Latest Odisha News

BREAKING NEWS

Browsing Category

ଦିଲ୍ଲୀ

Delhi

୬୮ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା: ଅଜୟ ଦେବଗନ୍‌ ଓ ସୁରିୟାଙ୍କୁ ମିଳିଲା ଶ୍ରେଷ୍ଠ ଅଭିନେତା ପୁରସ୍କାର

ଦିଲ୍ଲୀ  : ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା । ୬୮ତମ ଜାତୀୟ ଫିଲ୍ମ ପୁରସ୍କାର ୨୦୨୦ ଘୋଷିତ  । ‘କାଲି ପାଇଁ କାଲିର’ ସିନେମାକୁ ବେଷ୍ଟ ବୁକ୍ ଅନ୍ ସିନେମା ସମ୍ମାନ । କାଲି ପାଇଁ କାଲିର ହେଉଛି ସୂର୍ଯ୍ୟ ଦେଓଙ୍କ ଲିଖିତ ଓ ପକ୍ଷୀଘର ପ୍ରକାଶନର ସିନେମା । ତେବେ ଅଜୟ ଦେବଗନ ଶ୍ରେଷ୍ଠ…

ସ୍କୁଲ ବସରେ ଲାଗିଲା ନିଆଁ। ବଡ ଦୁର୍ଘଟଣାରୁ ବର୍ତ୍ତିଲେ ୨୧ ଛାତ୍ରଛାତ୍ରୀ

ଦିଲ୍ଲୀ  : ଅଳ୍ପକେ ବିପଦରୁ ବର୍ତ୍ତିଗଲେ ଛାତ୍ରଛାତ୍ରୀ।  ରାଜଧାନୀ ଦିଲ୍ଲୀରେ ରୋହିଣୀ ଅଞ୍ଚଳରେ ଦ୍ୱିପ୍ରହରରେ ବଡ ଦୁର୍ଘଟଣା ଘଟିଛି । ଏଥିରେ ଅନେକ ଛାତ୍ରଛାତ୍ରୀ ଅଳ୍ପକେ ବର୍ତ୍ତିଯାଇଛନ୍ତି । ରୋହିଣୀ ଅଞ୍ଚଳର ସେକ୍ଟର-୭ରେ ଏକ ବେସରକାରୀ ସ୍କୁଲ ବାଲଭାରତୀର ବସରେ ଅଚାନକ ନିଆଁ…

[ଦେଖନ୍ତୁ ଭିଡିଓ] ଦ୍ରୌପଦୀ ମୁର୍ମୁ ଓଡ଼ିଶାର ଗର୍ବ: ପ୍ରବାସୀ ଓଡ଼ିଆଙ୍କ ସହ ପାରମ୍ପରିକ ନୃତ୍ୟରେ ଝୁମିଲେ…

ଦିଲ୍ଲୀ : ପ୍ରଥମ ଓଡ଼ିଆ ଏବଂ ଦେଶର ପ୍ରଥମ ଜନଜାତି ମହିଳା ଭାବେ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହେବାକୁ ଯାଉଛନ୍ତି । ଏହି ଅବସରରେ ଦିଲ୍ଲୀରେ ବସବାସ କରୁଥିବା ବିଶିଷ୍ଟ ବ୍ୟକ୍ତିବିଶେଷ ଓ ପ୍ରବାସୀ ଓଡ଼ିଆ ଭାଇ-ଭଉଣୀମାନେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

ୱାର୍କ ଫ୍ରମ୍ ହୋମ୍ ପାଇଁ ବାଣିଜ୍ୟ ବିଭାଗ ଜାରି କଲା ନୂଆ ନିୟମ

ନୂଆଦିଲ୍ଲୀ: ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରୀ ବିଶେଷ ଆର୍ଥିକ କ୍ଷେତ୍ରରେ ଘରୁ କାମ କରିବାର (ୱାର୍କ ଫ୍ରମ୍ ହୋମ୍) ନୂଆ ନିୟମ ୪୩(ଏ)- ୨୦୦୬ ଅନୁଯାୟୀ ଆର୍ଥିକ କ୍ଷେତ୍ରରେ ଘରୁ କାମ କରିବାର ଅନୁମତି (ୱାର୍କ ଫ୍ରମ୍ ହୋମ୍) ସର୍ବାଧିକ ଏକ ବର୍ଷ ପାଇଁ ରହିବ ଏବଂ ଏହା ମୋଟ ଶ୍ରମିକ ମାନଙ୍କର…

ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ଜାରି । ସଂସଦ ଭବନରେ ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ

ଦିଲ୍ଲୀ : ଆଜି ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ୍ ଗଣତି ଜାରି ରହିଛି । ସଂସଦ ଭବନରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୋଟ୍ ଦେଇଛନ୍ତି । ଏଥି ସହିତ ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ଭୋଟ୍ ଦେଇଛନ୍ତି । ସେହିଭଳି, ଦେଶର ବିଭିନ୍ନ ରାଜ୍ୟର ବିଧାନସଭାରେ ମଧ୍ୟ ରାଷ୍ଟ୍ରପତି ନିର୍ବାଚନ…

ବିରୋଧୀ ମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା , ମାର୍ଗାରେଟ ଆଲଭାଙ୍କ ନାମରେ ମୋହର

ଦିଲ୍ଲୀ : ବିରୋଧୀ ମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯାଇଛି , ମାର୍ଗାରେଟ ଆଲଭାଙ୍କ ନାମରେ ମୋହର ମାରିଲେ ବିରୋଧୀ ମେଣ୍ଟ । ରାଷ୍ଟ୍ରପତି ପ୍ରାର୍ଥୀ ପରେ ଗତକାଲି ଏନଡିଏ ତରଫରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ପଶ୍ଚିମବଙ୍ଗର ରାଜ୍ୟପାଳ ଜଗଦୀପ ଧନଖେଡଙ୍କ ନାମ ଘୋଷଣା କରାଯାଇଥିଲା…

ପୁଣି ଇଣ୍ଡିଗୋ ବିମାନରେ ଅଘଟଣ । ଶାରଜାହରୁ ହାଇଦ୍ରାବାଦ ଆସୁଥିବା ବିମାନ କରାଚୀରେ ଜରୁରୀ ଅବତରଣ

ଦିଲ୍ଲୀ : ବିମାନସେବାରେ ବାରମ୍ବାର ତୃଟି  । ଗତକାଲି ଇଣ୍ଡିଗୋ ବିମାନରେ ଏକ ଅଘଟଣ ଦେଖିବାକୁ ମିଳିଥିବା ବେଳେ ୨୪ ଘଣ୍ଟା ନପୁରୁଣୁ ପୁଣି ଇଣ୍ଡିଗୋ ବିମାନକୁ ଜରୁରୀ ଅବତରଣ କରିବାକୁ ପଡିଛି । ହାଇଦ୍ରାବାଦରୁ ଶାରଜାହ ଯାଉଥିବା ଇଣ୍ଡିଗୋ ବିମାନରେ ତୃଟି ଦେଖାଦେବାରୁ ବିମାନଟିକୁ କରାଚୀରେ…

ରିୟା ଚକ୍ରବର୍ତ୍ତୀଙ୍କ ନାଁରେ ଚାର୍ଜସିଟ ଦାୟର କଲା NCB

ମୁମ୍ବାଇ: ଅଡ଼ୁଆରେ ଫସିଲେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ । ଆଜି ମୁମ୍ବାଇର ଏକ ସ୍ୱତନ୍ତ୍ର କୋର୍ଟରେ ଚାର୍ଜସିଟ ଦାୟର କରିଛି ଏନସିବି ।ପରଲୋକଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଲାଗି ସେ ବେଆଇନ ସାମଗ୍ରୀ ଯୋଗାଇବା ସହ ସୁଶାନ୍ତଙ୍କୁ ଅତ୍ୟଧିକ ନିଶାସକ୍ତ କରାଇବା ଲାଗି ସେ ଚେଷ୍ଟା…

କାଳି ଫିଲ୍ମ ବିବାଦ: ନିର୍ଦ୍ଦେଶିକାଙ୍କ ସମେତ ସମ୍ପୃକ୍ତମାନଙ୍କୁ ସମନ କଲେ ଦିଲ୍ଲୀ କୋର୍ଟ

ଦିଲ୍ଲୀ: ଥମୁନି ‘କାଳି’ ଫିଲ୍ମ ବିବାଦ। ଏହାକୁ ନେଇ ତୀବ୍ର ବିରୋଧ ହେବା ପରେ ମାମଲା ଥାନା ପରେ ଏବେ କୋର୍ଟରେ ପହଞ୍ଚିଛି। ଘଟଣାରେ ଦିଲ୍ଲୀର ଏକ କୋର୍ଟ ଏହାରି ନିର୍ଦ୍ଦେଶିକା ଲୀନା ମଣିମେକଲାଇଙ୍କ ସମେତ ସମ୍ପୃକ୍ତମାନଙ୍କୁ ସମନ କରିଛନ୍ତି। ଦେବୀ କାଳିଙ୍କୁ ସିଗାରେଟ୍ ପିଉଥିବାର ଚିତ୍ରଣ…

ନୂଆ ସଂସଦ ଭବନରେ ନୂଆ ଅଶୋକ ସ୍ତମ୍ଭର ଉନ୍ମୋଚନ

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂତନ ସଂସଦ ଭବନ ଛାତରେ ଜାତୀୟ ପ୍ରତୀକ ଅଶୋକ ସ୍ତମ୍ଭକୁ ଉନ୍ମୋଚନ କରିଛନ୍ତି । ଶୌର୍ଯ୍ୟ ଓ ସାହସିକତାର ଏହି ପ୍ରତୀକ ତମ୍ବାରେ ନିର୍ମିତ ଅଟେ । ଜାତୀୟ ପ୍ରତୀକ ଏହି ଅଶୋକ ସ୍ତମ୍ଭର ଉଚ୍ଚତା ୬.୫ ମିଟର ହୋଇଥିବାବେଳେ, ଏହାର ଓଜନ ୯…