Latest Odisha News

BREAKING NEWS

Browsing Category

ଦିଲ୍ଲୀ

Delhi

ରିଲାଏନ୍ସ ଜିଓ ପକ୍ଷରୁ ନିର୍ଦ୍ଧାରିତ ସମୟ ପୂର୍ବରୁ ସମସ୍ତ ଡେଫର୍ଡ ସ୍ପେକ୍ଟ୍ରମ୍ ଦେୟ ବାବଦ ୩୦,୭୯୧ କୋଟି ଟଙ୍କା…

ମୁମ୍ବାଇ/ଭୁବନେଶ୍ୱର: ରିଲାଏନ୍ସ ଜିଓ ଇନ୍‌ଫୋକମ୍ ଲିମିଟେଡ୍ (ଆର୍‌ଜେଆଇଏଲ୍‌) ପକ୍ଷରୁ ଘୋଷଣା କରାଯାଇଛି ଯେ ଏହା ୨୦୧୪,୨୦୧୫, ୨୦୧୬ ବର୍ଷରେ ହୋଇଥିବା ନିଲାମରେ ହାସଲ କରିଥିବା ସ୍ପେକ୍ଟ୍ରମ୍ ଏବଂ ୨୦୨୧ ବର୍ଷରେ ଭାରତୀ ଏୟାରଟେଲ୍ ସହିତ ଟ୍ରେଡିଂ ଅଫ୍ ରାଇଟ୍ ଜରିଆରେ ହାସଲ କରିଥିବା…

ଓଡ଼ିଶାର ପ୍ରଜ୍ଞାପନ ମେଢ଼କୁ ମିଳିଲାନି ସୁଯୋଗ, ପ୍ରତିବାଦ କରିବ ବିଜେଡ଼ି

ଭୁବନେଶ୍ୱର: ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ଲାଗି ସୁଯୋଗ ଦେଲାନି କେନ୍ଦ୍ର, ପ୍ରତିବାଦ କରିବ ବିଜେଡି । ଜାନୁଆରୀ ୨୬ରେ ରାଜପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶିତ କରିବାର ସୁଯୋଗ ନମିଳିବା ଦୁଃଖର କଥା । ଏହାର ପ୍ରତିବାଦ କରାଯିବ ବୋଲି ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି…

ଆତଙ୍କବାଦୀଙ୍କ ଟାର୍ଗେଟରେ ଦିଲ୍ଲୀ, ସୁରକ୍ଷା କଡ଼ାକଡ଼ି

ଦିଲ୍ଲୀ: ଆତଙ୍କବାଦୀଙ୍କ ଟାର୍ଗେଟରେ ଦିଲ୍ଲୀ ।  ଆଗାମୀ ସାଧାରଣତନ୍ତ୍ର ଦିବସରେ ଆତଙ୍କବାଦୀ ଆକ୍ରମଣ ହୋଇପାରେ ବୋଲି ସୂଚନା ପାଇବା ପରେ ଏବେଠୁ କଡାକଡି ହୋଇଛି ସୁରକ୍ଷା ବ୍ୟବସ୍ଥା ।  ଦିଲ୍ଲୀ- ଜାତୀୟ ରାଜଧାନୀ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି । ରାଜଧାନୀରେ ତ୍ରିସ୍ତରୀୟ…

କୋଭିଡ ଟେଷ୍ଟିଂ ବଢାଇବାକୁ କେନ୍ଦ୍ର ସରକାରଙ୍କ ଚିଠି

ନୂଆଦିଲ୍ଲୀ: କୋଭିଡ ଟେଷ୍ଟିଂ ବଢାଇବାକୁ ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ଚିଠି ଲେଖିଛନ୍ତି କେନ୍ଦ୍ର ସରକାର । କିଛି ଦିନ ହେଲା ଦେଶର କରୋନା ଗ୍ରାଫ୍ ତଳମୁହାଁ ହୋଇଛି । ଗତ ୨୪ ଘଣ୍ଟାରେ ଦେଶରୁ ୨.୩୮ ଲକ୍ଷ ପଜିଟିଭ୍ କେସ୍ ଆସିଛି । Ministry of Health & Family…

ବୈଦେଶିକ ବାଣିଜ୍ୟ ମହାନିର୍ଦ୍ଦେଶକ ହେଲେ ସନ୍ତୋଷ କୁମାର ଷଡଙ୍ଗୀ

ନୂଆଦିଲ୍ଲୀ: ଓଡିଶା କ୍ୟାଡର୍ ଆଇଏସ୍ ଅଫିସର୍ ସନ୍ତୋଷ କୁମାର ଷଡଙ୍ଗୀ ଶିଳ୍ପ ଓ ବାଣିଜ୍ୟ ମନ୍ତ୍ରାଳୟ ଅଧିନରେ ବୈଦେଶିକ ବାଣିଜ୍ୟ (ଫରେନ୍ ଟ୍ରେଡ୍‌) ମହାନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି । ସଦ୍ୟ ସ୍ଥିତିରେ ସେ ଶିକ୍ଷା ମନ୍ତ୍ରାଳୟ ଅଧିନସ୍ଥ ଡିପାର୍ଟମେଣ୍ଟ ଅଫ୍ ସ୍କୁଲ୍ ଏଜୁକେସନ ଆଣ୍ଡ…

[ଭିଡ଼ିଓ] ମନେ ରହିବେ କଥକ ନୃତ୍ୟଗୁରୁ ପଣ୍ଡିତ ବିର୍ଜୁ ମହାରାଜ

ଭୁବନେଶ୍ୱର: ଆଉ ନାହାନ୍ତି କଥକ ସମ୍ରାଟ , କଥକ ନୃତ୍ୟଗୁରୁ ପଣ୍ଡିତ ବିର୍ଜୁ ମହାରାଜ । କୋଟି କୋଟି ଲୋକଙ୍କ ନିକଟରେ ପଣ୍ଡିତ ଓ ମହାରାଜ ନାମରେ ପରିଚିତ ବିର୍ଜୁ । ୮୩ ବର୍ଷ ବୟସରେ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ହୃଦଘାତରେ ପ୍ରାଣ ହରାଇଛନ୍ତି ମହାନ୍ ନୃତ୍ୟ ସମ୍ରାଟ । ଏକ ପ୍ରଖ୍ୟାତ କଥକ…

ଜିଓ ଜିଓ ୟୁଜରର୍ସଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ: ଜିଓ ୟୁଜରର୍ସଙ୍କ ପାଇଁ ଖୁସି ଖବର । ଦୈନିକ ୮ଟଙ୍କା ଖର୍ଚ୍ଚ କଲେ ମିଳିବ ୨.୫ ଜିବି ଡାଟା । ଏଇଭଳି ଏକ ନୂଆ ପ୍ଲାନ ଆଣିଛି ରିଲାଏନ୍ସ। ଆପଣ ବର୍ଷକ ପାଇଁ ୨୯୯୯ ଟଙ୍କାର ରିଚାର୍ଜ କଲେ, ଅସୀମିତ ଭଏସ୍ କଲିଂ ଏବଂ ପ୍ରତିଦିନ ୧୦୦ଟି ଏସଏମଏସ ସହିତ ମୋଟ ୯୧୨.୫ ଜିବି ଡାଟା ପାଇବେ ।…

ନୂଆ ନିୟମ : ଅକ୍ଟୋବର ୧ ପରେ ନିର୍ମିତ ସବୁ ଗାଡିରେ ଲାଗିବ ୬ଟିକିଆ ଏୟାରବ୍ୟାଗ

ଦିଲ୍ଲୀ : ଦୁର୍ଘଟଣାରୁ ରକ୍ଷା ପାଇବା ପାଇଁ ଜାରି ହେଲା ନୂଆ ନିୟମାବଳୀ । ମୋଟର ଯାନରେ ବସିଥିବା ଯାତ୍ରୀମାନଙ୍କୁ ପାଶ୍ୱର୍ବତୀ ଧକ୍କା ଦେବା ବା ଦୁର୍ଘଟଣା ପ୍ରଭାବରୁ ସୁରକ୍ଷିତ ରଖିବା ଲାଗି ସଡକ ପରିବହନ ଓ ରାଜପଥ ମନ୍ତ୍ରାଳୟ ପକ୍ଷରୁ କେନ୍ଦ୍ରୀୟ ମୋଟର ଯାନ ନିୟମାବଳୀ ୧୯୮୯ରେ ଶଂସୋଧନ…

[ଭିଡିଓ] ସେନା ଦିବସରେ ସାମ୍ନାକୁ ଆସିଲା ଭାରତୀୟ ସେନାର ଯୁଦ୍ଧ ପୋଷାକ

ନୂଆଦିଲ୍ଲୀ: ଭାରତୀୟ ସେନାର ୭୪ତମ ପ୍ରତିଷ୍ଠା ଦିବସରେ ସର୍ବସାଧାରଣରେ ପ୍ରଦର୍ଶନ ଯବାନଙ୍କ ପାଇଁ ଉଦ୍ଧିଷ୍ଟ ନୂତନ ()ଯୁଦ୍ଧ ପୋଷାକ । ନୂଆ ପୋଷାକ ପିନ୍ଧି ଭାରତୀୟ ଯବାନମାନେ ଦିଲ୍ଲୀର କାଣ୍ଟୋନମେଣ୍ଟ ରୋଡ୍ ପ୍ୟାରେଡ୍ ପଡିଆକୁ ଓହ୍ଲାଇଥିଲେ । ଗତବର୍ଷ ଡିସେମ୍ବର ମାସରେ ଭାରତୀୟ ସେନାର…

ପରଲୋକରେ ‘NDTV’ର ବରିଷ୍ଠ ସାମ୍ବାଦିକ କମଲ ଖାନ୍

ନୂଆଦିଲ୍ଲୀ : ପରଲୋକରେ ସାମ୍ବାଦିକ କମଲ୍ ଖାନ । ଏନଡିଟିଭିର ବରିଷ୍ଠ ସାମ୍ବାଦିକ କମଲ୍ ଖାନଙ୍କ ହୃଦଘାତରେ ପରଲୋକ ହୋଇଛିା ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା । ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ…