Latest Odisha News
Browsing Category

ଗୁଜରାଟ

Gujarat

୪ଟି ରାଜ୍ୟରେ ‘ବିଜେପି’ର ବିଜୟ ପରେ ଅହମ୍ମଦାବାଦରେ ମୋଦିଙ୍କ ରୋଡ୍‌ ସୋ’

ଅହମ୍ମଦାବାଦ: ୪ଟି ରାଜ୍ୟରେ ‘ବିଜେପି’ର ବିଜୟ ପରେ ଅହମ୍ମଦାବାଦରେ ମୋଦିଙ୍କ ରୋଡ୍‌ ସୋ’ । ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ଗୋଆ ଏବଂ ମଣିପୁରରେ ‘ବିଜେପି’ ବିଜୟ ହାସଲ କରିବା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନ ହେବାକୁ ଥିବା ଗୁଜରାଟ ରାଜ୍ୟରେ ବିଶାଳ ରୋଡ୍‌ ସୋ’…

ପ୍ରେମିକା ସହ ହୋଟେଲରେ ମଉଜ ମସ୍ତି, ଧରାଇଦେଲା ସ୍ତ୍ରୀର ଆଧାର କାର୍ଡ

ଭୁବନେଶ୍ୱର: ପ୍ରେମିକା ସହ ହୋଟେଲରେ ମଉଜ ମସ୍ତି କରିବା ଜଣେ ୪୧ ବର୍ଷୀୟ ବ୍ୟକ୍ତିଙ୍କୁ ମହଙ୍ଗା ପଡିଛି । ବ୍ୟକ୍ତି ଜଣକ ହୋଟଲରେ ରହିବା ପାଇଁ ବ୍ୟବହାର କରିଥିଲେ ନିଜ ସ୍ତ୍ରୀର ଆଧାର କାର୍ଡ । ବାସ୍ ଏହି ଭୁଲ୍ ପାଇଁ ବ୍ୟକ୍ତି ଜଣକ ନିଜ ସ୍ତ୍ରୀ ହାତରେ ଧରାପଡିଥିଲେ । ମହାରାଷ୍ଟ୍ର ପୁଣେରେ…

ସୁରତ ମିଲରେ ଗ୍ୟାସ ଲିକ୍, ୬ଜଣଙ୍କ ମୃତ୍ୟୁ ଓ ୨୦ ଆହତ

ସୁରଟ: ଗୁଜୁରାଟ ସୁରତରୁ ସକାଳୁ ଏକ ଦୁଃଖଦ ଘଟଣା ଘଟିଯାଇଛି । ସୁରତର ଏକ କମ୍ପାନୀରେ ଗ୍ୟାସ ଲିକ୍ ହେବାରୁ ୬ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଏଥିରେ ୨୦ଜଣରୁ ଅଧିକ ଆହତ ଅବସ୍ଥାରେ ସିଭିଲ୍ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଏହି ଘଟଣା ସହରର ସଚିନ୍ ଜିଆଇଡ଼ିସି ଅଞ୍ଚଳରେ ଘଟିଛି ବୋଲି ସୂଚନା…

[ଭିଡିଓ] ସାଇକଲ ଚଳାନ୍ତୁ, ଜୁସ୍ ପିଅନ୍ତୁ

ଭୁବନେଶ୍ୱର: ସତରେ କରୋନା ମହାମାରୀ ଅନେକ ଲୋକଙ୍କ ନିକଟରେ ବୁଦ୍ଧି ଉଜାଗର କରିପାରିଛି । ଗତ ଦୁଇବର୍ଷରେ ଅନେକ ଲୋକ ସେଫ୍ ସାଜିଥିଲାବେଳେ କିଛିକିଛି ନିଜର ବ୍ୟବସାୟ ଆରମ୍ଭ କରିବାକୁ ବାଧ୍ୟ ହୋଇଥିଲେ । ଏହି ଧାରାରେ ଗୁଜରାଟରେ ଗ୍ରିନୋବାର୍ ନାମକ ଏକ ଜୁସ୍ ଦୋକାନ ଚର୍ଚ୍ଚାକୁ ଆସିଛି ।…

ପାକିସ୍ତାନୀ ମାଛଧରା ବୋଟରୁ ଧରାପଡ଼ିଲା ୪୦୦କୋଟି ଟଙ୍କାର ହେରୋଇନ

ଅହମଦାବାଦ: ଗୁଜୁରାଟ ଜଖାଉ ବନ୍ଦର ପାଖରୁ ଧରାପଡ଼ିଲା ୪୦୦କୋଟି ଟଙ୍କାର ହେରୋଇନ । ପାକିସ୍ତାନୀ ମାଛଧରା ବୋଟରୁ ୭୭କିଲୋଗ୍ରାମ ଓଜନର ହେରୋଇନ ଜବତ ହୋଇଛି । ଏଥିରେ ସମ୍ପୃକ୍ତ ଥିବା ୬ଜଣଙ୍କୁ ଗିରଫ କରିଛି ଭାରତୀୟ ତଟରକ୍ଷୀ ବାହିନୀ । ଏନେଇ ଅଧିକାରୀ ସୂଚନା ଦେଇଥିଲେ । ସେମାନେ କହିଛନ୍ତି,…

[ଭିଡିଓ] ଭାରତରେ ପାକିସ୍ତାନୀ ଫୁଡ୍ ଫେଷ୍ଟିଭାଲ ବନ୍ଦ କଲା ବଜରଙ୍ଗ ଦଳ

ଭୁବନେଶ୍ୱର: ଗୁଜରାଟରେ ପାକିସ୍ତାନୀ ଫୁଡ୍ ଫେଷ୍ଟିଭାଲ ପାଇଁ ହୋଇଥିଲା ଭବ୍ୟ ଆୟୋଜନ । ଖବର ପାଇ ଏକ ରେଷ୍ଟୁରାଣ୍ଟରେ ପହଂଚିଥିଲା ବଜରଙ୍ଗ ଦଳ । ହୋଇଥିଲା ଜୟ ଶ୍ରୀରମ ଓ ହର ହର ମହାଦେବ ନାରାବାଜି । ଶେଷରେ ଫୁଡ୍ ଫେଷ୍ଟିଭାଲ ବନ୍ଦ କରିବା ସହ ବ୍ୟାନର ଜାଳି ପ୍ରତିବାଦ କରିଥିଲା ବଜରଙ୍ଗ ଦଳ ।…

ସୁରତରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଗୁଜୁରାଟ: ଦେଶରେ ବଢ଼ିବାରେ ଲାଗିଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା । ସୁରତରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଜଣକ କିଛିଦିନ ତଳେ ଦକ୍ଷିଣ ଆଫ୍ରିକାରୁ ଫେରିଥିଲେ । ୪୨ବର୍ଷର ବ୍ୟକ୍ତି ଓମିକ୍ରନ ସଂକ୍ରମିତ ଥିବା ଜଣାପଡ଼ିଛି । ଦେଶରେ ମୋଟ୍ ଓମିକ୍ରନ ସଂଖ୍ୟା ୪୧କୁ…

ପୁଣି ଦୁଇଜଣ ଓମିକ୍ରନ ଆକ୍ରାନ୍ତ ଗୁଜୁରାଟରୁ ଚିହ୍ନଟ, ଦେଶରେ ୨୫କୁ ଛୁଇଁଲା ସଂଖ୍ୟା

ଜାମନଗର: ଶୁକ୍ରବାର ଦିନ ଗୁଜୁରାଟର ଜାମନଗରରେ ଓମିକ୍ରନ ଭ୍ୟାରିଆଣ୍ଟରେ ସଂକ୍ରମିତ କୋଭିଡ଼ ପଜିଟିଭ ରୋଗୀଙ୍କ ଆଉ ଦୁଇଟି ମାମଲା ଚିହ୍ନଟ ହୋଇଛି । ଡ଼ିସେମ୍ବର ୪ତାରିଖରେ ଗୁଜୁରାଟରେ ଜଣେ ଦକ୍ଷିଣ ଆଫ୍ରିକା ଫେରନ୍ତା ଓମିକ୍ରନ କରୋନା ଭାଇରସ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହାକୁ ମିଶାଇ ଭାରତରେ…

ଗୁଜୁରାଟରୁ ଜଣେ ଓମିକ୍ରନ ପଜିଟିଭ୍ ଚିହ୍ନଟ , ଜିମ୍ବାୱେରୁ ଫେରିଥିଲେ ସଂକ୍ରମିତ

ଗୁଜୁରାଟ :ଭାରତରେ ଓମିକ୍ରନ ଭାରିଆଣ୍ଟ  ତାର କାୟା ବିସ୍ତାର କରିବାରେ ଲାଗିଛି । କର୍ଣ୍ଣାଟକ ବେଙ୍ଗାଲୁର ପରେ ଏବେ ଗୁଜୁରାଟ ଜାମନଗରରୁ ଜଣେ ଓମିକ୍ରନ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ବ୍ୟକ୍ତି ଜଣକ ଜିମ୍ବାୱରୁ ଫେରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ  ପକ୍ଷରୁ ସୂଚନା ମିଳିଛି।ସଂକ୍ରମିତ…

[ଭିଡିଓ] ବିବାହ ବେଦୀ ଛାଡି ପରୀକ୍ଷା ହଲରେ ଗୁଜରାଟି କନ୍ୟା

ଭୁବନେଶ୍ୱର: ଶିକ୍ଷାକୁ ଅଗ୍ରାଧିକାର ଦେଇ ଜଣେ ଯୁବତୀ ନିଜ ବିବାହ ଦିନ ପରୀକ୍ଷା ଦେଲେ । ବିବାହ ବେଦୀରେ ହାତଗଣ୍ଠି ପଡିବା ପୂର୍ବରୁ ସେ କନ୍ୟା ବେଶରେ ପରୀକ୍ଷା ହଲରେ ଆସି ପହଂଚିଥିଲେ । ଏହି ଘଟଣାର ଭିଡିଓଟି ଏବେ ସୋସିଆଲ ମିଡିଆରେ ବହୁଳ ମାତ୍ରାରେ ଭାଇରାଲ୍ ହୋଇଛି । ଗୁଜରାଟ ରାଜକୋଟ…