Latest Odisha News
Browsing Category

ଦିଲ୍ଲୀ

Delhi

ବିମାନବନ୍ଦର ଛାତ ଭୁଶୁଡିବା ଘଟଣା, ୨୦ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମନ୍ତ୍ରୀ

ଦିଲ୍ଲୀ: ବର୍ଷାରେ ଭୁଶୁଡିଲା ଦିଲ୍ଲୀ ବିମାନବନ୍ଦର । ଚାଲିଗଲା ୩ ଜୀବନ । ଦିଲ୍ଲୀ ବିମାନବନ୍ଦରର ଟର୍ମିନାଲ-୧ରେ ଛାତ ଭୁଶୁଡ଼ିବା କାରଣରୁ ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ଏହାରି ଭିତରେ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି…

ବର୍ଷାରେ ଭୁଶୁଡ଼ିଲା ଦିଲ୍ଲୀ ବିମାନ ବନ୍ଦର ଛାତ: ୩ ମୃତ ଓ ୬ ଗୁରୁତର, ବିମାନ ସେବା ବାତିଲ୍

ନୂଆଦିଲ୍ଲୀ: ବିମାନ ବନ୍ଦରରେ ଭୁଶୁଡ଼ିଲା ଛାତ। ଦିଲ୍ଲୀ ବିମାନବନ୍ଦରର ଟର୍ମିନାଲ-୧ରେ ଛାତ ଭୁଶୁଡ଼ିବା କାରଣରୁ ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଥିବା ସଚନା ରହିଛି। ସେହିପରି ଏକାଧିକ କାର ନଷ୍ଟ ହୋଇଛି। ଗୁରୁତରଙ୍କୁ ଚିକିତ୍ସା…

ଆରମ୍ଭ ହେଲା ମୋଦି ୩.୦, ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ମୋଦି

ନୂଆଦିଲ୍ଲୀ: ପୁଣି ତୃତୀୟ ଥର ପାଇଁ ଆରମ୍ଭ ହେଲା ମୋଦି ସରକାରଙ୍କ ଶାସନ | ଦେଶର ଦ୍ୱିତୀୟ ପ୍ରଧାନମନ୍ତ୍ରୀଭାବେ ତୃତୀୟ ଥର ପାଇଁ ଶପଥ ଗ୍ରହଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି | ରାଷ୍ଟ୍ରପତି ଭବନରେ ପାଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ | ପ୍ରଥମ ଥର…

ରାଜ ବବ୍ବରଙ୍କ ଦଳ ବଦଳକୁ ନେଇ ଚର୍ଚ୍ଚା, ଝିଅ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ନୂଆଦିଲ୍ଲୀ: କିଛି ସମୟ ପରେ ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ । ହେଲେ କଂଗ୍ରେସ ପାର୍ଟିର ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଦଳର ଅନେକ ନେତା ଅସନ୍ତୁଷ୍ଟ ହୋଇ ଦଳ ଛାଡ଼ୁଥିବା ବେଳେ ଶାସକ ଦଳକୁ ଟକ୍କର ଦେଇ ଗଢ଼ିଥିବା ଇଣ୍ଡିଆ ମେଣ୍ଟରେ ମଧ୍ୟ ଫାଟ ସୃଷ୍ଟି ହୋଇଛି । ଏବେ…

ନିର୍ବାଚନ ପୂର୍ବରୁ ’ମୋଦୀଙ୍କ ପରିବାର’ ଗୀତ ରିଲିଜ

ନୂଆଦିଳ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନେଇ ଏକ ଗୀତ ରିଲିଜ ହୋଇଛି।  ’ମେ’ ମୋଦୀ କା ପରିବାର ହୁଁ’ ନାଁରେ ଏହି ଗୀତ ନିର୍ବାଚନକୁ ଦୃଷ୍ଟିରେ ରଖି ଲଞ୍ଚ କରାଯାଇଛି । ୩ ମିନିଟ୍ ୧୩ ସେକେଣ୍ଡ ଗୀତରେ ସରକାରଙ୍କ ସମସ୍ତ…

ନିର୍ବାଚନୀ ବିଗୁଲ ପୂର୍ବରୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଚିଠି

ନୂଆଦିଲ୍ଲୀ:ଆଜି ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ । ନିର୍ବାଚନ କମିଶନ ଦିନ ୩ଟାରେ ପ୍ରେସ କନଫେରନ୍ସ ଜରିଆରେ ଦେଶରେ ହେବାକୁ ଥିବା ଲୋକସଭା ନିର୍ବାଚନର ତାରିଖ ଘୋଷଣା କରିବେ । ଏହା ସହ ଓଡ଼ିଶା ସିକିମ୍, ଅରୁଣାଚଳପ୍ରଦେଶ ଏବଂ ଆନ୍ଧ୍ରପ୍ରଦେଶରେ ହେବାକୁ ଥିବା ବିଧାନସଭା ତାରିଖ…

ବିଜେଡି-ବିଜେପି ମେଂଟ : ସସପେନ୍ସ ବଢାଇଲେ ଶାହା!

ଭୁବନେଶ୍ବର: ଏକାଠି ନା ଏକା ଏକା ଲଢିବେ ବିଜେଡି-ବିଜେପି ! ଶଙ୍ଖ-ପଦ୍ମ ପୁନର୍ବିବାହ ଚର୍ଚ୍ଚାରେ ପଡିଲା କି ପୂର୍ଣ୍ଣଚ୍ଛେଦ! ଫେଲ୍ ମାରିଲା କି ଆଲୋଚନା ! ଅନ୍ଦର ମହଲରେ ଚର୍ଚ୍ଚା, ଆଗାମୀ ନିର୍ବାଚନରେ ଏକାଠି ଲଢିବେନି ବିଜେଡି ଓ ବିଜେପି! ହେଲେ ଇଣ୍ଡିଆ ଟୁଡେ କନକ୍ଲେଭରେ ଅମିତ ଶାହାଙ୍କ…

‘ସିଏଏ’ ଭାରତର ଆଭ୍ୟନ୍ତରୀଣ ମାମଲା, ଆମେରିକା ଟିପ୍ପଣୀରେ ବୈଦେଶିକ ମନ୍ତ୍ରାଳୟର ଜବାବ

ନୂଆଦିଲ୍ଲୀ: ନାଗରିକତା ସଂଶୋଧନ ଅଧିନିୟମକୁ ନେଇ ଆମେରିକାର ଟିପ୍ପଣୀକୁ ଭାରତର ଜବାବ । ଭାରତୀୟ ବୈଦେଶିକ ମନ୍ତ୍ରାଳୟ କହିଲେ, ସିଏଏ ଭାରତର ଆଭ୍ୟନ୍ତରୀଣ ମାମଲା । ସିଏଏ ଲାଗୁ ହେବା ଉପରେ ଆମେରିକା ବୟାନ ଭୁଲ ଏବଂ ଅନୁଚିତ ।ଭାରତୀୟ ବୈଦେଶିକ ମନ୍ତ୍ରାଳୟର ଜବାବ ଆମେରିକା ବିଦେଶ ବିଭାଗର…

ଇଡି ପକ୍ଷରୁ ୮ଥର ସମନକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ମାମଲାରେ ଇଡିର ଅଭିଯୋଗ ପରେ ରାଉଜ ଏଭିନ୍ୟୁ କୋର୍ଟ ପକ୍ଷରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଦିଆଯାଇଥିବା ସମନକୁ ସେଶନ କୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି । ଏହି ମାମଲରେ ଆଜି ଶୁଣାଣି ହୋଇଥିଲା ।ଶୁଣାଣି ସମୟରେ ଅରବିନ୍ଦ…

ସିଏଏକୁ ବିରୋଧ କରିବାରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଘର ବାହାରେ ବିକ୍ଷୋଭ, ରାଗିଗଲେ କେଜ୍ରିୱାଲ

ନୂଆଦିଲ୍ଲୀ: ଦେଶରେ ନାଗରିକ ସଂଶୋଧନ ଆଇନ ଲାଗୁ ହେବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିବା ସହ ଏହାକୁ ବିରୋଧ କରିଥିଲେ । ଏହି ଘଟଣାକୁ ନେଇ ପାକିସ୍ତାନ ଏବଂ ବାଂଲାଦେଶରୁ ଆସିଥିବା ଶରଣାର୍ଥୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାସଭବନ…