାର୍ଟି (ଟିଡିପି)ନେତା ଚନ୍ଦ୍ରବାବୁ ନାଇଡୁ। ବୁଧବାର ଚନ୍ଦ୍ରବାବୁ ନାଇଡୁ…

କୋର୍ଟରେ ହାଜର ହେଲେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁ

ଅମରାବତୀ: କୋର୍ଟରେ ହାଜର ହେଲେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁ । ଆନ୍ଧ୍ରପ୍ରଦେଶର ଦକ୍ଷତା ବିକାଶ ନିଗମ ଦୁର୍ନିତି ମାମଲାରେ ଗତକାଲି ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁଙ୍କୁ ଗିରଫ କରିଥିଲା ସିଆଇଡି । ଗିରଫର ୨୪ଘଣ୍ଟା ମଧ୍ୟରେ କଡା ସୁରକ୍ଷା…

ସଫଳତାର ଆଉ ପାଦେ: ପ୍ରଥମ କକ୍ଷପଥ ବଦଳାଇଲା ଚନ୍ଦ୍ରଯାନ-୩

ଶ୍ରୀହରିକୋଟା: ପ୍ରଥମ କକ୍ଷପଥକୁ ସଫଳତାର ସହିତ ସମାପ୍ତ କରିଛି ଚନ୍ଦ୍ରଯାନ-୩ । ବର୍ତ୍ତମାନ ଏହା ୪୨,୦୦୦ କିମିରୁ ଅଧିକ ଦୀର୍ଘ କକ୍ଷପଥରେ ପୃଥିବୀକୁ ପରିକ୍ରମା କରୁଛି। ବର୍ତ୍ତମାନ ଇସ୍ରୋ ବୈଜ୍ଞାନିକମାନେ ଏହାର କକ୍ଷପଥ ସମ୍ବନ୍ଧିତ ତଥ୍ୟର ବିଶ୍ଳେଷଣ କରୁଛନ୍ତି। ୪୨ ଦିନର ଯାତ୍ରା ପରେ…

ଝିଅକୁ ଅଭିନେତ୍ରୀ ବନେଇବା ଜିଦ୍‌ରେ ହରମୋନ୍ ଔଷଧ ଖୁଆଉଥିଲା ମାଆ

ଓଡିଶା ସମ୍ବାଦ ବ୍ୟୁରୋ: ନିଜ ଝିଅକୁ ଅଭିନେତ୍ରୀ ବନେଇବା ଜିଦ୍‌ରେ ଦୀର୍ଘ ଦିନ ଧରି ହରମୋନ୍ ଔଷଧ ଖୁଆଉଥିଲା ମାଆ। ଯାହା ଝିଅର ସ୍ୱାସ୍ଥ୍ୟ ଉପରେ ପ୍ରଭାବ ପକାଇଛି। ନାବାଳିକାର ବସୟ ମାତ୍ର ୧୬ ବର୍ଷ ଏବଂ ତାଙ୍କ ମାଆ ପ୍ରାୟ ଚାରି ବର୍ଷ ଧରି ଏହି ଔଷଧ ଦେଉଥିଲେ। ଏଭଳି ଏକ ଚକିତ ଜନକ ଘଟଣା…

ଜଗନମୋହନଙ୍କ ଦଳରୁ ଇସ୍ତଫା ଦେଲେ ମା ବିଜୟଲକ୍ଷ୍ମୀ; ତେଲେଙ୍ଗାନାରେ ଝିଅକୁ କରିବେ ସାହାଯ୍ୟ

ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ ଜଗନମୋହନ ରେଡ୍ଡୀଙ୍କ ମା' ବିଜୟଲକ୍ଷ୍ମୀ ୱାଇଏସଆର କଂଗ୍ରେସ ସମ୍ମାନୀୟ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି । ଗୁଣ୍ଟୁର ଠାରେ ହେଉଥିବା ଦୁଇ ଦିନିଆ ମେଗା ସମାବେଶରେ ବିଜୟାମ୍ମା ଇସ୍ତଫା ଘୋଷଣା କରିଥିଲେ । ଏହା ସହ ୱାଇଏସଆର କଂଗ୍ରେସରୁ…

ବିରୋଧୀ ଶୂନ୍ୟ ସରକାର ଗଢ଼ିବାକୁ ଜଗନ ଦେଲେ ଗୁରୁମନ୍ତ୍ର

ଅମରାବତୀ: ୨୦୨୪ରେ ସାଧାରଣ ନିର୍ବାଚନ ସହିତ ଆନ୍ଧ୍ରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଏହି ସମୟରେ ରାଜ୍ୟର ସମସ୍ତ ୧୭୫ ବିଧାନସଭା ଆସନରେ ଓ୍ୱାଇଏସଆର କଂଗ୍ରେସ କିପରି ବିଜୟୀ ହେବ ସେ ନେଇ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଗୁରୁତ୍ୱ ଦେଇଛନ୍ତି । ଦଳ ଯଦି ୨୦୧୯ରେ…