Latest Odisha News
Browsing Category

ଦିଲ୍ଲୀ

Delhi

ଇଡି ପକ୍ଷରୁ ୮ଥର ସମନକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ମାମଲାରେ ଇଡିର ଅଭିଯୋଗ ପରେ ରାଉଜ ଏଭିନ୍ୟୁ କୋର୍ଟ ପକ୍ଷରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଦିଆଯାଇଥିବା ସମନକୁ ସେଶନ କୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି । ଏହି ମାମଲରେ ଆଜି ଶୁଣାଣି ହୋଇଥିଲା ।ଶୁଣାଣି ସମୟରେ ଅରବିନ୍ଦ…

ସିଏଏକୁ ବିରୋଧ କରିବାରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଘର ବାହାରେ ବିକ୍ଷୋଭ, ରାଗିଗଲେ କେଜ୍ରିୱାଲ

ନୂଆଦିଲ୍ଲୀ: ଦେଶରେ ନାଗରିକ ସଂଶୋଧନ ଆଇନ ଲାଗୁ ହେବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିବା ସହ ଏହାକୁ ବିରୋଧ କରିଥିଲେ । ଏହି ଘଟଣାକୁ ନେଇ ପାକିସ୍ତାନ ଏବଂ ବାଂଲାଦେଶରୁ ଆସିଥିବା ଶରଣାର୍ଥୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାସଭବନ…

ଦରମା ବୃଦ୍ଧି ପାଇଁ ରାଜଧାନୀ ରାଜରାସ୍ତାରେ ସମିତି ସଭ୍ୟଙ୍କ ଆନ୍ଦୋଳନ

ଭୁବନେଶ୍ବର: ରାଜଧାନୀରେ ଗର୍ଜିଲେ ରାଜ୍ୟ ତମାମରୁ ଆସିଥିବା ସମିତି ସଭ୍ୟ । ସରପଞ୍ଚଙ୍କ ଭଳି ସମାନ ଦରମା ଓ ଅଧିକାର ଦାବିରେ ଆନ୍ଦୋଳନ । ସରପଞ୍ଚଙ୍କୁ ୧୦ ହଜାର, ଆମକୁ କାହିଁକି ୭୫୦୦ ବୋଲି ସରକାରଙ୍କୁ କଲେ ପ୍ରଶ୍ନ । ୩୦ ଜିଲ୍ଲାର ୬ ହଜାର ୭ଶହ ୯୮ ଜଣ ସମିତିସଭ୍ୟ ଆଜି ରାଜଧାନୀରେ ଏକାଠି ହୋଇ…

ପ୍ରତିରକ୍ଷା କ୍ଷେତ୍ରରେ ବଢ଼ିବ ଭାରତ ଶକ୍ତି: ଭାରତକୁ ମିଳିବ ସାଇଲେଣ୍ଟ କିଲର

ନୂଆଦିଲ୍ଲୀ: ଭାରତ-ଆମେରିକା ପ୍ରତିରକ୍ଷା ସହଯୋଗକୁ ଆହୁରି ଶକ୍ତିଶାଳୀ କରିଛନ୍ତି । ବାଇଡେନ ପ୍ରଶାସନ ଜେନେରାଲ ଆଟୋମିକ୍ସରୁ ୩୧ ଏମକ୍ୟୁ ୯ବି ପ୍ରୋଡେଟର ଡ୍ରୋନ ଅଧିଗ୍ରହଣ ପାଇଁ ରକ୍ଷା ମନ୍ତ୍ରାଳୟକୁ ଶେଷ ଅନୁମୋଦନ ପତ୍ର ପଠାଇଛନ୍ତି । ଏହା ପରେ ଭାରତର ସାମରିକ ଶକ୍ତି ବଢ଼ିବ । ଏହା କେବଳ…

ନିର୍ବାଚନ ଆୟୋଗଙ୍କୁ ଦିଆଯାଇଥିବା ତଥ୍ୟରେ ବଣ୍ଡ ନମ୍ବର କାହିଁକି ନାହିଁ ପ୍ରଶ୍ନ କଲେ ପ୍ରଧାନ ବିଚାରପତି?

ନୂଆଦିଲ୍ଲୀ: ଇଲେକ୍ଟୋରାଲ ବଣ୍ଡ ମାମଲାରେ ଆଜି ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି । ନିର୍ବାଚନ ଆୟୋଗ ଏହି ସମୟରେ କହିଛନ୍ତି ରାଜନୖେତିକ ଦଳ ୨୦୧୯ ବର୍ଷ ପୂର୍ବରୁ ଦେଇଥିବା ଚାନ୍ଦା ବିଷୟରେ ବନ୍ଦ ଲଫାପାରେ ସେ ସୁପ୍ରିମକୋର୍ଟରେ ଦାଖଲ କରିଥିଲେ । ଯାହାର ସେ କପି ରଖିନାହାଁନ୍ତି । ଏହା…

ଦିଲ୍ଲୀ ଶାନ୍ତିନଗରରେ ଭୟାବହ ଅଗ୍ନିକାଣ୍ଡ; ୪ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀରେ ଭୟାବହ ଅଗ୍ନିକାଣ୍ଡ । ଜୀଅନ୍ତା ଜଳିଗଲେ ଗୋଟିଏ ପରିବାରର ଚାରି ଜଣ । ଦିଲ୍ଲୀର ଶାହଦରା ସ୍ଥିତ ଶାନ୍ତିନଗରରେ ଘଟିଛି ଏହି ଘଟଣା । ଏକ ଆବାସିକ କୋଠାରେ ନିଆଁ ଲାଗିବାରୁ ୨ ଶିଶୁ ସମେତ ୪ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଗ୍ରାଉଣ୍ଡ ଫ୍ଲୋରରେ ଥିବା…

ଶାସନକୁ ଆସିଲେ ବିନା ସର୍ଭେରେ ମିଳିବ ମହିଳାଙ୍କୁ ସଂରକ୍ଷଣ: ରାହୁଲ ଗାନ୍ଧୀ

ମହାରାଷ୍ଟ୍ର: ଲୋକସଭା ନିର୍ବାଚନକୁ ଦୃ୍ଷ୍ଟିରେ କଂଗ୍ରେସର ପକ୍ଷରୁ ବଡ଼ ପ୍ରତିଶ୍ରୁତି । ଶାସନକୁ ଆସିଲେ ବିନା ସର୍ଭେରେ ମହିଳାଙ୍କୁ ମିଳିବ ସଂରକ୍ଷଣ । ଏପରି କିଛି କହିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଏକ ରାଲିକୁ ସମ୍ବୋଧିତ କରି ମହିଳାମାନଙ୍କୁ ବିନା ସର୍ଭେରେ ସଂରକ୍ଷଣ ଦିଆଯିବ…

ଇଣ୍ଡିଆ ମେଣ୍ଟ: ୟୁପିରେ ଆପକୁ ଆସନ ଦେବ କଂଗ୍ରେସ୍?

ନୂଆଦିଳ୍ଲୀ: ଶାସକ ଦଳକୁ କଡ଼ା ଟକ୍କର ଦେବା ପାଇଁ ଇଣ୍ଡିଆ ମେଣ୍ଟ କରିଥିଲେ ବିରୋଧୀ । ଯେଉଁଥିରେ କିଛି ରାଜ୍ୟରେ ଫାଟ ସୃଷ୍ଟି ହୋଇଛି । ଆାମ ଆଦମୀ ଅର୍ଥାତ ଆପ ଇଣ୍ଡିଆ ମେଣ୍ଟରେ ସାମିଲ ହୋଇଥିଲେ ମଧ୍ୟ ଉତ୍ତର ପ୍ରଦେଶରେ ନିର୍ବାଚନ ଲଢ଼ିବା ସ୍ଥିତି କିଛି ସ୍ପଷ୍ଟ ହୋଇନି । ଏପର୍ଯ୍ୟନ୍ତ…

ସିଏଏ ଲାଗୁ ହେବା ପରେ ଉତ୍ସବ ମନାଉଛନ୍ତି ପାକିସ୍ତାନୀ ଶରଣାର୍ଥୀ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଦ୍ବାରା ଦେଶରେ ସିଏଏ ଲାଗୁ କରାଯାଇଛି । ଏହା ଲାଗୁ ହେବା ପରେ ରାଜସ୍ଥାନ, ପଶ୍ଚିମବଙ୍ଗ ପରି ରାଜ୍ୟରେ ରହୁଥିବା ପାକିସ୍ତାନୀ ଶରଣାର୍ଥୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଅନେକ ସ୍ଥାନରେ ଶରଣାର୍ଥୀ ଭାରତ ମାତା କି ଜୟ, ନରେନ୍ଦ୍ର ମୋଦୀ ଜିନ୍ଦାବାଦ ନାରା…

ସିଏଏକୁ ଥଲପତି ବିଜୟଙ୍କ ବିରୋଧ

ତାମିଲନାଡୁ: ଲୋକସଭା ନିର୍ବାଚନ ପୂର୍ବରୁ ସିଏଏକୁ ଦେଶରେ ଲାଗୁ କରିଛନ୍ତି ଗୃହ କେନ୍ଦ୍ର ମନ୍ତ୍ରାଳୟ । ଯାହାକୁ ବିରୋଧ କରିଛନ୍ତି ବିରୋଧୀ । ସାଉଥ ସୁପରଷ୍ଟାର ଥଲପତି ବିଜୟ ସିଏଏକୁ ନେଇ କେନ୍ଦ୍ର ସରକାର ଉପରେ ବର୍ଷିଛନ୍ତି । ଏହା ସହ ତାମିଲନାଡୁ ସରକାରଙ୍କୁ ଏହି ଆଇନ ଲାଗୁ ନକରିବାକୁ…