Latest Odisha News
Browsing Category

ଦିଲ୍ଲୀ

Delhi

ବଢ଼ୁଛି କରୋନା ସଂକ୍ରମଣ, ଆସିବ କି ଚତୁର୍ଥ ଲହର ?

ନୂଆଦିଲ୍ଲୀ: ସାରା ଦେଶରେ ଏବେ କରୋନା ସଂକ୍ରଣଣ ବଢ଼ୁଛି । ଗୁରୁବାର ଦେଶରେ ୭ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡିଛି। ଏହି ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ବିଶେଷଜ୍ଞ କହି ଦେଇଛନ୍ତି ଯେ ଯଦି କୌଣସି ନୂଆ କରୋନା ଭାରିଆଣ୍ଟ ଚିହ୍ନଟ ନହୁଏ ତେବେ ଦେଶରେ ଚତୁର୍ଥ ଲହର…

ଜୁନ ୧୬ ଯାଏଁ ତାତିରୁ ନାହିଁ ନିସ୍ତାର: ଆଇଏମଡି

ନୂଆଦିଲ୍ଲୀ: କେରଳରେ ମୌସୁମୀ ଛୁଇଁସାରିବା ପରେ ସାରା ଦେଶରେ ଲୁଚକାଳି ଖେଳୁଛି । ପୂର୍ବ ରେକର୍ଡ ଅନୁଯାୟୀ କେରଳରେ ମୌସୁମୀ ଛୁଇଁବା ପରେ ସାରା ଦେଶରେ ଆଉ ପନ୍ଦର ଦିନ ମଧ୍ୟରେ ମୌସୁମୀ ଛୁଇଁବା କଥା । ହେଲେ ସାରା ଦେଶରେ ଏବେ ବି ଅସହ୍ୟ ଗରମ ଜାରି ରହିଛି। ଏହାରି ଭିତରେ ରଜ ପରେ ଅର୍ଥାତ ଜୁନ୍…

ପ୍ରଫେଟଙ୍କୁ ନେଇ ଆପତ୍ତିଜନକ ବୟାନ: ମୋଦୀ, ଡୋଭାଲଙ୍କୁ ଭେଟିବା ପରେ ଅବୁଝା ଇରାନ ହେଜିଗଲା

ନୂଆଦିଲ୍ଲୀ: ପ୍ରଫେଟ ମହମ୍ମଦଙ୍କୁ ନେଇ ନୂପୁର ଶର୍ମାଙ୍କ ବିବାଦୀୟ ବୟାନକୁ ନେଇ ଇସଲାମିକ ଦେଶ ଭାରତକୁ ବିରୋଧ କରୁଛନ୍ତି। ଏପରି ମନ୍ତବ୍ୟ ଗ୍ରହଣୀୟ ନୁହେଁ ବୋଲି ଇରାନ ସମେତ ଅନେକ ଓଆଇସି ଦେଶ କହୁଥିବା ବେଳେ ଭାରତ ଗସ୍ତରେ ଆସି ଇରାନର ବୈଦେଶିକ ମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

EXCLUSIVE: ମୋଦୀଙ୍କ ନେତୃତ୍ୱାଧୀନ ଭାରତ ସରକାର ସହ ପଙ୍ଗା, ‘ଓଆଇସି’କୁ ପଡ଼ିବ ମହଙ୍ଗା !

ଭୁବନେଶ୍ୱର: ନିଲମ୍ବିତ ବିଜେପି ନେତ୍ରୀ ନୁପୂର ଶର୍ମାଙ୍କ ବିବାଦୀୟ ବୟାନକୁ ନେଇ ଇସଲାମିକ ଦେଶ ଭାରତ ବିରୋଧରେ ମେଳି କରିଛନ୍ତି। ଆଉ ଭାରତ ସରକାର ନୁପୂରଙ୍କ ମନ୍ତବ୍ୟ ପାଇଁ କ୍ଷମା ମାଗନ୍ତୁ ବୋଲି ଦାବି କରୁଛନ୍ତି। ‘ଅର୍ଗାନାଇଜେସ୍‌ ଅଫ୍‌ ଇସ୍‌ଲାମିକ୍‌ କୋଅପରେସନ୍‌’ର (ଓଆଇସି)…

୧୦ ବର୍ଷରେ କାହାକୁ ବି ହତ୍ୟା କରିନି, ତଥାପି କୁଖ୍ୟାତ୍ ଗ୍ୟାଙ୍ଗଷ୍ଟର

ଭୁବନେଶ୍ୱର: ପୁଣିଥରେ ଚର୍ଚ୍ଚାରେ ରହିଛି ଦୁର୍ଦ୍ଦାନ୍ତ ଗ୍ୟାଙ୍ଗଷ୍ଟର୍ ଲରେନ୍ସ ବିଷ୍ଣୋଇ । ଏଥର ପଂଜାବୀ ସିଙ୍ଗର ତଥା କଂଗ୍ରେସ ନେତା ସିଦ୍ଧୁ ମୁସେୱାଲାଙ୍କ ହତ୍ୟାକାଣ୍ଡ ମାମଲାରେ ଲରେନ୍ସର ନାଁ ସାମ୍ନାକୁ ଆସିଛି । ଅନେକ ହୁଏ ତ ଜାଣିନଥିବେ ଯେ, ଭାରତର ଜଣେ କୁଖ୍ୟାତ ଗ୍ୟାଙ୍ଗଷ୍ଟର…

କେକେଙ୍କ ମୃତ୍ୟୁକୁ ନେଇ ବଢ଼ିଲା ସସପେନ୍ସ : ଶରୀର ଓ ମୁହଁରେ କ୍ଷତ ଚିହ୍ନଥିବା ସୂଚନା; ଆୟୋଜକୁ କୋଲକାତା ପୋଲିସର…

ଦିଲ୍ଲୀ : ବଲିଉଡ ସିଙ୍ଗର କ୍ରିଷ୍ଣକୁମାର କୁନ୍ନାଥ ଓରଫ କେକେଙ୍କ ମୃତ୍ୟୁ ଘଟଣାରେ ଆୟୋଜକୁ ପଚରାଉଚରା କରୁଛି କୋଲକାତା ପୋଲିସ । ଗତକାଲି ଷ୍ଟେଜ ଶୋ କରୁୁଥିବା ବେଳେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ କେକେ । ଏହା ପରେ ତାଙ୍କୁ କୋଲକାତା ମେଡିକାଲ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ ହସ୍ପିଟାଲରେ ଭର୍ତ୍ତି…

ପ୍ରକାଶ ପାଇଲା UPSC-୨୦୨୧ ରେଜଲ୍ଟ : ଟପ୍ ୫ରେ ୪ ଝିଅ , ଶ୍ରୁତି ଶର୍ମା ଟପ୍ପର

ଦିଲ୍ଲୀ: ପ୍ରକାଶ ପାଇଲା ସିଭିଲ ସର୍ଭିସ ପରୀକ୍ଷା ଫଳ । ୨୦୨୧ ମସିହାର ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶ ପାଇଛି । ପରୀକ୍ଷାରେ କୃତକାର୍ଯ୍ୟ କରିଛନ୍ତି ୬୮୫ ଜଣ । ୬୮୫ ଜଣଙ୍କ ମଧ୍ୟରୁ ସାଧାରଣ ବର୍ଗରେ ୨୪୪ ଜଣ କୃତକାର୍ଯ୍ୟ ହୋଇଥିବାବେଳେ ଇଡବ୍ଲୁଏସ ବର୍ଗରେ ୭୩, ଓବିସିରେ ୨୦୩, ଅନୁସୂଚିତ…

[ଦେଖନ୍ତୁ ଭିଡିଓ] କର୍ଣ୍ଣାଟକରେ ସଭାବେଳେ ରାକେଶ ଟିକାୟତଙ୍କ ଉପରେ କାଳିମାଡ

ଦିଲ୍ଲୀ : କୃଷକ ନେତା ରାକେଶ ଟିକାୟତଙ୍କ ଉପରେ କାଳିମାଡ ହୋଇଛି । କର୍ଣ୍ଣାଟକରେ ତାଙ୍କ ଉପରକୁ କାଳି ଫୋପଡାଯାଇଛି । ସଭା ଚାଲିଥିବା ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ଝଗଡା ହୋଇଥିଲା । ଏହାଭିତରେ ଟିକାୟତଙ୍କ ଉପରେ କାଳିମାଡ ହୋଇଥିଲା ।  ତାଙ୍କ ସହ ଉପସ୍ଥିତ ଥିବା ୟୁଦ୍ଧବୀର ସିଂହଙ୍କ ଉପରେ ମଧ୍ୟ…

ନେପାଳରୁ ଜୋମସୋମ ଯାଉଥିବା ବିମାନ ନିଖୋଜ: ବିମାନରେ ଥିଲେ ୨୨ ଯାତ୍ରୀ, ୪ଜଣ ଭାରତୀୟ

ଦିଲ୍ଲୀ : ନେପାଳରୁ ଜୋମସୋମ ଯାଉଥିବା ବିମାନ ନିଖୋଜ ୨୨ଜଣ ଯାତ୍ରୀଙ୍କୁ ନେଇ ନେପାଳର ପୋଖରାରୁ ଜୋମ୍‌ସୋମ୍‌ ଅଭିମୁଖେ ଯାଉଥିବା ଏକ ବିମାନ ସହ ଆଜି ସକାଳୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିବା କଥା ବିମାନ ବନ୍ଦର କର୍ତ୍ତୃପକ୍ଷମାନେ କହିଛନ୍ତି । ଏହି ବିମାନରେ ୪ ଭାରତୀୟଙ୍କ ସମେତ ମୋଟ…

ଚିନ୍ତା ବଢାଉଛି ମଙ୍କିପକ୍ସ ଭାଇରସ : ୨୯ଦେଶରୁ ୨୦୦ ସଂକ୍ରମିତ ଚିହ୍ନଟ

ଦିଲ୍ଲୀ : ଦିନକୁ ଦିନ ବଢିଲାଣି ମଙ୍କିପକ୍ସ ସଂକ୍ରମିତଙ୍କ ସଂଖ୍ୟା । ୨୯ ଦେଶରେ ମାଡିଚାଲିଛି ଏହି ନୂଆ ଭାଇରସ । ବିଶ୍ୱରେ ଏବେ ସୁଦ୍ଧା ୨ଶହରୁ ଅଧିକ ସଂକ୍ରମିତ ଚିହ୍ନଟ ହେଲେଣି । ସେପଟେ ମଙ୍କିପକ୍ସକୁ ନେଇ ନୂଆ ଚିନ୍ତା ପ୍ରକାଶ କରିଛି ବିଶ୍ୱସ୍ୱାସ୍ଥ୍ୟ ସଂଗଠନ । ଏହି ନୂଆ ଭାଇରସ ଗୋଷ୍ଠୀ…