Latest Odisha News

BREAKING NEWS

Browsing Category

ଆସାମ

Assam

ଆସାମରେ ଭୟଙ୍କର ବନ୍ୟା ସ୍ଥିତି, ପାଣିଘେରରେ ୨୨୨ ଗାଁ

ନୂଆଦିଲ୍ଲୀ: ଆସାମରେ ଲଗାଣ ବର୍ଷା ଆଣିଛି ବନ୍ୟା । ଚାରିଆଡ଼େ ଖାଲି ପାଣି ଆଉ ପାଣି । ଘରଦ୍ୱାର, ଚାଷ ଜମି ବୁଡ଼ିଛି । ଲୋକ ଘରୁ ପାଦ କାଢ଼ି ପାରୁ ନାହାନ୍ତି । ବନ୍ୟା ପାଣିଘେରରେ ଅଛନ୍ତି ୫୭ ହଜାର ଲୋକ । ୨୨୨ଟି ଗାଁ ପ୍ରଭାବିତ ହୋଇଛି । ୧୦ହଜାରରୁ ଅଧିକ ହେକ୍ଟର ଚାଷଜମିରେ ନଷ୍ଟ ହୋଇଛି…

[ଦେଖନ୍ତୁ ଭିଡିଓ] କାଠମାଣ୍ଡୁ ନାଇଟ୍ କ୍ଲବରେ ରାହୁଲ ଗାନ୍ଧୀ : ଭିଡିଓ ଜାରି କରି ଘେରିଲା ବିଜେପି

ଦିଲ୍ଲୀ : ମଙ୍ଗଳବାର ଦିନ ଏକ ବିଦେଶୀ ନାଇଟ୍ କ୍ଲବରେ ଦେଖିବାକୁ ମିଳିଛନ୍ତିି କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ । ଏକ ନାଇଟ କ୍ଲବ ପବରେ ରାହୁଲଙ୍କୁ ଜଣେ ନେପାଳି ବାନ୍ଧବୀଙ୍କ ସହ ଦେଖିବାକୁ ମିଳିଛି । ତାଙ୍କର ଏହି ଭିଡିଓ ସାମ୍ନାକୁ ଆସିବା ପରେ ରାହୁଲ ଗାନ୍ଧୀଙ୍କୁ ଘେରିଛି ବିଜେପି । ଏହି…

‘ବିଜେପିକୁ ସୁହାଇଲା ଭଳି କଂଗ୍ରେସ ରଣନୀତି ତିଆରି କରୁଛି’

ଗୌହାଟି: ଆସାମ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରିପୁନ ବୋରା ରବିବାର ଦଳରୁ ଇସ୍ତଫା ଦେଇଛନ୍ତି। ସେ ଦାବି କରିଛନ୍ତି ଯେ ଦଳର ଅନେକ ନେତା ରାଜ୍ୟରେ ବିଜେପି ସହିତ ବିଶେଷ କରି ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ସହ ମିଶି କାମ କରୁଛନ୍ତି। ତେଣୁ ଆସାମ କଂଗ୍ରେସର ଅନେକ ରଣନୀତି ବିଜେପିକୁ…

ଭାରତରେ ବିକ୍ରୟ ହେଉଛି ୟୁକ୍ରେନ୍ ରାଷ୍ଟ୍ରପତିଙ୍କ ନାଁରେ ଚା’ ପତି

ଭୁବନେଶ୍ୱର: ୟୁକ୍ରେନ୍ ଓ ଋଷିଆର ମଧ୍ୟରେ ଯୁଦ୍ଧ ସମଗ୍ର ବିଶ୍ୱର ଧ୍ୟାନ ଆକର୍ଷଣ କରିଛି । ଆଖି ଆଗରେ ୟୁକ୍ରେନ୍‌କୁ ଧ୍ୱସ୍ତ କରିବାରେ ଲାଗିପଡିଛି ପୁତିନଙ୍କ ନୃଶଂସ ସେନା । ଏପରି ସ୍ଥିତିରେ ବି ୟୁକ୍ରେନ୍ ରାଷ୍ଟ୍ରପତି ଭଲ୍‌ଡିମିର୍ ଜିଲେନ୍‌ସ୍କି ବିଚଳିତ ନହୋଇ ନିଜ ଜନତାଙ୍କ ସହ ଠିଆ…

ବିଡ଼ି ପାଇଁ ବାପାର ଜୀବନ ନେଲା ପୁଅ

ଗୁଆହାଟୀ: ସମ୍ପର୍କରେ ରକ୍ତର ଛିଟା । ବିଡ଼ି ପାଇଁ ଜୀବନ ନେଲା ପୁଅ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାରପେଟା ଜିଲ୍ଲା କୋଲଗାଚିଆ ଥାନା ଅଞ୍ଚଳରେ । ଅଭିଯୁକ୍ତକୁ ଗିରଫ କରି ହତ୍ୟାରେ ବ୍ୟବହୃତ ଛୁରୀକୁ ଜବତ କରିଛି ପୋଲିସ । ପୋଲିସ ସୂଚନା ଅନୁସାରେ, ମଙ୍ଗଳବାର ଦିନ ଅଲିପୁର ଗାଁର ସାମସୁଲ…

ବରଫ ଭିତରେ ଭାରତୀୟ ଯବାନଙ୍କ ବିହୁ ନାଚ

ଶ୍ରୀନଗର: କୋଲ ମାରିଲା ପରି ଥଣ୍ଡା । ଚାରିଆଡେ ବରଫ । ଆଉ ବରଫ ଭିତରେ ବିହୁ ଡ୍ୟାନ୍ସ କଲେ ଭାରତୀୟ ଯବାନ । ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ବିହୁ ହେଉଛି ଆସାମ ଏବଂ ଉତ୍ତର ପୂର୍ବ ଭାରତର ଜାନୁଆରୀ ଓ ଫେବ୍ରୁଆରୀ ମାସରେ ଫସଲ ଅମଳ ସମୟର ପର୍ବ । ଜାନୁଆରୀ…

ଛେଳି ଜନ୍ମ କଲା ମଣିଷ ଆକୃତିର ଛେଳି ଛୁଆ

ଆସାମ: ଆମ ଆଖପାଖରେ ଅନେକ ସମୟରେ ଏହିପରି କିଛି ଘଟଣା ଘଟେ । ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦିଏ । ଏହି ମଧ୍ୟରେ ଆସାମର କଚାର ଜିଲ୍ଲାରୁ ଏକ ଦୃଶ୍ୟ ସାମ୍ନାକୁ ଆସିଛି । ଯାହା କିଛି ଚତ୍ମକାରଠାରୁ କମ୍ ନୁହେଁ । ଆପଣ କେବେ ଶୁଣିଛନ୍ତି ପଶୁ ମଣିଷ ଛୁଆକୁ ଜନ୍ମ ଦେବା କଥା! ହଁ ଆଜ୍ଞା ଆମେ…

ଛଟ୍ ପୂଜା ସାରି ଫେରିବାବେଳେ ଅଟୋ-ଟ୍ରକ ମୁହାଁମୁହିଁ ଧକ୍କା ,୧୦ ମୃତ

ଆସାମ : ଆସାମରେ ମର୍ମନ୍ତୁଦ ଦୁର୍ଘଟଣା । ଦ୍ରୁତଗାମୀ ଟ୍ରକ ସହ ଅଟୋ ଧକ୍କା ହେବାରୁ ୧୦ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଆସାମ-ତ୍ରୀପୁରା ନିକଟବର୍ତ୍ତୀ କରିମଗଞ୍ଜ ଜିଲ୍ଲା ପଥରଖଣ୍ଡି ଥାନା ଅନ୍ତର୍ଗତ ବୈଠକଖାଲି ଜାତୀୟ ରାଜପଥରେ ବିଳମ୍ବିତ ରାତିରେ ଏପରି ଅଘଟଣ ଘଟିଛି ।…

ଯାନ୍ତ୍ରୀକ ତ୍ରୁଟି ଯୋଗୁଁ ଆସାମରେ ଜରୁରୀ ଅବତରଣ କଲା ବିମାନ, ଯାତ୍ରୀ ସୁରକ୍ଷିତ

ଆସାମ : ଆସାମରେ ଯାନ୍ତ୍ରୀକ ତ୍ରୁଟି ଯୋଗୁଁ ଜରୁରୀ ଅବତରଣ କଲା ବିମାନ। ବୁଧବାର ଆସାମର ସିଲଚରସ୍ଥିତ କୁମ୍ଭଗ୍ରାମରେ ବିମାନ ବନ୍ଦରରୁ ଉଡ଼ାଣ ଆରମ୍ଭ କରିଥିଲା ଏୟାର ଇଣ୍ଡିଆ ବିମାନ । ହେଲେ ପଛ ଚକାରେ କୌଣସି ତ୍ରୁଟି ଦେଖାଦେବାରୁ ବିମାନକୁ ଜରୁରୀ କାଳିନ ଅବତରଣ କରିବାକୁ ପଡ଼ିଛି । ବିମାନ…

ଆସାମରେ ହିମନ୍ତ ସରକାର: ଶପଥ ନେଲେ ମୁଖ୍ୟମନ୍ତୀ ହିମନ୍ତ ବିଶ୍ୱଶର୍ମା

ଗୌହାଟୀ: ଆସାମରେ ହିମନ୍ତ ସରକାର । ମୁଖ୍ୟମନ୍ତ୍ରୀ ଭବାରେ ଆଜି ଶପଥ ନେଇଛନ୍ତି ହିମନ୍ତ ବିଶ୍ୱଶର୍ମା । ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ ରାଜ୍ୟପାଳ ଜଗଦୀଶ ମୁଖି । କୋଭିଡ୍ ଗାଇଡଲାଇନ ଭିତରେ ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଶପଥ ସମାରୋହରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ…