Latest Odisha News

BREAKING NEWS

Browsing Category

ଦିଲ୍ଲୀ

Delhi

ବାବା ରାମଦେବଙ୍କ କ୍ଲାସ୍ ନେଲେ ଡାକ୍ତର ଲେଲେ

ନୂଆଦିଲ୍ଲୀ: ଏଲୋପାଥିକୁ ବେକାର କହି ଚର୍ଚ୍ଚାକୁ ଆସିଛନ୍ତି ବାବା ରାମଦେବ । ଏହି ମନ୍ତବ୍ୟକୁ ନେଇ ମୁହାଁମୁହିଁ ହୋଇଛନ୍ତି ବାବା ରାମଦେବ ଓ ଇଣ୍ଡିଆନ୍ ମେଡିକାଲ୍ ଆସୋସିଏସନ୍ (ଆଇଏମ୍‌ଏ) । ନିକଟରେ ଏକ ଟିଭି ଡିବେଟ୍‌ରେ ଆଇଏମ୍‌ଏର ସେକ୍ରେଟାରୀ ଜନେରାଲ୍ ଡାକ୍ତର ଜୟେଶ ଲେଲେଙ୍କଠାରୁ ବାବା…

ବିମାନ ସେବାରୁ ସାଇବର ଆଟାକ୍

ଦିଲ୍ଲୀ :ପ୍ଳେନରୁ ସାଇବର ଆଟାକ୍ । ଏୟାର ଇଣ୍ଡିଆରେ ତଥ୍ୟ ଲିକ୍ ହୋଇଥିବା ଘଟଣା ପଦାକୁ ଆସିଛି । ଏୟାର ଇଣ୍ଡିଆରୁ ସେବା ପାଇଥିବା ପ୍ରାୟ ୪୫ଲକ୍ଷ ଭାରତୀୟ ଓ ବିଦେଶୀ ଗ୍ରାହକଙ୍କ ବ୍ୟକ୍ତିଗତ ତଥ୍ୟ ହ୍ୟାକରମାନଙ୍କ ହାତକୁ ଚାଲିଯାଇଥିବା ଜଣାପଡିଛି । ୨୦୧୧ ମସିହା ଅଗଷ୍ଟ ମାସ ୨୬ତାରିଖରୁ ୨୦୨୧…

ବ୍ଲାକ୍ ଫଙ୍ଗସ୍ ବଢାଉଛି ଚିନ୍ତା

ଦିଲ୍ଲୀ : କରୋନା ନିଦ ହଜାଇ ଦେଇଥିବା ବେଳେ ବ୍ଲାକ୍ ଫଙ୍ଗସ୍ ଯୋଗୁ ବଢୁଛି ଚିନ୍ତା । ମହାରାଷ୍ଟ୍ରରେ ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛି । ଏବେ ସୁଦ୍ଧା ୫ହଜାର ୫୦୦ଜଣ ଆକ୍ରାନ୍ତ ରହିଥିବା ଜଣାପଡିଛି । ଏଥିରୁ ୧୨୬ଜଣଙ୍କର ମୃତ୍ୟୁ ହୋଇ ସାରିଛି । ସେହିଭଳି ସେମାନଙ୍କ ମଧ୍ୟର ମହାରାଷ୍ଟ୍ରରେ…

ଚିନ୍ତା ବଢାଉଛି ବ୍ଲାକ ଫଙ୍ଗସ୍‌

ଦିଲ୍ଲୀ: ଦିନକୁ ଦିନ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି । କରୋନାଠାରୁ ଆହୁରି ଭୟଙ୍କର ହେଉଛି ବ୍ଲାକ ଫଙ୍ଗସ୍ । କରୋନାରୁ ସୁସ୍ଥ ହୋଇଥିବା ଓ ମଧୁମେହ ରୋଗୀଙ୍କ କ୍ଷେତ୍ରରେ ଏହି ସଂକ୍ରମଣ ବେଶୀ ରହିଛି । ଏଥିରେ ୧୨୬ ଜଣଙ୍କ ମୃତ୍ୟୁ ମଧ୍ୟ ହୋଇସାରିଲାଣି । କେବଳ ବ୍ଲାକ ଫଙ୍ଗସ୍ ୯୦ ଜଣଙ୍କ…

ବିଦେଶୀ ଡାକ୍ତରୀ ପାଠକୁ ହେୟଜ୍ଞାନ, କାହିଁକି ଚୁପ୍ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ?

ନୂଆଦିଲ୍ଲୀ: ବିଦେଶରୁ ଡାକ୍ତରୀ ପାଠ ପଢିଥିବା ଛାତ୍ରଛତ୍ରୀଙ୍କୁ ଭାରତରେ କରୋନା ବିରୋଧୀ ଲଢେଇରେ ସାମିଲ କରାଯାଉନି । ଚୁପ୍ ବସିଛି ସ୍ୱାସ୍ଥ୍ୟ ମନ୍ତ୍ରାଳୟ । ଅମଙ୍ଗ ହେଉଛି ନ୍ୟାସନାଲ ବୋର୍ଡ ଅଫ୍ ଏକ୍ସାମିନେସନ୍ (NBA) । ଋଷିଆ, ଚାଇନା ଓ ୟୁକ୍ରେନର ଡାକ୍ତରୀ ପାଠ ପଢିଥିବା ପ୍ରାୟ ୯୦…

ଦିଲ୍ଲୀରେ ଲକଡାଉନ୍ ଆଉ ସପ୍ତାହେ ବଢ଼ିଲା, ୨୪ ଯାଏ ବଳବତ୍ତର

ନୂଆଦିଲ୍ଲୀ: ଲକଡାଉନ୍ ସଫଳ ହୋଇଛି । ରାଜଧାନୀ ଦିଲ୍ଲୀରେ କାବୁ ପାଉଚି କରୋନା । ଦୈନିକ ସଂକ୍ରମଣ ଖସୁଛି । ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ଆଉ ସପ୍ତାହେ ଲକଡାଉନ୍ ଅବଧି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ୍ । ଲକଡାଉନ୍ ବୃଦ୍ଧି ନେଇ ସେ ଆଜି ଘୋଷଣା କରିଛନ୍ତି । ଫଳରେ…

ଟିମ୍ ଇଣ୍ଡିଆକୁ ବିସିସିଆଇର କଡ଼ା ଚେତାବନୀ

ଦିଲ୍ଲୀ:ଟିମ୍ ଇଣ୍ଡିଆକୁ ବିସିସିଆଇର କଡ଼ା ଚେତାବନୀ । ଯଦି କରୋନା ପଜିଟିଭ ବାହାରିବ ତେବେ ଜୁନ୍ ୨ରେ ଥିବା ଇଂଲଣ୍ଡ ଗସ୍ତରୁ ବିଦା ହୋଇଯିବ । ଦିନକୁ ଦିନ କରୋନା ସଂକ୍ରମଣ ବଢିଚାଲିଥିବା ବେଳେ ସବୁଥିରେ ଲାଗିଛି ରୋକ୍ । ଆଉ ଏନେଇ ବିସିସିଆଇ ପକ୍ଷରୁ ମଧ୍ୟ କଡା ପଦକ୍ଷେପ ନିଆଯାଇଛି । ଖେଳାଳି…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ଏସ୍‌ଓପି ଜାରି

ଦିଲ୍ଲୀ: ଟ୍ରେନ୍ ଯାତ୍ରୀଙ୍କ ପାଇଁ ଏସ୍‌ଓପି ଜାରି ହୋଇଛି । ଦିଲ୍ଲୀ ଓ ଗୋଆ ସରକାରଙ୍କ ପକ୍ଷରୁ ଏହି ଏସଓପି ଜାରି କରାଯାଇଛି । ଦେଶର ଯେ କୌଣସି ସ୍ଥାନରୁ ଗୋଆ ଯାଉଥିବା ଯାତ୍ରୀଙ୍କ ପାଇଁ ଉଭୟ ସରକାର ଏହି ନିୟମ କରିଛନ୍ତି । ଯାତ୍ରୀ ମାନେ ଗୋଆରେ ପ୍ରବେଶ କରିବାର ୭୨ଘଣ୍ଟା ମଧ୍ୟରେ…

ଦିଲ୍ଲୀରେ ଟିକାର ଘୋର ଅଭାବ: ଦିନେ ଯିବେ କୋଭାକ୍ସିନ, ୨-୩ ଦିନରେ ସରିଯିବ କୋଭିସିଲ୍ଡ ଟିକା

ନୂଆଦିଲ୍ଲୀ: ଅକ୍ସିଜେନ୍ ଅଭାବକୁ ନେଇ ଦିଲ୍ଲୀରେ ହାହାକାର ପରିସ୍ଥିତି ସୃଷ୍ଟି ହେଲା । ଅକ୍ସିଜେନ୍ ଅଭାବରୁ ବହୁ କରୋନା ଆକ୍ରାନ୍ତଙ୍କ ଜୀବନ ବି ଗଲା । ଦୈନିକ ସଂକ୍ରମଣ ବଢୁଥିବା ବେଳେ ଏବେ ଟିକାର ଅଭାବ କଥା ସାମନାକୁ ଆସିଛି । ଦେଶରେ ରାଜଧାନୀରେ ଟିକା ସରି ସରି ଆସୁଛି । ଏନେଅ ସୂଚନା…

ଗିରଫ ହେଲେ ରେମ୍‌ଡେସେଭିୟର୍ କଳାବଜାରୀ !

ନୂଆଦିଲ୍ଲୀ: ୭୦ ହଜାର ଟଙ୍କାରେ ବିକ୍ରିୟ ହେଉଥିଲା ରେମ୍‌ଡେସେଭିୟର୍ ଇଂଜେକ୍ସନ୍ । କଳାବଜାରୀଙ୍କ ନିକଟରେ ମହଜୁଦ ଥିଲା ଇଂଜେକ୍ସନ ଭାଇଲ୍ । ବହୁ ଖୋଳତାଡ ପରେ ଶେଷରେ ଦିଲ୍ଲୀ ପୋଲିସ ହାତରେ ଧରାପଡିଛନ୍ତି ରେମଡେସେଭିୟର୍ ଇଂଜେକ୍ସନ କଳାବଜାରୀ ଗ୍ୟାଙ୍ଗ । ରେମ୍‌ଡେସେଭିୟର୍ ଇଂଜେକ୍ସନକୁ…