Latest Odisha News

BREAKING NEWS

Browsing Category

ଜମ୍ମୁ ଓ କାଶ୍ମୀର

Jammu & Kashmir

ଶ୍ରୀନଗର ପୋଲିସ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଭୁବନେଶ୍ୱର: ଆତଙ୍କବାଦୀଙ୍କ କାଳ ସାଜିଛି ଶ୍ରୀନଗର ପୋଲିସ । ଆଜି ହରୱାନ୍ ଅଂଚଳରେ ପୋଲିସ ଏନକାଉଣ୍ଟରରେ ଦୁଇଜଣ ଆତଙ୍କବାଦୀ ନିହତ ହୋଇଥିଲେ । ନିହତ ଆତଙ୍କବାଦୀଙ୍କ ମଧ୍ୟରେ ଲସ୍କର-ଏ-ତୋଏବାର ଜଣେ ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀ ଥିବା ସୂଚନା ମିଳିଛି । ନିହତ ଆତଙ୍କବାଦୀ ଜଣକ କୁଖ୍ୟାତ ତଥା…

ବୈଷ୍ଣୋ ଦେବୀ ମନ୍ଦିର ଦଳାଚକଟାରେ ମୃତାହତଙ୍କୁ ଅନୁକମ୍ପା ସହାୟତା ଘୋଷଣା

ନୂଆଦିଲ୍ଲୀ: ବୈଷ୍ଣୋ ଦେବୀ ମନ୍ଦିରରେ ଦଳାଚକଟା ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ସହାୟତା ଘୋଷଣା କରିବା ସହ ସମବେଦନା ଜଣାଇଛନ୍ତି । ଆହତଙ୍କ ଦ୍ରୁତ ଆଶୁ ଆରୋଗ୍ୟ କାମନା କରିବା ସହ ସେମାନଙ୍କୁ ୫୦…

ବୈଷ୍ଣୋ ଦେବୀ ମନ୍ଦିରରେ ଦଳାଚକଟା, ୧୨ ମୃତ

କଶ୍ମୀର: ନୂଆବର୍ଷରେ ଅଘଟଣ । ବୈଷ୍ଣୋ ଦେବୀଙ୍କ ମନ୍ଦିରରେ ଦଳାଚକଟା । ଏଥିରେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ୧୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି । ଭୋର୍ ୨ଟା ୪୫ ମିନିଟରେ ଜମ୍ମୁ କଶ୍ମୀରର ପ୍ରସିଦ୍ଧ ବୈଷ୍ଣୋ ଦେବୀ ମନ୍ଦିରରେ ଏହି ଦଳାଚକଟା ହୋଇଛି । ଆହତ ଭକ୍ତଙ୍କୁ ନିକଟସ୍ଥ…

ଜମ୍ମୁ-କାଶ୍ମୀରରେ ଏନକାଉଣ୍ଟରରେ ପୁଣି ୩ ଆତଙ୍କବାଦୀ ନିହତ

ଶ୍ରୀନଗର: ଗୁରୁବାର ଗତରାତିରେ ଶ୍ରୀନଗର ଉପକଣ୍ଠରେ ସୁରକ୍ଷାକର୍ମୀଙ୍କ ସହ ଗୁଳିବିନିମୟରେ ୩ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଏନେଇ ପୋଲିସ ସୂଚନା ଦେଇଛି । ନିହତ ଆତଙ୍କବାଦୀଙ୍କ ମଧ୍ୟରୁ ଜଣେ ଚଳିତ ମାସ ପ୍ରାରମ୍ଭରେ ପୋଲିସ ବସ ଉପରେ ହୋଇଥିବା ଆକ୍ରମଣରେ ସମ୍ପୃକ୍ତ ଥିଲେ । ପନ୍ଥାଚୌକରେ…

ଜମ୍ମୁ କଶ୍ମୀରରେ ଏନକାଉଣ୍ଟର, ୬ ଆତଙ୍କୀ ସଫା

ଶ୍ରୀନଗର: ଜମ୍ମୁ କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ଏନକାଉଣ୍ଟରରେ ୬ ଆତଙ୍କୀ ନିହତ ହୋଇଛନ୍ତି । ଦୁଇଟି ପୃଥକ ପୃଥକ ସ୍ଥାନରେ ଏନକାଉଣ୍ଟର ହୋଇଛି । ଅନନ୍ତନାଗ ଓ କୁଲଗାମ ଜିଲ୍ଲାରେ ଏହି ଏନକାଉଣ୍ଟର ହୋଇଛି । ନିହତ ଆତଙ୍କବାଦୀଙ୍କ ମଧ୍ୟରୁ ୪ ଜଣଙ୍କର ପରିଚୟ ମିଳି ପାରିଥିବା…

ଏନକାଉଣ୍ଟରରେ ଟଳିଲେ ୨ ଆତଙ୍କୀ

କଶ୍ମୀର: ଜମ୍ମୁ କଶ୍ମୀରର ସୋପିଆନରେ ଏନକାଉଣ୍ଟର । ସୁରକ୍ଷାକର୍ମୀ ଗୁଳିରେ ଟଳିଲେ ଦୁଇ ଜଣ ଆତଙ୍କବାଦୀ । ସୋପିଆନର ଚୌଗାମ୍ ଅଞ୍ଚଳରେ ଆତଙ୍କବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିଲେ । ବେଶ୍ କିଛି ସମୟ ଧରି ଉଭୟ ପକ୍ଷ ମଧ୍ୟରେ ଚାଲିଥିଲା ଗୁଳି ବିନିମୟ । ନିହତ ଦୁଇ ଆତଙ୍କୀଙ୍କ ପରିଚୟ…

କଶ୍ମୀରରେ ଖସିଲା ପାରଦ ; ବରଫ ପାଲଟିଲା ନଦୀ ,ଝରଣା

କଶ୍ମୀର : କଶ୍ମୀରରେ ଜାରି ରହିଛି ପ୍ରବଳ ଥଣ୍ଡା । କଶ୍ମୀରର କିଛି ଅଞ୍ଚଳରେ ତାପାମାତ୍ରା ଜିରୋ ଡିଗ୍ରୀରେ ପହଁଞ୍ଚିଲାଣି । ଫଳରେ ଅନେକ ନଦୀ, ହ୍ରଦ, ଝରଣା ଆଦି ବରଫାବୃତ୍ତ ହୋଇଯାଇଥିବା ଦେଖିବାକୁ ମିଳିଛି । ଅନ୍ୟପଟେ ଶ୍ରୀନଗରରେ ରାତିର ତାପମାତ୍ରା ମାଇନସ୍ ୬ ଡିଗ୍ରୀ ଗୁଲମାର୍ଗ…

ହାଡ଼ ଭାଙ୍ଗିଲା ଜାଡ଼, ମରୁଭୂମି ବାଲିରେ ବରଫ ଚାଦର

ରାଜସ୍ଥାନ: ଶୀତର ପ୍ରକୋପ ଧୀରେ ଧୀରେ ବଢ଼ିବାରେ ଲାଗିଛି । ପାରଦ ଖସିବାରେ ଲାଗିଛି । ଉତ୍ତର ଓଡ଼ିଶାରେ ମଧ୍ୟ ଜାରୀ ରହିଛି ହାଡ଼ ଭଙ୍ଗା ଶୀତ । ହାଡ଼ ଭଙ୍ଗା ଶୀତ ଫଳରେ ମରୁଭୂମିରେ ମଧ୍ୟ ପଡ଼ିଛି ବରଫ । ଏପରିକି ରାଜସ୍ଥାନର ବାଲି ଉପରେ ବରଫର ଚାଦର ପଡ଼ିଥିବା ଦେଖିବାକୁ ମିଳିଛି । ଭାରତୀୟ…

ସୁରକ୍ଷାକର୍ମୀଙ୍କ ସହ ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର: ଜାମ୍ମୁ ଓ କାଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର । ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି । ଶ୍ରୀନଗର ଜିଲ୍ଲା ହରୱାନ ଦରବାଗ ଧରା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟ ହୋଇଥିଲା । ସର୍ଚ୍ଚ ଅପରେସନ ଏବେବି ଚାଲିଛି । କାଶ୍ମୀର ଜୋନ୍ ପୋଲିସ ଟୁଇଟ ଜରିଆରେ ଏହି ସୂଚନା…

କୁଲଗାମ ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ, ସର୍ଚ୍ଚ ଅପରେସନ ଜାରି

ଜାମ୍ମୁ-କାଶ୍ମୀର: ଜାମ୍ମୁ-କାଶ୍ମୀର କୁଲଗାମରେ ଦୁଇ ଆତଙ୍କବାଦୀ ନିପାତ । ସୁରକ୍ଷାକର୍ମୀଙ୍କ ସହ ଏନକାଉଣ୍ଟରରେ ଆତଙ୍କବାଦୀ ନିପାତ ହୋଇଛନ୍ତି । ଜାମ୍ମୁ-କାଶ୍ମୀର ପୋଲିସ ପକ୍ଷରୁ ଏହି ସୂଚନା ଦିଆଯାଇଛି । କୁଲଗାମର ରେଡ଼ୱାନୀ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ…