Latest Odisha News

BREAKING NEWS

Browsing Category

ଦିଲ୍ଲୀ

Delhi

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଚ୍ଚସ୍ତରୀୟ ବୈଠକ, କରୋନା ମୁକାବିଲା ପାଇଁ ଚାଲିଛି ପ୍ରସ୍ତୁତି 

ନୂଆଦିଲ୍ଲୀ: ସଙ୍ଗୀନ ହେଲାଣି କରୋନା ସେକେଣ୍ଡ ୱେଭ୍ । ଯୁଦ୍ଧକାଳୀନ ଭିତ୍ତିରେ କରୋନା ମୁକାବିଲା ପାଇଁ ଚାଲିଛି ପ୍ରସ୍ତୁତି । କରୋନାର ପ୍ରକୋପ ବଢୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବରିଷ୍ଠ ଅଧିକାରୀଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ କରୁଛନ୍ତି । କ୍ୟାବିନେଟ ସଚିବ,…

ଛତିଶଗଡରେ ମାଓ ତାଣ୍ଡବ ଘଟଣା: ଆସାମରେ ପ୍ରଚାର ବାତିଲ୍ କରି ଦିଲ୍ଲୀ ଗଲେ ଶାହା, ବରିଷ୍ଠ ଅଧିକାରୀଙ୍କ ସହ ବୈଠକ କରିବେ…

ନୂଆଦିଲ୍ଲୀ: ଛତିଶଗଡ ବିଜାପୁରରେ ମାଓ ତାଣ୍ଡବ ଘଟଣା । ମାଓବାଦୀଙ୍କ ବର୍ବରତାର ଖବର ସାରା ଦେଶକୁ ଦୋହଲାଇ ଦେଇଛି । ଯବାନଙ୍କ ସହିତ ରକ୍ତର ହୋଲି ଖେଳିଛନ୍ତି ମାଓବାଦୀ । ଏଥିରେ ୨୪ ଜଣ ଯବାନ ସହିଦ ହୋଇଛନ୍ତି । କିଛି ଯବାନଙ୍କ ପତ୍ତା ମିଳୁନଥିବାରୁ ସର୍ଚ୍ଚ ଅପରେସନ ଏବେ ବି ଜାରି ରହିଛି ।…

ଆଉ ନାହାଁନ୍ତି ବର୍ଷିଆନ ଅଭିନେତ୍ରୀ ଶଶିକଳା

ନୂଆଦିଲ୍ଲୀ: ବଲିଉଡର ବର୍ଷିଆନ ଅଭିନେତ୍ରୀ ଶଶିକଳାଙ୍କ ପରଲୋକ ହୋଇଛି । ୮୮ ବର୍ଷ ବୟସରେ ମୁମ୍ବାଇର କୋଲାବାରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ୭୦ ଦଶକରେ ସେ ବଲିଉଡରେ ଅନେକ ଫିଲ୍ମରେ ହିରୋଇନ୍ ଏବଂ ଭିଲେନ୍ ଭୂମିକାରେ ନଜର ଆସିଥିଲେ ।  ୧୦୦ରୁ ଅଧିକ ଫିଲ୍ମରେ ଅଭିନୟ କରିଥିବା ଶଶିକଳା…

ବିଜାପୁରରେ ମାଓବାଦୀଙ୍କ ବର୍ବରକାଣ୍ଡ, ସହିଦ ଯବାନଙ୍କ ସଂଖ୍ୟା ୨୪କୁ ବୃଦ୍ଧି, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ବିଜାପୁର: ଛତିଶଗଡ ବିଜାପୁରରେ ମାଓବାଦୀ ଆକ୍ରମଣରେ ସହିଦ ଯବାନଙ୍କ ସଂଖ୍ୟା ୨୪କୁ ବୃଦ୍ଧି ହୋଇଛି । ଆଜି ଚାଲିଥିବା ସର୍ଚ୍ଚ ଅପରେସନରେ ଆଉ ୨ ଜଣ ସହିଦ ଯବାନଙ୍କ ମରଶରୀର ଉଦ୍ଧାର କରାଯାଇଥିବା ସୂଚନା ଦେଇଛନ୍ତି ଛତିଶଗଡ ପୋଲିସ ଅଧିକାରୀ ।  ସେପଟେ ବିଜାପୁରରେ ମାଓବାଦୀଙ୍କ ବର୍ବର କାଣ୍ଡକୁ…

ଉତ୍ତରପ୍ରଦେଶର ଏକ ତାପଜ ବିଦ୍ୟୁତ୍‌ ପ୍ଲାଣ୍ଟ୍‌ରେ ଦୁର୍ଘଟଣା, ୧୩ ଶ୍ରମିକ ଆହତ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶରେ ଏକ ତାପଜ ବିଦ୍ୟୁତ୍‌ ପ୍ଲାଣ୍ଟ୍‌ରେ ଦୁର୍ଘଟଣା । ପ୍ଲାଣ୍ଟ୍‌ର ଗୋଟିଏ ୟୁନିଟ୍‌ରେ ଆଜି ସକାଳେ ମରାମତି କାର୍ଯ୍ୟ ଚାଲିଥିବା ବେଳେ ଗୋଟାଏ ବଏଲର୍‌ର ଟିଣ ଛପର ଖସିପଡ଼ିବାରୁ ଦୁର୍ଘଟଣା ଘଟିଛି । ଏଥିରେ ୧୩ଜଣ ଶ୍ରମିକ ଆହତ ହୋଇଛନ୍ତି ।  ‘ଲାଙ୍କୋ ଆନପାରା…

ରେଳ ଯାତ୍ରୀ ଧ୍ୟାନ ଦିଅନ୍ତୁ, ଟ୍ରେନରେ ରାତିରେ କରିହେବନି ମୋବାଇଲ ଓ ଲାପଟପ ଚାର୍ଜ 

ନୂଆଦିଲ୍ଲୀ: ଏଣିକି ଟ୍ରେନରେ ରାତିରେ ବନ୍ଦ ରହିବ ପାୱାର ପଏଣ୍ଟ । ମୋବାଇଲ ଓ ଲାପଟପ ଚାର୍ଜ କରିବା ଉପରେ କଟକଣା ଲଗାଇଛି ଭାରତୀୟ ରେଳ ବିଭାଗ । ସିଟ ପାଖରେ ଥିବା ଚାର୍ଜ ପଏଣ୍ଟରେ ମୋବାଇଲ କି ଲାପଟପ ଚାର୍ଜ କରିହେବନାହିଁ । ଅର୍ଥାତ ଚାର୍ଜିଂ ପଏଣ୍ଟ କାମ କରିବନି ।  ଟ୍ରେନ୍ ଚାଲୁଥିବା…

ଦାଦା ସାହେବ ଫାଲକେ ପୁରସ୍କାର ପାଇଁ ରଜନୀକାନ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି 

ନୂଆଦିଲ୍ଲୀ: ସିନେମା ଜଗତର ସର୍ବଶ୍ରେଷ୍ଠ ସମ୍ମାନ ଦାଦା ସାହେବ ଫାଲକେ ପୁରସ୍କାରରେ ସମ୍ମାନିତ କରାଯିବ ସୁପରଷ୍ଟାର ରଜନୀକାନ୍ତଙ୍କୁ । ଏହି ଘୋଷଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରଜନୀକାନ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଟ୍ୱିଟ କରି କହିଛନ୍ତି,…

ଆଜି ଦିଲ୍ଲୀ ଏମ୍ସରେ ହେବ ରାଷ୍ଟ୍ରପତିଙ୍କର ବାଇପାସ୍ ସର୍ଜରୀ, ଓଡ଼ିଆ ଡାକ୍ତର କରିବେ ଅସ୍ତ୍ରୋପଚାର

ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର ହେବ ବାଇପାସ୍ ସର୍ଜରୀ । ଆଜି ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ତାଙ୍କର ସର୍ଜରୀ କରାଯିବ । ଓଡିଆ ଡାକ୍ତରଙ୍କ ଉପରେ ରହିଛି ଗୁରୁଦାୟିତ୍ବ । ବରିଷ୍ଠ ହୃଦ୍‌ରୋଗ ସର୍ଜନ ତଥା ଓଡିଶାର ମୂଳ ବାସିନ୍ଦା ଡକ୍ଟର ଅକ୍ଷୟ କୁମାର ବିଷୋୟୀ ରାଷ୍ଟ୍ରପତି…

ଆସୁଛି ଆଉ ୧୦ ରାଫେଲ, ବଢିବ ଭାରତୀୟ ବାୟୁସେନାର ଶକ୍ତି, ଏକ ମାସ ମଧ୍ୟରେ ବାୟୁସେନାରେ ସାମିଲ ହେବ ରାଫେଲ ଯୁଦ୍ଧ ବିମାନ…

ନୂଆଦିଲ୍ଲୀ:  ଆସୁଛି ଆଉ ୧୦ ରାଫେଲ । ଭାରତୀୟ ବାୟୁସେନାର ଶକ୍ତି ବୃଦ୍ଧି ପାଇଁ ଆଉ ୧୦ଟି ନୂଆ ରାଫେଲ ଯୁଦ୍ଧ ବିମାନ ଫ୍ରାନ୍ସରୁ ଭାରତ ଆସିବ । ଏହି ବିମାନ ଆସିବା ପରେ ଭାରତୀୟ ବାୟୁସେନାର ଶକ୍ତି ଦ୍ବିଗୁଣିତ ହୋଇଯିବ । ରାଫେଲର ସଂଖ୍ୟା ୨୧କୁ ବୃଦ୍ଧି ହେବ । ବର୍ତ୍ତମାନ ବାୟୁସେନା ନିକଟରେ…

ଛାତିରେ ଯନ୍ତ୍ରଣା କାରଣରୁ ହସ୍ପିଟାଲ​‌ରେ ଭର୍ତ୍ତି ହେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଆରୋଗ୍ୟକାମନା କଲେ…

ନୂଆଦିଲ୍ଲୀ:  ରାଷ୍ଟ୍ରପତି ଅସୁସ୍ଥ । ଛାତିରେ ଯନ୍ତ୍ରଣା କାରଣରୁ ଆର୍ମି ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ରାମନାଥ କୋବିନ୍ଦ । ତାଙ୍କୁ ଦିଲ୍ଲୀ ସ୍ଥିତ ଆର୍ମୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ହସ୍ପିଟାଲରେ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ତାଙ୍କ ଚିକିତ୍ସା କରୁଥିବା ଜଣାପଡିଛି । ତାଙ୍କର…