Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ଦେଶ ଏବଂ ରାଜନୀତିରେ କ’ଣ ରହିପାରେ ପ୍ରଭାବ?

ଭୁବନେଶ୍ୱର: ଦ୍ରୌପଦୀ ମୁର୍ମୁ ଦେଶର ପଞ୍ଚଦଶ ରାଷ୍ଟ୍ରପତି । ୬୪ ବର୍ଷ ପାଦ ଥାପିବାର ପର ଦିନ (ଜୁନ ୨୧.୨୦୨୨) ବିଜେପି ନେତୃତ୍ୱାଧୀନ ଏନଡିଏ ତାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଥିଲା। ଯଦିଓ ନିର୍ବାଚନ ମୈଦାନରେ ପ୍ରାର୍ଥୀ ହୋଇଥିଲେ ଦ୍ରୌପଦୀ କିନ୍ତୁ ସେ ଦେଶର ରାଷ୍ଟ୍ରପତି…

ଆଜି ପୁଣି ଇଡିରେ ହାଜର ହେବେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ:  ଆଜି ପୁଣି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଇଡି କାର୍ଯ୍ୟାଳୟରେ ହାଜର ହେବେ ।  ସକାଳ ୧୧ଟା ୩୦ରେ ହାଜର ହେବେ ବୋଲି ଜଣାପଡ଼ିଛି । ତେବେ ଏହାକୁ ନେଇ କଂଗ୍ରେସ ପକ୍ଷରୁ ବିରୋଧ ଆରମ୍ଭ ହୋଇଛି ।  ସୋନିଆ ଇଡିରେ ହାଜର ହେବାକୁ ନେଇ କଂଗ୍ରେସ ପକ୍ଷରୁ କଡ଼ା ବିରୋଧ କରାଯାଇଛି । …

ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଗିରଫ ହେବା ଘଟଣା, ମମତା କହିଲେ ମୁଁ ମର୍ମାହତ

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ଶିକ୍ଷକ ଚାକିରି ଦୁର୍ନୀତି ଏବଂ ପୂର୍ବତନ ଶିକ୍ଷାମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଗିରଫଦାରୀରୁ ନିଜକୁ ଦୂରେଇ ରଖିବା ପରେ ଶେଷରେ ମୁହଁ ଖୋଲିଛନ୍ତି । ତାଙ୍କ ସହଯୋଗୀ ଏପରି ଏକ କାମ କରିବେ ବୋଲି ଜାଣି ସେ ମର୍ମାହତ ବୋଲି…

ଅଗଷ୍ଟ ୩ ଯାଏ ମମତାଙ୍କ ମନ୍ତ୍ରୀ ଓ ଅର୍ପିତା ଇଡି ହେପାଜତରେ ରହିବେ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଏବଂ ତାଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କୁ ଅଗଷ୍ଟ ୩ ପର୍ଯ୍ୟନ୍ତ ଇଡି ହେପାଜତକୁ ପଠାଇ ଦିଆଯାଇଛି। ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଉଭୟଙ୍କୁ ଜୁଲାଇ ୨୩ରେ ଇଡି ଗିରଫ କରିଥିଲା। ଶିକ୍ଷକ ଚାକିରି କରାଇଦେବା ନେଇ ଦୁର୍ନୀତି ସହ…

ଝାଡଖଣ୍ଡରେ ୧୬ ବିଜେପି ବିଧାୟକ ଆମ ସହ ରହିଛନ୍ତି: ଜେଏମଏମ୍

ରାଞ୍ଚି: ରାଷ୍ଟ୍ରପତି ନିର୍ବାଚନରେ ବିଜେପି ନେତୃତ୍ୱାଧୀନ ଏନଡିଏ ପ୍ରାର୍ଥୀଙ୍କୁ ୟୁପିଏର ଅଂଶୀଦାର ଦଳ ତଥା ଝାଡଖଣ୍ଡର ଶାସକ ଦଳ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ସମର୍ଥନ କରିବା ପରେ ଲାଗୁଥିଲା ଦଳ ବିଜେପି ଆଡକୁ ଢଳୁଛି । କିନ୍ତୁ ଏବେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଖୋଦ୍ ଶାସକ ଦଳ…

ଜାଣନ୍ତୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗାଡ଼ିରେ କ’ଣ ସବୁ ସୁବିଧା ରହିଛି ?

ନୂଆଦିଲ୍ଲୀ: ସ୍ୱାଧୀନ ଭାରତରେ ଜନ୍ମିତ ଦେଶର ପ୍ରଥମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ଦେଶର ପଞ୍ଚଦଶତମ ରାଷ୍ଟ୍ରପତି ଭାବେ ଦାୟିତ୍ୱ ନେଇଛନ୍ତି । ରାଷ୍ଟ୍ରପତି ଭାବେ ତାଙ୍କୁ ମିଳିଥିବା ସୁବିଧା ମଧ୍ୟରେ ଗାଡ଼ି ଅନ୍ୟତମ । କାରଣ ଦେଶର ପ୍ରଥମ ନାଗରିକଙ୍କ ଗାଡ଼ିରେ ନଥାଏ ନମ୍ବର ପ୍ଲେଟ୍ ।…

[ଦେଖନ୍ତୁ ଭିଡିଓ] ରାଷ୍ଟ୍ରପତି ଭାବେ ମିଳେ ଏହି ସବୁ ସୁବିଧା, ଦରମା ଏତିକି…

ନୂଆଦିଲ୍ଲୀ: ଦେଶର ପଞ୍ଚଦଶତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ମୟୂରଭଞ୍ଜର ଝିଅ ଦ୍ରୌପଦୀ ମୁର୍ମୁ ଆଦିବାସୀ ମହିଳା ଭାବେ ରାଷ୍ଟ୍ରପତି ହେବା ପରେ ସମସ୍ତଙ୍କ ମନରେ ଉତ୍ସାହ, ଉଦ୍ଦୀପନା । ସମସ୍ତେ ଜାଣବାକୁ ଆଗ୍ରହୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ…

‘ଭାରତରେ ଗରିବ ସ୍ୱପ୍ନ ବି ଦେଖିପାରେ , ତାକୁ ପୂରଣ ବି କରିପାରେ’ : ରାଷ୍ଟ୍ରପତି ଦୌପଦୀ ମୁର୍ମୁ

ଦିଲ୍ଲୀ: ୧୫ତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବା ପରେ ସଂସଦ ଭବନର ସେଣ୍ଟ୍ରାଲ ହଲରୁ ସାରା ଦେଶକୁ ସମ୍ବୋଧନ କରିଛନ୍ତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ଭାରତ ବର୍ଷରେ ଗଣତନ୍ତ୍ରର ମହତ୍ୱ ଓ ଜଣେ ଗରୀବର ଜୀବନ ଉପରେ ଆଲୋକପାତ କରିଛନ୍ତି ଦୌପଦୀ ମୁର୍ମୁ । ସେ ଓଡିଶାର ଯେଉଁ ଏକ ଛୋଟ…

ମୋ ଜୀବନେ ପଛେ ନର୍କେ ପଡ଼ିଥାଉ ଜଗତ ଉଦ୍ଧାର ହେଉ: ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଶ୍ରୀମତୀ ଦ୍ରୈାପଦୀ ମୁର୍ମୁ । ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏ.ଭି.ରମଣା, ଦ୍ରୌପଦୀ ମୁର୍ମୁ ଙ୍କୁ ୧୫ତମ ରାଷ୍ଟ୍ରପତି ଭାବରେ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଶପଥ ଗ୍ରହଣ ପରେ ରାଷ୍ଟ୍ରପତି ଶ୍ରୀମତୀ…

ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ମୋଦୀଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ

ନୂୂଆଦିଲ୍ଲୀ: ରବିବାର ବିଜେପି ଦିଲ୍ଲୀ ମୁଖ୍ୟାଳୟରେ ଏକ ବୈଠକ ବସିଥିଲା। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଦଳର ସଭାପତି ଜେପି ନଡ୍ଡା ଏବଂ ସାଧାରଣ ସମ୍ପାଦକ ବିଏଲ ସନ୍ତୋଷ ଏବଂ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ ଯୋଗ ଦେଇଥିଲେ। ଚାରି ଘଣ୍ଟାରୁ…