Latest Odisha News
Browsing Category

ଦିଲ୍ଲୀ

Delhi

ଦେଶରେ ପ୍ରଥମ ଥର ପାଇଁ ପେଟ୍ରୋଲ-ଡିଜେଲ ନୁହେଁ ଇଥାନଲରେ ଚାଲିବ କାର୍

ନୂଆଦିଲ୍ଲୀ: କେନ୍ଦ୍ର ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ଦେଶର ପ୍ରଥମ ଇଥାନଲ କାର ଲଞ୍ଚ କରିଛନ୍ତି ଯାହା ୧୦୦% ଇଥାନଲରେ ଚାଲିବା ପାଇଁ ସକ୍ଷମ। ଗଡକରୀ ଟୟୋଟା ଇନୋଭାର ଫ୍ଲେକ୍ସ ଇନ୍ଧନ ମଡେଲ ଲଞ୍ଚ କରିଛନ୍ତି। ଇଥାନଲ ବିଷୟରେ ସବୁଠୁ ବଡ଼ କଥା ହେଉଛି ଏହା ତେଲ କୂଅରୁ ନୁହେଁ ବରଂ…

ଉଡନ୍ତା ବିମାନରେ ହେଲା ହାର୍ଟ ସର୍ଜରୀ, ଦେବଦୂତ ସାଜିଲେ ଡାକ୍ତର

ନୂଆଦିଲ୍ଲୀ: କୁହାଯାଏ ଡାକ୍ତର ହେଉଛନ୍ତି ମନୁଷ୍ୟ ପାଇଁ ଦ୍ଵିତୀୟ ଭଗବାନ । କାରଣ ମନୁଷ୍ୟ ଯେତେବେଳେ ମୃତ୍ୟୁ ସହିତ ସଂଘର୍ଷ କରିଥାଏ ସେତେବେଳେ ଡାକ୍ତର ଭଗବାନଙ୍କ ରୂପ ନେଇ ମନୁଷ୍ୟକୁ ନୂଆ ଜୀବନ ପ୍ରଦାନ କରିଥାଆନ୍ତି । ଏଭଳି ଏକ ଅନୁରୂପ ଘଟଣା ସାମ୍ନାକୁ ଆସିଛି କର୍ଣ୍ଣାଟକର ବେଙ୍ଗାଲୁରୁରୁ…

ରୋଜଗାର ମେଳା: ୫୧,୦୦୦ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଗୋଟିଏ ଦିନରେ ରୋଜଗାର ମେଳା କାର୍ଯ୍ୟକ୍ରମରେ ୫୧ ହଜାର ୧୦୬ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିଡିଓ କନଫରେନ୍ସିଂ ଜରିଆରେ ନିଯୁକ୍ତି ପତ୍ର ବାଣ୍ଟିଛନ୍ତି ପ୍ରଧାନମନ୍ତ୍ରୀ । ଦେଶର ବିଭିନ୍ନ ସ୍ଥାନରେ ନୂତନ କରି…

B20 Summit: ବିଜନେସ ଲିଡର୍ସମାନଙ୍କୁ ଗୁରୁମନ୍ତ୍ର ଦେଲେ ମୋଦି, କହିଲେ ଆର୍ଥିକ ବିକାଶକୁ ଦିଗ ଦେବ ଭାରତ

ନୂଆଦିଲ୍ଲୀ: ବି-୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧିତ କରିଛନ୍ତି । ଏହି ସମୟରେ ସେ ଅନେକ ପ୍ରସଙ୍ଗରେ ଆଲୋଚନା କରିଥିଲେ । କ୍ରିପ୍ଟୋକରେନ୍ସି ଠାରୁ ଆରମ୍ଭ କରି ବ୍ୟବସାୟ କରିବା ସହଜ ପର୍ଯ୍ୟନ୍ତ ସେ ପ୍ରସଙ୍ଗ ଉପରେ କହିଥିଲେ। ଏହି ସମୟରେ ସେ ତାଙ୍କ ସରକାରଙ୍କ ନୀତି ବିଷୟରେ…

Mann Ki Baat: ମିଶନ ଚନ୍ଦ୍ରଯାନ ହେଉଛି ନୂଆ ଭାରତର ଆତ୍ମାର ପ୍ରତୀକ, ସଂକଳ୍ପର ସୂର୍ଯ୍ୟ ଆଜି ଚାନ୍ଦରେ ଓହ୍ଲାଇଛି

ନୂଆଦିଲ୍ଲୀ: ଗତକାଲିର ସ୍ଵପ୍ନ ଆଜି ହୋଇଛି ପୁରଣ । ସମସ୍ତଙ୍କ ପ୍ରୟାସରେ ଚନ୍ଦ୍ରଯାନ ୩କୁ ମିଳିଛି ସଫଳତା । ନୂଆ ଭାରତର ପ୍ରତୀକ ଚନ୍ଦ୍ରଯାନ ୩ ର ସଫଳତା ପଛରେ ରହିଛି ନାରୀଶକ୍ତି । ସଂକଳ୍ପର ସୂର୍ଯ୍ୟ ଆଜି ଚାନ୍ଦରେ ଓହ୍ଲାଇଛି । ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍ କି ବାତ’ର ୧୦୪ତମ…

ଜି-୨୦ ପାଇଁ ଦିଲ୍ଲୀରେ ଅଭେଦ୍ୟ ସୁରକ୍ଷା ବ୍ୟବସ୍ଥା: ନିୟୋଜିତ ରହିବେ ୧୦୦୦ ସ୍ପେଶାଲ୍ କମାଣ୍ଡୋ ଓ ୩୦୦ ବୁଲେଟ୍…

ନୁଆଦିଲ୍ଳୀ: ଜି-୨୦ ଶିଖର ସମ୍ମିଳନୀ ପାଇଁ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡାକଡି ହୋଇଛି ।  ସିଆରପିଏଫର ୫୦ ସ୍ପେଶାଲ୍ ଟିମ୍  ସ୍କାନରରେ ରହିବ ଦିଲ୍ଲୀ ।ଏହି ଟିମରେ ପାଖାପାଖି ୧୦୦୦ ଅଭିଜ୍ଞ ସୈନ୍ୟଙ୍କୁ ସାମିଲ କରାଯାଇଛି । ଏହି ୧୦୦୦ ଯବାନ ପୂର୍ବରୁ ଭିଆଇପିଙ୍କ ସୁରକ୍ଷା କାମରେ…

ଦିଲ୍ଲୀ ହାଇକୋର୍ଟଙ୍କ ବଡ ନିଷ୍ପତି: ଶାଶୁ-ଶ୍ଵଶୁରଙ୍କଠୁ ଅଲଗା ରହିବାକୁ ଜିଦ୍ କରିବା ନିଷ୍ଠୁରତା

ନୂଆଦିଲ୍ଲୀ: କୌଣସି ଉପଯୁକ୍ତ କାରଣ ନଥାଇ ସ୍ତ୍ରୀ ନିଜ ଶାଶୁ-ଶ୍ବଶୁରଙ୍କ ଠାରୁ ଅଲଗା ରହିବାକୁ ସ୍ବାମୀଙ୍କୁ ଜିଦ୍ କରିବା ନିଷ୍ଠୁରତା ଅଟେ । ପାଶ୍ଚାତ୍ୟ ଦେଶ ଭଳି ଭାରତରେ ସ୍ତ୍ରୀ ସହିତ ରହିବାକୁ ପୁଅ ନିଜ ବାପା ମାଆଙ୍କଠୁ ଅଲଗା ହେବା ସହଜ ନୁହେଁ । ଏକ ପାରିବାରିକ ବିବାଦ ମାମଲାର ଶୁଣାଣି…

ସାରା ଦେଶକୁ ଘାରିଛି ଚନ୍ଦ୍ରୟାନ ଫିଭର: ସଫଳତା ପାଇଁ ସବୁଠି ଚାଲିଛି ଯଜ୍ଞ ଓ ନମାଜ ପାଠ

ଦିଲ୍ଲୀ: ଆଜି ଚନ୍ଦ୍ରଯାନ-୩ ଚନ୍ଦ୍ରପୃଷ୍ଠରେ ନରମ ଅବତରଣ କରିବାପାଇଁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଏହି ଐତିହାସିକ ମୁହୂର୍ତ୍ତକୁ ଦେଖିବାପାଇଁ ସମଗ୍ର ଦେଶ ଅପେକ୍ଷା କରି ରହିଛି। ଆଜି ସନ୍ଧ୍ୟା ୬ଟା ୪ ମିନିଟରେ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ ଚନ୍ଦ୍ରଯାନ-୩ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ…

ଯୁଦ୍ଧପୋତ ବିନ୍ଧ୍ୟଗିରିର ଉଦଘାଟନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଆଇଏନଏସ ବିନ୍ଧ୍ୟଗିରି ଯୁଦ୍ଧପୋତ ଉଦ୍‌ଘାଟନ କରିଛନ୍ତି। ଭାରତୀୟ ନୌସେନାର ‘ପ୍ରୋଜେକ୍ଟ ୧୭ ଆଲଫା’ ଅଧୀନରେ ଥିବା ଏହି ଅତ୍ୟାଧୁନିକ ଯୁଦ୍ଧପୋତର ଆଜି ଜଳାବତରଣ ହୋଇଛି। ଉକ୍ତ ପ୍ରୋଜେକ୍ଟ ଅଧୀନରେ ମୋଟ୍‌ ୭ଟି ଯୁଦ୍ଧପୋତ ନିର୍ମାଣ…

ବଦଳିଲା ନେହେରୁ ମେମୋରିଆଲ୍ ମ୍ୟୁଜିୟମର ନାମ :ନୂଆ ନାଁ ହେଲା ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ

ଦିଲ୍ଲୀ : ବଦଳିଲା ନେହେରୁ ମେମୋରିଆଲ୍‌ ମ୍ୟୁଜିୟମ୍‌ ଏବଂ ଲାଇବ୍ରେରୀ ର ନାମ। ନୂଆଦିଲ୍ଲୀସ୍ଥିତ ଏହି ସଂଗ୍ରହାଳୟ ଏବେ ‘ପ୍ରଧାନମନ୍ତ୍ରୀ ମ୍ୟୁଜିୟମ୍‌ ଏବଂ ଲାଇବ୍ରେରୀ ସୋସାଇଟି’ ନାମରେ ପରିଚିତ ହେବ। ଏହାକୁ ଔପଚାରିକ ଭାବେ ପରିବର୍ତ୍ତନ କରିଦିଆଯାଇଛି। ନାମ ପରିବର୍ତ୍ତନକୁ ନେଇ…