Latest Odisha News

BREAKING NEWS

Browsing Category

ଦିଲ୍ଲୀ

Delhi

ନିର୍ବାଚନ କମିଶନଙ୍କ ଇସ୍ତଫା ଘଟଣା, ସାମ୍ନାକୁ ଆସିଲା ସତ!

ନୂଆଦିଲ୍ଲୀ: କିଛି ଦିନ ପରେ ଘୋଷଣା ହେବ ଲୋକସଭା ନିର୍ବାଚନ ତାରିଖ । ଏହା ପୂର୍ବରୁ ପଦରୁ ଇସ୍ତଫା ଦେଇଛନ୍ତି ନିର୍ବାଚନ କମିଶନ ଅରୁଣ ଗୋଏଲ । ନିର୍ବାଚନ ପାଖେଇ ଆସୁଥିବା ବେଳେ ତାଙ୍କର ଇସ୍ତଫା ରାଜନୀତିକୁ ବେଶ ସରଗରମ୍ କରିଛି । ଶନିବାର ଦିନ ସେ ତାଙ୍କ ଇସ୍ତଫା ପତ୍ର ରାଷ୍ଟ୍ରପତି…

ଆଜି ଆସିପାରେ ବିଜେପିର ଦ୍ବିତୀୟ ପର୍ଯ୍ୟାୟ ତାଲିକା, ଓଡ଼ିଶା ଉପରେ ନଜର

ନୂଆଦିଲ୍ଲୀ:ଆଜି ଆସିପାରେ ବିଜେପିର ଦ୍ବିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା । ଏନେଇ ସଂଧ୍ୟାରେ ବସୁଛି ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ । ଏଥିରେ ଦଳର ସଭାପତି ଜେପି ନଡ୍ଡା, ଗୃହମନ୍ତ୍ରୀ ଅମିତ ଶାହ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେଇପାରନ୍ତି । ଦଳର ଅନ୍ୟ…

ଗ୍ୟାସ ସିଲିଣ୍ଡର ଦର କମିବାକୁ ନେଇ ରାଜନୀତି

ନୂଆଦିଲ୍ଲୀ: ଆଜି ଆନ୍ତର୍ଜାତୀୟ ମହିଳା ଦିବସ । ଏହି ଅବସରରେର ଦେଶର ମହିଳାଙ୍କୁ ବଡ଼ ଉପହାର ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଘରୋଇ ଏଲପିଜି ଗ୍ୟାସ ସିଲିଣ୍ଡର ମୂଲ୍ୟରେ ପିଏମ ମୋଦୀ ଏକ ବଡ଼ ହ୍ରାସ କରିଥିବା ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୧୦୦…

ଓ୍ବାୟନାଡରୁ ଲଢ଼ିପାରନ୍ତି ରାହୁଲ, ସିଇସି ବୈଠକରେ ନିଷ୍ପତି

ନୂଆଦିଲ୍ଲୀ: କଂଗ୍ରେସ କେନ୍ଦ୍ରୀୟ ନିର୍ବାଚନ ସମିତି ଦ୍ବାରା ଗତକାଲି ବସିଥିବା ବୈଠକରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ଲୋକସଭା ଆସନ ନିଷ୍ପତି ହୋଇଛି । କଂଗ୍ରେସର ପ୍ରଥମ ତାଲିକାରେ ରାହୁଲ ଗାନ୍ଧୀଙ୍କ ନାଁ ରହିଛି । ରାହୁଲ ଗାନ୍ଧୀ କେରଳ ଓ୍ବାୟନାଡ ନିର୍ବାଚନ ମଣ୍ଡଳୀରୁ ପୁଣି ଥରେ…

ଡିକେ ଶିବ କୁମାରଙ୍କୁ ବଡ଼ ଆଶ୍ବସ୍ତି

ନୂଆଦିଲ୍ଲୀ:କର୍ଣ୍ଣାଟକର ଉପମୁଖ୍ୟମନ୍ତ୍ରୀ ଡିକେ ଶିବ କୁମାରଙ୍କୁ ବଡ଼ ଆଶ୍ବସ୍ତି। ଆଜି ସୁପ୍ରିମକୋର୍ଟ ତାଙ୍କ ନାଁରେ ଥିବା ମନି ଲଣ୍ଡରିଂ ମାମଲାକୁ ରଦ୍ଦ କରି ଦେଇଛନ୍ତି। ଠିକ୍ ଲୋକସଭା ନିର୍ବାଚନ ପୂର୍ବରୁ ସୁପ୍ରିମକୋର୍ଟ ଏହି ନିଷ୍ପତି ନେଇଛନ୍ତି। ୨୦୧୮ରେ ଶିବକୁମାରଙ୍କ ନାଁରେ ମନି…

ମାର୍ଚ୍ଚ ୧୪, ୧୫ରେ ଘୋଷଣା ହୋଇପାରେ ନିର୍ବାଚନ ତାରିଖ!

ନୂଆଦିଲ୍ଲୀ: ସାଧାରଣ ନିର୍ବାଚନ ନେଇ ଖୁବଶୀଘ୍ର ଘୋଷଣା ହୋଇପାରେ ତାରିଖ । ଆସନ୍ତା ୧୪ କିମ୍ବା ୧୫ ତାରିଖରେ ନିର୍ବାଚନ ଆୟୋଗ ଏନେଇ ଘୋଷଣା କରିପାରନ୍ତି । ୨୦୧୯ ଭଳି ୭ଟି ପର୍ଯ୍ୟାୟରେ ହୋଇପାରେ ନିର୍ବାଚନ । ଏପ୍ରିଲ ମାସ ଦ୍ବିତୀୟ ସପ୍ତାହରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହୋଇପାରେ…

‘ହାଜର ହେବେନି ଉତ୍ତର ରଖିବେ’: କେଜ୍ରିୱାଲ

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଅଷ୍ଟମ ସମନ ପରେ ବି ହାଜର ହେବେନି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଅବକାରୀ ଦୁର୍ନୀତି ମାମଲାରେ ଅଷ୍ଟମ ଥର ପାଇଁ ସମନ ପଠାଇଥିଲା ଇଡି । ହେଲେ ଅଷ୍ଟମ ଡାକରାକୁ ବେଆଇନ୍ ଦର୍ଶାଇଛନ୍ତି  ଦିଲ୍ଲୀ ମୁଖ୍ୟମନ୍ତ୍ରୀ । ଏହା ପରେ ମଧ୍ୟ ସେ…

ଲୋକସଭା ନିର୍ବାଚନ ପାଇଁ ବିଜେପିର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା, ବାରାଣାସୀରୁ ଲଢ଼ିବେ ମୋଦୀ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା । ବାରଣାସୀରୁ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦୀ ନିର୍ବାଚନ ଲଢିବେ । ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୧୯୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ଏହି ପ୍ରାର୍ଥୀ ତାଲିକାରେ ୩୪ ଜଣ…

ଲୋକସଭା ନିର୍ବାଚନ ଲଢ଼ିବେନି ଗୌତମ ଗମ୍ଭୀର

ନୂଆଦିଲ୍ଲୀ: ରାଜନୀତିରୁ ସନ୍ନ୍ୟାସ ନେବେ ବିଜେପି ସାଂସଦ ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର । ନିଜେ ଟ୍ବିଟ କରି ଏହି ସୂଚନା ଦେଇଛନ୍ତି । ଟ୍ବିଟରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଅନୁରୋଧ କରିଛନ୍ତି ତାଙ୍କୁ ରାଜନୀତି ଦାୟିତ୍ବରୁ ମୁକ୍ତ କରନ୍ତୁ । କାରଣ ସେ କ୍ରିକେଟ…

ଗୁଗୁଲ ହଟାଇଲା ଭାରତ ମାଟ୍ରିମୋନି, ଜୀବନସାଥୀ ଆପ୍

ନୂଆଦିଲ୍ଲୀ: ଲୋକପ୍ରିୟ ବୈବାହିକ ପ୍ଲାଟଫର୍ମ ଭାରତ ମାଟ୍ରିମୋନି ଏବଂ ଜୀବନସାଥି ଆପ୍ ସମେତ ୧୦ଟି ଭାରତୀୟ କମ୍ପାନିରୁ ଗୁଗୁଲ୍ ଆପ୍ଲିକେସନ୍ ହଟାଇବା ଆରମ୍ଭ କରିଛି। ସର୍ଭିସ ଫି' ପୈଠକୁ ନେଇ ଚାଲିଥିବା ମତଭେଦ ଯୋଗୁଁ ଷ୍ଟାର୍ଟଅପ୍ କମ୍ପାନୀଗୁଡ଼ିକ ସହ ବିବାଦ ସୃଷ୍ଟି ହେବାରୁ ଏଭଳି ପଦକ୍ଷେପ…