NIOS to take Gita, Ramayan to madrassas

ଆସନ୍ତୁ ଜାଣିବା କେଉଁଠାରେ ସରକାରୀ ଟଙ୍କାରେ ମାଦ୍ରାସା ଆଉ ଚାଲିବନି

ଗୌହାଟୀ: ଆସାମ ସରକାର ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବିଲ୍ ବିଧାନସଭାରେ ଆଗତ କରିଛି । ଏଠାରେ ସମସ୍ତ ସରକାରୀ ମାଦ୍ରାସାକୁ ବନ୍ଦ କରି ସ୍କୁଲରେ ପରିଣତ କରିବା ପାଇଁ ବିଲ୍ ଆଗତ ହୋଇଛି । ବିପକ୍ଷ ଦଳର ବିରୋଧ ସତ୍ୱେ ଶିକ୍ଷାମନ୍ତ୍ରୀ ହେମନ୍ତ...

ନାଟକୀୟ ଢଙ୍ଗରେ ଧରାପଡିଲେ ୧୧ ନକଲି ଯବାନ

ଆସାମ: ପାଖରେ ନଥିଲା କୌଣସି ପରିଚୟ ପତ୍ର । ହେଲେ ୪ଜଣ ପିନ୍ଧି ବୁଲୁଥିଲେ ଭାରତୀୟ ସେନାର ପୋଷାକ । ସନ୍ଦିଗ୍ଧ ଅବସ୍ଥାରେ ଗୌହାଟି ଏୟାରପୋର୍ଟ ନିକଟରେ ୪ଜଣ ବ୍ୟକ୍ତି ଭାରତୀୟ ସେନାର ନକଲି ପୋଷାକ ପିନ୍ଧି ଚକ୍କର କାଟୁଥିବାବେଳେ ସେମାନଙ୍କୁ ଗିରଫ...

ଆସାମ-ମିଜୋରାମ ସୀମାରେ ଦୁଇ ଗୋଷ୍ଠୀ ଭିତରେ ହିଂସାତ୍ମକ ସଂଘର୍ଷ

ନୂଆଦିଲ୍ଲୀ: ଆସାମ-ମିଜୋରାମ ସୀମାରେ ଦୁଇ ଗୋଷ୍ଠୀ ଭିତରେ ହିଂସାତ୍ମକ ସଂଘର୍ଷ କାରଣରୁ ଦୁଇ ରାଜ୍ୟର ସୀମାରେ ଉତ୍ତେଜନା ଜାରି ରହିଛି । ଏହି ହିଂସାକାଣ୍ଡରେ ବହୁ ଲୋକ ଆହତ ହୋଇଛନ୍ତି । ଆସାମର ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବାଲ  ସ୍ଥିତିର ରିପୋର୍ଟ ପ୍ରଧାନମନ୍ତ୍ରୀ  ଓ...

ଆତଙ୍କବାଦୀ ଆକ୍ରମଣ ଆଶଙ୍କା: ଗୌହାଟିରେ ୧୪୪ ଧାରା ଜାରି

ଗୌହାଟି: ଆତଙ୍କବାଦୀ ଆକ୍ରମଣ ନେଇ ଗୋଇନ୍ଦା ବିଭାଗର ଆଲର୍ଟ ପରେ ଗୌହାଟୀର ସରକାର କଡା ପଦକ୍ଷେପ ଗ୍ରହଣ କରିଛନ୍ତି । ଗୌହାଟିରେ ୧୪୪ ଧାରା ଜାରି ହୋଇଛି। ଗୌହାଟିରେ ଡେପୁଟି କମିଶନର ରଣବୀର ଗୁରୁବାର ଏ ପ୍ରସଙ୍ଗରେ ଏକ ବିଜ୍ଞପ୍ତି ଜିଲ୍ଲାବାସୀଙ୍କ ପାଇଁ...

ପୋଲିସ ନିଯୁକ୍ତି ପ୍ରଶ୍ନପତ୍ର ଲିକ ମାମଲା: ପୋଲିସ ଏସପି ଗିରଫ

ଆସାମ: CID ଗୁରୁବାର ଦିନ ସବ ଇନ୍ସପେକ୍ଟର ନିଯୁକ୍ତି ପ୍ରଶ୍ନପତ୍ର ଲିକ ଘଟଣାରେ ଜଣେ ପୋଲିସ ଅଧୀକ୍ଷକ(ଏସପି)ଙ୍କୁ ଗିରଫ କରିଛି । ଆସାମର ବାରପେଟା ଜିଲ୍ଲାର ବିଦେଶୀ ଆଞ୍ଚଳିକ ପଞ୍ଜୀକରଣ କାର୍ଯ୍ୟାଳୟ (FRRO) ରେ ଏସପି ଭାବରେ ପୋଷ୍ଟ ହୋଇଥିବା କୁମାର ସଞ୍ଜିତ କୃଷ୍ଣଙ୍କୁ...

କଟକଣାରେ ଖୋଲିଲା ବିଶ୍ୱପ୍ରସିଦ୍ଧ କାମାକ୍ଷା ମନ୍ଦିର !

ଆସାମ: କରୋନା ମାହାମାରୀ ପାଇଁ ମାର୍ଚ୍ଚ ମାସରୁ ବନ୍ଦ ରହିଥିଲା ଆସାମର ବିଶ୍ୱପ୍ରସିଦ୍ଧ କାମାକ୍ଷା ମନ୍ଦିର । ତେବେ ବହୁଦିନର ବ୍ୟବଧାନ ପରେ ଶେଷରେ କୋଭିଡ୍ କଟକଣା ମଧ୍ୟରେ ରବିବାର ମନ୍ଦିର ଖୋଲାଯାଇଛି । ସର୍ବସାଧାରଣଙ୍କ ପାଇଁ ମନ୍ଦିର ଖୋଲିଥିଲେ ବି ଏକାଧିକ...

୪୦୦ କରୋନା ସଂକ୍ରମିତଙ୍କ ଅନ୍ତିମ ସଂସ୍କାର କରି ମୁଁ ଥକିପଡିଲିଣି !

ଆସାମ: ଶେଷକୃତ୍ୟ ସମ୍ପନ୍ନ କରିବା ସହଜ କଥା ନୁହେଁ । ହେଲେ ଯଦି କରୋନା ସଂକ୍ରମିତଙ୍କ ଅନ୍ତିମ ସଂସ୍କାର କଥା ଉଠେ, ସେଠି କଣ କରିବେ ଆପଣ? ଏହି ମାମଲାରେ କିନ୍ତୁ ପଛଘୁଂଚା ଦେଇନଥିଲେ ୪୩ ବର୍ଷୀୟ ରାମାନନ୍ଦ ସରକାର । ବିନା...

ରିୟଲ ଲାଇଫରେ ଆଇପିଏସ୍ ଅଫିସରଙ୍କ ଡବଲ ରୋଲ୍ !

ଆସାମ: ପାହ୍ୟା ପୋଲିସ ଅଫିସର । ହେଲେ ଲୋକଙ୍କ ପାଖରେ ପାଲଟିଛନ୍ତି ଡାକ୍ତର । ରିୟଲ୍ ଲାଇଫରେ ଡବଲ୍ ରୋଲ୍ । ଗୋଟେପଟେ ଏସ୍‌ପି ଭାବେ ନିଯୁକ୍ତି । ହେଲେ କରୋନା କାଳରେ ସଂକ୍ରମିତଙ୍କୁ ମଧ୍ୟ ଚିକିତ୍ସା କରୁଛନ୍ତି । ଏପରି ମହତ...

ଅଗଷ୍ଟ ୧୫’ ପୂର୍ବରୁ ଟଳିଲା ବଡ ଧରଣର ଆତଙ୍କବାଦୀ ହମ୍‌ଲା !

ଆସାମ: ପୁଣିଥରେ ନିଜ ଉପସ୍ଥିତି ଜାହିର କରିବାକୁ ଚେଷ୍ଟା କରିଥିଲେ ଆତଙ୍କବାଦୀ ସଙ୍ଗଠନ । ସ୍ୱାଧୀନତା ଦିବସ ପାଳନ ଅବସରରେ ହୋଇଥାନ୍ତା ବଡ ଧରଣର ଆତଙ୍କବାଦୀ ହମ୍‌ଲା । ହେଲେ ଭାରତୀୟ ପୋଲିସ୍‌କୁ ଚକ୍‌ମା ଦେବା ଏତେଟା ସହଜ ନଥିଲା । ଖସିଗଲେ...

ଆସାମ ରାଜଭବନ କ୍ୟାମ୍ପସ୍ କଣ୍ଟେନମେଣ୍ଟ ଜୋନ୍ ଘୋଷିତ

ଗୁଆହାଟୀ: ଆସାମ ରାଜଭବନ କ୍ୟାମ୍ପସ ପରିସରକୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । କ୍ୟାମ୍ପସ ଭିତରୁ କରୋନା ସଂକ୍ରମିତ ଚିହ୍ନଟ ପରେ ପଦକ୍ଷେପ ନେଇଛି ସ୍ଥାନୀୟ ପ୍ରଶାସନ । ଗତକାଲି କାମରୁପ୍ ମହାନଗର ନିଗମ ଡେପୁଟୀ କମିଶନର ଏସମ୍ପର୍କିତ ନିର୍ଦ୍ଦେଶନାମା ଜାରି କରିଥିଲେ । ରାଜଭବନ...

ସାହିତ୍ୟ