Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ପାକିସ୍ତାନରେ ବିସ୍ଫୋରଣ; ୨ ଶିଶୁ ସମେତ ୩ ମୃତ, ୧୬ ଗୁରୁତର

ଇସଲାମାବାଦ: ଶନିବାର ପାକିସ୍ତାନର ବାଲୁଚିସ୍ତାନର ପିଶିନ୍ ଜିଲ୍ଲାରେ ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ୨ ଶିଶୁ ସମେତ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୬ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ ବଲୋଚିସ୍ତାନ ପିଶିନ ଜିଲ୍ଲାର ଏକ ଥାନା ନିକଟରେ ବିସ୍ଫୋରଣ ହୋଇଛି।…

ମେସେଜିଂ ଆପ୍‌ ‘ଟେଲିଗ୍ରାମ’ର ପ୍ରତିଷ୍ଠାତା ଅଟକ, ପୂର୍ବରୁ ଗିରଫ ୱାରେଣ୍ଟ ଜାରି କରିଥିଲା ଫ୍ରାନ୍ସ

ନୂଆଦିଲ୍ଲୀ: ମେସେଜିଂ ଆପ୍‌ ‘ଟେଲିଗ୍ରାମ’ର ପ୍ରତିଷ୍ଠାତା ଅଟକ। ଫ୍ରାନ୍ସର ବର୍ଗେଟ ବିମାନ ବନ୍ଦରରେ ପଲ୍ ଡୁରୋଭଙ୍କୁ ଅଟକ ରଖିଲା ପୋଲିସ। ପ୍ରାଇଭେଟ୍‌ ଜେଟରେ ଆଜରବାଇଜାନ ଯିବା ବେଳେ ଡୁରୋଭ ଅଟକ ହୋଇଛନ୍ତି। ପଲ୍ ଡୁରୋଭ ନାଁରେ ପୂର୍ବରୁ ଗିରଫ ୱାରେଣ୍ଟ ଜାରି କରିଥିଲା ଫ୍ରାନ୍ସ ।…

ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ଯୋଜନା ‘ବିଜ୍ଞାନ ଧାରା’କୁ କ୍ୟାବିନେଟ୍ ଅନୁମୋଦନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ତିନୋଟି ପ୍ରମୁଖ ଯୋଜନାକୁ ଜାରି ରଖିବାକୁ ମଞ୍ଜୁରି ମିଳିଛି । ଏସବୁ ଯୋଜନାକୁ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ (ଡିଏସଟି)ର ‘ବିଜ୍ଞାନ ଧାରା’ ନାମକ ଏକ ସମନ୍ୱିତ…

ଆସାମରେ ନାବାଳିକାଙ୍କୁ ଗଣଦୁଷ୍କର୍ମ, କ୍ରାଇମସିନ୍ ରିକ୍ରିଏଟ୍ ବେଳେ ପୋଖରୀକୁ ଡେଇଁଲା ଅଭିଯୁକ୍ତ

ଆସାମ: ଆସାମରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଏବେ ରାଜ୍ୟବ୍ୟାପୀ ଆକ୍ରୋଶ ସୃଷ୍ଟି କରିଛି । ପୋଲିସ ହାତରେ ଧରା ପଡିଥିବା ଅଭିଯୁକ୍ତର ନାଟକୀୟ ଭାବେ ମୃତ୍ୟୁ ହୋଇଛି । କ୍ରାଇମସିନକୁ ନିଆଯାଉଥିବା ବେଳେ ଖସି ପଳାଇବାକୁ ଚେଷ୍ଟା କରୁଥିଲା ଅଭିଯୁକ୍ତ ତଫିକୁଲ୍ ଓରଫ ତଫଜୁଲ୍ । ହେଲେ ଏକ…

ଭେଙ୍କେଟେଶ୍ୱରଙ୍କ ଦର୍ଶନ ପାଇଁ ୧୮୦ କୋଟି ଟଙ୍କାର ଆଭୂଷଣ ପରିଧାନ କରି ଆସିଥିଲେ

ତିରୁମାଲା: ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ଶ୍ରୀ ଭେଙ୍କେଟେଶ୍ୱରଙ୍କ ଦର୍ଶନ ପାଇଁ ବିଭିନ୍ନ ସ୍ଥାନରୁ ଭକ୍ତମାନେ ଆସିଥାନ୍ତି । ମାତ୍ର ନିକଟରେ ମନ୍ଦିର ପରିସର ନିକଟରେ ହଠାତ ଗହଳି ହୋଇ ଯାଇଥିଲା । ପରେ ଜଣା ପଡିଥିଲା ଏକ ପରିବାର ୨୫ କିଗ୍ରା ଆଭୂଷଣ ପରିଧାନ କରି ଆସିଛନ୍ତି । ଏମାନଙ୍କ ମଧ୍ୟରେ ୨…

ବଡ ଖବର: ୟୁନିଫାଏଡ୍‌ ପେନସନ୍‌ ସ୍କିମ୍‌କୁ ମଞ୍ଜୁରୀ ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ବଡ ନିଷ୍ପତି । ୟୁନିଫାଏଡ୍‌ ପେନସନ୍‌ ସ୍କିମ୍‌କୁ ମଞ୍ଜୁରୀ ଦେଲେ କେନ୍ଦ୍ର ସରକାର । ୟୁନିଫାଏଡ୍‌ ପେନସନ୍‌ ସ୍କିମ୍‌କୁ କେନ୍ଦ୍ର କ୍ୟାବିନେଟ୍‌ର ମଞ୍ଜୁରୀ । ସ୍କିମ୍‌ ଦ୍ବାରା ୨୩ ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ । ୨୦୨୫ ଏପ୍ରିଲ ୧ ତାରିଖରୁ ଲାଗୁ…

କାହିଁକି ହରିୟାଣା ନିର୍ବାଚନ ତାରିଖ ଘୁଞ୍ଚାଇବାକୁ ଚାହୁଁଛି ବିଜେପି

ହରିୟାଣା: ହରିୟାଣା ବିଧାନସଭା ନିର୍ବାଚନର ତାରିଖ ପରିବର୍ତ୍ତନ କରିବାକୁ ରାଜ୍ୟ ବିଜେପି ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଛି। ବିଜେପି ରାଜ୍ୟ ସଭାପତି ମୋହନ ଲାଲ ବାଦୋଲି ଚିଠିରେ ଲେଖିଛନ୍ତି ଯେ ୨୮ ଓ ୨୯ ସେପ୍ଟେମ୍ବର ଶନିବାର ଏବଂ ରବିବାର ପଡୁଛି। ଅକ୍ଟୋବର ୧ରେ ମତଦାନ ହେବ।…

୨୦୨୬ ମାର୍ଚ୍ଚ ସୁଦ୍ଧା ନକ୍ସଲ ମୁକ୍ତ ଦେଶ: ଅମିତ ଶାହ

ରାୟପୁର: ନକ୍ସଲଙ୍କ ବିରୋଧରେ ଆର୍‌ପାର୍‌ ଲଢ଼େଇ ପାଇଁ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଆହ୍ବାନ । ୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶ ନକ୍ସଲ ମୁକ୍ତ ହେବ ବୋଲି କହିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ବାମପନ୍ଥୀ ଉଗ୍ରବାଦ ହେଉଛି ଆଜିର ସବୁଠାରୁ ବଡ଼ ଆହ୍ୱାନ। ସମୁଦାୟ ୧୭,୦୦୦ ଲୋକ ଏହି ସମସ୍ୟାରେ…

ମିଛଧରା ଟେଷ୍ଟରୁ ସତ ଧରିବ ସିବିଆଇ

କୋଲକାତା: କୋଲକାତା ଟ୍ରେନି ଡାକ୍ତର ଦୁଷ୍କର୍ମ ଓ ହତ୍ୟା ଘଟଣାରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିବା ପରେ ତଦନ୍ତ ଜୋରଦାର କରିଛି ସିବିଆଇ । ସବୁ ଦିଗରୁ ତଦନ୍ତ ଜାରି ରଖିଛି ଏଜେନସୀ । ସତ ଓଗାରିବା ପାଇଁ ଅଭିଯୁକ୍ତ ସଂଜୟ ରାୟର ପଲିଗ୍ରାଫ୍ ଟେଷ୍ଟ କରାଯାଇଛି । ଆରଜି କର ମେଡିକାଲ କଲେଜ ଓ…

ମହାରାଷ୍ଟ୍ର ଓ ରାଜସ୍ଥାନ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ଲକ୍ଷପତି ଦିଦି ସମ୍ମିଳନୀରେ ହେବେ ସାମିଲ

ନୂଆଦିଲ୍ଲୀ: ଆସନ୍ତାକାଲି ମହାରାଷ୍ଟ୍ର ଓ ରାଜସ୍ଥାନ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦୀ । ଦିନ ୧୧.୧୫ରେ ଜଲଗାଓଁରେ ଆୟୋଜିତ ଲକ୍ଷପତି ଦିଦି ସମ୍ମିଳନୀରେ ଅଂଶଗ୍ରହଣ କରିବେ ମୋଦୀ । ସେଠାରୁ କାର୍ଯ୍ୟକ୍ରମ ଶେଷ କରି ଅପରାହ୍ନ ସାଢେ ୪ଟାରେ ଯୋଧପୁରରେ ରାଜସ୍ଥାନ ହାଇକୋର୍ଟର ପ୍ଲାଟିନମ୍…