Latest Odisha News
Browsing Category

ଦିଲ୍ଲୀ ନିର୍ବାଚନ

Delhi Assembly Election

ଭୋଟ ପୂର୍ବରୁ ଭକ୍ତ ସାଜିଲେ ନେତା

ନୂଆଦିଲ୍ଲୀ: ୮ ଫେବୃୟାରୀରେ ଦିଲ୍ଲୀ ନିର୍ବାଚନ ପାଇଁ ଭୋଟ ପଡିବ । ସମସ୍ତ ପ୍ରକାର ରଣନୀତି ପରେ ନେତାମାନେ ଏଥର ଭଗବାନଙ୍କ ଆଶ୍ରୟ ନେଇଛନ୍ତି । ଫଳାଫଳ ସପକ୍ଷରେ ଯେପରି ହେବ ସେ ନେଇ ସମସ୍ତ ନେତା ଭକ୍ତ ସାଜିଛନ୍ତି । ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି ନେତା ଅରବିନ୍ଦ କେଜ୍ରିୱାଲ…

ଦିଲ୍ଲୀ ନିର୍ବାଚନ ପ୍ରଚାରରେ ୭୬ କ୍ୱିଂଟାଲ ଫୁଲର ବ୍ୟବହାର !

ନୂଆଦିଲ୍ଲୀ: ଏଠାରେ ହାଇ ଭୋଲଟେଜ ବିଧାନସଭା ନିର୍ବାଚନର ପ୍ରଚାର ଶେଷ ହୋଇଯାଇଛି । ୮ ତାରିଖରେ ମତଦାନ ହେବ । ୨୨ ଦିନ ଧରି ଚାଲିଥିବା ଏହି ନିର୍ବାଚନ ପ୍ରଚାରରେ ୭୬ କ୍ୱିଂଟାଲର ଫୁଲ ବ୍ୟବହାର ହୋଇଥିଲା ବୋଲି ରିପୋର୍ଟ ପ୍ରକାଶ ପାଇଛି । ଗାଜିପୁର ଫୁଲ ମଣ୍ଡିର ତଥ୍ୟ ଅନୁସାରେ ବିଜେପି…

ସ୍ୱପ୍ନା ଚୌଧୁରୀଙ୍କ ପ୍ରଶ୍ନର ଉତ୍ତର ଶୁଣି ଖୁସି ହେଇଗଲା ଆପ୍‌!

ନୂଆଦିଲ୍ଲୀ: ଆଜି ସରିଲା ଦିଲ୍ଳୀ ନିର୍ବାଚନ ପ୍ରଚାର । ଅନ୍ତିମ ଦିନରେ ସମସ୍ତ ଦଳ ଜୋରଦାର ପ୍ରଚାର କରିଛନ୍ତି । ଆଜି ଏହି ପ୍ରଚାରରେ ସାମିଲ ହୋଇଥିଲେ ଭୋଜପୁରୀ ଡ୍ୟାନ୍ସର ସ୍ୱପ୍ନା ଚୌଧୁରୀ । ପ୍ରଚାର ମଇଦାନରେ ଅନ୍ତିମ ଦିନର ପ୍ରଚାର ହୋଇଥିବାରୁ ସ୍ୱପ୍ନା ମଧ୍ୟ ନିଜ ଶେଷ ସ୍ପର୍ଶ ଦେଉଥିଲେ ।…

ଦିଲ୍ଲୀ ନିର୍ବାଚନ ଲାଗି ଆଜି ସରୁଛି ପ୍ରଚାର; ସରଗରମ ରାଜନୀତି

ନୂଆଦିଲ୍ଲୀ: ଆସନ୍ତା ଫେବୃଆରୀ ୮ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବା ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ଗୁରୁବାର ଦିନ ନିର୍ବାଚନ ପ୍ରଚାର ଶେଷ ହେଉଛି । ନିର୍ବାଚନ କମିଶନଙ୍କ ଗାଇଡ୍ ଲାଇନ୍ ଅନୁଯାୟୀ ଆଜି ସନ୍ଧ୍ୟା ସୁଦ୍ଧା ଦିଲ୍ଲୀରେ ରାଜନୈତିକ ଦଳଗୁଡିକର ନିର୍ବାଚନୀ ପ୍ରଚାର ସମାପ୍ତ…

ଦିଲ୍ଲୀ ନିର୍ବାଚନ: ଜୋର ଧରିଲା ନିର୍ବାଚନ ପ୍ରଚାର, ମୈଦାନକୁ ଓହ୍ଲାଇଲେ ବିହାରର ବଡ ନେତା

ନୂଆଦିଲ୍ଲୀ: ଦିଲ୍ଲୀରେ ଡେରା ପକାଇଲେ ବିହାର ମନ୍ତ୍ରୀ । ଦିଲ୍ଲୀ ବିଧାନସଭା ଆସନ ହାତେଇବାକୁ ନେତା କରୁୂଛନ୍ତି କସରତ । ତେବେ ଫେବୃଆରୀ ୮ରେ ହେବାକୁ ଥିବା ନିର୍ବାଚନରେ ଜେଡିୟୁ ଦିଲ୍ଲୀର ୭୦ଟି ବିଧାନସଭା ସିଟରୁ ୨ଟିରେ ଲଢୁଛି । ସେମିତି ଆରଜେଡି ୪ଟି ସିଟରେ ନିଜର ଭାଗ୍ୟ ପରୀକ୍ଷା କରୁଛି ।…

ତାଜମହଲକୁ ମଧ୍ୟ ବିକ୍ରି କରିଦେବ ବିଜେପି: ରାହୁଲ

ନୂଆଦିଲ୍ଲୀ: ଦିଲ୍ଲୀ ନିର୍ବାଚନ ପାଇଁ ଜୋରସୋରରେ ଚାଲିଛି ପ୍ରଚାର । ନିଜ ନିଜ ଦଳର ପ୍ରାର୍ଥୀଙ୍କୁ ବିଜୟ ମୁକୁଟ ପିନ୍ଧାଇବାକୁ ଲାଗିପଡ଼ିଛନ୍ତି ଷ୍ଟାର ପ୍ରଚାରକ । ଦିଲ୍ଳୀ ଶାସନ ଗଦିରେ ବସିବା ପାଇଁ ପ୍ରତ୍ୟେକ ଦଳ ବିରୋଧୀଙ୍କୁ ଟାର୍ଗେଟ କରିବାରେ ଲାଗିପଡ଼ିଛନ୍ତି । ଏହାରି ଭିତରେ ଆଜି କଂଗ୍ରେସ…

ନିର୍ବାଚନ ଇସ୍ତାହାର ଘୋଷଣା କଲା ଆପ୍‌; ଉନ୍ନତ ଶିକ୍ଷା, ବିଶୁଦ୍ଧ ଜଳ, ୨୪ ଘଣ୍ଟା ମାର୍କେଟର ପ୍ରତିଶ୍ରୁତି

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ଲାଗି ଭୋଟଗ୍ରହଣ ଆଉ ୪ଟି ଦିନ ବାକି ଥିବା ବେଳେ ଶାସକ ଆମ୍ ଆଦମୀ ପାର୍ଟି ପକ୍ଷରୁ ନିର୍ବାଚନ ଇସ୍ତାହାର ଘୋଷଣା କରାଯାଇଛି । ଆପ୍ ପୁନର୍ବାର କ୍ଷମତାକୁ ଆସିଲେ ଦିଲ୍ଲୀବାସୀଙ୍କୁ ୨୪ ଘଣ୍ଟିଆ ମାର୍କେଟ, ବିଶୁଦ୍ଧ ଜଳ ଏବଂ ଉନ୍ନତ ଶିକ୍ଷା ଯୋଗାଇ ଦିଆଯିବାକୁ ଏହି…

ଦିଲ୍ଲୀ ନିର୍ବାଚନ: ବିଜେପିର ମେଗା ପ୍ଲାନ୍‌, ଭୋଟ ମାଗିବେ ୨୪୦ ସାଂସଦ

ନୂଆଦିଲ୍ଲୀ: ଦିଲ୍ଲୀ ନିର୍ବାଚନରେ ବାଜିମାତ କରିବାକୁ ବିଜେପି କରିଛି ମେଗା ପ୍ଲାନ୍ । ଏଥର ନିର୍ବାଚନ ପ୍ରଚାରରେ ସାମିଲ ହେବେ ବିଜେପିର ୨୪୦ ସାଂସଦ । ସେମାନେ ଘର ଘର ବୁଲି ମାଗିବେ ଭୋଟ । ବସ୍ତି ଅଂଚଳକୁ ଯାଇ ଲୋକଙ୍କ ସହ ମିଶିବେ । ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ନିର୍ବାଚନ ପ୍ରଚାର ପାଇଁ…

ଦିଲ୍ଲୀ ନିର୍ବାଚନ ଓପିନିୟନ ପୋଲ୍‌: କେଜ୍ରିୱାଲଙ୍କ ସପକ୍ଷରେ ଜନମତ !

ନୂଆଦିଲ୍ଲୀ: ଆସନ୍ତା ଫେବୃଆରୀ ୮ ତାରିଖରେ ଦିଲ୍ଲୀ ବିଧାନସଭା ନିର୍ବାଚନ । ଇତିମଧ୍ୟରେ ଟାଇମ୍ସନାଓ ଟେଲିଭିଜନ୍ ଚ୍ୟାନେଲ୍ ପକ୍ଷରୁ ଓପିନିୟନ୍ ପୋଲ୍ ପ୍ରକାଶିତ ହୋଇଛି । ଟାଇମ୍ସନାଓ ଦ୍ୱାରା ପ୍ରକାଶିତ ରିପୋର୍ଟ ଅନୁଯାୟୀ ଦିଲ୍ଲୀ ନିର୍ବାଚନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ…

ସାହିନବାଗ ଘଟଣା ସଂଯୋଗ ନୁହେଁ ଷଡ଼ଯନ୍ତ୍ର: ମୋଦି

ନୂଆଦିଲ୍ଲୀ: ଦିଲ୍ଳୀ ସରକାରଙ୍କୁ ପୁଣି ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି- । ଦିଲ୍ଳୀ ନିର୍ବାଚନକୁ ଆଉ ମାତ୍ର କିଛି ଦିନ ବାକି ରହିଥିବା ବେଳେ ସୋମବାର ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ପ୍ରଧାନମନ୍ତ୍ରୀ । ଦିଲ୍ଲୀର କରକରଡୁମାଠାରେ ସେ ପ୍ରଚାର କରିଛନ୍ତି । ଏହି ଅବସରରେ…