Latest Odisha News

BREAKING NEWS

Browsing Category

ଦିଲ୍ଲୀ

Delhi

ସରିଥିଲା ନିର୍ବନ୍ଧ, କେବେ ହେବ ବିବାହ ?

ନୂଆଦିଲ୍ଲୀ: ବିବାହ ପାଇଁ କ୍ରିକେଟର୍‌ଙ୍କ ପସନ୍ଦ ଟକେ ନିଆରା । କିଏ ଅଭିନେତ୍ରୀଙ୍କ ହାତ ଧରିଛନ୍ତି ତ କିଏ ନିଜ ବାନ୍ଧବୀ ତ ଆଉ କିଏ ଘର ଲୋକଙ୍କ ପସନ୍ଦ ଉପରେ ବିଶ୍ୱାସ ଦେଖାଇଛନ୍ତି । ହେଲେ ୟୁଜବେନ୍ଦ୍ର ଚହଲଙ୍କ ନିର୍ବନ୍ଧ ଖବର ଅନେକଙ୍କୁ ଚମକାଇଦେଇଥିଲା । ଉଭୟ ୟୁଜବେନ୍ଦ୍ର ଓ ଦାନ୍ତ…

କେଜ୍ରିୱାଲଙ୍କ ବିରୋଧରେ ପୋଲିସରେ ଏତଲା ଦେଲା ବିଜେପି

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ଭାରତୀୟ ଜନତା ପାର୍ଟିର ଦିଲ୍ଲୀ ଶାଖା ପକ୍ଷରୁ ପୋଲିସରେ ଏତାଲା ଦିଆଯାଇଛି । କେଜ୍ରିୱାଲ ବିଧାନସଭାରେ କୃଷି ଆଇନକୁ ଚିରି ଆନ୍ଦୋଳନରତ କୃଷକମାନଙ୍କୁ ଉସୁକାଉଛନ୍ତି ବୋଲି ସେମାନେ ଅଭିଯୋଗ ଆଣିଛନ୍ତି । ଏହା ଦ୍ୱାରା…

ଦିଲ୍ଲୀରେ ଶୀତ ଭାଙ୍ଗିଲା ୭୧ ବର୍ଷର ରେକର୍ଡ

ନୂଆଦିଲ୍ଲୀ: ପ୍ରବଳ ଥଣ୍ଡାରେ ଥରୁଛି ଉତ୍ତର ଭାରତ । ଦେଶ ରାଜଧାନୀ ଦିଲ୍ଲୀରେ ହାଡ଼ଭଙ୍ଗା ଶୀତ । ନଭେମ୍ବର ମାସରେ ଜାଡ଼ ଭାଙ୍ଗିଛି ୭୧ବର୍ଷର ରେକର୍ଡ । ଚଳିତ ମାସରେ ଦିଲ୍ଲୀରେ ସର୍ବନିମ୍ନ ତାପମାତ୍ରା ୧୦.୨ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି । ଭାରତୀୟ ପାଣିପାଗ ବିଭାଗର ସୂଚନା…

ପରଲୋକରେ ଯୋଦ୍ଧା ଆକବର ଅଭିନେତା !

ନୂଆଦିଲ୍ଲୀ: ଆଉ ନାହାଁନ୍ତି ବରିଷ୍ଠ ଅଭିନେତା ଓ ଥିଏଟର ବ୍ୟକ୍ତିତ୍ୱ ବିଶ୍ୱ ମୋହନ ବଡୋଲା । ବୟସାଧିକ ଓ ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ଗତକାଲି ରାତିରେ ତାଙ୍କର ନିଧନ ଘଟିଛି । ଏହି ପୁରୁଖା କଳାକାର ଅନେକ ଫିଲ୍ମ, ଟିଭି ସିରିଜ୍ ଓ ଖାସ କରି ଥିଏଟର ସହ ଜଡିତ ଥିଲେ । ଚର୍ଚ୍ଚିତ ଅଭିନେତା…

[ଭିଡିଓ] ବିଚ୍ ରାସ୍ତାରେ ବୁର୍ଖାପିନ୍ଧା ମହିଳାଙ୍କ ଆତଙ୍କରାଜ !

ନୂଆଦିଲ୍ଲୀ: ବିଚ୍ ରାସ୍ତାରେ ଖୁଲମ୍‌ଖୁଲା ବୁର୍ଖାପିନ୍ଧା ମହିଳାଙ୍କ ଆତଙ୍କରାଜ । ହାତରେ ଥିଲା ବନ୍ଧୁକ, ପାଟିରୁ ବାହାରୁଥିଲା ଅନବରତ ଅଶ୍ରାବ୍ୟ ଭାଷା । ତେବେ ଘଟଣା ଏତିକିରେ ଥମିନଥିଲା । କେବଳ ଧମକ ନୁହେଁ ବରଂ ମହିଳା ଜଣକ ଏକାଧିକ ରାଉଣ୍ଡ ଗୁଳିମାଡ ବି କରିଥିଲେ । ତେବେ ଏଥିରେ କେହି…

ମାତ୍ର ୬ ଘଣ୍ଟାରେ ଆସିବ RTPCR ଟେଷ୍ଟ ରିପୋର୍ଟ, ମୂଲ୍ୟ ୪୯୯ ଟଙ୍କା

ଏଣିକି ମାତ୍ର ୬ ଘଣ୍ଟାର ରେକର୍ଡ ସମୟରେ ଆସିବ ଆରଟିପିସିଆର ଟେଷ୍ଟ ରିପୋର୍ଟ । ଆଉ ଏଥିପାଇଁ ଅଧିକ ଟଙ୍କା ଦେବାକୁ ପଡ଼ିବ ନାହିଁ । ମାତ୍ର ୪୯୯ ଟଙ୍କାରେ ହୋଇପାରିବ ଆରଟିପିସିଆର ଟେଷ୍ଟ । ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଦିଲ୍ଲୀ ଆଇସିଏମଆର ମୁଖ୍ୟାଳୟରେ ମୋବାଇଲ୍ ଲ୍ୟାବର ଏକ ସିରିଜ୍…

ଭିଣୋଇ ସହ ଚାଟିଂ କରୁଥିଲା ଭଉଣୀ, ଗୁଳିମାଡ କଲା ଭାଇ !

ନୂଆଦିଲ୍ଲୀ: ଦିଲ୍ଲୀରେ ଭଉଣୀକୁ ଗୁଳିମାଡ କଲା ଭାଇ । ଗୁରୁବାର ୱେଲକମ୍ ଅଂଚଳରେ ଘଟିଥିବା ଏହି ଘଟଣାରେ ଆହତ ଯୁବତୀ ଜଣକ ହସ୍ପିଟାଲରେ ଭର୍ତ୍ତି ହୋଇଥିଲାବେଳେ ଗୁଳିମାଡ କରିଥିବା ଭାଇକୁ ପୋଲିସ ଥାନାରେ ଅଟକ ରଖିଛି । ଗୁଳିମାଡ କରିଥିବା ଅଭିଯୁକ୍ତର ବୟାନ ଅନୁଯାୟୀ ବଡ ଭଉଣୀର ସ୍ୱାମୀ ସହ…

ଦେଶରେ ୧୩ କୋଟି ପାର କଲା କୋଭିଡ୍ ଟେଷ୍ଟିଂ, ମାତ୍ର ୧୦ ଦିନରେ ୧ କୋଟି ନମୁନା ପରୀକ୍ଷା

ଦେଶରେ ବର୍ତ୍ତମାନ ସୁଦ୍ଧା ୧୩ କୋଟିରୁ ଅଧିକ କୋଭିଡ୍ ଟେଷ୍ଟ କରାଯାଇ ସାରିଲାଣି । ଗତ ୧୦ ଦିନରେ ରେକର୍ଡ ୧ କୋଟି ନମୁନା ପରୀକ୍ଷା କରାଯାଇଛି । ଟେଷ୍ଟିଂ ବଢିଥିବା ବେଳେ ପୂର୍ବ ଅପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମ୍ ରହିଛି । ପଜିଟିଭ୍ ରେଟ୍ କମ୍ରାଗତ ହ୍ରାସ ପାଉଥିବା ସ୍ବାସ୍ଥ୍ୟ ମନ୍ତ୍ରାଳୟ…

୨୬/୧୧ ଆକ୍ରମଣ ପରି ଥିଲା ଯୋଜନା, ପ୍ରଧାନମନ୍ତ୍ରୀ କଲେ ଉଚ୍ଚସ୍ତରୀୟ ବୈଠକ

୨୬/୧୧ ପରି ଆକ୍ରମଣ ଯୋଜନାରେ ଥିଲେ ନଗରୋଟାରେ ନିହତ ଆତଙ୍କବାଦୀ । କୁହାଯାଉଛି କି ୨୬/୧୧ ବର୍ଷ ପୂର୍ତ୍ତି ଅବସରରେ ଆତଙ୍କବାଦୀମାନେ ଆକ୍ରମଣ କରିବାକୁ ଯୋଜନା କରିଥିଲେ । ହେଲେ ଆତଙ୍କବାଦୀଙ୍କ ଯୋଜନା ଫସର ଫାଟିଲା । ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ହେଲେ ୪ ଆତଙ୍କବାଦୀ । ଜମ୍ମୁକଶ୍ମୀର…

ମାତ୍ର ୩ ମାସରେ ୭୬ ଜଣ ନିଖୋଜ ପିଲାଙ୍କୁ ଖୋଜି ଆଣିଲେ, ମହିଳା ପୋଲିସ କର୍ମଚାରୀଙ୍କୁ ମିଳିଲା ପ୍ରମୋସନ

ଦିଲ୍ଲୀ: ପୋଲିସର ମହିଳା କର୍ମଚାରୀ ସୀମା ଢାକା ସାଉଥ ନର୍ଥ ଜିଲ୍ଲାର ସମୟପୁର ବାଦଲୀ ଥାନାରେ କାର୍ଯ୍ୟରତ । ସୀମା ମାତ୍ର ତିନି ମାସରେ ୭୬ ଜଣ ହଜି ଯାଇଥିବା ପିଲାଙ୍କୁ ଖୋଜି ବାହାର କରିଛନ୍ତି । ଫଳରେ ସୀମା ଢାକାଙ୍କୁ ମିଳିଛି ପଦୋନ୍ନତି । ଦିଲ୍ଲୀ ପୋଲିସ ଆୟୁକ୍ତଙ୍କ ନିର୍ଦ୍ଦେଶ ଅନୁସାରେ…