Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଆରଜି କର ମେଡିକାଲ କଲେଜ ସୁରକ୍ଷା ଦାୟିତ୍ବରେ ସିଆଇଏସଏଫ

କୋଲକାତା: କୋଲକାତା ମେଡିକାଲ କଲେଜ ଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ଏବେ ତେଜିଛି ଡାକ୍ତରଙ୍କ ବିରୋଧର ସ୍ବର । ଡାକ୍ତରଙ୍କ ସୁରକ୍ଷା ନେଇ ଉଠିଛି ପ୍ରଶ୍ନ ।  ଯାହାକୁ ନେଇ ଆଜି ବଡ ଆଶ୍ବସନା ଦେଇଛନ୍ତି କୋର୍ଟ । ଏହି ମାମଲାରେ ଶୁଣାଣି କରି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି କୋଲକାତା…

କୋଲକାତା ଲଜ୍ଜା: ଷ୍ଟାଟସ୍ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ, ଗଠନ ହେବ ନ୍ୟାସନାଲ ଟାସ୍କ ଫୋର୍ସ

କୋଲକାତା: କୋଲକାତା ଲଜ୍ଜା ଉପରେ କ୍ଷୋଭ ପ୍ରକାଶ କରିଛନ୍ତି ସୁପ୍ରମିକୋର୍ଟ । ଗୁରୁବାର ସୁଦ୍ଧା ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବାକୁ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି । ଯାଞ୍ଚ କାର୍ଯ୍ୟ କେଉଁ ଯାଏଁ ଗଲାଣି ଓ ଏହା ଉପରେ ସିବିଆଇ କ’ଣ ପଦକ୍ଷେପ ଗ୍ରହଣ କରିଛି ସେନେଇ ସମସ୍ତ ରିପୋର୍ଟ…

ଆସନ୍ତା ୨୩ରେ ୟୁକ୍ରେନ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ଯୁଦ୍ଧ କ୍ଷତିଗ୍ରସ୍ତ ୟୁକ୍ରେନ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୨୩ ତାରିଖରେ ମୋଦି ୟୁକ୍ରେନ୍ ଯାଇ ରାଷ୍ଟ୍ରପତି ଭ୍ଲୋଡିମିର ଜେଲେନସ୍କିଙ୍କୁ ସାକ୍ଷାତ କରିବେ ବୋଲି ସୂଚନା ମିଳିଛି। ଏହି ଅବସରରେ ୨ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ଏବଂ ବହୁପକ୍ଷୀୟ ସହଯୋଗ…

କୋଲକାତା ଲଜ୍ଜା: ଆଜି ଅଭିଯୁକ୍ତର ହୋଇପାରେ ପଲିଗ୍ରାଫ୍ ଟେଷ୍ଟ; ସିବିଆଇକୁ ହାଇକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ: କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ। ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଶୁଣାଣି କରିବେ ୩ ଜଣିଆ ଖଣ୍ଡପୀଠ। ଡାକ୍ତରମାନେ ନିରନ୍ତର ସେମାନଙ୍କ ସୁରକ୍ଷା ଦାବି କରୁଥିବାବେଳେ…

ମଙ୍କି ପକ୍ସ ନେଇ ହସ୍ପିଟାଲ ଓ ଏୟାରପୋର୍ଟକୁ ଜାରି ହେଲା ଆଲର୍ଟ

ନୂଆଦିଲ୍ଲୀ: ମଙ୍କି ପକ୍ସ ଭାଇରସ୍ ନେଇ ଏବେ ସାରା ଦୁନିଆରେ ଏକ ପ୍ରକାର ଭୟର ବାତ୍ତାବରଣ ଦେଖିବାକୁ ମିଳିଛି । ଏହାର ପ୍ରଭାବ ଭାରତରେ ମଧ୍ୟ ଦେଖିବାକୁ ମିଳିଛି । ମଙ୍କି ପକ୍ସକୁ ଦୃଷ୍ଟିରେ ରଖି ବିଭିନ୍ନ ହସ୍ପିଟାଲ ଓ ଏୟାରପୋର୍ଟ ଗୁଡ଼ିକୁ ଆଲର୍ଟ ଜାରି କରାଯାଇଛି । ହସ୍ପିଟାଲ ଗୁଡ଼ିକୁ…

ଯେବେ ଚନ୍ଦ୍ର ଦିଶେ ଅଧିକ ଉଜ୍ଜ୍ୱଳ

ନୂଆଦିଲ୍ଲୀ: ପୂର୍ଣ୍ଣମୀ ଆକାଶରେ ଦେଖିବାକୁ ମିଳିବ ବେଶ୍ ମନୋରମ ଦୃଶ୍ୟ । ଚନ୍ଦ୍ରମା ଦେଖାଯିବ ଆହୁରି ସୁନ୍ଦର, ଆହୁରି ଉଜ୍ଜ୍ୱଳ । ୩୦ ପ୍ରତିଶତରୁ ଅଧିକ କିରଣ ସହ ଝଲସିବ ଚନ୍ଦ୍ରମା । ଚନ୍ଦ୍ର ଆଜି ୧୪ ପ୍ରତିଶତ ବଡ ଦେଖାଯିବ । କାରଣ ଆକାଶରେ ଆଜି ମୁନ୍ ନୁହେଁ, ଦେଖାଯିବ ବ୍ଲୁ ସୁପରମୁନ୍ ।…

ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ, ଜଣେ ଯବାନ ସିହିଦ

ଶ୍ରୀନଗର: ପୁଣି ଥରେ ଜମ୍ମୁ କଶ୍ମୀର ଉଧମପୁରର ଡୁଡୁ ବସନ୍ତଗଢରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଗୁଳିବିନିମୟ ହୋଇଛି । ଜମ୍ମୁ କଶ୍ମୀର ପୋଲିସର ସିଆରପିଏଫ ଏବଂ ଏସଓଜିର ମିଳିତ ଟିମ୍ ଆତଙ୍କବାଦୀଙ୍କ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣରେ ଜଣେ ଇନ୍ସପେକ୍ଟର ସହିଦ ହୋଇଛନ୍ତି ।…

କିଙ୍ଗ କୋହଲୀଙ୍କ ‘ସୁଇଟ୍ ୧୬’

ଆନ୍ତର୍ଜାତିକ କ୍ରିକେଟରେ ୧୬ ବର୍ଷ ପୂରଣ କରିଛନ୍ତି ଭାରତର ରନ୍ ମେସିନ ବିରାଟ କୋହଲୀ। ୨୦୦୮ ମସିହା ଅଗଷ୍ଟ ୧୮ରେ ଆନ୍ତର୍ଜାତିକ କ୍ରିକେଟରେ ପାଦ ରଖିଥିଲେ ବିରାଟ କୋହଲୀ। ପ୍ରଥମ ମ୍ୟାଚ ଥିଲା ଶ୍ରୀଲଙ୍କା ବିପକ୍ଷ ଏକ ଦିନିକିଆ ମ୍ୟାଚ୍। ନିଜର ପ୍ରଥମ ଆନ୍ତର୍ଜାତିକ ମ୍ୟାଚରେ କୋହଲୀଙ୍କ…

କୋଲକାତା ଲଜ୍ଜା: ପୋଷ୍ଟମର୍ଟମ ରିପୋର୍ଟରୁ ମିଳିଲା ଛାତିଥରା ତଥ୍ୟ, ଡାକ୍ତରଙ୍କ ଦେହରେ ୧୪ଟି ଗଭୀର କ୍ଷତ

କୋଲକାତା: କୋଲକାତା ଆର୍‌.ଜି କର୍‌ ମେଡିକାଲ କଲେଜ ଲଜ୍ଜା ଘଟଣା। ଆସିଲା ବ୍ୟବଚ୍ଛେଦ ରିପୋର୍ଟ। ପୋଷ୍ଟମର୍ଟମ ରିପୋର୍ଟରୁ ମିଳିଲା ଛାତିଥରା ତଥ୍ୟ। ଡାକ୍ତରଙ୍କ ଦେହରେ ୧୪ଟି ଗଭୀର କ୍ଷତ। ଜୀବନ ବଞ୍ଚାଇବାକୁ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ ସଂଘର୍ଷ କରିଥିଲେ ପୀଡ଼ିତା। ମହିଳା ଡାକ୍ତରଙ୍କୁ ଅତି…

ଇନ୍ଦିରା ଗାନ୍ଧୀଙ୍କ ପରି ମମତାଙ୍କୁ ଗୁଳି କର… 

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ବିବାଦୀୟ ପୋଷ୍ଟ କରିବା ମାମଲାରେ ପୋଲିସ ଜଣେ ଛାତ୍ରୀଙ୍କୁ ଗିରଫ କରିଛି। ଇନ୍ଦିରା ଗାନ୍ଧୀଙ୍କ ଭଳି ମମତା ବାନାର୍ଜୀଙ୍କୁ ଗୁଳି କରି ହତ୍ୟା କର। ସୋସିଆଲ ମିଡିଆରେ ଏଭଳି କିଛି ପୋଷ୍ଟ ଭାଇରାଲ ହୋଇଥିଲା ଯାହା ପରେ…