Latest Odisha News

BREAKING NEWS

Browsing Category

ବିହାର

Bihar

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା , ୩ ପୋଲିସ୍ ମୃତ

ବିହାର: ବିହାରର ପାଟନାରେ ବଡ଼ ଧରଣର ସଡ଼କ ଦୁର୍ଘଟଣା । ମଙ୍ଗଳବାର ଦିନ ସକାଳୁ ଡ଼କ ଦୁର୍ଘଟଣାରେ ତିନି ଜଣ ପୋଲିସ୍ କର୍ମୀଙ୍କର ମୃତ୍ୟୁ ହୋଇଯାଇଛି । ଏହା ସହିତ ଦୁଇ ଜଣ ଆହତ ମଧ୍ୟ ହୋଇଛନ୍ତି । ହାଇୱା  ନିୟନ୍ତ୍ରଣ ହରାଇ ପାଟ୍ରୋଲିଂ କରୁଥିବା ଏକ ପୋଲିସ୍ ଜିପ୍ ଉପରେ ଚଢ଼ିଯାଇଥିଲା । ଯାହାଫଳରେ…

ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୬ ମୃତ

ପାଟଣା: ବିହାରର ମୁଜାଫରପୁରରେ ଅଭାବନୀୟ ଘଟଣା । ରବିବାର ଏଠାରେ ଥିବା ଏକ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ ଘଟିଛି । ଯେଉଁଥିରେ ୬ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିବା ସହିତ ବହୁ ସଂଖ୍ୟକ ଲୋକ ଆହତ ହୋଇଥିବା ଜଣାପଡ଼ିଛି । ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି କୁହାଯାଉଛି । ସୂଚନା…

[ଭିଡିଓ] ପ୍ରେମ ପ୍ରସ୍ତାବ ପ୍ରତ୍ୟାଖ୍ୟାନ, ୧୩ ସେକେଣ୍ଡରେ ୮ଥର ଛୁରାମାଡ

ଭୁବନେଶ୍ୱର: ଦିନ ଦ୍ୱିପହରେ ମରଣାନ୍ତକ ଆକ୍ରମଣ । ସିସିଟିଭିରେ କଏଦ ହେଲା ପ୍ରେମିକାକୁ ପ୍ରେମିକାର ଛୁରାମାଡ ଘଟଣା । ଏଭଳି ଘଟଣାର ଦୃଶ୍ୟ ଆପଣଙ୍କୁ ବିଚଳିତ କରିପାରେ । ତେବେ ଆଜିର ସମୟରେ ପ୍ରେମ ପ୍ରସ୍ତାବକୁ ଅଗ୍ରାହ୍ୟ କଲେ ନୀରିହ ଝିଅମାନଙ୍କୁ ଏପରି ପରିସ୍ଥିତିର ସାମ୍ନା କରିବାକୁ ପଡୁଛି…

[ଭିଡିଓ] ମଦ ନିଷେଧ ରାଜ୍ୟରେ ମଦ ହରିଲୁଟ୍

ଭୁବନେଶ୍ୱର: ଭାରତର କିଛି ହାତଗଣତି ରାଜ୍ୟକୁ ମଦ ନିଷିଦ୍ଧାଂଚଳ ଭାବେ ଘୋଷଣା କରାଯାଇଛି । ତଥାପି ସେହି ରାଜ୍ୟମାନଙ୍କରେ ପ୍ରତିଦିନ ସାମ୍ନାକୁ ଆସିଥାଏ ବେଆଇନ ମଦ କାରବାର । ଏହି ତାଲିକାରେ ବିହାର ରାଜ୍ୟ ମଧ୍ୟ ସାମିଲ ଅଛି । ନିକଟରେ ଏହି ରାଜ୍ୟରେ ମଦ ହରିଲୁଟର ଘଟଣା ସୋସିଆଲ ମିଡିଆରେ…

ଲାଲୁଙ୍କ ଘରେ ବାଜିବ ଶାହନାଇ, ବାହା ହେବେ ତେଜସ୍ୱୀ

ପାଟଣା: ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ଘରେ ପୁଣି ଥରେ ବାଜିବ ଶାହନାଇ । ଖୁବଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବେ ସାନ ପୁଅ ତେଜସ୍ୱୀ ଯାଦବ । ବାହାଘରକୁ ନେଇ ଆସିଲା ବଡ଼ ଖବର । ଖୁବଶୀଘ୍ର ବରବେଶରେ ସଜେଇ ହେବେ ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ । କାଲି ଦିଲ୍ଲୀରେ…

[ଭିଡିଓ] ପ୍ରିୟ ଜିପ୍ ଧରି ପାଟନା ରାସ୍ତାରେ ବୁଲିଲେ ଲାଲୁ ପ୍ରସାଦ ଯାଦବ

ପାଟନା : ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ ପୁରୁଣା ଅନ୍ଦାଜକୁ ଫେରିଛନ୍ତି । ଆଜି ଲାଲୁ ପ୍ରସାଦ ଯାଦବ ପାଟନା ରାସ୍ତାରେ ନିଜର ପୁରୁଣା ଜିପ୍ କୁ ଚଲାଉଥିବା ଦେଖିବାକୁ ମିଳିଥିଲା । ତାଙ୍କୁ ଅନେକ ଲୋକମାନେ ଏହି ଜିପ୍ ଚଲାଉଥିବାର ଦେଖିଥିଲେ। ଲାଲୁ ମଙ୍ଗରବାର ରାତିରୁ ଏହି ଜିପ୍ ଚଲାଇବା…

ପରିବାରର ୪ଜଣଙ୍କୁ ହତ୍ୟା କଲେ ନକ୍ସଲ, ଘରକୁ ବୋମା ଲଗାଇ ଉଡ଼ାଇଦେଲେ

ପାଟନା: ବିହାରର ଗୟାରେ ନକ୍ସଲମାନେ ୪ଜଣଙ୍କୁ ହତ୍ୟା କରିଛନ୍ତିି। ଚାରିଜଣ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି। ନକ୍ସଲମାନେ ହତ୍ୟା କରିବା ପରେ ଘରକୁ ବୋମା ଲଗାଇ ଉଡ଼ାଇ ଦେଇଛନ୍ତି। ପୋଲିସ ଏନେଇ ତଦନ୍ତ କରୁଛି। ବିହାରରେ ପୁଣି ନକ୍ସଲମାନେ ବର୍ବରକାଣ୍ଡ ଘଟାଇଛନ୍ତି। ଡ଼ୁମରିଆର ମନୋବର ଗାଁରେ…

ଆକ୍ସନ୍‌ ମୋଡ୍‌ରେ ନୀତିଶ କୁମାର,ବିହାରରେ ମଦ ବନ୍ଦ ନେଇ ୧୬ ନଭେମ୍ବରରେ ବୈଠକ

ବିହାର: ବିହାରରେ ଦୀପାବଳିର ଗୋଟିଏ ଦିନ ପୂର୍ବରୁ ବିଷାକ୍ତ ମଦ ମୃତ୍ୟୁକୁ ନେଇ ମୃତ୍ୟୁକୁ ନେଇ ୪୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହେବା ପରେ। ଏବେ ଆକ୍ସନ ମୋର୍ଡରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର। ସେ ୧୬ ନଭେମ୍ବରରେ ଏହି ସମ୍ବନ୍ଧରେ ବିଚାର-ବିମର୍ଷ ପାଇଁ ଉଚ୍ଚ ସ୍ତରୀୟ ବୈଠକ ଡାକିଛନ୍ତି ।…

ବିିହାରରେ ବିଷାକ୍ତ ମଦ ମୃତ୍ୟୁ ସଂଖ୍ୟା ବଢ଼ୁଛି, ୩୪ ମୃତ

ପାଟନା : ବିିଷାକ୍ତ ମଦ ନେଉଛି ଜୀବନ । ବିହାରର ଗୋପାଳଗଂଜ ଓ ପଶ୍ଚିମ ଚମ୍ପାରଣ ଜିଲ୍ଲାରେ ବିଷାକ୍ତ ମଦ ପିଇ ଏପର୍ଯ୍ୟନ୍ତ ୩୪ ଜଣଙ୍କ ଜୀବନ ଗଲାଣି । ଗତ ୧୫ ଦିନ ଭିତରେ ବିହାରରେ ବିଷାକ୍ତ ମଦ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଅନ୍ୟପଟେ ତେହୁଆ ଗାଁରେ ଗୁରୁବାର ଦିନ ୮ ଜଣଙ୍କ ମୃତ୍ୟୁ…

‘ଅଇସନ ବିପତିୟା ଆଏଲ’ ସୁରକ୍ଷିତ ଛଟ୍ ପର୍ବ ପାଳନ ନେଇ ଶାରଦା ସିହ୍ନାଙ୍କ ଗୀତ

ପାଟନା: ଛଟ୍ ପୂଜା କାର୍ତ୍ତିକ ଶୁକ୍ଳ ପକ୍ଷ ଷଷ୍ଠୀରୁ ଆରମ୍ଭ ହୋଇଯାଏ। ଏହି ପର୍ବ ୪ଦିନ ଧରି ଚାଲିଥାଏ। ଚଳିତବର୍ଷ ଛଟ୍ ପର୍ବ ୮ନଭେମ୍ବରରୁ ଆରମ୍ଭ ହୋଇଯିବ। ୯ତାରିଖ ଦିନ ଖରନା, ୧୦ତାରିଖରେ ଅସ୍ତଚଳଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦିଆଯିବ ଏବଂ ୧୧ତାରିଖ ଦିନ ସକାଳୁ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦେଇ…