Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଆକ୍ସନ ମୁଡ୍‌ରେ ବିଜେପି: ୪୦ ବିଦ୍ରୋହୀଙ୍କୁ ଦଳରୁ ବହିଷ୍କାର

ମୁମ୍ବାଇ: ପାଖେଇ ଆସୁଛି ମହାରାଷ୍ଟ୍ର ନିର୍ବାଚନ। ହେଲେ ନିର୍ବାଚନ ପୂର୍ବରୁ ବିଜେପିର ବଡ଼ କାର୍ଯ୍ୟାନୁଷ୍ଠାନ। ୩୭ଟି ଆସନରେ ବିଦ୍ରୋହ କରିଥିବା ୪୦ବିଦ୍ରୋହୀଙ୍କ ବିରୋଧରେ ବିଜେପି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବିଜେପି ଏହି ବିଦ୍ରୋହୀମାନଙ୍କୁ ଦଳରୁ ବହିଷ୍କାର କରିଛି। ଏହାପୂର୍ବରୁ…

ହ୍ୱାଇଟ୍ ହାଉସ୍ ରେସ: ଗଣତି ଜାରି, ମ୍ୟାଜିକ୍ ନମ୍ବର ମୁହାଁ ରିପବ୍ଲିକାନ୍ ପାର୍ଟି

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ନେଇ ବଢୁଛି ଉତ୍କଣ୍ଠା। କିଏ ଯିବେ ହ୍ୱାଇଟ ହାଉସ। ଆମେରିକା କ୍ଷମତା ଲଢ଼େଇରେ କିଏ ବାଜି ମାରିବ ? ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଉପରେ ସାରା ବିଶ୍ବର ନଜର । ଗୋଟିଏପଟେ କିଛି ଅଞ୍ଚଳରେ ଏବେବି ନିର୍ବାଚନ ଜାରି ରହିଥିବା ବେଳେ ଅନ୍ୟପଟେ…

କିଏ ମାରିବ ବାଜି: ଜନ୍ମମାଟିରେ କମଳାଙ୍କ ପାଇଁ ପୂଜାର୍ଚ୍ଚନା

ଥିରୁବନ୍ତପୁରମ୍: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ କିଏ ମାରିବ ବାଜି ? ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ନେଇ ବଢୁଛି ଉତ୍କଣ୍ଠା । ଏବେ ବି ଚାଲିଛି କିଛି ସ୍ଥାନରେ ଭୋଟିଂ । ଡୋନାଲ୍ଡ ଟ୍ରମ୍ଫ- କମଳା ହାରିସଙ୍କ ମଧ୍ୟରେ କଡ଼ା ଟକ୍କର ହୋଇଥିବା ସୂଚନା ମିଳିଛି । ଚାଲିଛି ଏଗଜିଟ୍ ପୋଲ ।…

ପରଲୋକରେ ଲୋକ ଗାୟିକା ଶାରଦା ସିହ୍ନା, ଛଟ୍ ପୂଜା ଗୀତ ଗାଇ ହୋଇଥିଲେ ପ୍ରସିଦ୍ଧ

ନୂଆଦିଲ୍ଲୀ: ଜୀବନ ଯୁଦ୍ଧରେ ହାରିଗଲେ ପ୍ରସିଦ୍ଧ ଲୋକଗୀତ ଗାୟିକା ଶାରଦା ସିହ୍ନା । ଦିଲ୍ଲୀ ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ଶାରଦା । ଅଚାନକ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଭେଣ୍ଟିଭେଟରରେ ରଖାଯାଇଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୭୨…

ଆମେରିକା ହ୍ୟୁଷ୍ଟନରେ ଇସ୍କନର ରଥଯାତ୍ରା ବାତିଲ

ଭୁବନେଶ୍ୱର: ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ବୟାନ ପରେ ଅଦିନିଆ ରଥଯାତ୍ରାରୁ ଓହରିଲା ଇସ୍କନ।  ଆସନ୍ତା ୯ ତାରିଖରେ ଆମେରିକା ହ୍ୟୁଷ୍ଟନ୍‌ରେ ହେବନି ଇସ୍କନ ରଥଯାତ୍ରା। ଓଡ଼ିଆ ଶ୍ରଦ୍ଧାଳୁଙ୍କ ଭାବାବେଗକୁ ବିଚାର କରି ଇସ୍କନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ରଥଯାତ୍ରା ବଦଳରେ ସେଦିନ ଗୌର…

ନଭେମ୍ବର ୨୫ରୁ ଆରମ୍ଭ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ: ସଂସଦର ଶୀତ ଅଧିବେଶନ ନଭେମ୍ବର ୨୫ରୁ ଆରମ୍ଭ ହେବ। ଏନେଇ ମଙ୍ଗଳବାର ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ କିରନ ରିଜିଜୁ। ନଭେମ୍ବର ୨୫ରୁ ଆରମ୍ଭ ହେବାକୁ ଥିବା ଏହି ଅଧିବେଶନ ଡିସେମ୍ବର ୨୦ରେ ଶେଷ ହେବ। ସେ କହିଛନ୍ତି ଯେ ରାଷ୍ଟ୍ରପତି ଭାରତ ସରକାରଙ୍କ ସୁପାରିଶ କ୍ରମେ…

ସ୍ପେନରେ ଭୟଙ୍କର ବନ୍ୟା, ସ୍ଥିତି ପରଖିବାକୁ ଆସିଥିବା ରାଜା-ରାଣୀଙ୍କୁ କାଦୁଅ ଫୋପାଡିଲେ… 

ମାଦ୍ରିଦ: ସ୍ପେନରେ ଭୟଙ୍କର ବନ୍ୟାରେ ବର୍ତ୍ତମାନ ପର୍ଯ୍ୟନ୍ତ ୨୧୦ରୁ ଅଧିକ ଲୋକ ପ୍ରାଣ ହରାଇଥିବାବେଳେ ଶହଶହ ଲୋକ ନିଖୋଜ ହୋଇଯାଇଛନ୍ତି। ଗତ ରବିବାର ଦିନ ସ୍ପେନର ଷଷ୍ଠ ରାଜା ଫେଲିପ, ରାଣୀ ଲେଟିଜିଆ ଏବଂ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ପାୟାପୋର୍ଟର କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ…

ଓଡ଼ିଶାର ପର୍ଯ୍ୟଟନକୁ ପ୍ରୋତ୍ସାହନ ପାଇଁ ୟୁକେସ୍ଥିତ ଭାରତୀୟ ହାଇ-କମିଶନରଙ୍କୁ ସାକ୍ଷାତ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରକୁ ଅଧିକ ବିକଶିତ କରିବା ଦିଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ୟୁନାଇଟେଡ୍‌ କିଙ୍ଗଡ଼ମ୍‌ ଗସ୍ତ କରିଛନ୍ତି। ଏହି କ୍ରମରେ ୟୁନାଇଟେଡ୍‌ କିଙ୍ଗଡମ୍‌ରେ ଅବସ୍ଥିତ ଭାରତୀୟ ହାଇ-କମିଶନର ବିକ୍ରମ…

ମାଛି ଯୋଗୁ ଧରାପଡିଲା ହତ୍ୟା ଅପରାଧୀ

ଜବଲପୁର: ମଧ୍ୟପ୍ରଦେଶର ଜବଲପୁରରେ ଏକ ଚର୍ଚ୍ଚିତ ହତ୍ୟାକାଣ୍ଡ ଗୋଟିଏ ମାଛି ଯୋଗୁ ସମଧାନ ହୋଇପାରିଛି । ଅକ୍ଟୋବର ୩୧ରେ ପୋଲିସକୁ ଏକ ଶବ ମିଳିଥିଲା । ପୋଲିସ ପଂହଚିବା ପରେ ଏହା ୨୬ ବର୍ଷୀୟ ମନୋଜ ଠାକୁରଙ୍କ ବୋଲି ଜଣାପଡିଥିଲା । ପୋଲିସ ଶବକୁ ପୋଷ୍ଟମର୍ଟମ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ…

ଜାତୀୟ ଉତ୍ସବ ଭାବେ ପାଳିତ ହେବ ‘ଉତ୍କଳ କେଶରୀ ହରେକୃଷ୍ଣ ମହତାବ’ଙ୍କର ୧୨୫ ତମ ଜନ୍ମ ବାର୍ଷିକୀ

ଭୁବନେଶ୍ୱର: କେନ୍ଦ୍ର ସରକାର ‘ଉତ୍କଳ କେଶରୀ ହରେକୃଷ୍ଣ ମହତାବ’ଙ୍କର ୧୨୫ ତମ ଜନ୍ମ ବାର୍ଷିକୀକୁ ଜାତୀୟ ଉତ୍ସବ ଭାବରେ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ  ଆଜି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଏହାକୁ ଓଡ଼ିଆ ଅସ୍ମିତା  ତଥା ମହାନ ଜନନୟକଙ୍କ…