Latest Odisha News

BREAKING NEWS

Browsing Category

ମହାରାଷ୍ଟ୍ର

ୱେବ୍ ସିରଜ୍ ଦେଖି ୭୫ ଜଣଙ୍କ ଜୀବନ ବଂଚାଇଲା ନାବାଳକ !

ମହାରାଷ୍ଟ୍ର: ଡୋମ୍ବିଭଲିରେ ଗୁରୁବାର ସକାଳୁସକାଳୁ ଏକ ଦୁଇ ମହଲା କୋଠା ଭୁଷୁଡି ପଡିଥିଲା । ହେଲେ ବିଲ୍ଡିଂରେ ୭୦ରୁ ଅଧିକ ଲୋକ ରହୁଥିଲାବେଳେ ଏକ ନିଶ୍ଚିତ ଅଘଟଣରୁ ସମସ୍ତେ ବର୍ତ୍ତିଯାଇଛନ୍ତି । ତେବେ ଭାଗ୍ୟ ନୁହେଁ ବରଂ ଜଣେ ନାବାଳକର ୱେବ୍ ସିରିଜ ନିଶା ପାଇଁ ଏଭଳି ଚମତ୍କାର ଘଟିଥିଲା ।…

ଫେସ୍‌ବୁକ୍‌ରେ ବନ୍ଧୁତା କରି ଛୁରାମାଡ ଖାଇଲେ ଅଭିନେତ୍ରୀ !

ମୁମ୍ବାଇ: ମହଙ୍ଗା ପଡିଲା ଫେସ୍‌ବୁକରେ ବନ୍ଧୁତା । ପ୍ରେମ ନିବେଦନକୁ ନା ଓ ବିବାହକୁ ମନା କରିବାରୁ ଟେଲି ଅଭିନେତ୍ରୀଙ୍କୁ ଛୁରାମାଡ । ଛୁରାମାଡରେ ଅଚେତ ଅଭିନେତ୍ରୀ ମୁମ୍ବାଇର କୋକିଲାବେନ୍ ହସ୍ପିଟାଲରେ ଭର୍ତ୍ତି ହୋଇଥିବାବେଳେ ଅଭିଯୁକ୍ତ ଫେରାର୍ ଅଛି । ସୋମବାର ଅଭିନେତ୍ରୀ ମାଲବୀ…

ପୁଣି ମହେଶ ଭଟ୍ଟଙ୍କ ବିରୋଧରେ ନିର୍ଯ୍ୟାତନା ଅଭିଯୋଗ !

ମୁମ୍ବାଇ: ସୁଶାନ୍ତଙ୍କ ମୃତ୍ୟୁ ମାମଲାର ଛନ୍ଦି ହୋଇଥିବା ମହେଶ ଭଟ୍ଟ ଆଉ ଏକ ଅଭିଯୋଗକୁ ନେଇ ଚିନ୍ତାରେ ପଡିଛନ୍ତି । ବଲିଉଡର ଜଣେ ଅଭିନେତ୍ରୀ ତାଙ୍କ ବିରୋଧରେ ଆଣିଛନ୍ତି ନିର୍ଯ୍ୟାତନା ଅଭିଯୋଗ । ଏକ ଭିଡିଓ ଜରିଆରେ ଅଭିନେତ୍ରୀ ଜଣକ ଅଭିଯୋଗ କରିଥିଲାବେଳେ ସୋସିଆଲ ମିଡିଆରେ ଏହା ଭାଇରାଲ୍…

ବସ୍ ଷ୍ଟପ୍ ଉଭାନ୍‌, ସୂଚନା ଦେଲେ ମିଳିବ ମୋଟା ଅଙ୍କର ଅର୍ଥ !

ମହାରାଷ୍ଟ୍ର: ଜନଗହଳିପୂର୍ଣ୍ଣ ଅଂଚଳରେ ପକେଟ୍‌ମାର୍ କିମ୍ବା କୌଣସି ସାମଗ୍ରୀ ଚୋରି ହେବା କିଛି ବଡ କଥା ନୁହେଁ । ଏପରିକି ବସ୍ କିମ୍ବା ଟ୍ରକ୍ ଭଳି ଭାରିଯାନ ବି ଚୋରି ଭଳି ମାମଲା ସାଧାରଣ ପାଲଟିଛି । ହେଲେ ଯଦି ବସ୍ ଷ୍ଟପ୍ ଉଭାନ ହୋଇଯାଏ । ଆଉ ତା ପୁଣି ଥାନାବାବୁଙ୍କ କାର୍ଯ୍ୟାଳୟ ପାଖରୁ ।…

ଭାରତରୁ ଇଣ୍ଡୋନେସିଆକୁ ପଳାଇଲା ମଙ୍କି ମ୍ୟାନ୍

ଭୁବନେଶ୍ୱର: ଉପରୋକ୍ତ ହେଡ୍‌ଲାଇନ୍ ପଢି ଆପଣ ତାଜୁବ ହୋଇଥିବେ ନିଶ୍ଚିୟ । ହେଲେ ଷ୍ଟୋନ୍‌ମ୍ୟାନ୍ ଭଳି କୌଣସି ଭାଇରାଲ୍ ମଙ୍କି ମ୍ୟାନ୍ ନୁହଁ, ବରଂ ଏଠି ଆମେ ଏକ ଫିଲ୍ମର ସୁଟିଂ ଇଣ୍ଡୋନେସିଆ ସ୍ଥାନାନ୍ତରିତ ହୋଇଥିବା କଥା ଲେଖିଛୁ । ତେବେ କିଏ ନିର୍ମାଣ କରୁଥିଲା ଫିଲ୍ମ ମଙ୍କି ମ୍ୟାନ ଏବଂ…

ମୁମ୍ବାଇ ଛାଡି କାହିଁକି ଲଖ୍ନୌ ଗଲେ ଜନ୍ ଆବ୍ରାହାମ୍ ?

ମୁମ୍ବାଇ: କାଲିଠୁ ଆରମ୍ଭ ହେବ ଫିଲ୍ମ ସତ୍ୟମେବ ଜୟତେ-୨ର ସୁଟିଂ । ପୂର୍ବଥର ଭଳି ସିକ୍ୱେଲ ପାର୍ଟରେ ନଜର ଆସିବେ ଜନ୍ ଆବ୍ରାହାମ୍ । ହେଲେ କୌଣସି ଆକ୍ଟିଭ ଅଭିନେତ୍ରୀ ନୁହେଁ ବରଂ ପ୍ରଯୋଜକ ଭୂଷଣ କୁମାରଙ୍କ ସ୍ତ୍ରୀ ଦିବ୍ୟା ଖୋସ୍‌ଲାଙ୍କ ସହ ସେ ରୋମାନ୍ସ କରିବାରେ ନଜର ଆସିବେ । ଆଜି ଜନ୍…

“ଦ ହ୍ୱାଇଟ୍ ଟାଇଗର”ରେ ଆସୁଛନ୍ତି ପ୍ରିୟଙ୍କା ଚୋପ୍ରା !

ମୁମ୍ବାଇ: ନୂଆ ପ୍ରୋଜେକ୍ଟରେ ନଜର ଆସିବେ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜୋନାସ୍ । ଫିଲ୍ମର ଟାଇଟଲ ରହିଛି 'ଦ ହ୍ୱାଇଟ୍ ଟାଇଗର' । ଏ ନେଇ ଖୋଦ ପ୍ରିୟଙ୍କା ସୋସିଆଲ ମିଡିଆରେ କନଫର୍ମ କରିବା ସହ ଫିଲ୍ମର ପୋଷ୍ଟର ବି ଶେୟାର କରିଛନ୍ତି । ଏହି ଫିଲ୍ମର ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି…

ହାଇଦ୍ରାବାଦ ପରେ ମୁମ୍ବାଇରେ ମୂଷଳଧାରାରେ ବର୍ଷା

ମୁମ୍ବାଇ: ଲଘୁଚାପଜନିତ ଲଗାଣ ବର୍ଷାରେ ହାଇଦ୍ରାବାଦରେ ଜଳ ପ୍ରଳୟ ସୃଷ୍ଟି ହେଲା । ଏପଟେ ମୁମ୍ବାଇ ଓ ପୁଣେରେ ବି ବିତ୍ପାତ । ଗତକାଲି ରାତିରୁ ପ୍ରବଳ ବର୍ଷା ହେଉଛି । ବର୍ଷୁଛି ଯେ ବର୍ଷୁଛି । ଲଗାଣ ବର୍ଷା ଯୋଗୁ ମୁମ୍ବାଇର ବିଭିନ୍ନ ଅଞ୍ଚଳରେ ବଢୁଛି ଜଳସ୍ତର । #WATCH Heavy…

ନାବାଳିକାକୁ ବଳାତ୍କାର ଅଭିଯୋଗ: ପିତା, ବୟଫ୍ରେଣ୍ଡ ଗିରଫ

ଥାନେ: ମହାରାଷ୍ଟ୍ରର ଜଣେ ୧୭ବର୍ଷର ବାଳିକାକୁ ତାଙ୍କ ପିତା ଏବଂ ପ୍ରେମିକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଯାହା ପରେ ସେ ଗର୍ଭବତୀ ହୋଇଥିଲେ ବୋଲି ସୋମବାର ପୋଲିସ କହିଛି। ପୋଲିସ କହିଛି ଯେ ଉଭୟ ଅଭିଯୁକ୍ତ, ୫୧ ବର୍ଷୀୟ ପୀଡିତାଙ୍କ ପିତା ଯିଏ ସ୍କୁଲ ଶିକ୍ଷକ ଭାବରେ କାର୍ଯ୍ୟ…

ଗ୍ରୀଡ୍ ଫେଲ: ଅନ୍ଧାରରେ ମାୟାନଗରୀ, ଲୋକାଲ୍ ଟ୍ରେନ୍ ସେବା ଠପ୍

ମୁମ୍ବାଇ: ମୁମ୍ବାଇରେ ଗ୍ରୀଡ଼ ଫେଲ୍ । ବଡ଼ ଧରଣର ବିଜୁଳି ବିଭ୍ରାଟ । ମାୟାନଗରରୀ ବ୍ୟାପକ ଅଞ୍ଚଳରେ ବିଦ୍ୟୁତ ସେବା ବ୍ୟାହତ ହୋଇଛି । କୋଲାବ, ବାନ୍ଦ୍ରା, ଥାନେ ଆଦି ଅଞ୍ଚଳରେ ବିଜୁଳି ସେବା ସକାଳୁ ସକାଳୁ ବନ୍ଦ ହୋଇଛି । ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି ସାଧାରଣ ଲୋକ । ବିଦ୍ୟୁତ…