Latest Odisha News

BREAKING NEWS

Browsing Category

ମହାରାଷ୍ଟ୍ର

ପୁଣି ଖୋଲିବ ମୁମ୍ବାଇ ଏୟାରପୋର୍ଟର ଟର୍ମିନାଲ-୧

ମୁମ୍ବାଇ:ବିମାନଯାତ୍ରୀଙ୍କ ପାଇଁ ଭଲ ଖବର । ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦର ଘରୋଇ ଉଡାଣ ପାଇଁ ନିଜ ଟର୍ମିନାଲ ୧କୁ ପୁଣି ଖୋଲୁଛି । ୧୦ ମାର୍ଚ୍ଚ ୨୦୨୧ରୁ ଟର୍ମିନାଲ ୧ରୁ ଉଡାଣ ଆରମ୍ଭ ହେବ । ଏପର୍ଯ୍ୟନ୍ତ ସମସ୍ତ ଫ୍ଲାଇଟ୍ସ ଟର୍ମିନାଲ ୨ରୁ ଅପରେଟ୍ ହେଉଥିଲା ।…

ଅମୀଷା ପଟେଲଙ୍କ ବିରୋଧରେ ଠକାମୀ ଅଭିଯୋଗ, ଦୁଇ ସପ୍ତାହ ମଧ୍ୟରେ ଜବାବ ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଅମୀଷା ପଟେଲ ଏବେ ବିବାଦ ମଧ୍ୟରେ ରହିଛନ୍ତି । ଅଭିନେତ୍ରୀଙ୍କ ବିରୋଧରେ କୋଟି କୋଟି ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଛି । ଏହି ମାମଲା ଝାରଖଣ୍ଡ ହାଇକୋର୍ଟରେ ହୋଇଛି । କୋର୍ଟ ଏହି ମାମଲାର ଶୁଣାଣୀ କରି ଅଭିନେତ୍ରୀଙ୍କୁ ଦୁଇ ସପ୍ତାହ ମଧ୍ୟରେ ଲିଖିତ ଆକାରରେ…

ଖୁବଶୀଘ୍ର ଆରମ୍ଭ ହେବ ଦୃଶ୍ୟମ୍-୨ ସୁଟିଂ, ପୁଣି ଏକାଠି ନଜର ଆସିବେ ଅଜୟ ଦେବଗନ୍-ତବୁ

ମୁମ୍ବାଇ: ଅଭିନେତା ଅଜୟ ଦେବଗନ ଓ ତବୁ ପୁଣିଥରେ ଗୋଟିଏ ଫିଲ୍ମରେ ନଜର ଆସିପାରନ୍ତି । ଅଜୟ ଦେବଗନ ଓ ତବୁ ଦୃଶ୍ୟମ୍-୨ରେ ପୁଣି ଏକାସଙ୍ଗେ ନଜର ଆସିବେ ବୋଲି କୁହାଯାଉଛି ।  ଅଭିନେତା ମୋହନ ଲାଲ ଅଭିନୀତ ମାଲାୟାଲାମ ଫିଲ୍ମ ଦୃଶ୍ୟମ୍-୨ ଫେବୃଆରୀ ୧୯ ତାରିଖରେ ଅନଲାଇନ ରିଲିଜ ହୋଇଛି ।…

ଦାଦ୍ରା ଓ ନଗର ହାବେଳି ସାଂସଦଙ୍କ ମୃତଦେହ ଉଦ୍ଧାର, ଆତ୍ମହତ୍ୟା ଆଶଙ୍କା

ମୁମ୍ବାଇ: ମୁମ୍ବାଇର ଏକ ହୋଟେଲରୁ ଦାଦ୍ରା ଓ ନଗର ହାବେଳିର ସାଂସଦ ମୋହନ ଡେଲକରଙ୍କ ମୃତଦେହ ଉଦ୍ଧାର ହୋଇଛି । ମୁମ୍ବାଇର ମେରାଇନ୍‌ ଡ୍ରାଇଭରେ ଥିବା ଏକ ହୋଟେଲରୁ ମୋହନ ଡେଲକରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନ୍ୟୁଜ୍‌ ୧୮ରେ ପ୍ରକାଶିତ ଖବର ଅନୁସାରେ ସାଂସଦଙ୍କ ମୃତଦେହ ଗ୍ରିନ୍‌ ହୋଟେଲରୁ…

ପୁନେରେ ଆସନ୍ତାକାଲିଠୁ ନାଇଟ୍ କର୍ଫ୍ୟୁ

ପୁନେ: ମହାରାଷ୍ଟ୍ରରେ ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପୁନେ ସହରରେ ରାତ୍ରିକର୍ଫ୍ୟୁ ଲାଗୁ ହୋଇଛି । ଆସନ୍ତାକାଲିଠାରୁ ରାତି ୧୧ଟାରୁ ସକାଳ ୬ଟା ଯାଏଁ ଲାଗୁ ହୋଇଛି କର୍ଫ୍ୟୁ । କିନ୍ତୁ ଜରୁରୀକାଳୀନ ସେବା ଏଥିରୁ ବାଦ ପଡିବ । ସେପଟେ ଆସନ୍ତା ୨୮ତାରିଖ ଯାଏଁ ପୁନେର ସବୁ ସ୍କୁଲ ଓ…

ବଢ଼ିଲା ଅମିତାଭ ବଚ୍ଚନଙ୍କ ବଙ୍ଗଳାର ସୁରକ୍ଷା, ମୁତୟନ ହେଲେ ପୋଲିସ

ମୁମ୍ବାଇ: ବଲିଉଡ ଅଭିନେତା ଅମିତାଭଙ୍କ ମୁମ୍ବାଇ ସ୍ଥିତ ବାସଭବନର ସୁରକ୍ଷା ଶନିବାର କଡ଼ାକଡ଼ି କରାଯାଇଛି । ତାଙ୍କ ଘର ଆଗରେ ପୋଲିସ ପ୍ରହରା ବ୍ୟବସ୍ଥା ମଧ୍ୟ ହୋଇଛି । ତୈଳ ମୂଲ୍ୟ ବୃଦ୍ଧିକୁ ନେଇ ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପୋଟଲେଙ୍କ ବୟାନ ପରେ ପରେ ମୁମ୍ବାଇ ପୋଲିସ ଏହି ସୁରକ୍ଷା…

ଚମୋଲି ଦୁର୍ଘଟଣାରେ ପ୍ରାଣ ହରାଇଥିବା କର୍ମଚାରୀଙ୍କ ୪ ଝିଅଙ୍କୁ ପୋଷ୍ୟ ଭାବେ ଗ୍ରହଣ କଲେ ସୋନୁ ସୁଦ୍

ମୁମ୍ବାଇ: ଲକ୍ଷ ଲକ୍ଷ ଲୋକଙ୍କୁ ସାହାଯ୍ୟ କରି ଗରିବ ଓ ଅସହାୟଙ୍କ ଭଗବାନ ସାଜିଥିବା ବଲିଉଡ ଅଭିନେତା ସୋନୁ ସୁଦ ପୁଣି ଏକ ମହତ କାର୍ଯ୍ୟ କରିବାକୁ ଯାଉଛନ୍ତି । ସେ ଏକ ବଡ ଦାୟିତ୍ୱ ନେବାକୁ ଘୋଷଣା କରିଛନ୍ତି । ଉତ୍ତରାଖଣ୍ଡ ଚମୋଲି ବିଭୀଷିକାରେ ଅନାଥ ହୋଇଯାଇଥିବା ଝିଅଙ୍କୁ ପୋଷ୍ୟ ସନ୍ତାନ…

ଫେରିଲା ଲକଡାଉନ୍ : ଆସନ୍ତା ୨୮ ତାରିଖ ଯାଏଁ ମହାରାଷ୍ଟ୍ରରର ଜବତମାଲ୍ ଜିଲ୍ଲା ତାଲାବନ୍ଦ

ମହାରାଷ୍ଟ୍ର: ମହାରାଷ୍ଟ୍ରର ଜବତମାଲ୍ ଜିଲ୍ଲାରେ ପୁଣି ଥରେ ଲକଡାଉନ୍ ଲାଗୁ କରାଯାଇଛି । ଆସନ୍ତା ୨୮ ତାରିଖ ଯାଏଁ ଜିଲ୍ଲାରେ ଲକଡାଉନ୍ ଜାରି ରହିବ । ଜବତମାଲ୍ ଜିଲ୍ଲାରେ ବଢ଼ୁଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଆଜି ଜିଲ୍ଲାପାଳ ଦେବେନ୍ଦ୍ର ସିଂହ ଏହି ଘୋଷଣା କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ଦୌଡରେ ଅଭିଷେକ ବଚ୍ଚନ !

ମୁମ୍ବାଇ: ପ୍ରଫେସ୍ନାଲ ଲାଇଫରେ ଅଭିଷେକ ପୂର୍ବ ଅପେକ୍ଷା ସାମାନ୍ୟ ବ୍ୟସ୍ତ ରହିଛନ୍ତି । ସୁଜୋୟ ଘୋଷଙ୍କ ଏକ୍ସାଇଟିଂ ପ୍ରୋଜେକ୍ଟ ବବ୍ ବିଶ୍ୱାସକୁ ନେଇ ଅଭିଷେକ ବେଶ ଚର୍ଚ୍ଚାରେ ରହିଛନ୍ତି । ହେଲେ ଏହି ଫିଲ୍ମକୁ ବାଦ୍ ଦେଲେ ଜୁନିଅର ବଚ୍ଚନ ଫେବ୍ରୁଆରୀ ୨୨ରୁ ଆଉ ଏକ ଫିଲ୍ମର ସୁଟିଂ ସେଟ୍‌ରେ…

ବିବାଦରେ ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ, ୨ ପିଲାଙ୍କୁ ଘରେ ବନ୍ଦୀ କରି ରଖିଥିବା ନେଇ ସାଂଘାତିକ ଅଭିଯୋଗ ଆଣିଲେ ଦ୍ବିତୀୟ…

ମୁମ୍ବାଇ: ମହାରାଷ୍ଟ୍ରର ସାମାଜିକ ନ୍ୟାୟ ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ ବିବାଦ ମଧ୍ୟକୁ ଟାଣି ହୋଇଛନ୍ତି । ଧନଞ୍ଜୟ ମୁଣ୍ଡେଙ୍କ ଦ୍ବିତୀୟ ପତ୍ନୀ ନିର୍ଯ୍ୟାତନା ଅଭିଯୋଗ ଆଣିବା ସହିତ ତାଙ୍କର ଦୁଇ ଜଣ ପିଲାଙ୍କୁ ମଧ୍ୟ ଅକଥନୀୟ ନିର୍ଯ୍ୟାତନା ଦେଉଥିବା ଅଭିଯୋଗ କରିଛନ୍ତି । ପତ୍ନୀ କରୁଣା ଶର୍ମା…