Latest Odisha News

BREAKING NEWS

Browsing Category

ଦିଲ୍ଲୀ

Delhi

ଉପରମୁହାଁ କରୋନା: ୧୩୦ ଦିନ ପରେ ଦୈନିକ ପଜିଟିଭିଟି ହାର ୪ ପ୍ରତିଶତ ଟପିଲା

ନୂଆଦିଲ୍ଲୀ : କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁୟାୟୀ, ସୋମବାର ଦେଶରେ ୧୨ ହଜାର ୭୮୧ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କ ସହ ଏବେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୪,୩୩,୦୯,୪୭୩ କୁ ବୃଦ୍ଧି ପାଇଛି। ଏବଂ ୧୩୦ ଦିନ ପରେ ଦୈନିକ ପଜିଟିଭିଟି ହାର ୪…

ଚତୁର୍ଥ ଥର ପାଇଁ ଇଡି ଅଫିସରେ ହାଜର ହୋଇ ପକ୍ଷ ରଖୁଛନ୍ତି ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ : ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର ଚତୁର୍ଥ ଥର ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଫିସରେ ହାଜର ହୋଇ ପକ୍ଷ ରଖୁଛନ୍ତି। ସକାଳ ୧୧ଟା ୫ ମିନିଟରେ କଡା ସୁରକ୍ଷା ମଧ୍ୟରେ ଆସି ଦିଲ୍ଲୀର ଏପିଜେ ଅବଦୁଲ କାଲାମ ରୋଡସ୍ଥିତ ଇଡି ମୁଖ୍ୟାଳୟରେ…

ଅଗ୍ନିପଥକୁ ବିରୋଧ: ୧୮୧ଟି ଏକ୍ସପ୍ରେସ୍ ଟ୍ରେନ୍ ଓ ୩୪୮ଟି ପାସେଞ୍ଜର ଟ୍ରେନକୁ ବାତିଲ୍

ନୂଆଦିଲ୍ଲୀ: ସେନାରେ ନିଯୁକ୍ତି ନେଇ କେନ୍ଦ୍ରର ଅଗ୍ନିପଥ ନିଯୁକ୍ତି ଯୋଜନାକୁ ବିରୋଧ ପ୍ରଦର୍ଶନ ଜାରି ରହିଛି । ବିଭିନ୍ନ ସଂଗଠନ ଏହି ଯୋଜନାକୁ ବିରୋଧ କରି ଆଜି ଭାରତ ବନ୍ଦ ଡାକରା ଦେଇଛନ୍ତି। ଯାହାର ପ୍ରଭାବ ଆଜି ସୋମବାର ଦେଖିବାକୁ ମିଳିଛି। ହିଂସା ଏବଂ ଆଇନ ଶୃଙ୍ଖଳାକୁ ଆଖି ଆଗରେ ରଖି…

ଭାରତ ସ୍ୱାଧୀନତା ସଂଗ୍ରାମର ମହାନାୟିକା ରାଣୀ ଲକ୍ଷ୍ମୀବାଈଙ୍କ ତିରୋଧାନ ଦିବସରେ ଗଭୀର ଶ୍ରଦ୍ଧାଞ୍ଜଳି

- ଦେବଦତ୍ତ ରଥ ଦିଲ୍ଲୀ  : ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ମହାନାୟିକା ରାଣୀ ଲକ୍ଷ୍ମୀବାଈଙ୍କ ଜନ୍ମ ୧୮୨୮ ମସିହା ନଭେମ୍ବର ୧୯ ତାରିଖରେ ବାରଣାସୀର ଭଦ୍ରୋଣୀ ନାମକ ସ୍ଥାନରେ ଏକ ବ୍ରାହ୍ମଣ ପରିବାରରେ ହୋଇଥିଲା । ତାଙ୍କ ପିଲା ବେଳର ନାମ ମଣିକର୍ଣ୍ଣିକା ଏବଂ ଡାକ ନାମ ମନୁ ଥିଲା। …

ଅଗ୍ନିପଥ ନିଆଁ’: ଉଗ୍ର ପ୍ରଦର୍ଶନରୁ ନିବୃତ୍ତ ରହିବାକୁ ନିବେଦନ କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

- ଦେବଦତ୍ତ ରଥ ନୂଆଦିଲ୍ଲୀ: ଅଗ୍ନିପଥ ଯୋଜନାକୁ ନେଇ ଦେଶବ୍ୟାପୀ ପ୍ରତିବାଦ ଏବଂ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି । ଅନେକ ସ୍ଥାନରେ ବିକ୍ଷୋଭ ଉଗ୍ର ତଥା ହିଂସାକାଣ୍ଡର ରୂପ ନେଉଛି।ଧନ, ଜୀବନ କ୍ଷତି ଘଟୁଛି ।  ବିହାରରେ ୧୨ଟି ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ କଲେ ସରକାର । କାଇମେର, ଭୋଜପୁର,…

ଏକାଧିକ ଆସନରୁ ନିର୍ବାଚନ ଲଢ଼ିବା ଉପରେ ରୋକ୍ ଲଗାଯାଉ: ନିର୍ବାଚନ କମିଶନ

ନୂଆଦିଲ୍ଲୀ: ଜଣେ ଏକାଧିକ ଆସନରେ ନିର୍ବାଚନ ନଲଢ଼ିବା ଦରକାର । ଏ ଦିଗରେ ଥିବା ନିୟୋମରେ ସଂଶୋଧନ କରାଯିବାର ଆବଶ୍ୟକତା ରହିଛି। ଏପରି ଏକ ପ୍ରସ୍ତାବ କେନ୍ଦ୍ର ସରକାରଙ୍କୁ ଦେଇଛନ୍ତି ନିର୍ବାଚନ କମିଶନ । ଯଦି ସରକାର ଏହି ପ୍ରସ୍ତାବ ଉପରେ ରାଜି ନୁହନ୍ତି ତାହେଲେ ଯେଉଁପ୍ରାର୍ଥୀ ମାନେ…

‘ଅଗ୍ନିପଥ’ ଯୋଜନାର ଭାଗ୍ୟ କୃଷି ଆଇନ ଭଳି ହେବ କି?

ନୂଆଦିଲ୍ଲୀ: ସେନା ନିଯୁକ୍ତିର ନୂଆ ଯୋଜନା ଅଗ୍ନିପଥକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଦେଖିବାକୁ ମିଳିଛି। ବିହାରରୁ ଆରମ୍ଭ ହୋଇଥିବା ଅଗ୍ନିପଥ ନିଆଁ ଏବେ ରାଜ୍ୟକୁ ରାଜ୍ୟ ଡେଇଁ ଓଡ଼ିଶାରେ ମଧ୍ୟ ଏହାର ପ୍ରତିବାଦ ଦେଖିବାକୁ ମିଳିଛି। ଗୋଟିଏ ପଟେ ପ୍ରତିବାଦକାରୀ ବିଭିନ୍ନ ସ୍ଥାନରେ…

ନିବେଦନ ଶୁଣିଲା ଇଡି: ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଫିସରେ ହାଜର ହେବେନି ରାହୁଲ

ନୂଆଦିଲ୍ଲୀ: ନ୍ୟାସନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ପଚରାଉଚରାକୁ ଜୁନ୍ ୧୭ରୁ ୨୦ ପର୍ୟ୍ୟନ୍ତ ଘୁଞ୍ଚାଇବା ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଅନୁରୋଧକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗ୍ରହଣ କରିଛି। ତାଙ୍କ ମା ତଥା କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଅସୁସ୍ଥ ରହିଛନ୍ତି।…

ରେସରୁ ଦ୍ରୌପଦୀ ଆଉଟ୍ ! ଏହି ଦୁଇ ଜଣଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିବା ନେଇ ବିଚାର କରୁଛି କେନ୍ଦ୍ର?

ନୂଆଦିଲ୍ଲୀ: ରାଷ୍ଟ୍ରପତି ପ୍ରାର୍ଥୀ କାହାକୁ କରିବେ ସେ ନେଇ ଏନଡିଏ ଏବଂ ବିରୋଧୀ ଦଳ ମଧ୍ୟରେ ଛକାପଞ୍ଝା ଚାଲିଛି। ଏନଡିଏ ଚାହୁଁଛି ସହମତି ଭିତିରେ ପ୍ରାର୍ଥୀ ଦେବାକୁ । ତେଣୁ ବିଜେପି ନିଯୁକ୍ତ କରିଥିବା ଦୁଇ ପ୍ରମୁଖ ନେତା ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ଏବଂ ନିଜେ ଖୋଦ ଦଳର ସଭାପତି…

ପୁଣି ବିରୋଧୀ କରିବେ ବୈଠକ, ଇଡିର କାର୍ଯ୍ୟାନୁଷ୍ଠାନ ନିନ୍ଦନୀୟ କହିଲେ ମମତା

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନରେ ଏକ ହୋଇ ପ୍ରାର୍ଥୀ ଦେବାକୁ ବିରୋଧୀ ନିଷ୍ପତ୍ତି ନେଇଛନ୍ତି। ଆଜିର ବୈଠକ ପରେ ଆୟୋଜକ ଟିଏମସି ସୁପ୍ରିମୋ ମମତା ବାନାର୍ଜୀ ଏହି ସୂଚନା ଦେଇଛନ୍ତି । ଏହାପରେ ପୁଣିଥରେ ଜୁନ୍ 20 ଏବଂ 21ରେ ଏକାଠି ହୋଇ ବୈଠକ କରିବେ ବୋଲି ଜଣାପଡ଼ିଛି। ମୁମ୍ବାଇରେ…