Latest Odisha News

BREAKING NEWS

Browsing Category

କର୍ଣ୍ଣାଟକ

Karnataka

କର୍ଣ୍ଣାଟକରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ; ଟ୍ୱିଟ କରି ଜଣାଇଲେ କର୍ଣ୍ଣାଟକ ସ୍ୱାସ୍ଥ୍ୟ ମନ୍ତ୍ରୀ

ବାଙ୍ଗାଲୁରୁ : ଆଜି କର୍ଣ୍ଣାଟକରେ ଆଉ ୩ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ(ଆଇସିଏମଆର) ଏନେଇ ସ୍ପଷ୍ଟ କରିଛନ୍ତି । ଏହାକୁ ମିଶାଇ କର୍ଣ୍ଣାଟକରେ ୪ଟି କରୋନା ଭାଇରସ ମାମଲା ସ୍ପଷ୍ଟ କରାଯାଇଛି । ୪ଜଣଙ୍କ ରକ୍ତ ଓ ସ୍ୱାବ ନମୂନା ପଜିଟିଭ ଆସିଛି ।…

ୟେଦୁରପ୍ପା କ୍ୟାବିନେଟ ସମ୍ପ୍ରସାରଣ ଫେବୃୟାରୀ ୬ରେ ହୋଇପାରେ

ବାଙ୍ଗାଲୋର : କର୍ଣ୍ଣାଟକରେ ବିଏସ ୟେଦୁରପ୍ପାଙ୍କ ମନ୍ତ୍ରୀମଣ୍ଡଳର ସମ୍ପ୍ରସାରଣ ଫେବୃୟାରୀ ୬ରେ ହେବ ବୋଲି ଜଣାଯାଇଛି । ଏଥିରେ ୧୩ଜଣ ନୂଆ ମନ୍ତ୍ରୀ ସାମିଲ ହେବେ ବୋଲି ରିପୋର୍ଟ ପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀ ୟେଦୁରପ୍ପା ଏ ନେଇ ସିଧାସଳଖ କିଛି କହି ନ ଥିଲେ ମଧ୍ୟ ଉପନିର୍ବାଚନ…

କର୍ଣ୍ଣାଟକ ରାଜନୀତିରେ ସଙ୍କଟ ଟଳିଲା; ଇସ୍ତଫା ଦେଲେ ସିଦ୍ଦରମେୟା

ବେଙ୍ଗାଲୁରୁ: ଦୀର୍ଘଦିନ ଧରି କର୍ଣ୍ଣାଟକ ରାଜନୀତିରେ ଚାଲିଥିବା ସଙ୍କଟଜନକ ପରିସ୍ଥିତି ଏବଂ ଅଚଳାବସ୍ଥାର ଏକରକମ ପରିସମାପ୍ତି ଘଟିଛି । ସଦ୍ୟ ସମାପ୍ତ ହୋଇଥିବା ବିଧାନସଭା ଉପ-ନିର୍ବାଚନରେ ଶାସକ ବିଜେପି ୧୫ଟି ଆସନରୁ ୧୨ଟି ଆସନରେ ବିଜୟ ଲାଭ କରିବା ଫଳରେ ଏବେ ଅତ୍ୟନ୍ତ ସୁବିଧା ଜନକ…

କର୍ଣ୍ଣାଟକ ଉପ ନିର୍ବାଚନ: ଆଜି ପ୍ରକାଶ ପାଇବ ଫଳାଫଳ

ବେଙ୍ଗାଲୁରୁ: କର୍ଣ୍ଣାଟକ ଉପ ନିର୍ବାଚନର ଫଳାଫଳ ସୋମବାର ଦିନ ପ୍ରକାଶ ପାଇବାକୁ ଥିବା ବେଳେ ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି । ଆଜିର ଏହି ଫଳାଫଳ ବିଜେପିର ୟେଦ୍ଦୁରପ୍ପା ସରକାର ପାଇଁ ଖୁବ୍ ଗୁରୁତ୍ୱପୂର୍ଣ୍ଣ । ଭୋଟ୍ ଗଣତି ହେଉଥିବା ୧୫ଟି ଆସନ ମଧ୍ୟରୁ ବିଜେପିକୁ ଅତିକମରେ ୬ଟି…