Latest Odisha News

BREAKING NEWS

Browsing Category

ଦିଲ୍ଲୀ

Delhi

[ଦେଖନ୍ତୁ ଭିଡିଓ] ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀଙ୍କ ସରକାରୀ ବାସଭବନ ‘ଟେମ୍ପଲ୍‌ ଟ୍ରି’କୁ ଦଖଲ । ପ୍ରତିବାଦକାରୀମାନେ…

ଶ୍ରୀଲଙ୍କା  : ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀଙ୍କ କଲମ୍ବୋସ୍ଥିତ ସରକାରୀ ବାସଭବନ ‘ଟେମ୍ପଲ୍‌ ଟ୍ରି’କୁ  ଦଖଲ ।  ପ୍ରତିବାଦକାରୀମାନେ ସେଠାରେ ଡେରା ପକାଇ ରୋଷେଇବାସ ଆରମ୍ଭ କରି ରନ୍ଧାବଢ଼ା କରିଛନ୍ତି ।  ପ୍ରଧାନମନ୍ତ୍ରୀ ବିକ୍ରମସିଂଘେ ଏବଂ ରାଷ୍ଟ୍ରପତି ରାଜପକ୍ଷେଙ୍କ ଇସ୍ତଫା ପାଇଁ ଆମେ…

ନ୍ୟାୟାଳୟଙ୍କୁ ଅବମାନନା ମାମଲା । ବିଜୟ ମାଲ୍ୟାଙ୍କୁ ୪ ମାସର ଜେଲ ଦଣ୍ଡ

ଦିଲ୍ଲୀ : ନ୍ୟାୟାଳୟଙ୍କୁ ଅବମାନନା ମାମଲାରେ ସର୍ବୋଚ୍ଚ ନ୍ୟାୟାଳୟ ବିଜୟ ମାଲ୍ୟାଙ୍କୁ ୪ ମାସ ଜେଲ ଦଣ୍ଡ ଦେଇଛନ୍ତି । ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ବିଜୟ ମାଲ୍ୟା ଅବମାନନା ପାଇଁ କୋର୍ଟରେ କ୍ଷମା ମାଗିନାହାଁନ୍ତି । ଶୀର୍ଷ ଅଦାଲତ ପଳାତକ ବ୍ୟବସାୟୀଙ୍କୁ ଚାରି ସପ୍ତାହ ମଧ୍ୟରେ ସୁଧ…

ଆତ୍ମ ବିବାହ କରିଥିବା କ୍ଷମା ବିନ୍ଦୁଙ୍କ ପାଇଁ ବଢିଲା ଅଡୁଆ । ଚାକିରି ଗଲା, ଘରୁ ତଡିଦେଲେ ଘର ମାଲିକ

ଦିଲ୍ଲୀ : କିଛିଦିନ ତଳେ ନିଜକୁ ନିଜେ ବିବାହ କରି ଚର୍ଚ୍ଚାକୁ ଆସିଥିବା ଗୁଜରାଟ ଭଦୋଦରାର କ୍ଷମା ବିନ୍ଦୁ ଏବେ ନିଜ ସହର ଛାଡିବାକୁ ବାଧ୍ୟ ହୋଇଛନ୍ତି । କେବଳ ସେତିକି ନୁହେଁ ସେ ଆତ୍ମ ବିବାହ କରିବା ପରେ ଏଭଳି ପରିସ୍ଥିତି ଦେଖାଦେଇଥିଲା କି ଶେଷରେ ସେ ଚାକିରି ବି ଛାଡି ସାରିଛନ୍ତି ।…

ବିଜେପି ପ୍ରାର୍ଥୀ ରାହୁଲ ନାର୍ଭେକର ମହାରାଷ୍ଟ୍ର ବାଚସ୍ପତି ନିର୍ବାଚିତ

ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭାର ନୂଆ ବାଚସ୍ପତି ହୋଇଛନ୍ତି ରାହୁଲ ନାର୍ଭେକର । MVA ପ୍ରାର୍ଥୀ ରାଜନ ସାଲଭିଙ୍କୁ ପରାସ୍ତ କରି ନୂଆ ବାଚସ୍ପତି ହୋଇଛନ୍ତି ରାହୁଲ । ବାଚସ୍ପତି ଥିବା ନାନା ପାଟୋଲ କଂଗ୍ରେସର ରାଜ୍ୟ ସଭାପତି ହେବା ପରଠାରୁ ବାଚସ୍ପତି ପଦବି ଖାଲିଥିଲା । ଉପବାଚସ୍ପତି ନରହରି…

ଦିଲ୍ଲୀରେ ଭକ୍ତ-ଭଗବାନ ମିଳନ; ହଜ୍ ଖାସରେ ରଥଯାତ୍ରା

ନୂଆଦିଲ୍ଲୀ: ହଜ୍ ଖାସ ଭିଲେଜ୍ ସ୍ଥିତ ଜାତୀୟ ରାଜଧାନୀ କ୍ଷେତ୍ରର ଜଗନ୍ନାଥ ମନ୍ଦିରଠାରେ ୪୪ତମ ପବିତ୍ର ରଥଯାତ୍ରା ପର୍ବ ମହାସମାରୋହରେ ପାଳନ କରାଯାଇଛି। କୋଭିଡ୍ ବାଧକତା ଯୋଗୁଁ ଗତ ଦୁଇ ବର୍ଷ ହେଲା ସାଙ୍କେତିକ ଢଙ୍ଗରେ ପାଳନ କରାଯାଉଥିଲା। ଚଳିତ ବର୍ଷ କଟକଣା ଲାଘବ କରାଯାଇଥିବାରୁ ଭକ୍ତଙ୍କ…

ଦୁବାଇରେ ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍’:ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ବିଶ୍ବ ନିବେଶକମାନଙ୍କୁ ନବୀନଙ୍କ ଆହ୍ବାନ

ଆବୁଧାବି : ଓଡ଼ିଶାକୁ ଛୁଟିଲା ବିଦେଶୀ ପୁଞ୍ଜିର ସୁଅ । ରାଜ୍ୟରେ ବ୍ୟାପକ ନିବେଶ କରିବେ ଦୁବାଇର ଏକାଧିକ ପ୍ରତିଷ୍ଠିତ କମ୍ପାନୀ । ଦୁବାଇରେ ଚାଲିଥିବା ଇନଭେଷ୍ଟର୍ସଙ୍କ ସମ୍ମିଳନୀରେ କମ୍ପାନୀ ମୁଖିଆମାନେ ଏହି ପ୍ରତିଶ୍ରୁତି ଦେଇଛନ୍ତି ବୋଲି ଟ୍ବିଟ କରି ଖୁସି ବ୍ୟକ୍ତ କରିଛନ୍ତି…

ପ୍ରାର୍ଥୀପତ୍ର ଦାଖଲ କଲେ ଦ୍ରୌପଦୀ, କାହା ସପକ୍ଷରେ ଯିବ ନିର୍ବାଚନ, କ’ଣ କହୁଛି ଗଣିତ?

ନୂଆଦିଲ୍ଲୀ: ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁ ଆଜି ନାମାଙ୍କନ ଦାଖଲ କରିଛନ୍ତି । ନାମାଙ୍କନ ପତ୍ର ଦାଖଲ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି…

[ଦେଖନ୍ତୁ ଭିଡିଓ] ନାମାଙ୍କନ ଭରିଲେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ: ପ୍ରଥମ ପ୍ରସ୍ତାବକ ଭାବେ ଦସ୍ତଖତ…

ଦିଲ୍ଲୀ : ସଂସଦ ଭବନରେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ନାମାଙ୍କନ ଭରିଛନ୍ତି । ପ୍ରଥମ ପ୍ରସ୍ତାବକ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦସ୍ତଖତ କରିଛନ୍ତି । ଗୃହମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଉପସ୍ଥିତ ରହିଛନ୍ତି…

[ଦେଖନ୍ତୁ ଭିଡିଓ] ରହସ୍ୟମୟୀ ସୁଇସାଇଡ଼ ଜଙ୍ଗଲ: ଭିତରକୁ ଗଲେ ଫେରିବାର ବାଟ ଭୁଲିଯାଏ ଲୋକ

ଦିଲ୍ଲୀ : ଦୁନିଆର ସବୁଠାରୁ ରହସ୍ୟମୟୀ ଜଙ୍ଗଲ, ଯେଉଁଠାରେ ଲୋକେ କରନ୍ତି ଆତ୍ମହତ୍ୟା! ଏଠାରେ କମ୍ପାସ କରେନି କାମ, ଚାଲିଯାଏ ମୋବାଇଲ୍ ନେଟୱର୍କ ଆମ ଚାରିପଟେ ଅନେକ ଘଟଣା ଦୁର୍ଘଟଣା ଘଟିଚାଲିଛି । କିଛି ଜାଣତରେ ଆଉ କିଛି ଅଜାଣତରେ । କିଛି ଆମେ ଗ୍ରହଣ କରୁଛେ ଆଉ କିଛି ଚାହିଁଲେ ବି ଆମେ…

ଦିଲ୍ଲୀରେ ପ୍ରବଳ ପ୍ରଦୂଷଣ: ଅକ୍ଟୋବର-ଫେବୃଆରୀ ଟ୍ରକ ଚଳାଚଳ ବନ୍ଦ

ନୂଆଦିଲ୍ଲୀ: ଜାତୀୟ ରାଜଧାନୀରେ ପ୍ରଦୂଷଣ ଚରମ ସ୍ଥିତିରେ ପହଞ୍ଚିଛି । ଏ ସକାଶେ ସରକାରଙ୍କୁ କଡ଼ା ପଦକ୍ଷେପ ନେବାକୁ ପଡ଼ିଛି । ଯାହା ଚଳିତ ବର୍ଷ ଅକ୍ଟୋବର ମାସରୁ ଆସନ୍ତା ବର୍ଷ ଫେବୃଆରୀ ଶେଷ ପର୍ଯ୍ୟନ୍ତ ସହର ଭିତରକୁ ଟ୍ରକ ପ୍ରବେଶ ବନ୍ଦ କରାଯାଇଛି । ଏହି ସମୟ ଭିତରେ ସହର ଭିତରକୁ କୌଣସି…