Latest Odisha News

BREAKING NEWS

Browsing Category

ଦିଲ୍ଲୀ

Delhi

ଫାଶୀ ଖୁଣ୍ଟରେ ୪ ଜଣ ଦୋଷୀଙ୍କୁ ଝୁଲାଇବାକୁ ମୁଁ ପ୍ରସ୍ତୁତ; କହିଲେ ଜହ୍ଲାଦ ପବନ

ନୂଆଦିଲ୍ଲୀ: ଦୀର୍ଘ ୭ ବର୍ଷ ପୂର୍ବରୁ ଘଟିଥିବା ବହୁ ଚର୍ଚ୍ଚିତ ନିର୍ଭୟା ଗଣ ଦୁଷ୍କର୍ମ ଘଟଣାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ଜାନୁଆରୀ ୨୨ ତାରିଖରେ ଫାଶୀ ଦଣ୍ଡରେ ଦଣ୍ଡିିତ କରାଯିବ । ସେହିଦିନ ସକାଳ ୭ଟା ସମୟରେ ଦିଲ୍ଲୀର ତିିହାର ଜେଲ ପରିସରରେ ଥିବା ଫାଶିଖୁଣ୍ଟରେ ଝୁଲାଇ…

ଜେଏନୟୁ ଆକ୍ରମଣ ଘଟଣାରେ ନିଜକୁ ଦାୟୀ କଲା ‘ହିନ୍ଦୁ ରକ୍ଷା ଦଳ’

ନୂଆଦିଲ୍ଲୀ: ଦିଲ୍ଲୀର ଜବାହାର ଲାଲ ନେହରୁ ବିଶ୍ୱ ବିଦ୍ୟାଳୟ (ଜେଏନୟୁ)ରେ ଘଟିଥିବା ଆକ୍ରମଣ ଘଟଣାରେ ଏକ ହିନ୍ଦୁ ସଂଗଠନ ନିଜକୁ ଦାୟୀ କରିବା ସମ୍ପର୍କରେ ଦିଲ୍ଲୀ ପୋଲିସକୁ ଜଣାଇଛି । Hindu Raksha Dal chief takes 'full responsibility' for JNU violence Read @ANI story…

ଫେବ୍ରୁଆରୀ ୮ରେ ଦିଲ୍ଲୀ ନିର୍ବାଚନ; ଲାଗୁ ହେଲା ଆଚରଣ ବିଧି

ନୂଆଦିଲ୍ଲୀ: ଆସନ୍ତା ଫେବ୍ରୁଆରୀ ୮ ତାରିଖରେ ଅନୁଷ୍ଠିତ ହେବ ଦିଲ୍ଲୀରେ ବିଧାନସଭା ନିର୍ବାଚନ । ସେହିପରି ଭାବେ ଫେବୃଆରୀ ୧୧ରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶିତ ହେବ ବୋଲି ଭାରତୀୟ ନିର୍ବାଚନ କମିଶନ ଘୋଷଣା କରିଛନ୍ତି । ନୂଆଦିଲ୍ଲୀଠାରେ ମୁଖ୍ୟ ନିର୍ବାଚନ କମିଶନର୍ ସୁନୀଲ୍ ଆରୋରା ଏକ…

ମୁଖା ପିନ୍ଧି ଜେଏନୟୁରେ ଛାତ୍ରଙ୍କୁ ଆକ୍ରମଣ କଲେ ଦୁର୍ବୃତ୍ତ; କ୍ୟାମ୍ପସରେ ପୋଲିସ ମୁତୟନ

ନୂଆଦିଲ୍ଲୀ: ଜବାହାର ଲାଲ୍ ନେହରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କ୍ୟାମ୍ପସରେ ରବିବାର ରାତିରେ ମାରଣାସ୍ତ୍ର ସହିତ କିଛି ଦୁର୍ବୃତ୍ତ କିଛି ଛାତ୍ରଙ୍କ ସମେତ ଅଧ୍ୟାପକମାନଙ୍କୁ ମଧ୍ୟ ଆକ୍ରମଣ କରିଛନ୍ତି । ଏହି ଘଟଣାକୁ ନେଇ ସାରା ଦେଶରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଛି । ଏହି ଘଟଣାକୁ…

ଦେଶର ୨୮ତମ ସେନାଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ଜେନେରାଲ୍ ମନୋଜ ମୁକୁନ୍ଦ ନାରବାଣେ

ନୂଆଦିଲ୍ଲୀ: ଦେଶର ୨୮ ତମ ଆର୍ମି ମୁଖ୍ୟ ଭାବେ ଜେନେରାଲ୍ ବିପିନ ରାୱତଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି ଜେନେରାଲ୍ ମନୋଜ ମୁକୁନ୍ଦ ନାରବାଣେ । General Manoj Mukund Naravane takes over as the 28th Chief of Army Staff, succeeding General Bipin Rawat.…

ଭାରତର ପ୍ରଥମ ‘ଚିଫ ଅଫ ଡ଼ିଫେନ୍ସ ଷ୍ଟାଫ’ ଭାବେ ନିଯୁକ୍ତ ହେଲେ ଜେନେରାଲ୍ ବିପିନ୍ ରାୱତ

ନୂଆଦିଲ୍ଲୀ: ସେନାମୁଖ୍ୟ ଜେନେରାଲ୍ ବିପିନ୍ ରାୱତ ଭାରତର ସର୍ବପ୍ରଥମ ‘ଚିଫ ଅଫ ଡ଼ିଫେନ୍ସ ଷ୍ଟାଫ’ ବା ପ୍ରତିରକ୍ଷା ବିଭାଗର ମୁଖ୍ୟ ଭାବେ ନିଯୁକ୍ତ ହୋଇଛନ୍ତି । ସେ ଆସନ୍ତା ଡିସେମ୍ବର ୩୧ ତାରିଖ ଦିନ ଚାକିରୀରୁ ଅବସର ଗ୍ରହଣ କରୁଛନ୍ତି । ‘ଚିଫ ଅଫ ଡ଼ିଫେନ୍ସ ଷ୍ଟାଫ’ ନିଯୁକ୍ତ ହୋଇଥିବା…

ବିଦାୟ ନେଲା କାର୍ଗିଲ ଯୁଦ୍ଧର ‘ବାହାଦୂର’; ମିଗ୍-୨୭ର କିଛି ରୋଚକ କଥା ଜାଣନ୍ତୁ…

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନାର ବାହାଦୂର ଲଢୁଆ ଯୁଦ୍ଧ ବିମାନ ମିଗ୍-୨୭ । ୧୯୯୯ କାର୍ଗିଲ ଯୁଦ୍ଧରେ ଏହି ବିମାନ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା । ଆଜିଠାରୁ ମିଗ୍-୨୭ ବିମାନ କାର୍ଯ୍ୟମୁକ୍ତ ହୋଇଛି, ଅର୍ଥାତ୍ ଆଉ ଭାରତୀୟ ବାୟୁ ସେନାରେ ମିଗ୍-୨୭ ଯୁଦ୍ଧ ବିମାନକୁ ଦେଖିବାକୁ…

ଘୋଷିତ ହେଲା ୟୁପିଏସସି ସିଏମଏସ ପରୀକ୍ଷା ଫଳାଫଳ

ନୂଆଦିଲ୍ଲୀ: ୟୁନିୟନ ପବ୍ଲିକ ସର୍ଭିସ କମିଶନ (ୟୁପିଏସସି) ପକ୍ଷରୁ ୨୦୧୯ କମ୍ବାଇନଡ ମେଡ଼ିକାଲ ସର୍ଭିସ ପରୀକ୍ଷା ଫଳାଫଳ ଶୁକ୍ରବାର ଦିନ ପ୍ରକାଶିତ ହୋଇଛି । ଏକ ସରକାରୀ ବିଜ୍ଞପ୍ତି ଅନୁଯାୟୀ ଖାଲି ପଡ଼ିଥିବା ସମୁଦାୟ ୯୧୯ଟି ପଦବୀ ମଧ୍ୟରୁ ୭୯୮ ଜଣ ପ୍ରାର୍ଥୀଙ୍କୁ ଏହି ସବୁ ପଦରେ ନିଯୁକ୍ତି…

ଦମଦାର ଫିଚର୍ସ ସହ ୨୦୨୦ରେ ‘ମହିନ୍ଦ୍ରା ଥର୍’ ଖୁବଶୀଘ୍ର ଭାରତରେ ହେବ ଲଞ୍ଚ…

ଭୁବନେଶ୍ୱର: ଭାରତୀୟ ଅଟୋମୋବାଇଲ ବଜାରରେ ମହିନ୍ଦ୍ରା ଗାଡିର ଅଲଗା କ୍ରେଜ ଅଛି | ଯେତେବେଳେ ବି ଅଫ ରୋଡ଼ ଗାଡି କଥା ଉଠେ ସବୁଠୁ ପ୍ରଥମେ ମହିନ୍ଦ୍ରା ଥର ନାଁ ଆଗକୁ ଆସେ | ଏବେ ମହିନ୍ଦ୍ରା ନିଜର ଏହି ଅଫ ରୋଡ଼ ଗାଡି କୁ ଆଗାମୀ ବର୍ଷ ୨୦୨୦ ରେ ନୂଆ ଅବତାର ସହ ଗ୍ରାହକଙ୍କୁ ଭେଟିଦେଵ |…

ଜନ୍ମଦିବସରେ ଅଟଳଜୀଙ୍କୁ ଶ୍ରଦ୍ଧାଞ୍ଜଳି…

ଅଟଳ ବିହାରୀ ବାଜପେୟୀ ଦେଶ, ଜାତି ଓ ସମାଜ ପାଇଁ ଏକ ସମର୍ପିତ ବ୍ୟକ୍ତିତ୍ୱ । ଏକାଧାରରେ ଜଣେ ସୃଜନଧର୍ମୀ କବି, ଉଚ୍ଚକୋଟୀର ସ୍ତମ୍ଭକାର, ପ୍ରଜ୍ଞାଦୀପ୍ତବାଗ୍ମୀ, ଜାତୀୟବାଦୀ ସାଂସଦ, ସର୍ବୋତ୍ତମ ଶାସକ ଓ ଜାତିପ୍ରାଣ ରାଷ୍ଟ୍ରନାୟକ । ଛାତ୍ରାବସ୍ଥାରେ ୧୯୩୯ରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର…