Latest Odisha News
Browsing Category

ଝାଡ଼ଖଣ୍ଡ

Jharkhand

ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କୁ ୫ ବର୍ଷ ଜେଲ ଦଣ୍ଡ ସହିତ ୬୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ: ଚାରା ଘୋଟାଲା ମାମଲାରେ ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କୁ ୫ ବର୍ଷ ଜେଲ ଦଣ୍ଡ ସହିତ ୬୦ ଲକ୍ଷ ଟଙ୍କାର ଜରିମାନା ଶୁଣାଇଛନ୍ତି ସିବିଆଇ ସ୍ୱତନ୍ତ୍ର ଅଦାଲତ । ଏହି ଘୋଟାଲା ମାମଲାରେ ଡରୋଣ୍ଡା ଟ୍ରେଜେରୀରୁ ୧୩୯.୩୫ କୋଟି ଟଙ୍କା ହଡପ ମାମଲାରେ ଲାଲୁଙ୍କ ସମେତ ୩୮ଜଣ ଅଭିଯୁକ୍ତ…

ତୁଳସୀକୁ ୧୨ଟି ଆମ୍ବର ମୂଲ୍ୟ ୧ଲକ୍ଷ ୨୦ ହଜାର

ଜାମସେଦପୁର : ୧୨ଟି ଆମ୍ବର ମୂଲ୍ୟ ୧ଲକ୍ଷ ୨୦ ହଜାର ଟଙ୍କା । ରାସ୍ତା କଡରେ ବସି ଆମ୍ବ ବିକ୍ରି କରୁଥିବା ୮ବର୍ଷର ଝିଅ ତୁଳସୀକୁ ମିଳିଛି ୧୨ଟି ଆମ୍ବର ଅ।କ।ଶଛୁଆଁ ମୂଲ୍ୟ । ଖାଲି ସେତିକିି ନୁହେଁ ଅର୍ଥ ସହିତ ଗୋଟିଏ ମୋବାଇଲ ଆଉ ୨ ବର୍ଷର ମାଗଣା ଇଣ୍ଟରନେଟ ବି ଦିଆଯାଇଛି । ସୋସିଆଲ ମିଡିଆ…

ୟାସ୍ ପ୍ରଭାବରେ ଝାଡଖଣ୍ଡରେ ବର୍ଷା ପବନ

ଭୁବନେଶ୍ୱର: ୟାସ୍ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା । ଆଉ ଏବେ ବି ବହୁତ୍ ଲୋକ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି । ବାତ୍ୟା ପ୍ରଭାବ କମିଯାଇଥିଲେ ବି ବନ୍ୟା ଯୋଗୁଁ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି । ସେପଟେ ଉତ୍ତର ଓଡିଶାରେ ତାଣ୍ଡବ ରଚିବା ପରେ ଏବେ ପଡୋଶୀ ରାଜ୍ୟରେ ପହଁଚିଛି ବାତ୍ୟା…

ଝାଡ଼ଖଣ୍ଡର ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ କରୋନା ସଂକ୍ରମିତ, ଡାକ୍ତରଖାନାରେ ଭର୍ତ୍ତି

ରାଞ୍ଚି: ଝାଡ଼ଖଣ୍ଡର ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ କୋଭିଡ୍‌-୧୯ ପଜିଟିଭ୍‌ ହୋଇଛନ୍ତି । ଗତକାଲି ତାଙ୍କର ‘ଆର୍‌ଟି-ପିସିଆର୍‌’ ପରୀକ୍ଷା ରିପୋର୍ଟ ପଜିଟିଭ ଆସିିଛି ବୋଲି ରାଜଭବନରେ ଜଣେ ଡାକ୍ତର କହିଛନ୍ତି । ରାଜ୍ୟପାଳଙ୍କୁ ଚିକିତ୍ସା ଲାଗି ରାଞ୍ଚିର ‘ଭଗବାନ ମହାବୀର ମେଡିକା…

ମୋଟା ଅଙ୍କର ବିଜ୍ଞାପନ ହାତେଇଲେ ଧୋନୀଙ୍କ ଲାଡଲି ଜିଭା

ରାଞ୍ଚି: ଭାରତର ପୂର୍ବତନ କ୍ରିକେଟର୍ ଧୋନୀଙ୍କ ଲାଡଲି ଜିଭା । ଦେଶରେ ଚର୍ଚ୍ଚିତ ଷ୍ଟାର୍‌କିଡ୍ ତାଲିକାରେ ସେ ଅନ୍ୟତମ । ୫ ବର୍ଷୀୟ ଜିଭାଙ୍କର ୧.୮ ମିଲିଅନ୍ ସୋସିଆଲ ମିଡିଆ ଫଲୋଅର୍ସ ଥିବାବେଳେ ନିକଟରେ ସେ ହାତେଇଛନ୍ତି ଏକ ମୋଟା ଅଙ୍କର ବିଜ୍ଞାପନ । ବଢୁଥିବା ପପୁଲାରିଟି ପାଇଁ ଜିଭା…

ଦୁବାଇକୁ ପନିପରିବା ପଠାଇବେ ଧୋନୀ

ଝାଡଖଣ୍ଡ: ୨୦୧୯ ବିଶ୍ୱକପ ପରେ କ୍ରିକେଟରୁ ଦୂରେଇ ରହିଥିଲେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ । ତେବେ ଆଇପିଏଲ୍ ଜରିଆରେ ସେ କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିଥିଲେ ବି ଖାସ କରି ଫାର୍ମ ହାଉସ୍ ପାଇଁ ଚର୍ଚ୍ଚାରେ ରହିଥିଲେ । ଖବର ମିଳିଛି କ୍ରିକେଟର୍ ପରେ ଏବେ ଧୋନୀ କୁଆଡେ…

ବାପା ଚାକିରୀ ପାଇଁ ପୁଅ ସାଜିଲା ପିତୃହନ୍ତା !

ରାମଗଡ: ଚାକିରୀ ଲୋଭରେ ବାପାକୁ ହତ୍ୟା କଲା ବେରୋଜଗାରିଆ ପୁଅ । ଝାଡଖଣ୍ଡ ରାମଗଡ ଜିଲ୍ଲାରେ ସାମ୍ନାକୁ ଆସିଛି ଏଭଳି ଲୋମଟାଙ୍କୁରା ଘଟଣା । ଜାଣି ଆଶ୍ଚର୍ଯ୍ୟ ହେବେ ଅନ୍ୟ କାହାରି ନୁହେଁ ବରଂ ବାପା ଚାକିରୀ ପାଇଁ ପୁଅ ସାଜିଥିଲା ହତ୍ୟାକାରୀ । ପୋଲିସ ରିପୋର୍ଟ ଅନୁଯାୟୀ ଅଭିଯୁକ୍ତର ୫୫…

କଡକନାଥ କୁକୁଡା ଫାର୍ମ କରିବେ ଧୋନୀ !

ଝାଡଖଣ୍ଡ: ୨୦୧୯ କ୍ରିକେଟ ବିଶ୍ୱକପ ପରେ ଅବସର ନେଇଥିଲେ ମହେନ୍ଦ୍ର ସିଂ ଧୋନୀ । ହେଲେ ଏବେ ବି ଜାରି ରଖିଛନ୍ତି କ୍ରିକେଟ୍ ଖେଳ । ନିକଟରେ ଆଇପିଏଲରେ ତାଙ୍କ ପ୍ରଦର୍ଶନ ଏତେଟା ଭଲ ନଥିଲେ ବି ୨୦୨୧ରେ ସେ ହଳଦିଆ ଜର୍ସିରେ ପୁନର୍ବାର ନଜର ଆସିବେ । ତେବେ କ୍ରିକେଟ ଛଡା ଫାର୍ମିଂରେ ରୁଚି…

ବନ୍ଧୁକ ମୁନରେ ନାବାଳିକାକୁ ବଳାତ୍କାର ଅଭିଯୋଗ; ୫ ଗିରଫ

ଜାମସେଦପୁର: ଝାଡ଼ଖଣ୍ଡର ଜାମସେଦପୁରରେ ଜଣେ ୧୭ ବର୍ଷୀୟ ବାଳିକାକୁ ବଳାତ୍କାର ଅଭିଯୋଗରେ ପାଞ୍ଚ ଜଣଙ୍କୁ ଆଜି ଗିରଫ କରିଛି ପୋଲିସ । ନାବାଳିକା ଜଣକ ମଙ୍ଗଳବାର ଦିନ ପୁରୁଷ ବନ୍ଧୁଙ୍କ ସହ ସହରର ବାଗବେରା ଅଞ୍ଚଳରେ ଥିବାବେଳେ ଅଭିଯୁକ୍ତ ସେମାନଙ୍କୁ ବନ୍ଧୁକ ମୁନରେ ଅପହରଣ କରି କାଲିଆଡିହ…

୧୦୦ ଟଙ୍କାରେ ୧୦ ମାସର ଶିଶୁପୁତ୍ର !

ଝାଡଖଣ୍ଡ: ସତରେ କରୋନା ମହମାରୀ ମଣିଷଙ୍କୁ ପଶୁ ବନାଇସାରିଛି । ବୋଧ ହୁଏ ସେଥିପାଇଁ ଭୋକର ତାଡନା ସହିନପାରି ଜଣେ ମହିଳା ନିଜ ୧୦ ମାସର ଶିଶୁକୁ ବିକ୍ରୀ କରିବାକୁ ଚେଷ୍ଟା କରିଥିଲା । ଆଉ ତା ପୁଣି ମାତ୍ର ୧୦୦ଟଙ୍କାରେ । ଜାମସେଦପୁର ଜୁଗସଲାଇରେ ଏପରି ଏକ ଘଟଣା ସାମ୍ନାକୁ ଆସିଛି ।…