Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ରତନ ଟାଟା: ଏକ ଯୁଗର ଅବସାନ, ଯାହା ଇତିହାସରେ ସ୍ବର୍ଣ୍ଣିମ ଅକ୍ଷରରେ ଲେଖା ହେବ

ମୁମ୍ବାଇ: ଆଉ ନାହାନ୍ତି ଭାରତର କିମ୍ବଦନ୍ତୀ ଉଦ୍ୟୋଗପତି ରତନ ଟାଟା । ଅକ୍ଟୋବର ୯ ସନ୍ଧ୍ୟାରେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ସେ ତାଙ୍କର ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ବାର୍ଦ୍ଧକ୍ୟଜନିତ ସମସ୍ୟା ଯୋଗୁଁ ସେ ପୂର୍ବରୁ ଚିକିତ୍ସିତ ହେଉଥିବା ବେଳେ ଗତକାଲି ୮୬ ବର୍ଷ ବୟସରେ…

ରାଜକୀୟ ଢଙ୍ଗରେ ଦେଶର ‘ରତ୍ନ’ଙ୍କର ହେବ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ: ପରଲୋକରେ ଟାଟା ସନ୍ସର ଅଧ୍ୟକ୍ଷ ରତନ ଟାଟା । ଗତକାଲି ମୁମ୍ବାଇର ଏକ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ଗୁରୁତର ଅବସ୍ଥାରେ ଗତ କିଛି ଦିନ ହେବ ସେ ହସ୍ପିଟାଲରେ ଆଇସିୟୁରେ ଥିଲେ। ଟାଟା କର୍ତ୍ତୃପକ୍ଷଙ୍କ ତରଫରୁ ମଧ୍ୟ ରତନ ଟାଟାଙ୍କ ବିୟୋଗ ବାବଦରେ ସ୍ପଷ୍ଟୀକରଣ ରଖାଯାଇଛି ।…

ରତନ ଟାଟାଙ୍କ ବିୟୋଗରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ବଡ଼ ବାର୍ତ୍ତା

ନୂଆଦିଲ୍ଲୀ: ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ବିୟୋଗରେ ଦେଶରେ ଶୋକର ଛାୟା ଖେଳିଯାଇଛି। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ତାଙ୍କ ବିୟୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଭୀର…

ପରଲୋକରେ ରତନ ଟାଟା, ହସ୍ପିଟାଲରେ ଚାଲିଥିଲା ଚିକିତ୍ସା

ମୁମ୍ବାଇ: ଟାଟା ସନ୍ସର ଅଧ୍ୟକ୍ଷ ରତନ ଟାଟାଙ୍କର ବୁଧବାର ମୁମ୍ବାଇର ଏକ ହସ୍ପିଟାଲରେ ଦେହାନ୍ତ ହୋଇଛି। ସେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିଲେ ଏବଂ ଗତ କିଛି ଦିନ ହେବ ହସ୍ପିଟାଲରେ ଆଇସିୟୁରେ ଥିଲେ। ରତନ ଟାଟାଙ୍କ ବିୟୋଗ ବାବଦରେ ବିଶିଷ୍ଟ ଶିଳ୍ପପତି ହର୍ଷ ଗୋୟେଙ୍କା ଏକ୍ସରେ ପୋଷ୍ଟ…

ଦଶମ ଥର ପାଇଁ ଅପରିବର୍ତ୍ତିତ ରେପୋ ରେଟ୍: ମହଙ୍ଗା ହେବନି ଋଣ

ନୂଆଦିଲ୍ଲୀ: ଲଗାତର ଦଶମ ଥର ପାଇଁ ଅପରିବର୍ତ୍ତିତ ରହିଲା ରେପୋ ରେଟ୍। ଏହା୬.୫ ପ୍ରତିଶତରେ ସ୍ଥିର ରହିଛି। ଏହାକୁ ନେଇ ବଡ ନିଷ୍ପତ୍ତି ନେଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ସେହିପରି ପ୍ରମୁଖ ସୁଧ ହାରରେ କୌଣସି କରାଯାଇନି ପରିବର୍ତ୍ତନ। ମନିଟାରୀ ପଲିସି କମିଟି (ଏମପିସି)ର ନିଷ୍ପତ୍ତି ଘୋଷଣା…

ଇଭିଏମ ସିଲ୍ ପାଇଁ ଇସିଆଇଙ୍କୁ ଭେଟିଲା କଂଗ୍ରେସ

ନୂଆଦିଲ୍ଲୀ: ହରିୟାଣାରେ ପରାଜୟ ପରେ ଭୋଟ ଗଣତି ଓ ଇଭିଏମ ଉପରେ ପ୍ରଶ୍ନ ଉଠାଇଛି କଂଗ୍ରେସ। ସେନେଇ ଦଳ ଆଜି ନିର୍ବାଚନ କମିଶନଙ୍କ ଦ୍ୱାରସ୍ଥ ହୋଇଛି। ଦଳର ବରିଷ୍ଠ ନେତା କେସି ଭେନୁଗୋପାଲ, ପବନ ଖେଡା, ଜୟରାମ ରମେଶ  ଓ ଅଜୟ ମାକନ ପ୍ରମୁଖଙ୍କୁ ନେଇ ଗଠିତ ଟିମ ଦିଲ୍ଲୀରେ ଇସିଆଇଙ୍କୁ ଭେଟିଛି।…

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: ୨୦୨୮ ପର୍ଯ୍ୟନ୍ତ ମିଳିବ ମାଗଣା ଚାଉଳ

ନୂଆଦିଲ୍ଲୀ: ପୁଣି ମାଗଣା ମିଳିବ ଚାଉଳ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଖାଦ୍ୟ ଆଇନ ଓ ଅନ୍ୟାନ୍ୟ ସରକାରୀ ଯୋଜନା ଅଧୀନରେ ଦିଆଯାଉଥିବା ମାଗଣା ପୋଷଣଯୁକ୍ତ ଚାଉଳ ବଣ୍ଟନ ପ୍ରକ୍ରିୟା ଆସନ୍ତା ୨୦୨୮ ଯାଏ ଜାରି ରହିବ। ଆଜି କ୍ୟାବିନେଟ ବୈଠକରେ ଏଥିପାଇଁ ୧୭ ହଜାର ୨୮ କୋଟି ଟଙ୍କାର ବ୍ୟୟବରାଦ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆବାସରେ ଡବଲ୍ ତାଲା ପକାଇଲା ପିଡବ୍ଲ୍ୟୁଡି

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆବାସକୁ ନେଇ ପୁଣି  ବଢିଛି ବିବାଦ । ଦିଲ୍ଲୀ ୬ ଫ୍ଲାଗ୍ ଷ୍ଟାଫ୍ ରୋଡ୍ ସ୍ଥିତ ମୁଖ୍ୟମନ୍ତ୍ରୀ ଆବାସରେ ତାଲା ମାରିଛି ପିଡବ୍ଲ୍ୟୁଡି । ଘରର ଗେଟ୍‌ରେ ବିଭାଗ ପକ୍ଷରୁ ପଡିଛି ଡବଲ୍ ତାଲା । ଅରବିନ୍ଦ କେଜ୍ରିୱାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଏହି…

ବିଗିଡିଲା ରତନ ଟାଟାଙ୍କ ସ୍ବାସ୍ଥ୍ୟବସ୍ଥା, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭେଟେରାନ ଶିଳ୍ପପତି ତଥା ଟାଟା ସନ୍ସ ଚେୟାରମ୍ୟାନ୍ ରତନ ଟାଟାଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡିଲା। ସେ ମୁମ୍ବାଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି। ଅବସ୍ଥା ଗୁରୁତର ଥିବା ଜଣାଯାଇଛି। ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ବୁଧବାର ଦିନ ରତନ ଟାଟା ମୁମ୍ବାଇର ଏକ…

ରସାୟନ ବିଜ୍ଞାନରେ ନୋବେଲ୍ ପୁରସ୍କାର

ନୂଆଦିଲ୍ଲୀ: ୨୦୨୪ ବର୍ଷ ପାଇଁ ରସାୟନ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ରୟାଲ ସ୍ବଡେଶ ଏକାଡେମୀ ଅଫ ସାଇନ୍ସ ପକ୍ଷରୁ ବୁଧବାର କୁହାଯାଇଛି ଯେ ରସାୟନ ବିଜ୍ଞାନରେ ଡେଭିଡ ବେକର, ଡେମିସ ହାସାବିସ ଏବଂ ଜନ୍ ଏମ ଜମ୍ପରଙ୍କୁ ପ୍ରଦାନ କରାଯିବ। 'କମ୍ପ୍ୟୁଟେସନ୍ ପ୍ରୋଟିନ୍ ଡିଜାଇନ୍'…