Latest Odisha News

BREAKING NEWS

Browsing Category

ଆନ୍ଧ୍ରପ୍ରଦେଶ

Andhra Pradesh

ଆନ୍ଧ୍ରପ୍ରଦେଶର ଅନନ୍ତପୁରରେ ସଡ଼କ ଦୁର୍ଘଟଣା, ୬ଜଣଙ୍କ ମୃତ୍ୟୁ

ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶର ଅନନ୍ତପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ହାଇଦ୍ରାବାଦ ବେଙ୍ଗାଲୁରୁ ହାଇୱେରେ ସଡ଼କ ଦୁର୍ଘଟଣାରେ ୬ଜଣଙ୍କ ମୃତ୍ୟୁ ହୋଇଛି। ଦ୍ରୁତଗତିରେ ଆସୁଥିବା ଟ୍ରକ ଏକ ଯାତ୍ରୀବାହୀ ଅଟୋକୁ ଧକ୍କା ଦେଇଥିବାରୁ ଏହି ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ, ଦୁର୍ଘଟଣା…

ଦର୍ଶନ କରିବି କାଳିଆକୁ .. ..

ସୋନପୁର : ଦିଅଁଙ୍କ ପ୍ରତି ମନରେ ଶ୍ରଦ୍ଧା । ଦେଖିବାକୁ କଷ୍ଟକର ରାସ୍ତା ବି କମ୍ ଜଣାପଡେ । ତେବେ ମନରେ ଭକ୍ତିଭାବ ଥିଲେ ସବୁକିଛି ସମ୍ଭବ କରିଦିଏ ଭକ୍ତଟିଏ । ସେହିଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି । ଖରା ବର୍ଷାକୁ ଖାତିର ନକରି ସୁଦୂର ମଧ୍ୟପ୍ରଦେଶ ତମସା ଗାଁର ଜଣେ ବୃଦ୍ଧ ପାଦରେ ଚାଲି…

ଆନ୍ଧ୍ରକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ; କେମିତି ଦ୍ଵାଦଶ ପରୀକ୍ଷା କରିବ କୁହ ?

ଜଣଙ୍କର ବି ପ୍ରାଣହାନୀ ହେଲେ କୋଟିଏ କ୍ଷତିପୂରଣ ନୂଆଦିଲ୍ଲୀ: ସିବିଏସ୍ଇ ଦ୍ଵାଦଶ ପରୀକ୍ଷା ବାତିଲ କରିସାରିବା ପରେ ସମସ୍ତ ରାଜ୍ୟ ମଧ୍ୟ ସେମାନଙ୍କ ବୋର୍ଡ ଦ୍ଵାରା ପରିଚାଳିତ ଦ୍ଵାଦଶ ପରୀକ୍ଷା ବାତିଲ କରିବାକୁ ନିଷ୍ପତ୍ତି ନେଇସାରିଛନ୍ତି। ତେବେ ଆନ୍ଧ୍ର ସରକାର ଦ୍ଵାଦଶ ପରୀକ୍ଷା…

[ଭିଡିଓ] କରୋନା ଭୟାବହତାର ଆଉ ଏକ ଉଦାହରଣ…

ଶ୍ରୀକାକୁଲମ୍‌ (ଆନ୍ଧ୍ରପ୍ରଦେଶ): କରୋନାର କରାଘାତରେ ତଳେ ପଡିଥିଲା ବାପା । ସେପଟେ ଝିଅଟି ନିଜ ବାପା ମୁହଁରେ ଟିକେ ପାଣି ଦେବାକୁ ଚାହୁଁଥିଲା । ହେଲେ ଭାଗ୍ୟର ବିଡମ୍ବନା । ଖୋଦ ତଳେ ପଡିଥିବା ବ୍ୟକ୍ତିଙ୍କ ସ୍ତ୍ରୀ ଅର୍ଥାତ ଝିଅଟିର ମାଆ ତା ବାପାକୁ ପାଣି ଦେବାକୁ ମନା କରୁଥିଲା । ହେଲେ…

ବସ-ଟ୍ରକ ମୁହାଁମୁହିଁ ଧକ୍କାରେ ଚାଲିଗଲା ୧୩ ଜୀବନ, ୪ ଜଣ ଗୁରୁତର

ଆନ୍ଧ୍ରପ୍ରଦେଶ: ଅଶୁଭ ରବିବାର । ଭୋରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକ-ବସ୍ ମଧ୍ୟରେ ଧକ୍କା ହେବାରୁ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଗୁରୁତର ହୋଇଛନ୍ତି ଆଉ ୪ ଜଣ । ମୃତକଙ୍କ ମଧ୍ୟରେ ୮ ମହିଳା, ୫ ପୁରୁଷ, ଜଣେ ଶିଶୁ ଅଛନ୍ତି । ଆନ୍ଧ୍ରପ୍ରଦେଶ କୁର୍ଣ୍ଣୁଲ୍ ଜିଲ୍ଲା ଦେଇ ଯାଇଥିବା…

ରହସ୍ୟମୟ ରୋଗ କବଳରେ ଆନ୍ଧ୍ରପ୍ରଦେଶ

ହାଇଦ୍ରାବାଦ: ତେଲୁଗୁ ରାଜ୍ୟରେ ଆତଙ୍କ ଖେଳାଇଛି ଅଜଣା ରୋଗ । ଏଲୁରୁ ସହରରେ ୪୦୦ଜଣ ଏକ ରହସ୍ୟମୟ ରୋଗ କବଳରେ ପଡିଛନ୍ତି । ସେଥିମଧ୍ୟରୁ ୧୫୦ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ରୋଗ ପଛରେ ପ୍ରକୃତ କାରଣ ଜଣାପଡିନଥଲାବେଳେ ଗତ ଶନିବାର ଜଣେ ୪୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ…

[ଭିଡିଓ] ବିଗ୍‌ବସ୍ ଦେଖାଇ ରୋଗୀର ବ୍ରେନ୍ ସର୍ଜରୀ କଲେ ଡାକ୍ତର

ଗୁଣ୍ଟୁର: ସାଧାରଣତଃ ବ୍ରେନ୍ ସର୍ଜରୀ ସମୟରେ ରୋଗୀକୁ ଶୋଇବାକୁ କିମ୍ବା ଅଚେତ୍ ହେବାକୁ ଦିଆଯାଇନଥାଏ । ଏଥିପାଇଁ ଡାକ୍ତରୀ ଦଳ ବିଭିନ୍ନ ପ୍ରକାର ଉପାୟ ଅବଲମ୍ବନ କରିଥାନ୍ତି । ତେବେ ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଅଂଚଳରେ ଏକ ବ୍ରେନ ସର୍ଜରୀ କରିବାକୁ ଯାଇ ଡାକ୍ତରୀ ଦଳର ଅଭିନବ ଉପାୟ ଚର୍ଚ୍ଚାକୁ…

ସାମ୍ନାକୁ ଆସିଲା ଆଧ୍ୟାତ୍ମିକ ଟିଭି ଚ୍ୟାନେଲର ନଗ୍ନ ରୂପ !

ଭୁବନେଶ୍ୱର: ଧାର୍ମିକ ମନୋଭାବରେ ଲାଗିଲା ଅଶ୍ଲୀଳତାର ଛିଟା । ଜଣେ ବ୍ୟକ୍ତିଙ୍କୁ ଆଧ୍ୟାତ୍ମିକ ଭିଡିଓ ଲିଙ୍କ୍ ବଦଳରେ ମିଳିଥିଲା ଅଶ୍ଲୀଳ ଭିଡିଓ ସାଇଟ୍‌ର ଠିକଣା । ଏକ ସାଟେଲାଇଟ୍ ତଥା ଆଧ୍ୟାତ୍ମିକ ଟିଭି ଚ୍ୟାନେଲ ବିରୋଧରେ ଆସିଛି ଏଭଳି ସଙ୍ଗୀନ ଅଭିଯୋଗ । ଆନ୍ଧ୍ରପ୍ରଦେଶର ଶ୍ରୀ…

ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ, ୬ ଜଣଙ୍କର ମୃତ୍ୟୁ

ଆନ୍ଧ୍ରପ୍ରଦେଶ: ବିବାହ ଉତ୍ସବରେ ଯୋଗ ଦେଇ ଘରକୁ ଫେରୁଥିଲେ । ବାଟରେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେଲା । ଭାରସାମ୍ୟ ହରାଇ ଭ୍ୟାନ୍ ଓଲଟି ପଡ଼ିବାରୁ ୬ ଜଣଙ୍କର ମୃତ୍ୟୁ ହୋଇଛି । ଆନ୍ଧ୍ରପ୍ରଦଶର ଇଷ୍ଟ ଗୋଦାବରୀ ଜିଲ୍ଲାରେ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । କିଛି ଲୋକ ଆହତ ହୋଇଛନ୍ତି…

ଟ୍ରକ୍ ଅଟକାଇ ୬ କୋଟି ମୂଲ୍ୟର ମୋବାଇଲ୍ ଫୋନ୍ ଲୁଟ୍ !

ଆନ୍ଧପ୍ରଦେଶ: ଦିନ ଦ୍ୱିପହରେ ଜାତୀୟ ରାଜପଥରେ ବଡ ଧରଣର ଲୁଟ୍ । ଟ୍ରକ୍‌ରୁ ଲୁଟେରା ଲୁଟିନେଲେ ୬କୋଟି ଟଙ୍କା ମୂଲ୍ୟର ମୋବାଇଲ୍ ଫୋନ୍ । ଏହି ମାମଲାର ପୋଲିସ ତଦନ୍ତ କରୁଥିଲାବେଳେ ଯୋଜନାବଦ୍ଧ ଭାବେ ଲୁଟ୍ ହୋଇଥିବା ସ୍ପଷ୍ଟ ହୋଇଛି । ମଙ୍ଗଳାବର ୬ରୁ ୭ଜଣ ଅଜଣା ବ୍ୟକ୍ତି ଆନ୍ଧ୍ରପ୍ରଦେଶ ଓ…