Latest Odisha News

BREAKING NEWS

Browsing Category

ମହାରାଷ୍ଟ୍ର

Maharashtra

ବଲିଉଡ ଡେବ୍ୟୁରେ ଆଲିୟାଙ୍କ ସହ ରୋମାନ୍ସ କରିବେ ପାର୍ଥ ସମଥାନ୍

ମୁମ୍ବାଇ: ବେଶ କିଛି ମାସ ଧରି ଶୁଣିବାକୁ ମିଳିଥିଲା, ଟିଭି ଷ୍ଟାର ପାର୍ଥ ସମଥାନ୍ ବଲିଉଡରେ ଡେବ୍ୟୁ କରିବେ । ଆଉ ତା ପୁଣି ଏକ ବଡ ବ୍ୟାନର ତଳେ । ସିରିଜ କସୌଟି ଜିନ୍ଦଗୀ କେ ଭଳି ପପୁଲାର ସିରିଜରେ ନାଁ କରିଥିବା ପାର୍ଥ ଖୋଦ ନିଜେ ଏକ ବଲିଉଡ ଫିଲ୍ମ ସାଇନ୍ କରିଥିବା ପ୍ରକାଶ କରିଥିଲେ ।…

ନୂଆ ପ୍ରୋଜେକ୍ଟ ପାଇଁ ଏକାଠି ହେବେ ଦୁଇ ପ୍ରମୁଖ ଫିଲ୍ମ ନିର୍ମାତା

ମୁମ୍ବାଇ: ବଲିଉଡର ଦୁଇ ପ୍ରମୁଖ ଫିଲ୍ମ ନିର୍ମାତା ଅନୁଭବ ସିହ୍ନା ଓ ସୁଧୀର ମିଶ୍ର । ଦୁହେଁ ନିଜନିଜ କ୍ୟାରିଅରରେ କେତେ ସଫଳ, ତାହାର ପ୍ରମାଣ ବୋଧ ହୁଏ ଆବଶ୍ୟକ ନାହିଁ । ଶୁଣିବାକୁ ମିଳିଛି କିଛି ହଟ୍‌କେ କରିବାକୁ ଯାଇ ଦୁହେଁ କୁଆଡେ ଏକାଠି ହେବାକୁ ଯାଉଛନ୍ତି । ମିଳିଥିବା ରିପୋର୍ଟ…

ବିବାଦରେ ଗଙ୍ଗୁବାଇ କାଠିଆୱାଡି, ଆଲିୟା ଓ ଭଂସାଲୀଙ୍କ ବିରୋଧରେ ମାମଲା

ମୁମ୍ବାଇ: ପୁଣି ବିବାଦରେ ଫିଲ୍ମ ନିର୍ମାତା ସଂଜୟ ଲିଲା ଭଂସାଲୀ । ବଲିଉଡର ଏହି ପପୁଲାର ନିର୍ଦ୍ଦେଶକ ନିଜ ନୂଆ ଫିଲ୍ମ ଗଙ୍ଗୁବାଇ କାଠିଆୱାଡି ପାଇଁ ଚର୍ଚ୍ଚାରେ ରହିଛନ୍ତି । ଖବର ମିଳିଛି ଫିଲ୍ମର ନିର୍ମାଣକୁ ନେଇ ଏବେ ନୂଆ ବିବାଦ ମୁଣ୍ଡ ଟେକିଛି । ହୁସୈନ୍ ଜୈଦୀଙ୍କ ବହି ମାଫିଆ କ୍ୱିନ୍ସ…

ମଧୁର ଭଣ୍ଡାରକର୍ ଆଣୁଛନ୍ତି ଇଣ୍ଡିଆ ଲକଡାଉନ୍ !

ମୁମ୍ବାଇ: କରୋନା ମାହାମାରୀରେ ଧ୍ୱସ୍ତ ହୋଇଥିଲା ବଲିଉଡ ଇଣ୍ଡଷ୍ଟ୍ରୀ । ଅନେକ ଖବର କାଗଜ ଓ ଟିଭି ଚ୍ୟାନେଲର ନ୍ୟୁଜ ଅନୁଯାୟୀ ପ୍ରାୟ ୮ହଜାର କୋଟିର କ୍ଷତି ସହିଥିଲା ବଲିଉଡ । ହେଲେ ଏବେ ପୁଣିଥରେ ବଲିଉଡ ଅଣ୍ଟା ସଳଖି ଛିଡା ହେବାକୁ ଚେଷ୍ଟା କରିଛି । ଅନେକ ନୂଆନୂଆ ଫିଲ୍ମ ସାମ୍ନାକୁ…

ଦ କପିଲ ଶର୍ମା ସୋ’ରୁ ଛୁଟି ନେବେ କମେଡି କିଙ୍ଗ କପିଲ୍

ମୁମ୍ବାଇ: କମେଡି କିଙ୍ଗ କପିଲଙ୍କୁ କିଏ ବା ନଜାଣେ । କମେଡି ସହ କପିଲ ଅଭିନୟ ଦୁନିଆରେ ବି ପ୍ରବେଶ କରିଛନ୍ତି । ଅଭିନୟ ଦୁନିଆରେ ତାଙ୍କର କ୍ୟାରିୟର ଏତେଟା ସଫଳ ହୋଇନଥିଲେ ବି କମେଡି ଦୁନିଆରେ କିନ୍ତୁ ସେ ଆଜି ବି ବାଦଶାହ । ଶୁଣିବାକୁ ମିଳିଛି କପିଲ ନିଜ ସୋରୁ କିଛି ସମୟ ପାଇଁ ଛୁଟି ନେବେ…

ସୈଫଙ୍କ ସହ ଅଭିନୟକୁ କାହିଁକି ମନା କଲେ ଆମିର ଖାନ ?

ମୁମ୍ବାଇ: ବହୁଦିନ ଧରି ଶୁଣିବାକୁ ମିଳିଥିଲା ଏକାଠି ଅଭିନୟ କରିବେ ସୈଫ ଅଲ୍ଲି ଖାନ ଓ ଆମିର ଖାନ । ଗୋଟିଏ ହିନ୍ଦୀ ରିମେକ ପ୍ରୋଜେକ୍ଟରେ ନଜର ଆସିବେ ଦୁଇ ସୁପରଷ୍ଟାର । ହେଲେ ଏବେ ଏହି ଖବରରେ ଯବନକା ପକାଇଛନ୍ତି ମିଷ୍ଟର ପରଫେକ୍ସନିଷ୍ଟ ଆମିର । କାହିଁକି ନା ଫିଲ୍ମରେ ଅଭିନୟ କରିବାକୁ ଆମିର…

ବଲିଉଡରେ ଡେବ୍ୟୁ କରିବେ ୟୁଟ୍ୟୁବର୍ କେରି ମିନାଟି

ମୁମ୍ବାଇ: ୟୁଟ୍ୟୁବର୍ କେରି ମିନାଟିଙ୍କ କଥା କିଏ ବା ନ ଜାଣେ । ଜଣେ ପ୍ରଖ୍ୟାତ ୟୁଟ୍ୟୁବର୍ ଭାବେ ସେ କେବଳ ଭାରତ ନୁହେଁ ବରଂ ବିଦେଶରେ ବି ବେଶ ଜଣାଶୁଣା । ସୋସିଆଲ ମିଡିଆରେ ସବୁବେଳେ ରୋକଠୋକ କଥା କହୁଥିବା କିମ୍ବା ଲୋକଙ୍କୁ ସମାଲୋଚନା କରୁଥିବା କେରି ମିନାଟି ଓରଫ ଅଜୟ ନାଗର ଖୁବଶୀଘ୍ର…

ଛୋଟ ପରଦାକୁ ଆସୁଛନ୍ତି ଛୋଟ ଯୀଶୁ

ମୁମ୍ବାଇ: ଛୋଟା ଭୀମ, ଲିଟିଲ୍ କ୍ରିଷ୍ଣା ଓ ଲିଟିଲ ସିଂଘମ୍ ପରେ ଏବେ ଲିଟିଲ ଯୀଶୁଙ୍କ ପାଳି । ଖୁବଶୀଘ୍ର ଛୋଟ ପରଦାକୁ ଆସିବ ସିରିଜ୍ ୟେଶୁ । ଆସନ୍ତା ସୋମବାରଠୁ ଏହି ସିରିଜ ଟିଭି ପରଦାରେ ପ୍ରସାରିତ ହେବ । ଏହି ସିରିଜରେ ଖ୍ରୀଷ୍ଟଧର୍ମର ପ୍ରବର୍ତ୍ତକ ଯୀଶୁଙ୍କର ବାଲ୍ୟଲୀଳା ଦେଖିବାକୁ ମିଳିବ…

ମାସ୍କ ପାଇଁ ଜେଲ ଗଲେ, ଅଟକିଲା ବିବାହ

ମୁମ୍ବାଇ: ମାସ୍କ ନପିନ୍ଧିବା ଜଣେ ଯୁବକଙ୍କୁ ମାତ୍ରାଧିକ ମହଙ୍ଗା ପଡିଛି । ଏପରିକି ଜେଲ ଯିବା ସହ ତାଙ୍କ ବିବାହ ବି ଅଟକିଥିଲା । ଏଭଳି ଏକ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଛି ମୁମ୍ବାଇ ସହର । ତେବେ ଘଟଣାଟା ପଢିବାକୁ ଯେତିକି ସାଧାରଣ ଲାଗୁଛି, ଏହା ପଛର କାରଣ ବି ସେତିକି ଚକିତକର ।…

ପରଦାକୁ ଆସୁଛି ଚେସ୍ କିଙ୍ଗ ବିଶ୍ୱନାଥନ ଆନନ୍ଦଙ୍କ ବାୟୋପିକ୍

ମୁମ୍ବାଇ: କିଛିଦିନ ପୂର୍ବରୁ ଚେସ୍ ଚାମ୍ପିୟନ୍ କ୍ୱିନ୍ ଗାମ୍ବିଟ ଉପରେ ଏକ ୱେବ୍ ସିରିଜ୍ ଓଟିଟି ପ୍ଲାଟଫର୍ମରେ ରିଲିଜ ହୋଇଥିଲା । ଏହି ୱେବ୍ ସିରିଜ ଅନେକ ଲୋକଙ୍କୁ ପ୍ରଭାବିତ କରିବାରେ ସଫଳ ହୋଇଥିଲା । ହେଲେ ଏବେ ହିନ୍ଦୀ ଭର୍ସନରେ ଏହିପରି ଏକ ୱେବ୍ ସିରିଜ ନିର୍ମାଣ ହେବାକୁ ଯାଉଛି ।…