Latest Odisha News

BREAKING NEWS

Browsing Category

ଦିଲ୍ଲୀ

Delhi

କେନ୍ଦ୍ର ସରକାରଙ୍କୁ ୫୦୦୦କୋଟି ଟଙ୍କାର ସହାୟତା ମାଗିଲା ଦିଲ୍ଲୀ

ନୂଆଦିଲ୍ଲୀ: ଦିଲ୍ଲୀ ସରକାର କର୍ମଚାରୀଙ୍କୁ ଦରମା ଦେବାରେ ଅସମର୍ଥ ପ୍ରକାଶ କରିଛି । ଦିଲ୍ଲୀକୁ ୫୦୦୦ କୋଟି ଟଙ୍କାର ସହାୟତାର ଆବଶ୍ୟକ ରହିଛି ବୋଲି ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ କହିଛନ୍ତି । କରୋନା ମହାମାରୀ ଲକଡାଉନ ଯୋଗୁ ଦିଲ୍ଲୀର ଆର୍ଥୀକ ବ୍ୟବସ୍ଥା ଖରାପ ହୋଇଛି । ଅଧିକାଂଶ…

‘ଇନଟର୍ଣ୍ଣଶାଳା’ ସହଯୋଗରେ ୬୦୦୦ରୁ ଅଧିକ ‘ୱର୍କ ଫ୍ରମ ହୋମ’ ଇନଟର୍ଣ୍ଣଶିପ୍ ଯୋଗାଇଦେଲା…

ନୂଆଦିଲ୍ଲୀ: ଇନଟର୍ଣ୍ଣଶାଳା ସହଯୋଗରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ସେଣ୍ଟ୍ରାଲ ପ୍ଲେସମେଣ୍ଟ ସେଲ ଛାତ୍ରଛାତ୍ରୀ ମାନଙ୍କୁ  ୱର୍କ ଫ୍ରମ ହୋମ ଇନଟର୍ଣ୍ଣଶିପ୍ ଯୋଗାଇଦେଇଛି । ଅଧିକ ପଢନ୍ତୁ: ଜୁନ୍ ୩୦ ଯାଏଁ ବଢ଼ିଲା ଲକଡାଉନ୍ ଅବଧି, ଜାଣନ୍ତୁ କ’ଣ ସବୁ ରହିବ ଖୋଲା ଆଗ୍ରହୀ ଛାତ୍ରଛାତ୍ରୀ…

ପ୍ରଧାନମନ୍ତ୍ରୀ ମୋଦିଙ୍କର ଦ୍ୱିତୀୟ କାର୍ଯ୍ୟକାଳ; ପ୍ରଥମ ବର୍ଷର ଐତିହାସିକ ଉପଲବ୍ଧି

ପ୍ରଧାନମନ୍ତ୍ରୀ ଶ୍ରୀ ମୋଦିଙ୍କର ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ବର୍ଷ ମେ ୩୦ ତାରିଖରେ ସଂପୂର୍ଣ୍ଣ ହେଉଛି । ଏହି ବର୍ଷଟି କେବଳ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କର ୬ବର୍ଷ ଶାସନକାଳ ମଧ୍ୟରେ ଅଦ୍ଭୂତପୂର୍ବ ଐତିହାସିକ ଘଟଣାବଳୀର ବର୍ଷ ନୁହେଁ, ଭାରତ ସ୍ୱାଧୀନତା ପାଇବା ଦିନଠାରୁ ଅଦ୍ୟାବଧି ଯେତେ…

ଦିଲ୍ଲୀରେ ଭୂକମ୍ପ : ରିକ୍ଟର୍ ସ୍କେଲ ତୀବ୍ରତା ୪.୬

ନୂଆଦିଲ୍ଲୀ: ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ଶୁକ୍ରବାର ରାତି ୯ଟା ୧୦ରେ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର୍ ସ୍କେଲରେ ଏହି ଭୂକମ୍ପର ତୀବ୍ରତା ୪.୬ ରହିଥିବାର ସୂଚନା ମିଳିଛି । ନ୍ୟାସନାଲ୍ ସେଣ୍ଟର୍ ଫର୍ ସିସମୋଲୋଜି ପକ୍ଷରୁ ଏନେଇ ସୂଚନାଦେଇ କୁହାଯାଇଛି ଯେ, ଏହି ଭୂମିକମ୍ପ ଗଭୀରତା ୩.୩…

ଜୁନ ୮ରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଅନଲାଇନ ଆଡମିସନ ଆରମ୍ଭ; ଅଗଷ୍ଟ ୧୧ରେ ପ୍ରକାଶ ପାଇବ ପ୍ରଥମ କଟ୍‌-ଅଫ୍ ତାଲିକା

ନୂଆଦିଲ୍ଲୀ: ସ୍ନାତକୋତ୍ତର ପାଠ୍ୟକ୍ରମ ଆଡମିସନ ନିମନ୍ତେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅନୁସୂଚୀ ପ୍ରକାଶ ପାଇଛି । ଏହି ଅଧିସୂଚନା ଅନୁଯାୟୀ ଆସନ୍ତା ଜୁନ ୮ ତାରିଖ ସକାଳ ୧୦ରୁ ଅନ୍‌ଲାଇନ ରେଜିଷ୍ଟ୍ରେସନ ଆରମ୍ଭ ହେବ । ଅଧିକ ପଢନ୍ତୁ: ଜୁଲାଇ ଶେଷ ସେମିଷ୍ଟାର ପରୀକ୍ଷା ପାଇଁ ପଞ୍ଜାବ…

ଜୁନ୍ ୨ରେ ରୁଷିଆରୁ ଫେରିବେ ଓଡ଼ିଶାର ଛାତ୍ରଛାତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଛାତ୍ରଛାତ୍ରୀମାନଙ୍କୁ ଧରି ଜୁନ୍ ୨ ତାରିଖରେ ରୁଷିଆରୁ ଏକ ସ୍ୱତନ୍ତ୍ର ବିମାନ ଭୁବନେଶ୍ୱର ପହଞ୍ଚିବ । ଏସମ୍ପର୍କରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷ ସୂଚନା ପ୍ରଦାନ କରି କହିଛନ୍ତି ଯେ, ବନ୍ଦେ ଭାରତ ମିଶନ ଅନ୍ତର୍ଗତ ଏକ ସ୍ୱତନ୍ତ୍ର ଏୟାର୍…

ଜୁଲାଇରେ ସ୍କୁଲ ଖୋଲିବାକୁ ଯୋଜନା ରଖିଛନ୍ତି ଦିଲ୍ଲୀ ସରକାର

ନୂଆଦିଲ୍ଲୀ:  ଆସନ୍ତା ଜୁଲାଇ ମାସ ରେ ସ୍କୁଲ ଖୋଲିବା ନିମନ୍ତେ ଯୋଜନା ପ୍ରସ୍ତୁତି କରୁଛନ୍ତି ଦିଲ୍ଲୀ ସରକାର । ଆସନ୍ତା ଜୁନ ୫ ତାରିଖ ସୁଦ୍ଧା, ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଜାରି ହୋଇଥିବା ଅଧିସୂଚନା ଅନୁସାରେ, ଏକ ଢାଞ୍ଚା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ନିୟମିତ ତଥା…

ଦିଲ୍ଲୀର ତୁଗଲକବାଦରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଦିଲ୍ଲୀର ତୁଗଲାକବାଦରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡ ହେତୁ ପ୍ରାୟ ୧୫୦୦ ବସ୍ତି ଜଳି ପୋଡ଼ି ପାଉଁଶ ହୋଇଯାଇଛି ଏବଂ ଶହ ଶହ ଲୋକ ଭୂମିହୀନ ହୋଇଯାଇଛନ୍ତି । ଏହି ଦୁର୍ଘଟଣାରେ କେହି ଆହତ ହୋଇନାହାଁନ୍ତି । ଅଗ୍ନିଶମ ବିଭାଗର ସୂଚନା ଅନୁଯାୟୀ, ରାତି ପ୍ରାୟ ୧୨ଟା ୫୦…

ଦିଲ୍ଲୀ ହିଂସାରେ ପୋଲିସକୁ ବଡ ସଫଳତା : ପିଞ୍ଜରା ତୋଡ ସଂଗଠନର ୨ ମହିଳା ଗିରଫ

ନୂଆଦିଲ୍ଲୀ: ଦିଲ୍ଲୀ ହିଂସା ଘଟଣାରେ ରବିବାର ପୋଲିସକୁ ବଡ ସଫଳତା ମିଳିଛି । ପିଞ୍ଜରା ତୋଡ ସଂଗଠନର ୨ ମହିଳା ଲୋକଙ୍କୁ ଉସୁକାଉଥିବାର ପ୍ରମାଣ ପାଇବା ପରେ ପୋଲିସ ସେମାନଙ୍କୁ ଗିରଫ କରି ପଚରା ଉଚରା କରୁଛି । ଏମାନଙ୍କ ନାମ ହେଲା ନତାଶା ଓ ଦେବଙ୍ଗନା । ନାଗରିକତା ସଂଶୋଧନ ଆଇନ (ସିଏଏ)…

ଭାରତକୁ ବଡ ସଫଳତା, ମ୍ୟାନମାର ହସ୍ତାନ୍ତର କଲା ୨୨ ଉଗ୍ରବାଦୀ

ନୂଆଦିଲ୍ଲୀ: ଭାରତକୁ ଶୁକ୍ରବାର କୂଟନୈତିକ ସ୍ତରରେ ଏକ ବଡୁତ ବଡ ସଫଳତା ମିଳିଛି । ଭାରତ ଅନୁରୋଧ କ୍ରମେ ମ୍ୟାନମାର ୨୨ ଉଗ୍ରବାଦୀଙ୍କୁ ହସ୍ତାନ୍ତର କରିଛି । ଏଥିରେ ଭାରତର ଜେମ୍ସ ବଣ୍ଡ କୁହାଯାଉଥିବା ଅଜିତ ଡୋଭାଲଙ୍କ ଭୂମିକା ମଧ୍ୟ ଗୁରୁତ୍ୱପୂର୍ଣ୍ଣ ରହିଛି ।  ମଣିପୁର ଓ ଆସାମରେ…