Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଇତିହାସ ପାଲଟିବ ଭିସ୍ତାରା, ଆଜି ଶେଷ ଉଡାଣ

ନୂଆଦିଲ୍ଲୀ: ଭିସ୍ତାରା ଏୟାରଲାଇନ୍ସ ସୋମବାର ଦିନ ଏହାର ଶେଷ ଉଡ଼ାଣ ଭରିବ। ମଙ୍ଗଳବାର ଠାରୁ ଏହାର ମିଶ୍ରଣ ଏୟାର ଇଣ୍ଡିଆ ଗ୍ରୁପ ସହ ହୋଇଯିବ। ଟାଟା ଗ୍ରୁପ୍ ଏବଂ ସିଙ୍ଗାପୁର ଏୟାରଲାଇନ୍ସର ମିଳିତ ଉଦ୍ୟମରେ ଭିସ୍ତାରା ପରିଚାଳିତ ହେଉଥିଲା। ବର୍ତ୍ତମାନ ଏୟାର ଇଣ୍ଡିଆ ସହିତ ମିଶ୍ରଣ ପରେ…

ସାବଧାନ୍! ତୃତୀୟ ବିଶ୍ବଯୁଦ୍ଧ ଆଶଙ୍କା, କାହିଁକି ଏମିତି କହିଲେ ମୋହନ….

ନୂଆଦିଲ୍ଲୀ: ତୃତୀୟ ବିଶ୍ବଯୁଦ୍ଧ ବିପଦ ଘନେଇ ଆସୁଛି । ଗରିବଙ୍କ ପାଖରେ ବିଜ୍ଞାନ ନୁହେଁ ଦେଶକୁ ଧ୍ବଂସ କରିବା ଭଳି ଅସ୍ତ୍ରଶସ୍ତ୍ର ପହଞ୍ଚୁଛି । ଯାହା ଆଗାମୀ ଦିନରେ ପୁଣି ଆଉ ଏକ ବିଶ୍ବଯୁଦ୍ଧ ପରିସ୍ଥିତି ସୃଷ୍ଟି କରିବ । ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆରଏସଏସ) ମୁଖ୍ୟ ମୋହନ ଭାଗବତ ଏବେ…

ବଜାରରୁ ଆଣୁଥିବା କ୍ଷୀର ଶୁଦ୍ଧ ନା ମିଶ୍ରିତ: ମାତ୍ର ୧୦ ସେକେଣ୍ଡରେ ଚିହ୍ନଟ କରିବ ମିଲ୍କ୍ କିଟ୍

ନୂଆଦିଲ୍ଲୀ: ଆଜିକାଲି ସବୁ ଜିନିଷ ଅପମିଶ୍ରଣ ବା ଭେଜାଲ ହେଉଛି। ବିଶେଷକରି ଖାଦ୍ୟପଦାର୍ଥରେ ଅଧିକ ଭେଜାଲ ହେଉଛି। ଅଧିକାଂଷ କ୍ଷୀରରେ ଏହି ଅପମିଶ୍ରଣ ହେଉଛି। ପୂର୍ବରୁ ଏଥିରେ କେବଳ ଜଳ ମିଶାଯାଉଥିଲା, କିନ୍ତୁ ବର୍ତ୍ତମାନ କିଛି ଲୋକ ଏଥିରେ ଅନେକ ପ୍ରକାରର ରାସାୟନିକ ପଦାର୍ଥ ମିଶାଇବା ଆରମ୍ଭ…

ପୁଣି ଟ୍ରେନ୍ ଦୁର୍ଘଟଣା ଘଟାଇବାକୁ ବଡ ଷଡ଼ଯନ୍ତ୍ର…

ପାଟନା: ଲଗାତାର କିଛି ଦିନ ହେବ ଦେଶର ବିଭିନ୍ନ ସ୍ଥାନରେ ଟ୍ରେନ୍ ଦୁର୍ଘଟଣା ଘଟାଇବା ପାଇଁ ଷଡଯନ୍ତ୍ର କରାଯାଉଥିବା ଖବର ସାମ୍ନାକୁ ଆସୁଛି । ବର୍ତ୍ତମାନ ବିହାର ଏବଂ ଉତ୍ତରପ୍ରଦେଶର ସୀମାରେ ସମାନ ଘଟଣା ଦେଖିବାକୁ ମିଳିଛି । ଏଠାରେ ଟ୍ରେନ୍ ଦୁର୍ଘଟଣା ଘଟାଇବା ପାଇଁ ଏକ ଷଡଯନ୍ତ୍ର…

ପୁଅରୁ ଝିଅ ହେଲେ ପୂର୍ବତନ କ୍ରିକେଟରଙ୍କ ସନ୍ତାନ… 

ନୂଆଦିଲ୍ଲୀ: ପୁଅରୁ ଝିଅ ହେଲେ ପୂର୍ବତନ କ୍ରିକେଟରଙ୍କ ସନ୍ତାନ। ପୂର୍ବତନ ଭାରତୀୟ କ୍ରିକେଟର ସଞ୍ଜୟ ବଙ୍ଗରଙ୍କ ପୁଅ ଆର୍ଯ୍ୟନଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ ଭାଇରାଲ ହେଉଛି। ଯେଉଁଥିରେ ତାଙ୍କର ହରମୋନ୍ ପରିବର୍ତ୍ତନର କାହାଣୀ କୁହାଯାଇଛି। ଭିଡିଓରେ ଦର୍ଶାଯାଇଛି ଯେ ୧୦ ମାସ…

ଝାଡଖଣ୍ଡ ପ୍ରଚାର ମଇଦାନରେ ରଣହୁଙ୍କାର ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଝାଡଖଣ୍ଡ ପ୍ରଚାର ମଇଦାନରେ ରଣହୁଙ୍କାର ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଗକୁ ଝାଡଖଣ୍ଡ ନିର୍ବାଚନ ଥିବା ବେଳେ ମୁଖ୍ୟମନ୍ତ୍ରୀ ଆଜି ପ୍ରଚାର ମଇଦାନରେ ବିଜେପି ପାର୍ଥୀଙ୍କ ପାଇଁ ଭୋଟ ଅପିଲ୍ କରିବେ । ଏଥିପାଇଁ ଆଜି ଦିନିକିଆ ଝାଡଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ।  …

ବିଜେପିର ପାଓ୍ବାର ଶୋ: ମହାରାଷ୍ଟ୍ର ଖବରକାଗଜରେ ମୋଦିଙ୍କ ‘ଏକ ହେ ତୋ, ସେଫ ହେ’ ସ୍ଲୋଗାନ୍

ମୁମ୍ବାଇ: ମହାରାଷ୍ଟ୍ର ରାଜନୀତିରେ ମୋଦିଙ୍କ ପାଓ୍ବାର ଶୋ । ଖବରକାଗଜରେ ବଡ ବଡ ଅକ୍ଷରରେ ବିଜ୍ଞାପନରେ ଝଲସିଲା ମୋଦିଙ୍କ ‘ଏକ ହେ ତୋ, ସେଫ ହେ’ ସ୍ଲୋଗାନ୍ । ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ କଟାକ୍ଷ କରିବା ପାଇଁ ଏହି ସ୍ଲୋଗାନ୍ ଦେଇଥିଲେ । କଂଗ୍ରେସ ପଛୁଆ ବର୍ଗ…

ଆଜିଠୁ ଦେଶର ପ୍ରଧାନ ବିଚାରପତି ଜଷ୍ଟିସ ସଂଜୀବ ଖାନ୍ନା

ନୂଆଦିଲ୍ଲୀ: ଆଜିଠୁ ଦେଶର ପ୍ରଧାନ ବିଚାରପତି ଜଷ୍ଟିସ୍ ସଂଜୀବ ଖାନ୍ନା । ସୁପ୍ରିମକୋର୍ଟର ୫୧ ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ ସଂଜୀବ ଖାନ୍ନା। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଙ୍କୁ ଆଜି ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।…

ପୁଟିନଙ୍କୁ ଟ୍ରମ୍ପ କହିଲେ ଯୁଦ୍ଧ ବନ୍ଦ କର!

ନୂଆଦିଲ୍ଲୀ: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଋଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଫୋନରେ କଥା ହୋଇଛନ୍ତି । ଏହି ସମୟ ମଧ୍ୟରେ, ୟୁକ୍ରେନରେ ଚାଲିଥିବା ଯୁଦ୍ଧ ଏବଂ ଅନ୍ୟାନ୍ୟ ବିଶ୍ୱସ୍ତରୀୟ ପ୍ରସଙ୍ଗକୁ ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଛି । 'ୱାଶିଂଟନ୍…

ଦେଶର ପ୍ରଧାନ ବିଚାରପତି ଭାବେ ଆଜି ଶପଥ ନେବେ ଜଷ୍ଟିସ୍‌ ଖାନ୍ନା

ନୂଆଦିଲ୍ଲୀ: ଆଜି ଭାରତର ୫୧ତମ ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ୍ ସଞ୍ଜୀବ ଖାନ୍ନା । ରାଷ୍ଟ୍ରପତି ଭବନରେ ଦିନ ୧୦ଟା ସମୟରେ ଶପଥ ନେବେ ଜଷ୍ଟିସ୍ ଖାନ୍ନା । ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଷ୍ଟ୍ରପତି ଦ୍ରୌପଦୀ…