Latest Odisha News

BREAKING NEWS

Browsing Category

ଦିଲ୍ଲୀ

Delhi

ଖସୁଛି ପାରଦ, ବଢୁଛି ଶୀତ: ୯ ଡିଗ୍ରୀ ତଳକୁ ଖସିଲା ଦିଲ୍ଲୀର ତାପମାତ୍ରା

ନୂଆଦିଲ୍ଲୀ: ବଢିବାରେ ଲାଗିଛି ଶୀତର ପ୍ରଭାବ । ଦେଶର ରାଜଧାନୀକୁ ଛୁଇଁଛି ଶୀତର ପହିଲି ସ୍ପର୍ଶ । ଶୀତ ଲହର ଯୋଗୁଁ ଗତକାଲି ଦିଲ୍ଲୀରେ ଚଳିତ ଋତୁର ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଗୋଟିଏ ଦିନ ପୂର୍ବରୁ ଦିଲ୍ଲୀର ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକଠାରୁ ୨…

ଅପରେସନ୍ ଅଜୟ: ଦ୍ବିତୀୟ ପର୍ଯ୍ୟାୟରେ ସୁରକ୍ଷିତ ଫେରିଲେ ୨୩୫ ଭାରତୀୟ

ନୂଆଦିଲ୍ଲୀ : ‘ଅପରେସନ ଅଜୟ’ରେ ଇସ୍ରାଏଲରୁ ଦ୍ବିତୀୟ ପର୍ଯ୍ୟାୟରେ ସ୍ବଦେଶ ଫେରିଲେ ଭାରତୀୟ । ଦୁଇ ଶିଶୁଙ୍କ ସମେତ ୨୩୫ ଭାରତୀୟ ନାଗରିକଙ୍କୁ ନେଇ ଏହି ସ୍ବତନ୍ତ୍ର ବିମାନ ଆଜି ସକାଳେ ଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିଛି  ।  ଗତକାଲି ରାତିରେ ବିମାନଟି ତେଲ ଅଭିଭ ଛାଡିଥିଲା  । ବୈଦେଶିକ…

୯୧ ତମ ପ୍ରତିଷ୍ଠା ଦିବସରେ ଭାରତୀୟ ବାୟୁସେନାର ପରାକ୍ରମ: ଆଜି ଲୋକାର୍ପିତ ହେବ IAFର ନୂଆ ପତାକା

ନୂଆଦିଲ୍ଲୀ: ଭାରତୀୟ ବାୟୁସେନା ଆଇଏଏଫ୍ ଏହାର ମୂଲ୍ୟବୋଧକୁ ଭଲ ଭାବରେ ପ୍ରତିଫଳିତ କରିବା ପାଇଁ ଆଜି ପ୍ରୟାଗରାଜରେ ବାର୍ଷିକ ବାୟୁସେନା ଦିବସ ପରେଡରେ ନିଜର ନୂତନ ପତାକା ଉନ୍ମୋଚନ କରିବ। ଏକ ବର୍ଷ ପୂର୍ବରୁ ଭାରତୀୟ ନୌସେନା ନିଜର ଔପନିବେଶ ଅତୀତକୁ ଛାଡି ପତାକା ପରିବର୍ତ୍ତନ କରିଥିଲା ।  …

ଆଜି ଦିଲ୍ଲୀରେ ବସିବ ମାଓ ମୁକାବିଲା ବୈଠକ: ମାଓବାଦୀଙ୍କ ସ୍ଥିତି ଓ ସରକାରଙ୍କ ମୁକାବିଲା ରଣନୀତି ଉପରେ ହେବ ଆଲୋଚନା

ନୂଆଦିଲ୍ଲୀ : ଆଜି ନୂଆଦିଲ୍ଲୀ ବିଜ୍ଞାନ ଭବନରେ ଅନୁଷ୍ଠିତ ହେବାକୁ ଯାଉଛି  ମାଓ ମୁକାବିଲା ବୈଠକ । ଗୃହମନ୍ତ୍ରୀ ଅମିତ୍ ଶାହଙ୍କ ଅଧ୍ୟକ୍ଷତାରେ ସକାଳ ୧୦ଟାରେ ଏହି ବୈଠକ ଅନୁଷ୍ଠିତ ହେବ  । ବିଭିନ୍ନ ରାଜ୍ୟରେ ମାଓବାଦୀଙ୍କ ସ୍ଥିତି ଓ ସରକାରଙ୍କ ମୁକାବିଲା ରଣନୀତି ଉପରେ ଆଲୋଚନା ହେବ ।  …

ଅବକାରୀ ଦୁର୍ନୀତି ମାମଲାରେ ଆପ୍ ସାଂସଦ ସଂଜୟ ସିଂହଙ୍କ ଘରେ ଇଡି ରେଡ୍

ନୂଆଦିଲ୍ଲୀ : ଦିଲ୍ଲୀର ଆମ୍ ଆଦମୀ ପାର୍ଟି ନେତା ତଥା ରାଜ୍ୟସଭା ସାଂସଦ ସଞ୍ଜୟ ସିଂଙ୍କ ବାସଭବନରେ ଇଡି ରେଡ୍  । ଆଜି ସକାଳୁ ତାଙ୍କ ଝରେ  ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ଚଢାଉ ଜାରି ରହିଛି । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା ସେ ସମ୍ପୃକ୍ତ ଅଛନ୍ତି  । ଚଢାଉରେ ଇଡିର ବହୁ ବରିଷ୍ଠ…

ଥରିଲା ଦିଲ୍ଲୀ ଏନସିଆର୍ : ରିକ୍ଟର ସ୍କେଲରେ ତୀବ୍ରତା ୬.୨ ରେକର୍ଡ

ନୂଆଦିଲ୍ଲୀ: ଦିଲ୍ଲୀ ସମେତ ଉତ୍ତର ଭାରତରେ ଭୂକମ୍ପ ଝଟକା  । ଉତ୍ତରାଖଣ୍ଡ, ଉତ୍ତର ପ୍ରଦେଶରେ ମଧ୍ୟରେ ଭୂକମ୍ପ ଅନୁଭୂତ ହୋଇଛି । ୨ଟା ୫୧ ମିନିଟରେ ୪୦ ସେକେଣ୍ଡ ପାଇଁ ଭୂମିକମ୍ପ ଅନୁଭୂତ ହୋଇଥିଲା । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୬.୨ ରେକର୍ଡ ହୋଇଛି  । ଏହାର କେନ୍ଦ୍ରସ୍ଥଳ ନେପାଳ…

ଫ୍ଲାଇଟରେ ନିଃଶ୍ବାସ ନେଇପାରିଲାନି ଶିଶୁ: ଦେବଦୂତ ସାଜି ଜୀବନ ବଞ୍ଚାଇଲେ ଡାକ୍ତର

ନୂଆଦିଲ୍ଲୀ: ଫ୍ଲାଇଟ୍ ରେ ଅଘଟଣ  । ରାଞ୍ଚିରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରୁଥିବା ବେଳା ହଠାତ୍ ହୃଦରୋଗରେ ପୀଡିତ ଏକ ଶିଶୁକୁ ନିଃଶ୍ବାସ ନେବାରେ ସମସ୍ୟା ଉପୁଜିଥିଲା । ଏହା ଦେଖି ଶିଶୁଟିର ବାପା , ମା  ବହୁତ ବ୍ୟସ୍ତବିବ୍ରତ ହୋଇପଡିଥିଲେ । କଣ କରିବେ କିଛି ବୁଦ୍ଧିବାଟ ଦିଶିନଥିଲା ।…

ବଢିଲା କମର୍ସିଆଲ ଗ୍ୟାସ୍ ଦର : ୧୯କେଜି ସିଲିଣ୍ଡର ୨୦୯ ଟଙ୍କା ମହଙ୍ଗା , ଆଜିଠୁ ନୂଆ ଦର ଲାଗୁ

ନୂଆଦିଲ୍ଲୀ: ପାର୍ବଣ ଋତୁ ଆରମ୍ଭରୁ ତୈଳ କମ୍ପାନୀ ଗୁଡିକ ଗ୍ରାହକଙ୍କୁ ଏକ ବଡ ଝଟକା ଦେଇଛନ୍ତି  । ଆଜିଠାରୁ ୧୯ କେଜି ସିଲିଣ୍ଡରର ହାର ୨୦୯ ଟଙ୍କାକୁ ବୃଦ୍ଧି କରାଯାଇଛି । ନୂଆ ଦର ଆଜିଠାରୁ ଲାଗୁ ହୋଇଛି । ଦର ବୃଦ୍ଧି ପରେ ରାଜଧାନୀ ଦିଲ୍ଲୀରେ ୧୯ କିଲୋଗ୍ରାମ୍ ଏଲପିଜି ସିଲିଣ୍ଡର  ୧୭୩୧…

ଆକ୍ସନ ମୋଡରେ ଏନଆଇଏ: ଆତଙ୍କବାଦୀଙ୍କୁ ଦମନ ଲାଗି ଦେଶବ୍ୟାପି ୫୦ଟି ସ୍ଥାନରେ ରେଡ୍

ନୂଆଦିଲ୍ଲୀ: ଖାଲିସ୍ତାନୀ ସଂଗଠନ ଏବଂ ସେମାନଙ୍କ ସହ ଜଡିତ ଆତଙ୍କବାଦୀଙ୍କୁ ଦମନ ଲାଗି ପୁରା ଆକ୍ସନ ମୋଡରେ ରହିଛି ଏନଆଇଏ  । ଅନୁସନ୍ଧାନକାରୀ ସଂସ୍ଥା ଦେଶରେ ତଥା ବିଦେଶରେ କ୍ରମାଗତ ଭାବରେ ରେଡ୍ କରୁଛି  । ରାଜସ୍ଥାନ, ଉତ୍ତରପ୍ରଦେଶ, ପଞ୍ଜାବ ଏବଂ ଦିଲ୍ଲୀର ପ୍ରାୟ ୫୦ଟି ସ୍ଥାନରେ ଏହି ଚଢଉ…

ଦେଶକୁ ମିଳିବ ଆଉ ୯ଟି ବନ୍ଦେ ଭାରତ ଏକ୍ସପ୍ରେସ, ଆସନ୍ତାକାଲି ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଭାରତୀୟ ରେଳବାଇ ଲଗାତାର ଦେଶରେ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ସଂଖ୍ୟାକୁ ବୃଦ୍ଧି କରୁଛି । ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମୋଦୀ ଅପରାହ୍ନ ସାଢେ ୧୨ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ଏକା ସାଙ୍ଗରେ ୯ଟି ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରାଇବେ ।…