Latest Odisha News

BREAKING NEWS

Browsing Category

ଦିଲ୍ଲୀ

Delhi

ଦିଲ୍ଲୀରେ ରାତି ୧୨ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ

ନୂଆଦିଲ୍ଲୀ : ଆଜି ଗଣତନ୍ତ୍ର ଦିବସରେ ଦିଲ୍ଲୀରେ କୃଷକ ଟ୍ରାକ୍ଟର ରାଲି କରିଥିଲେ । ରାଲିରେ ହୋଇଥିବା ହିଂସା ପରେ ଦିଲ୍ଲୀ-ଏନସିଆରର ଅନେକ ଅଞ୍ଚଳରେ ଇଣ୍ଟରନେଟ ଉପରେ ପ୍ରତିବନ୍ଧକ ଲଗାଯାଇଛି । ଆଜି ରାତି ୧୨ଟା ପର୍ଯ୍ୟନ୍ତ ଏହି ପ୍ରତିବନ୍ଧକ କରାଯାଇଛି । ଦିଲ୍ଲୀର ଉତ୍ତର ଜିଲ୍ଲା ଆଡକୁ…

ଏଣିକି କାଠରେ ନୁହେଁ ଗୋବର ଘସିରେ କରାଯିବ ଶବ ସତ୍କାର

ନୂଆଦିଲ୍ଲୀ : ଏଣିକି ଦିଲ୍ଲୀରେ କାଠ ବଦଳରେ ଗୋବର ଘସିରେ ହେବ ଶବଦାହ । ଦକ୍ଷିଣ ଦିଲ୍ଲୀ ମହାନଗର ନିଗମ(ଏସ୍‌ଡିଏମ୍‌ସି) ଅଧୀନରେ ଥିବା ଅଞ୍ଚଳରେ ଏଭଳି କରାଯିବ ଶବ ସତ୍କାର । ବିଜେପି ନେତୃତ୍ୱାଧୀନ ଏସଡିଏମସି ହାଉସରେ ଚଳିତ ସପ୍ତାହରେ ହୋଇଥିବା ଏକ ବୈଠକରେ ଏହି ପ୍ରସ୍ତାବକୁ ମଞ୍ଜୁରି…

୫୯ ଆପ୍ ଉପରେ ସ୍ଥାୟୀ ପ୍ରତିବନ୍ଧକ 

ନୂଆଦିଲ୍ଲୀ : ଟିକଟକ୍ ସହିତ ୫୯ଟି ଆପ ଉପରେ ସ୍ଥାୟୀ ପ୍ରତିବନ୍ଧକ । ଭାରତୀୟ ଇଲୋଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ଜ୍ଞାନ କୌଶଳ ମନ୍ତ୍ରଣାଳୟ ପକ୍ଷରୁ ଏସବୁ ଆପ୍ ଉପରେ ପ୍ରତିବନ୍ଧକ ଲଗାଯାଇଛି । ଏହାଦ୍ବାରା ଚାଇନାକୁ ବଡ ଝଟକା ଲାଗିଛି । ଅସ୍ଥାୟୀ ପ୍ରତିବନ୍ଧକ ହଟାଇ ଦିଆଯିବା ନେଇ…

ସହିଦ ସନ୍ତୋଷ ସିଂହଙ୍କୁ ମହାବୀର ଚକ୍ରରେ କରାଯିବ ସମ୍ମାନିତ 

ନୂଆଦିଲ୍ଲୀ : ପୂର୍ବ ଲଦାଖର ଗଲୱାନ ଘାଟିରେ ଚୀନ ସେନା ସହ ହିଂସା ଘଟଣାରେ ସହିଦ ହୋଇଥିବା କର୍ଣ୍ଣଲ ସନ୍ତୋଷ ବାବୁଙ୍କୁ ଚଳିତ ବର୍ଷ ମହାବୀର ଚକ୍ରରେ ସମ୍ମାନିତ କରାଯିବ । ଗଣତନ୍ତ୍ର ଦିବସ ଅବସରରେ ପ୍ରତିବର୍ଷ ଦେଶର ରକ୍ଷା କରିବାରେ ସହିଦ ଯବାନଙ୍କୁ ବୀରତ୍ୱ ପୁରସ୍କାର ଦିଆଯାଇଥାଏ । ଏଥର…

ଡିଜିଟାଲ ହେବ ଭୋଟର ପରିଚୟ ପତ୍ର

ନୂଆଦିଲ୍ଲୀ : ଏଣିକି ଭୋଟର ପରିଚୟ ପତ୍ରର ଇଲେକ୍ଟ୍ରୋନିକ୍ ସଂସ୍କରଣର ସୋମବାର ଶୁଭାରମ୍ଭ ହେବ । ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ଏହାର ଶୁଭାରମ୍ଭ କରିବେ । ଏହାସହ ପାଞ୍ଚ ନୂତନ ମତଦାତାଙ୍କୁ ଇ-କପିକ ଓ ନିର୍ବାଚକ ଫଟୋ ପରିଚୟ ପତ୍ର ବିତରଣ କରିବେ । ଏହି ଡିଜିଟାଲ ଆଇଡି କାର୍ଡକୁ ମୋବାଇଲ…

ଟ୍ରାକ୍ଟର ରାଲିକୁ ସର୍ତ୍ତମୂଳକ ଅନୁମତି, ରୁଟ୍ ପ୍ଲାନ୍ ଦେଲେ ଚାଷୀ

ନୂଆଦିଲ୍ଲୀ : ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀରେ ଚାଷୀ କରିବେ ଟ୍ରାକ୍ଟର ରାଲି । ଏଥିପାଇଁ ଦିଲ୍ଲୀ ପୋଲିସ ଚାଷୀଙ୍କୁ ସର୍ତ୍ତମୂଳକ ଅନୁମତି ଦେଇଛି । ଭିନ୍ନ ଭିନ୍ନ ରୁଟ୍‌ରେ ଶାନ୍ତିପୂର୍ଣ୍ଣ ଭାବେ ପରେଡ କରିବେ ଅନ୍ନଦାତା । ପରେଡ୍‌ରେ ସାମିଲ ହେବ ହଜାର ହଜାର ଟ୍ରାକ୍ଟର । ସାରା ବିଶ୍ବ ଏହି…

ତୁଟୁନି କୃଷି ଆଇନ ବିବାଦ, ଏକାଦଶ ପର୍ଯ୍ୟାୟ ବୈଠକ ଫେଲ

ନୂଆଦିଲ୍ଲୀ: ସରକାର ଓ ଚାଷୀଙ୍କ ମଧ୍ୟରେ ହୋଇଥିବା ଏକାଦଶ ପର୍ଯ୍ୟାୟ ବୈଠକ ବିଫଳ । ବୈଠକ ପରେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର କହିଛନ୍ତି ଯେ, କୃଷକଙ୍କ ହିତ ପାଇଁ ସରକାରଙ୍କ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି । ତେଣୁ ଏହାଠାରୁ ଅଧିକ ଆମେ କିଛି କରିପାରିବୁ ନାହିଁ ।…

ପୂର୍ବତନ ସିଜେଆଇ ଜଷ୍ଟିସ୍ ଗୋଗୋଇଙ୍କୁ z+ ସୁରକ୍ଷା 

ନୂଆଦିଲ୍ଲୀ : ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇଙ୍କୁ ଭାରତ ସରକାର ଦେଶର ସବୁଠାରୁ ବଡ ସୁରକ୍ଷା ବଳୟ ପ୍ରଦାନ କରିଛନ୍ତି । ଏଣିକି ତାଙ୍କୁ z+ ଭିଆଇପି ସୁରକ୍ଷା ଯୋଗାଇ ଦିଆଯିବ । ୬୬ ବର୍ଷିୟ ଜଷ୍ଟିସ ଗୋଗୋଇଙ୍କୁ ସିଆରପିଏଫଙ୍କ ସଶସ୍ତ୍ର କମାଣ୍ଡୋ ସୁରକ୍ଷା…

ପେଟ୍ରୋଲ ଓ ଡିଜେଲ ଦାମ ଆକାଶ ଛୁଆଁ, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍ 

ନୂଆଦିଲ୍ଲୀ : ହୁ ହୁ ହୋଇ ବଢୁଛି ତୈଳ ଦର । ପେଟ୍ରୋଲ ଓ ଡିଜେଲ ଦାମ ବୃଦ୍ଧି ପାଇ ରେକର୍ଡ ସ୍ତରରେ ପହଁଞ୍ଚିଛି । ଦିଲ୍ଲୀ ଓ ବମ୍ବେରେ ତେଲ ଦାମ ଆକାଶ ଛୁଆଁ ରହିଛି । ଶୁକ୍ରବାର ଦିଲ୍ଲୀରେ ପେଟ୍ରୋଲ ଦାମ ୮୫ ଟଙ୍କାରୁ ଅଧିକ ରହିଥିବା ବେଳେ ଡିଜେଲ ଦାମ ୭୫ ଟଙ୍କାରୁ ଅଧିକ ରହିଛି । ମୁମ୍ବାଇରେ…

ରିଲାଏନ୍ସ-ଫ୍ୟୁଚର ଗ୍ରୁପ୍ ଡିଲ୍‌କୁ ସେବିର ମଞ୍ଜୁରି

ନୂଆଦିଲ୍ଲୀ : ଭାରତୀୟ ପ୍ରତିଭୂତି ଏବଂ ବିନିମୟ ବୋର୍ଡ (ସେବି) ଫ୍ୟୁଚର ଗ୍ରୁପ୍‌ର ବ୍ୟବସାୟିକ ସମ୍ପତ୍ତି ରିଲାଏନ୍ସକୁ ବିକ୍ରି ପ୍ରକ୍ରିୟାକୁ ଅନୁମୋଦନ ପ୍ରଦାନ କରିଛି । ଏହାଦ୍ୱାରା ଆମାଜନ୍‌କୁ ଶକ୍ତ ଧକ୍କା ଲାଗିଛି । ୨୪,୭୧୩ କୋଟି ଟଙ୍କାର ଏହି କାରବାରକୁ ସେବିର ମଞ୍ଜୁରି ମିଳିବା ଦ୍ୱାରା…