Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଖୋଲିଲା ରହସ୍ୟ, ବିନା ଡକ୍ୟୁମେଣ୍ଟରେ ବେଆଇନ ଭାବେ ଆସିଛନ୍ତି ଯୁବତୀ ଜଣଙ୍କ

କଟକ: ଖୋଲିଲା ବାଂଲାଦେଶରୁ ଓଡ଼ିଶାକୁ ଯୁବତୀ ଚାଲାଣର ରହସ୍ୟ । କଟକରୁ ବାଂଲାଦେଶୀ ଯୁବତୀ ଉଦ୍ଧାର ଘଟଣାର ପର୍ଦ୍ଦାଫାସ କରିଛନ୍ତି ଡିସିପି । ବିନା ଡକ୍ୟୁମେଣ୍ଟରେ ବେଆଇନ ଭାବେ ଯୁବତୀ ଜଣଙ୍କ ଆସିଛନ୍ତି ବୋଲି କହିଛନ୍ତି ଡିସିପି । ତେବେ ଏନେଇ ବାଂଲାଦେଶ ଏମ୍ବାସୀକୁ ସରକାରୀ ସ୍ତରରେ ଜଣାଯିବ ।…

‘ଯୁବବର୍ଗଙ୍କ ପ୍ରାଣରେ ଅନୁଶାସନ, ନେତୃତ୍ଵ ଓ ସେବା ଭାବନା ଭରିଥାଏ ଏନସିସି’

ନୂଆଦିଲ୍ଲୀ: ୧୧୬ ତମ ‘ମନ୍ କି ବାତ’ରେ ଦେଶବାସୀଙ୍କୁ ଆଜି ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତୃତୀୟ ପାଳିର ଏହା ହେଉଛି ମୋଦୀଙ୍କ ଷଷ୍ଠ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମ । ଆଜିର ରେଡିଓ କାର୍ଯ୍ୟକ୍ରମରେ ଆଜି ଦେଶବାସୀଙ୍କୁ ନିଜ ମନର କଥା କହିଛନ୍ତି ପ୍ରଧାନମନ୍ତ୍ରୀ…

ଖାତାକୁ ଗଲା ସୁଭଦ୍ରାର ତୃତୀୟ ଦଫା ଟଙ୍କା

ସୁନ୍ଦରଗଡ: ପୁଣି ଖାତାକୁ ଗଲା ସୁଭଦ୍ରାର କିସ୍ତି । ବାଦ୍ ପଡିଥିବା ଯୋଗ୍ୟ ଆଉ ୨୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଆଜି ୫ ହଜାର ଟଙ୍କା ସୁଭଦ୍ରା ଟଙ୍କା ଚଢିଛି । ସୁଭଦ୍ରା ପ୍ରଥମ କିସ୍ତିର ତୃତୀୟ ଦଫା ଟଙ୍କା ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଆକାଉଣ୍ଟକୁ ସୁନ୍ଦରଗଡରେ ଆୟୋଜିତ…

ଫଲୋଅର୍ସ ୫୦ ଲକ୍ଷରୁ ଅଧିକ, ମାତ୍ର ୧୫୫ରେ ହାରିଲେ ନିର୍ବାଚନ

ମୁମ୍ବାଇ: ସିନେ ଜଗତରେ ନିଜର ଛାପ ଛାଡିବା ପରେ ଅନେକ ଅଭିନେତା ଏବଂ ଅଭିନେତ୍ରୀ ରାଜନୀତିରେ ପାଦ ଥାପିଛନ୍ତି । କେତେକ ରାଜନୀତି କ୍ଷେତ୍ରରେ ଭଲ ପ୍ରଦର୍ଶନ କରିଥିବା ବେଳେ ଆଉ କେତେକଙ୍କ ଲୋକପ୍ରିୟତା ରାଜନୀତିରେ ଫେଲ୍ ମାରିଛି । ସେହିଭଳି ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି ମହାରାଷ୍ଟ୍ର…

ଆସନ୍ତାବର୍ଷ ସୁଦ୍ଧା ରାଜନୀତିରେ ପଶିବେ ୧ ଲକ୍ଷରୁ ଅଧିକ ଯୁବବର୍ଗ: ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ମନ କି ବାତ୍ କାର୍ଯ୍ୟକ୍ରମର ୧୧୬ ତମ ସଂସ୍କରଣରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। କାର୍ଯ୍ୟକ୍ରମ ଆରମ୍ଭରୁ ମୋଦୀ ପ୍ରଥମେ ଦେଶବାସୀଙ୍କୁ ଏନସିସି ଦିବସର ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି,“ ଆଜି ଏକ ବଡ ଦିନ । ଆଜି ଏନସିସି…

ଜାନୁଆରୀ ୩୧ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା: ଆଇନ ମନ୍ତ୍ରୀ

ପୁରୀ: ଜାନୁଆରୀ ୩୧ ସୁଦ୍ଧା ରତ୍ନଭଣ୍ଡାର ମରାମତି କାମ ସରିବା ସହ ସରିବ ଗଣତି ମଣତି ପ୍ରକ୍ରିୟା । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଜିପିଏସ୍ ରିପୋର୍ଟରେ ଅନ୍ୟ କିଛି ସୁଡ଼ଙ୍ଗ ନଥିବା ନେଇ ସ୍ପଷ୍ଟ ହୋଇଛି । ସେହିପରି ଧାତବ ଦ୍ରବ୍ୟ ଥିବା ନେଇ ଯେଉଁ ପରିକଳ୍ପନା…

ଆତ୍ମହତ୍ୟା ବୃଦ୍ଧି କରୁଛି ଜଳବାୟୁ ପରିବର୍ତ୍ତନ!

ଭୁବନେଶ୍ବର: ପରିବେଶ ମଣିଷକୁ ସୃଷ୍ଟିକରେ, ଶିଶୁଟିଏ ପରି ଲାଳନପାଳନ କରି, ତାକୁ ବଞ୍ଚିବା ପାଇଁ ଏକ ସୁସ୍ଥ ବାତାବରଣ ପ୍ରଦାନ କରିଥାଏ । ଆଉ ଏକ ସୁସ୍ଥ ପରିବେଶ ପାଇଁ ଜଳବାୟୁ ପରିବର୍ତ୍ତନ ଭୂମିକା ଗୁରୁତ୍ବପୂର୍ଣ୍ଣ । କିନ୍ତୁ ଏବେ ଲାଳିତପାଳିତ ହେଉଥିବା ଶିଶୁଟିର ଅତ୍ୟାଧୁନିକ ଜୀବନଶୈଳୀ…

ସରିଲା ବାଲିଯାତ୍ରା, ଅସମ୍ଭାଳ ଭିଡକୁ ୨୫୦ କୋଟି ଟପିଲା ଏଥର ବେପାର

କଟକ: ସରିଛି ଐତିହାସିକ କଟକ ବାଲିଯାତ୍ରା । ଶନିବାର ଏସିଆର ସର୍ବବୃହତ୍‌ ମୁକ୍ତାକାଶ ବାଣିଜ୍ୟ ମେଳା କଟକ ବାଲିଯାତ୍ରା ଶେଷ ହୋଇଥିବା ବେଳେ, ଶେଷ ଦିନରେ ଛାତି ପିଟାପିଟି ଭିଡ ଦେଖିବାକୁ ମିଳିଥିଲା । ପାଖାପାଖି ୧୩ ଲକ୍ଷରୁ ଅଧିକ ଜନ ସମାଗମ ହୋଇଥିବା ବେଳେ ପୋଲିସଙ୍କ ନିୟନ୍ତ୍ରଣ ବାହାରେ…

ଶାହି ଜାମା ମସଜିଦର ସର୍ଭେ କାର୍ଯ୍ୟକୁ ବିରୋଧ, ପୋଲିସର ଲାଠି ଚାର୍ଜ

ଲକ୍ଷ୍ନୌ: ଆଜିଠାରୁ ପୁଣି ଆରମ୍ଭ ହୋଇଛି ଉତ୍ତରପ୍ରଦେଶର ସମ୍ଭଲ ଜିଲ୍ଲାର ଶାହି ଜାମା ମସଜିଦର ସର୍ଭେ । ଉଭୟ ପକ୍ଷର ଉପସ୍ଥିତିରେ ଏହି ସର୍ଭେ କରାଯାଇଛି । ଏହି ସମୟରେ ସର୍ଭେକୁ ବିରୋଧ କରିଥିଲେ କିଛି ବିକ୍ଷୋଭକାରୀ । ପୋଲିସ ବିରୋଧ କରିବାରୁ ପୋଲିସ ଉପରକୁ ଢେଲା ପଥର ଫିଙ୍ଗିଥିଲେ…

ଶୋଚନୀୟ ପରାଜୟ ପରେ ଇଭିଏମକୁ ଦୋଷ ଦେଲେ ଉଦ୍ଧବ ଠାକରେ

ନୂଆଦିଲ୍ଲୀ : ମହାରାଷ୍ଟ୍ର ନିର୍ବାଚନରେ ଶୋଚନୀୟ ପରାଜୟ ପାଇଁ ଇଭିଏମକୁ ଦୋଷ ଦେଇଛନ୍ତି ଶିବସେନା ନେତା ଉଦ୍ଧବ ଠାକରେ। ମହାରାଷ୍ଟ୍ର ନିର୍ବାଚନରେ ମହାୟୁତିକୁ ୨୩୬ ଆସନ ଓ ମହା ବିକାଶ ଅଘାଡିକୁ ୪୮ ଆସନ ମିଳିଛି। ସେ କହିଛନ୍ତି, ଏହି ଫଳାଫଳ ଅସ୍ବାଭାବିକ। ମୁଁ ଭାବୁନାହିଁ ଯେ ମୋ ମହାରାଷ୍ଟ୍ର…