Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଅଷ୍ଟ୍ରେଲିଆରେ ମାନସିକ ରୋଗୀଙ୍କ ଚିକିତ୍ସାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି ଭାରତର ଗାଈ

କୁଇନ୍ସଲାଣ୍ଡ: ଅଷ୍ଟ୍ରେଲିଆରେ ମାନସିକ ରୋଗୀଙ୍କ ଚିକିତ୍ସାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି ଭାରତର ଗାଈ ଏବଂ କାଓ ଥେରାପୀ । ନର୍ଥ କୁଇନ୍ସଲାଣ୍ଡରେ କାଓ କଡଲିଙ୍ଗ କେନ୍ଦ୍ରର ସ୍ଥାପନା କରାଯାଇଛି । ଏଠାରେ ମାନସିକ ରୋଗୀ ଆସି ଗାଈଙ୍କ ସହ ସମୟ କାଟୁଛନ୍ତି । ଆଉଁସିବା,…

ପୁଞ୍ଜପତି ବନ୍ଧୁଙ୍କୁ ସହଯୋଗ କରୁଛନ୍ତି ମୋଦୀ , ସିବିଆଇ ଏବଂ ଇଡି ତଦନ୍ତ ଦାବି କଲା ଆପ୍ ।

ଭୁବନେଶ୍ୱର : ଦିଲ୍ଲୀରେ ଅପରେସନ ଲୋଟସ୍ ଫେଲ ହେବା ପରେ ବିଜେପିକୁ ସିରିଏଲ୍ କିଲର କହିଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ  ।ଏହାପରେ ଆଜି ପ୍ରେସ ମିଟ କରି ରାଜ୍ୟ ଆପ୍ ସଭାପତି ନିଶିକାନ୍ତ ମହାପାତ୍ର ବିଜେପି ସରକାର ଓ ମୋଦୀ ସରକାରଙ୍କ ଉପରେ ଅନେକ ଅଭିଯୋଗ ଲଗାଇଛନ୍ତି  । ଆପ୍…

ଗୁଜରାଟ ଦଙ୍ଗା ସହ ଜଡିତ ସମସ୍ତ କେସକୁ ବନ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଗୁଜରାଟ ଦଙ୍ଗା ସହିତ ଜଡିତ ସମସ୍ତ ମାମଲାକୁ ଆଜି ସୁପ୍ରିମକୋର୍ଟ ବନ୍ଦ କରି ଦେଇଛନ୍ତ । ବାବ୍ରି ମସଜିଦ ଭଙ୍ଗ ଏବଂ ଗୁଜରାଟ ଦଙ୍ଗା କେସ ବନ୍ଦ ହେବା ପରୋକ୍ଷରେ ବିଜେପିକୁ ଆଶ୍ୱସ୍ତି ପ୍ରଦାନ କରିଛି । ଗୁଜରାଟ ଦଙ୍ଗାର ୯ଟି ମାମଲାରୁ ୮ଟିର ଶୁଣାଣୀ ଶେଷ ହୋଇଛି । ନାରୋଦା ମାମଲାର…

ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଜନ କଲ୍ୟାଣକାରୀ ନେତୃତ୍ୱକୁ ପୁଣିଥରେ ମିଳିଛି ଜାତୀୟ ସ୍ତରର ସ୍ୱୀକୃତି । ନୂଆଦିଲ୍ଲୀର ସମ୍ମାନଜନକ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀ…

ମହଙ୍ଗା ପଡ଼ିଲା ଦୁଇ ବର୍ଷ ତଳର ଟ୍ୱିଟ୍: କମଲ୍ ଆର ଖାନ୍ ଗିରଫ

ମୁମ୍ବାଇ: ବଲିଉଡ ଏବଂ ସେଲିବ୍ରେଟମାନଙ୍କ ଉପରେ ନିଜର ମନ୍ତବ୍ୟ ପାଇଁ ଚର୍ଚ୍ଚା ରହୁଥିବା କମଲ୍ ଆର୍ ଖାନ୍ (କେଆରକେ) ଗିରଫ। ସେ ଏକ ଟ୍ୱିଟ୍ କରିଥିଲେ। ଏହି ଟ୍ୱିଟକୁ ଆଧାର କରି ପୋଲିସ ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । 2020ରେ କେଆରକେ ଏହି ବିବାଦୀୟ ଟ୍ୱିଟ୍ କରିଥିଲେ। ଯାହାକୁ ନେଇ…

ବିହାରରେ  ବିଜେପିର ମିଶନ 35 ସଫଳ ହେବ କି?

ବିହାରରେ ବିଜେପି ଏବେ ବିରୋଧୀ ଦଳର ଭୂମିକାରେ ରହିଛି । ତେବେ ଗୃହମନ୍ତ୍ରୀ ଅମିତ ଶାହ ବିହାରରେ 2024 ନିର୍ବାଚନ ପାଇଁ ମିଶନ 35 ଟାର୍ଗେଟ ଦେଇଛନ୍ତି । ଅମିତ ଶାହଙ୍କ ଟାର୍ଗେଟ ପୂରଣ କରିବା ପାଇଁ ବିଜେପି ନେତାମାନେ ଏବେ ବିହାରରେ କସରତ ଆରମ୍ଭ କରିଦେଇଛନ୍ତି । ବିଜେପିକୁ ବାଏ ବାଏ କହି…

ପରଲୋକରେ ଅର୍ଥନୀତିଜ୍ଞ ଅଭିଜିତ ସେନ୍

ନୂଆଦିଲ୍ଲୀ: ଯୋଜନା ଆୟୋଗର ପୂର୍ବତନ ସଦସ୍ୟ ତଥା ଗ୍ରାମୀଣ ଅର୍ଥନୀତି ଉପରେ ଦକ୍ଷତା ରଖିଥିବା ଦେଶର ଅନ୍ୟତମ ଅର୍ଥନୀତି ବିଶେଷଜ୍ଞ ଅଭିଜିତ୍ ସେନଙ୍କର ପରଲୋକ ହୋଇଛି। ସୋମବାର ରାତିରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ  ୭୨ ବର୍ଷ ହୋଇଥିଲା। ଗତକାଲି ରାତି ପ୍ରାୟ ୧୧ ଟା…

ରାହୁଲ ଗାନ୍ଧୀ ଧାରଣା ଦେବାକୁ ଫିଟ୍: ଆଜାଦ

ନୂଆଦିଲ୍ଲୀ: କଂଗ୍ରେସରୁ ଇସ୍ତଫା ଦେବା ପରେ ଗୁଲାମ ନବୀ ଆଜାଦ୍ ଏବେ ନିଜ ବୟାନ ପାଇଁ ଶିରୋନାମାରେ ରହିଛନ୍ତି। ବିନା କୌଣସି ଚାପରେ ସେ ଏବେ 'ଆଜାଦ' ହୋଇ ନିଜର ପୂର୍ବତନ ଦଳର ନେତାଙ୍କ ବିରୋଧରେ ବୟାନ ରଖୁଛନ୍ତି। ଆଉ ଯଦି ଏହି କଥା ସତ ହୋଇଥିବ ତାହାଲେ କଂଗ୍ରେସ ଆଗକୁ ବଢିବା କାଠିକର…

ଦିଲ୍ଲୀରେ ଆପ୍- ବିଜେପି କଳି ଛିଣ୍ଡୁନି

ନୂଆଦିଲ୍ଲୀ: ଦିଲ୍ଲୀରେ ଆପ ଏବଂ ବିଜେପି ମଧ୍ୟରେ ବିବାଦ ବଢ଼ିଆାରେ ଲାଗିଛି । ମନିଷ ଶିସୋଦିଆଙ୍କ ବିରୋଧରେ ସିବିଆଇ ତଦନ୍ତ ଆଦେଶ ଦେଇଥିବା ଏଲଜି ଭିକେ ସାକ୍ସେନାଙ୍କ ବିରୋଧରେ ସିବିଆଇ ତଦନ୍ତ କରିବାକୁ ଆପ ଦାବି କରିଛି । ବିଧାନସଭାରେ ଆପ୍ ସଂଖ୍ୟା ଗରିଷ୍ଠ ପ୍ରମାଣ ଦେବାପାଇଁ ସ୍ବତନ୍ତ୍ର…

ଦେଶରେ ବଢ଼ୁଛି ଆତ୍ମହତ୍ୟା: ଆଗରେ ଦିନ ମଜୁରିଆ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଦେଶରେ ଆତ୍ମହତ୍ୟା ମାମଲା ଆକସ୍ମିକ ଭାବେ ବଢି ଚାଲିଛି। ନ୍ୟାସନାଲ କ୍ରାଇମ ରେକର୍ଡ ବ୍ୟୁରୋ (ଏନସିଆରବି) ରିପୋର୍ଟ ଏଭଳି କିଛି ତଥ୍ୟ ପ୍ରଦାନ କରିଛି। ଆଉ ସର୍ବାଧିକ ଆତ୍ମହତ୍ୟା କରିଥିବା ବର୍ଗରେ ଦିନ ମଜୁରିଆ ଅଧିକ ରହିଛନ୍ତି। କରୋନା ପରେ ଦରଦାମ ବଢ଼ିବା, ଆୟ…