Latest Odisha News

BREAKING NEWS

Browsing Category

ଦିଲ୍ଲୀ

Delhi

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିବେ ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ: ଲଗାତାର ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିବେ ଆମ୍ ଆଦମୀ ପାର୍ଟି (ଆପ)ର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲ । ମୁଖ୍ୟମନ୍ତ୍ରୀଙ୍କ ସମେତ ମନୀଷ ସିସୋଡିଆ, ସତ୍ୟେନ୍ଦ୍ର ଜୈନ, ଗୋପାଳ ରାୟ, କୈଳାଶ ଗହଲୋତ, ଇମ୍ରାନ ହୁସେନ ଓ ରାଜେନ୍ଦ୍ର ପାଲ ଗୌତମ…

ଦିଲ୍ଲୀ ରାମଲୀଳା ପଡିଆ ପ୍ରସ୍ତୁତ: ମନ୍ତ୍ରୀଙ୍କ ସହ ଶପଥ ନେବେ କେଜ୍ରିୱାଲ

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲ ରବିବାର ଦିଲ୍ଲୀର ରାମଲୀଳା ପଡିଆରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଏଠାରେ ଶେଷ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ସମେତ ମନୀଷ ସିସୋଡିଆ, ସତ୍ୟେନ୍ଦ୍ର ଜୈନ, ଗୋପାଳ ରାୟ, କୈଳାଶ ଗହଲୋତ,…

ଓଡ଼ିଆ ଶିଳ୍ପୀଙ୍କ ଦ୍ୱାରା ପ୍ରସ୍ତୁତ ସ୍ମାରକୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬ ଫେବୃଆରୀ ୨୦୨୦ରେ ତାଙ୍କର ସଂସଦୀୟ କ୍ଷେତ୍ର ବାରାଣସୀକୁ ଦିନିକିଆ ଗସ୍ତରେ ଯିବେ । ଏହି ଅବସରରେ ସେ ଓଡ଼ିଆ ଶିଳ୍ପୀଙ୍କ ଦ୍ୱାରା ନିର୍ମିତ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଏକ ସ୍ମାରକୀ କେନ୍ଦ୍ରର ଉଦଘାଟନ କରିବେ । ସ୍ମାରକୀ କେନ୍ଦ୍ରରେ…

ଖୁବ୍ ଶୀଘ୍ର ଗଡିବ ରାମାୟଣ ଏକ୍ସପ୍ରେସ୍: ଟ୍ରେନ ଭିତରେ ବାଜିବ କୀର୍ତନ

ନୂଆଦିଲ୍ଲୀ:ଆଇଆରସିଟି ହୋଲି ପର୍ବ ପରେ ରାମାୟଣ ଏକ୍ସପ୍ରେସ୍ ନାମକ ଟ୍ରେନ ଚଳାଇବା ପାଇଁ ଯୋଜନା ପ୍ରସ୍ତୁତ କରୁଛି । ଟ୍ରେନ ଭିତର ଓ ବାହାରେ ରାମାୟଣ ଘଟଣା ଉପରେ ଆଧାରିତ ବିଭିନ୍ନ ଚିତ୍ର ରହିବ । ଏହା ବ୍ୟତୀତ ଭକ୍ତିମୟ ପରିବେଶ ପାଇଁ ଏହା ମଧ୍ୟରେ ଭଜନ ଓ କୀର୍ତନ ବାଜିବ । ଭଗବାନ ରାମଙ୍କ ସହ…

ଦିଲ୍ଲୀ ନିର୍ବାଚନ: ନିର୍ବାଚିତ ବିଧାୟକଙ୍କ ମଧ୍ୟରେ ୪୩ଜଣଙ୍କ ନାମରେ ମାମଲା

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭାର ନିର୍ବାଚିତ ୭୦ ବିଧାୟକଙ୍କ ମଧ୍ୟରେ ୪୩ ଜଣଙ୍କ ନାମରେ ଅପରାଧ ମାମଲା ରହିଛି ବୋଲି ଏସୋସିଏଶନ ଡେମୋକ୍ରାଟିକ୍ ରିଫର୍ମସ (ଏଡିଆର)ରେ ରିପୋର୍ଟ ପ୍ରକାଶ ପାଇଛି । ୩୭ ଜଣଙ୍କ ବିରୋଧରେ ବଳାତ୍କାର, ହତ୍ୟା ଉଦ୍ୟମ, ମହିଳାଙ୍କ ପ୍ରତି ଅତ୍ୟାଚାର ପରି…

ବିଜେପି ଗ୍ରହଣ କଲାନି ମନୋଜଙ୍କ ଇସ୍ତଫା

ନୂଆଦିଲ୍ଲୀ: ଦିଲ୍ଲୀ ପରାଜୟ ପାଇଁ ନିଜକୁ ଦାୟୀ କରି ପ୍ରଦେଶ ଅଧ୍ୟକ୍ଷ ମନୋଜ ତିୱାରୀ ଇସ୍ତଫା ପ୍ରଦାନ କରିଥିଲେ ମଧ୍ୟ ତାହା ଗ୍ରହଣୀୟ ହୋଇ ନାହିଁ । ଗତ ନିର୍ବାଚନ ତୁଳନାରେ ଭୋଟ ଶେୟାର ଓ ସିଟ୍ ବଢ଼ିଛି । ତିୱାରୀ ତାଙ୍କ କାମ ନିଷ୍ଠାର ସହିତ କରିଛନ୍ତି ବୋଲି ହାଇକମାଣ୍ଡ ପକ୍ଷରୁ…

କେଜ୍ରିୱାଲ ଜିତିବା ପରେ ଅଭିନେତ୍ରୀ ସ୍ୱରାଙ୍କ ଟ୍ୱିଇଟ୍‌, ଜାଣନ୍ତୁ କ’ଣ କହିଲେ

ମୁମ୍ବାଇ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆପ୍‌ର ବିପୁଳ ବିଜୟକୁ ନେଇ ବେଶ୍ ଖୁସି ଅଛନ୍ତି ବଲିଉଡ ଅଭିନେତ୍ରୀ ସ୍ୱରା ଭାସ୍କର । ସେ ଏନେଇ ଟ୍ୱିଇଟ୍ କରି ନିଜର ଖୁସି ବ୍ୟକ୍ତି କରିଛନ୍ତି । ଏଥିସହ କେଜ୍ରିୱାଲଙ୍କୁ ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି । ସେ ଟ୍ୱିଟ୍ କରି ଲେଖିଛନ୍ତି ଯେ, ‘ଦିଳ୍ଲୀ…

ନୀତିଶ-ଶାହା କ୍ୟାମ୍ପେନ୍ ଫେଲ୍‌, ବୁରାଡିରେ ବିଜେପି-ଜେଡିୟୁ ପ୍ରାର୍ଥୀ ଚିତ୍‌ପଟାଙ୍ଗ

ନୂଆଦିଲ୍ଳୀ: ବୁରାଡିରେ ବିଜେପି-ଜେଡିୟୁ ମେଣ୍ଟର ବଡ ହାର । କେଜରିୱାଲଙ୍କ କ୍ରେଜ ଆଗରେ ଫେଲ୍ ମାରିଲା ନୀତିଶ-ଶାହାଙ୍କ ବଡ କ୍ୟାମ୍ପେନ୍ । ବିପୁଳ ବ୍ୟବଧାନରେ ବିଜୟୀ ହୋଇଛନ୍ତି ଆପ୍ ପ୍ରାର୍ଥୀ ସଞ୍ଜୀବ ଝା । ରେକର୍ଡ ମାର୍ଜିନରେ ଜେଡିୟୁ ପ୍ରାର୍ଥୀ ଶୈଳେନ୍ଦ୍ର କୁମାରଙ୍କୁ ସେ ମାତ ଦେଇଛନ୍ତି…

୧୬ରେ ଶପଥ ନେବେ କେଜ୍ରିୱାଲ, ରାମଲୀଲାରେ ରାଜତିଲକ

ନୂଆଦିଲ୍ଲୀ: ଆସନ୍ତା ୧୬ରେ ହେବ କେଜ୍ରିୱାଲଙ୍କ ରାଜତିଲକ । ରାମ ଲୀଲା ମୈଦାନରେ ନେବେ ଶପଥ । ଲଗାତର ତୃତୀୟ ଥର ପାଇଁ ଦିଲ୍ଲୀର ଶାସନ ଗାଦିରେ ବସିବେ ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିୱାଲ । ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍ ଆଦ୍‌ମୀ ପାର୍ଟି ବିପୁଳ ବିଜୟ ହାସଲ କରିବା ପରେ ଦଳର ମୁଖ୍ୟ…

ଆପ୍ କର୍ମୀଙ୍କ ଉପରକୁ ଗୁଳିମାଡ; ଜଣେ ମୃତ, ଅନ୍ୟ ଜଣେ ଗୁରୁତର

ନୂଆଦିଲ୍ଲୀ: ଉତ୍ସବ ମୁଖର ଦିଲ୍ଲୀ ରଣକ୍ଷେତ୍ର ପାଲଟିଛି । ମହରୋଲି ବିଧାୟକ ନରେଶ ଯାଦବଙ୍କ ଉପରକୁ ଶିବିରରେ ବିଳମ୍ବିତ ରାତିରେ ଆକ୍ରମଣ ହୋଇଛି । ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି(ଆପ୍‌)କୁ ବଡ ସଫଳତା ମିଳିଛି । ଏହା ମଧ୍ୟରେ ଆପ୍ ବିଧାୟକ ନରେଶ ଯାଦବଙ୍କ ଶିବିରକୁ ଗୁଳିମାଡ…