Latest Odisha News

BREAKING NEWS

Browsing Category

ଦିଲ୍ଲୀ

Delhi

ଦିଲ୍ଲୀ ହିଂସା: ସ୍ଥିତି ସମୀକ୍ଷା କଲେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀ ହିଂସାର ନିଆଁରେ ଜଳୁଛି । ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ଆରମ୍ଭ ହୋଇଥିବାା ହିଂସାରେ ଦିଲ୍ଲୀରେ ଭୟାବହ ରୂପ ଧାରଣ କରିଛି । ଏହି ହିଂସାରେ ଅନେକ ଲୋକଙ୍କ ଜୀବନ ଗଲାଣି । ଅନ୍ୟ ପଟେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭା ହିଂସାକୁ ରୋକିବାର…

ଦିଲ୍ଲୀ ହିଂସା: ମୃତ୍ୟୁ ସଂଖ୍ୟା ୨୦କୁ ବୃଦ୍ଧି

ନୂଆଦିଲ୍ଲୀ: ନାଗରିକତା ସଂଶୋଧନ ଆଇନ(ସିଏଏ) ନାଁରେ ଦିଲ୍ଲୀ ରାସ୍ତାରେ ତେଜିଥିବା ଆନ୍ଦୋଳନ ଥମିବାର ନାଁ ନେଉନି । ଗତ ତିନି ଦିନ ହେବ ଦିଲ୍ଲୀର କିଛି ଅଂଚଳରେ ହିଂସା ସୀମା ପାର ହୋଇଛି । ଯେଉଁଥିରେ ଏପର୍ଯ୍ୟନ୍ତ ୨୦ଜଣଙ୍କ ମୃତ୍ୟୁ ହୋଇସାରିଲାଣି । ବୁଧବାର ଦିନ ଦିଲ୍ଲୀର ଗୋକୁଲପୁରୀ ଅଂଚଳରେ…

ଇସ୍ପାତ୍ ଉତ୍ପାଦନ କ୍ଷମତାକୁ ୧୪୦ ଏମଟିରୁ ୩୦୦ ଏମଟିକୁ ବୃଦ୍ଧି କରିବା ଦିଗରେ ଭାରତ ଅଗ୍ରସର

ନୂଆଦିଲ୍ଲୀ: ଭାରତ ଓ ଆମେରିକା ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଉର୍ଜା କ୍ଷେତ୍ରକୁ ନୂଆ ଶିଖରକୁ ନେବ ବୋଲି ମଙ୍ଗଳବାର ନୂଆଦିଲ୍ଲୀ ଠାରେ ଆୟୋଜିତ ଇଣ୍ଡିଆ-ୟୁଏସ୍ ବିଜନେସ୍ ଷ୍ଟୋରୀ: ସୁଯୋଗ, ନବଉନ୍ମେଷ ଏବଂ ଉଦ୍ୟମିତା କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିଲ୍ଲୀ ହିଂସାକାଣ୍ଡ: ମୃତ୍ୟୁସଂଖ୍ୟା ୧୩କୁ ବୃଦ୍ଧି, ବିଭିନ୍ନ ସ୍କୁଲ୍ ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ: ଜଳୁଛି ଦିଲ୍ଲୀ । ନାଗରିକତା ଆଇନ ନିଆଁ ଜଳୁଛି। ଉତ୍ତର ପୂର୍ବ ଦିଲ୍ଲରେ ସ୍ଥିତି ସାଂଘାତିକ ହେବାରେ ଲାଗିଛି । ସେଠାରେ ଏକ ମାସ ପାଇଁ ଦିଲ୍ଲୀ ସରକାର ୧୪୪ ଧାରା ଲାଗୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଦିଲ୍ଲୀ ହିଂସାରେ ଏବେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ୧୫୧ରୁ…

ବିଜେପି ନେତା କପିଳ ମିଶ୍ରଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ: ଉତରପୂର୍ବ ଦିଲ୍ଲୀରେ ସିଏଏ ନେଇ ହିଂସକ ପ୍ରଦର୍ଶନ ଜାରି ରହିଛି । ଏହି ଅବସରରେ ବିଜେପି ନେତା କପିଳ ମିଶ୍ରଙ୍କ ହତ୍ୟା ଧମକ ଆସିଛି । କପିଳ ଟୁଇଟ କରିଛନ୍ତି ଯେ, ମୋତେ ଗାଳି ଦିଆଯିବ ସହ, ହତ୍ୟା ଧମକ ମିଳୁଛି । ମୁଁ ଆତଙ୍କ ସୃଷ୍ଟି କରୁଥିବା ବ୍ୟକ୍ତିମାନଙ୍କ ଆଖିରେ ଆଖି ମିଶାଇ…

ଦିଲ୍ଲୀରେ ସିଏଏ ହିଂସା: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ବୈଠକ ଡାକିଲେ ଶାହ

ନୂଆଦିଲ୍ଲୀ: ଦିଲ୍ଲୀରେ ନାଗରିକତା ସଶୋଂଧନ ଆଇନ୍ (ସିଏଏ) ସମର୍ଥକ ଓ ବିରୋଧୀ ଗୋଷ୍ଠୀ ମଧ୍ୟରେ ଗତକାଲି ହୋଇଥିବା ହିଂସାକାଣ୍ଡରେ ଜଣେ କନେଷ୍ଟବଳଙ୍କ ମୃତ୍ୟୁ ଘଟିଥିବା ବେଳେ ମୃତକଙ୍କ ସଂଖ୍ୟା ୭ରେ ପହଞ୍ଚିଛି । ପ୍ରାପ୍ତ ସୂଚନାନୁଯାୟୀ ଏହା ପ୍ରଭାବରେ ଉତ୍ତର-ପୂର୍ବ ଦିଲ୍ଲୀରେ ସମସ୍ତ…

ପୁଣି ଦିଲ୍ଲୀରେ ସିଏଏ ବିରୋଧୀ ହିଂସା; ଜଣେ କନେଷ୍ଟବଳ ମୃତ, ଡିସିପି ଆହତ

ନୂଆଦିଲ୍ଲୀ: ଦିଲ୍ଲୀର ଗୋକୁଳପୁରୀରେ ସିଏଏ ସମର୍ଥକ ଓ ବିରୋଧୀ ମୁହାମୁହିଁ ହୋଇଛନ୍ତି । ଦୁଇ ଗୋଷ୍ଠୀଙ୍କୁ ନିୟନ୍ତ୍ରଣ କରିବା ବେଳେ ଜଣେ କନେଷ୍ଟବଳଙ୍କ ମୃତ୍ୟୁ ହୋଇଛି । ସ୍ଥିତି ନିୟନ୍ତ୍ରଣ କରିବାକୁ ଯାଇ ଜଣେ ଡିସିପି ମଧ୍ୟ ଆହତ ହୋଇଛନ୍ତି । ଦିଲ୍ଲୀର ଆଇନ ଶୃଙ୍ଖଳା ନିୟନ୍ତ୍ରଣ କରିବାକୁ…

ଦିଲ୍ଲୀ ବିଧାନସଭାରେ ରାମବୀର ବିପକ୍ଷ ଦଳର ନେତା ନିର୍ବାଚିତ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭାରେ ରାମବୀର ସିଂ ବିଧୁଡିଙ୍କୁ ବିଜେପି ବିପକ୍ଷ ଦଳର ନେତା ନିର୍ବାଚିତ କରିଛି । ବିପକ୍ଷର ନେତା ହେବା ପରେ ବିଧୁଡି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅମିତ ଶାହ ଓ ଜେପି ନଡ୍ଡାଙ୍କୁ ଧନ୍ୟବାଦ ଦେଇଥିଲେ । ଆମ ଆଦମୀ ପାର୍ଟି ଦିଲ୍ଲୀକୁ ସବୁଠାରୁ ସୁନ୍ଦର ରାଜ୍ୟ…

ନିର୍ଭୟା ମାମଲା: ଫାଶୀ ଟାଳିବା ପାଇଁ ଏହି ଯୋଜନା କରିଥିଲା ଦୋଷୀ ବିନୟ

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ନିର୍ଭୟା ଗଣ ଦୁଷ୍କର୍ମ ମାମଲାରେ ଦୋଷୀଙ୍କୁ ଫାଶୀରେ ଚଢ଼ାଇବା ପାଇଁ ତୃତୀୟ ଡେଥ୍‌ ୱାରେଣ୍ଟ୍‌ ମାର୍ଚ ୩ରେ କାର୍ଯ୍ୟକାରୀ ହେବା ନେଇ ଦିଲ୍ଲୀ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଫାଶୀରୁ ଖସି ଯିବା ପାଇଁ ଆଇନଗତ ବିଭିନ୍ନ ବିକଳ୍ପ ଆପଣାଇ ସାରିଛନ୍ତି ସମସ୍ତ ଦୋଷୀ…

ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଗସ୍ତ ଓ କାର୍ଯ୍ୟସୂଚୀ

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଭାରତ ଗସ୍ତରେ ଆସୁଛନ୍ତି । ତାଙ୍କ ସହ ପତ୍ନୀ ମେଲାନିୟା, ଝିଅ ଇବାଂକା ଏବଂ ଜ୍ୟୋଇଁ ଜେରେଡ କୁଶ୍ନର ଆସିବେ । ଏକ ସ୍ୱତନ୍ତ୍ର ପ୍ରତିନିଧିମଣ୍ଡଳ ମଧ୍ୟ ତାଙ୍କ ସହିତ ଆସିବେ । ଆସନ୍ତୁ ଜାଣିବା କ’ଣ ରହିଛି ଟ୍ରମ୍ପଙ୍କ…