Latest Odisha News

BREAKING NEWS

Browsing Category

ଦିଲ୍ଲୀ

Delhi

ଏମ୍ସରେ ଭର୍ତ୍ତି ହେଲା ଅଣ୍ଡରୱାର୍ଲ୍ଡ ଡନ୍‌ ଛୋଟା ରାଜନ

ନୂଆଦିଲ୍ଲୀ: ତିହାର ଜେଲରେ ବନ୍ଦୀ ଥିବା ଅଣ୍ଡରୱାର୍ଲ୍ଡ ଡନ୍‌ ଛୋଟା ରାଜନ ଶୁକ୍ରବାର ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛି। ରାଜନର ସାଇନସ ସମସ୍ୟା ଥିବାରୁ ଏହାର ଅପରେସନର ଆବଶ୍ୟକତା ରହିଛି। ତେଣୁ ତାକୁ ଏମ୍ସରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ଉଲ୍ଲେଖଯୋଗ୍ୟ, ଦାଉଦ ଇବ୍ରାହିମର ସହଯୋଗୀ…

ନୂଆଦିଲ୍ଲୀ ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ: ପାରମ୍ପରିକ ଆସନ ନୂଆ ଦିଲ୍ଲୀରୁ ନିର୍ବାଚନ ଲଢ଼ିବେ ଦିଲ୍ଲୀ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦମୀ ପାର୍ଟି ସୁପ୍ରିମୋ ଅରବିନ୍ଦ କେଜ୍ରିଓ୍ୱାଲ। ସେହିପରି କାଳକାଜିରୁ ନିଜର ଭାଗ୍ୟ ପରୀକ୍ଷା କରିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା।  ଆପ୍‌ ରବିବାର ଜାରି କରିଥିବା…

ଦିଲ୍ଲୀ କୃଷକ ଆନ୍ଦୋଳନ: ଶମ୍ବୁ ବର୍ଡର ଖୋଲିବା ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ :  ଜିଦରେ ଅଟଳ ରହିଛନ୍ତି କୃଷକ। ଦିଲ୍ଲୀ ଚଲୋ ଆନ୍ଦୋଳନ ପାଇଁ ବନ୍ଦ ରହିଛି ଶମ୍ଭୁ ବର୍ଡର। ହେଲେ ଏହି ବର୍ଡରକୁ ନେଇ ଆସିଛି ବଡ ସୂଚନା। ଏହି ବର୍ଡର ଏବେ ଖୋଲିବ ନାହିଁ। ସୋମବାର ସୁପ୍ରିମକୋର୍ଟ ଶମ୍ଭୁ ବର୍ଡର ଖୋଲିବା ପାଇଁ ଆବେଦନକୁ ଅଗ୍ରାହ୍ୟ କରିଛନ୍ତି। ଏହି ଆବେଦନରେ ପଞ୍ଜାବର…

୪୩ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଓଡ଼ିଶା ମଣ୍ଡପକୁ ରୌପ୍ୟ ପୁରସ୍କାର

ନୂଆଦିଲ୍ଲୀ: ନୂଆଦିଲ୍ଲୀ ପ୍ରଗତି ମଇଦାନର ଭାରତ ମଣ୍ଡପମରେ ବୁଧବାର ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ଉଦଯାପନୀ ଦିବସ ଅନୁଷ୍ଠିତ ହୋଇଛି। ମେଳାରେ ଭାରତର ବିଭିନ୍ନ ରାଜ୍ୟର କଳା ସଂସ୍କୃତି ଏବଂ ବାଣିଜ୍ୟକୁ ପ୍ରଦର୍ଶିତ କରାଯାଇଥିବାବେଳେ, ଏଥିରେ ସ୍ଥାନ ପାଇଛି ଓଡ଼ିଶା ପାଭିଲିୟନ। ଆଉ…

ମେଡିକାଲରୁ ଡିସଚାର୍ଜ ହେଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ

ନୂଆଦିଲ୍ଲୀ: ମେଡିକାଲରୁ ଡିସଚାର୍ଜ ହୋଇଛନ୍ତି ଭାରତୀୟ ରିଜର୍ବ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ସେ ବର୍ତ୍ତମାନ ସମ୍ପୂର୍ଣ୍ଣ ସୁସ୍ଥ ଥିବା ସେଣ୍ଟ୍ରାଲ ବ୍ୟାଙ୍କ ପ୍ରବକ୍ତା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଶ୍ରୀଯୁକ୍ତ ଦାସ ଚେନ୍ନାଇ ସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।…

ଅଟୋକୁ ଧକ୍କା ଦେଲା ବିଧାୟକଙ୍କ ଗାଡି଼, ୪ ଆହତ

ବ୍ରହ୍ମପୁର: ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀଙ୍କୁ ନେଇ ଯାଉଥିବା ଗାଡି ସୋମବାର ଖୋର୍ଦ୍ଧା ଜିଲ୍ଲାର ବଡପୋଖରିଆ ଅଞ୍ଚଳରେ ଏକ ଅଟୋରିକ୍ସାକୁ ଧକ୍କା ଦେଇଛି। ଫଳରେ ୪ ଜଣ ଆହତ ହୋଇଛନ୍ତି। ସୂଚନାନୁସାରେ, ୧୬ ନଂ ଜାତୀୟ ରାଜପଥର ବଡପୋଖରିଆ ଛକ ନିକଟରେ ଏସୟୁଭି ଅଟୋରିକ୍ସାକୁ ଧକ୍କା ଦେଇଥିଲେ…

୨୦୩୬ରେ ଓଡ଼ିଶା ପାଳିବ ରାଜ୍ୟ ସ୍ଥାପନର ୧୦୦ ବର୍ଷ ପୂର୍ତ୍ତି : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀରେ ଆୟୋଜିତ ‘ଓଡ଼ିଶା ପର୍ବ’ରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ପର୍ବରେ ସାମିଲ ହୋଇ ପ୍ରଧାନମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଓଡ଼ିଆ ସଂସ୍କୃତିର ମହାକୁମ୍ଭ ଓଡ଼ିଶା ପର୍ବ-୨୦୨୫ରେ ଆପଣମାନଙ୍କୁ ଭେଟି ମୁଁ ଆନନ୍ଦିତ। ଏଥର ସ୍ବଭାବ କବି…

‘ଓଡ଼ିଶା ପର୍ବ- ୨୦୨୪’ରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ନୂଆଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ‘ଓଡ଼ିଆ ସମାଜ’ ପକ୍ଷରୁ ଆୟୋଜିତ ଓଡିଶା ପର୍ବ–୨୦୨୪ର ଆଜି ଅନ୍ତିମ ଦିନ। ଆଜିର ଏହି ଉଦଯାପନୀ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଥମ ଥର ପାଇଁ ମୁଖ୍ୟ ଅତିଥି ଭାବେ ସାମିଲ। ପ୍ରଧାନମନ୍ତ୍ରୀଙ୍କ ଆଗମନ ନେଇ ସରକାର,…

ଖୋଲିଲା ରହସ୍ୟ, ବିନା ଡକ୍ୟୁମେଣ୍ଟରେ ବେଆଇନ ଭାବେ ଆସିଛନ୍ତି ଯୁବତୀ ଜଣଙ୍କ

କଟକ: ଖୋଲିଲା ବାଂଲାଦେଶରୁ ଓଡ଼ିଶାକୁ ଯୁବତୀ ଚାଲାଣର ରହସ୍ୟ । କଟକରୁ ବାଂଲାଦେଶୀ ଯୁବତୀ ଉଦ୍ଧାର ଘଟଣାର ପର୍ଦ୍ଦାଫାସ କରିଛନ୍ତି ଡିସିପି । ବିନା ଡକ୍ୟୁମେଣ୍ଟରେ ବେଆଇନ ଭାବେ ଯୁବତୀ ଜଣଙ୍କ ଆସିଛନ୍ତି ବୋଲି କହିଛନ୍ତି ଡିସିପି । ତେବେ ଏନେଇ ବାଂଲାଦେଶ ଏମ୍ବାସୀକୁ ସରକାରୀ ସ୍ତରରେ ଜଣାଯିବ ।…

ଖାତାକୁ ଗଲା ସୁଭଦ୍ରାର ତୃତୀୟ ଦଫା ଟଙ୍କା

ସୁନ୍ଦରଗଡ: ପୁଣି ଖାତାକୁ ଗଲା ସୁଭଦ୍ରାର କିସ୍ତି । ବାଦ୍ ପଡିଥିବା ଯୋଗ୍ୟ ଆଉ ୨୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଆଜି ୫ ହଜାର ଟଙ୍କା ସୁଭଦ୍ରା ଟଙ୍କା ଚଢିଛି । ସୁଭଦ୍ରା ପ୍ରଥମ କିସ୍ତିର ତୃତୀୟ ଦଫା ଟଙ୍କା ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଆକାଉଣ୍ଟକୁ ସୁନ୍ଦରଗଡରେ ଆୟୋଜିତ…