Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଆମେରିକା ରାଷ୍ଟ୍ରପତି ରେସ୍: ପ୍ରାର୍ଥୀ ହେବେ ବୋଲି ଦୋହରାଇଲେ ବାଇଡେନ୍

ନ୍ୟୁୟର୍କ: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ସୋମବାର ଦୋହରାଇଛନ୍ତି ଯେ ସେ ରାଷ୍ଟ୍ରପତି ନିର୍ବାଚନରୁ ପଛଘୁଞ୍ଚା ଦେବେ ନାହିଁ। ସେ ନିଶ୍ଚିତ ଯେ "୨୦୨୪ରେ ଡୋନାଲ୍ଡ ଟ୍ରମ୍ପଙ୍କୁ ପରାସ୍ତ କରିବା ପାଇଁ ସର୍ବୋତ୍ତମ ବ୍ୟକ୍ତି" । ଜୋ ବାଇଡେନ ତାଙ୍କ ସାଥୀ ଡେମୋକ୍ରାଟମାନଙ୍କୁ ଦେଇଥିବା ଏକ…

ହେମନ୍ତ ସୋରେନଙ୍କ ଜାମିନ ବାତିଲ କରିବାକୁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲା ଇଡ଼ି

ନୂଆଦିଲ୍ଲୀ: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଜାମିନକୁ ଚ୍ୟାଲେଞ୍ଜ କରି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି। ହେମନ୍ତ ସୋରେନଙ୍କୁ ଜାମିନ ଦେବା ପାଇଁ ଝାଡ଼ଖଣ୍ଡ ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶ ବେଆଇନ ବୋଲି ଖଣ୍ଡପୀଠ କହିଛନ୍ତି।…

ଜମ୍ମୁ-କଶ୍ମୀରର କଠୁଆରେ ସେନା ଗାଡ଼ି ଉପରକୁ ଆତଙ୍କବାଦୀଙ୍କ ଆକ୍ରମଣ, ୪ ଯବାନ ସହିଦ

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର କଠୁଆ ଜିଲ୍ଲାର ମାଚେଡି ଅଞ୍ଚଳରେ ସୋମବାର ଭାରତୀୟ ସେନାର ଏକ ଗାଡ଼ି ଉପରକୁ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ୪ ଜଣ ଯବାନ ସହିଦ ହୋଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି। ପ୍ରତିରକ୍ଷା ଅଧିକାରୀଙ୍କ ସୂଚନା ଅନୁଯାୟୀ, ଜମ୍ମୁ-କଶ୍ମୀରର କଠୁଆ ଜିଲ୍ଲାର ମାଚେଡି…

ହେମନ୍ତ ସରକାରରେ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପାଇ ସୋରେନ

ରାଞ୍ଚି: ହେମନ୍ତ ସୋରେନ ସରକାରରେ ସୋମବାର ଦିନ ଝ‌ାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଚମ୍ପାଇ ସୋରେନଙ୍କ ସହ ଅନ୍ୟ ୧୦ ଜଣ ମଧ୍ୟ ମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଜେଏମଏମ ନେତୃତ୍ୱାଧୀନ ମିଳିତ ମଞ୍ଚର ବରିଷ୍ଠ ନେତା ତଥା ଅନ୍ୟାନ୍ୟ…

ପ୍ୟାରିସ ଅଲିମ୍ପିକ୍ସରେ ଲିଙ୍ଗଗତ ସମାନତାର ମାଇଲଖୁଂଟ

ଏଥର ପ୍ୟାରିସ ଅଲିମ୍ପିକ୍ସ କେତେକ ଦୃଷ୍ଟିରୁ ଐତିହାସିକ ହେବାକୁ ଯାଉଛି । ବିଶେଷ କରି ମହିଳା ଆଥଲେଟଙ୍କ ପାଇଁ ପ୍ୟାରିସ ଅଲିମ୍ପିକ୍ସ ବେଶ୍ ମହତ୍ତ୍ୱପୂର୍ଣ୍ଣ ହେବ । ଅଲିମ୍ପିକ୍ସ ପରି ବିଶ୍ୱକ୍ରୀଡାର ବୃହତ ଓ ଭବ୍ୟ ପ୍ରତିଯୋଗିତାରେ ଏଣିକି ପୁରୁଷମାନଙ୍କ ପରି ମହିଳାମାନଙ୍କର ମଧ୍ୟ ସମାନ…

ଚୀନ୍‌ର କାଳ ହେବ ଭାରତର ‘ଜୋରାୱର’

ନୂଆଦିଲ୍ଲୀ: ପ୍ରତିରକ୍ଷା କ୍ଷେତ୍ରରେ ଭାରତର ଗୁରୁତ୍ୱପୂର୍ଣ୍ଣ ମାଇଲଖୁଂଟ । ଅତ୍ୟାଧୁନିକ ହାଲୁକା ଯୁଦ୍ଧ ଟ୍ୟାଙ୍କ ନିର୍ମାଣ କରିଛି ଭାରତ, ଯାହା କି ଉତ୍ତର-ପଶ୍ଚିମ ସୀମାନ୍ତର ହାଇ ଅଲଟିଟ୍ୟୁଡ୍ ବା ଉଚ୍ଚ ସ୍ଥାନରେ ଖୁବ୍ ସହଜରେ ମୁତୟନ ହୋଇ ଶତ୍ରୁପକ୍ଷକୁ ଚ୍ୟାଲେଂଜ କରିବ । ଜୋରାୱର ନାମକ…

ନିଟ୍-ୟୁଜି ପେପର ଲିକ୍ ମାମଲା; ଷ୍ଟାଟସ୍ ରିପୋର୍ଟ ଦାଖଲ କରିବାକୁ ସିବିଆଇକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ନିଟ୍-ୟୁଜି ପେପର ଲିକ୍ ମାମଲାରେ ବୁଧବାର ସୁଦ୍ଧା ଷ୍ଟାଟସ୍ ରିପୋର୍ଟ ଦାଖଲ କରିବାକୁ ସୁପ୍ରିମକୋର୍ଟ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି। ପରୀକ୍ଷାରେ ଅନିୟମିତତା ହେବା ପରେ ଘଟଣାର ତଦନ୍ତ ସିବିଆଇ ଆରମ୍ଭ କରିଥିଲା। ତେଣୁ ସର୍ବୋଚ୍ଚ ଅଦାଲତ ସିବିଆଇ, ପରୀକ୍ଷା ଆୟୋଜନ କରିଥିବା…

୩ ଦିନିଆ ଋଷ-ଅଷ୍ଟ୍ରିଆ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବାର୍ଷିକ ଶିଖର ସମ୍ମିଳନୀରେ ଦେବେ ଯୋଗ

ନୂଆଦିଲ୍ଲୀ: ୩ ଦିନିଆ ଋଷ ଓ ଅଷ୍ଟ୍ରିଆ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମସ୍କୋରେ ଅନୁଷ୍ଠିତ ହେବାକୁ ଥିବା ୨୨ ତମ ଭାରତ-ରୁଷ ବାର୍ଷିକ ଶିଖର ସମ୍ମିଳନୀରେ ଯୋଗ ଦେବେ। ଋଷ-ୟୁକ୍ରେନ ଯୁଦ୍ଧ ପରେ ଏହା ମୋଦୀଙ୍କ ପ୍ରଥମ ରୁଷ ଗସ୍ତ ହେବ। ପ୍ରଧାନମନ୍ତ୍ରୀଙ୍କ ଋଷ ଗସ୍ତ ଗୁରୁତ୍ୱପୂର୍ଣ୍ଣ…

ଆସ୍ଥା ଭୋଟରେ ବିଜୟୀ ହେଲେ ହେମନ୍ତ ସୋରେନ

ରାଞ୍ଚି: ବିଧାନସଭାରେ ବହୁମତର ପ୍ରମାଣ ଦେଲ‌େ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ସୋମବାର ଦିନ ଝାଡ଼ଖଣ୍ଡ ବିଧାନସଭାରେ ହୋଇଥିବା ଆସ୍ଥା ଭୋଟରେ ବିଜୟୀ ହୋଇଛନ୍ତି ହେମନ୍ତ ସୋରେନ। ସୂଚନା ଅନୁଯାୟୀ, ୮୧ ଆସନ ବିଶିଷ୍ଟ ଝାଡ଼ଖଣ୍ଡ ବିଧାନସଭାରେ ହେମନ୍ତ ସୋରେନ ୪୫ ଜଣ ସଦସ୍ୟଙ୍କ ସମର୍ଥନ ସହ…

ବର୍ଷାରେ ବେହାଲ୍ ମୁମ୍ବାଇ; ଯାତାୟତ ବାଧାପ୍ରାପ୍ତ, ଶିକ୍ଷାନୁଷ୍ଠାନ ବନ୍ଦ

ମୁମ୍ବାଇ: ମୁମ୍ବାଇରେ ଜୋରଦାର୍ ବର୍ଷା ଯୋଗୁଁ ଜଳମଗ୍ନ ହୋଇପଡିଛି ସାରା ସହର। ଯାହାଫଳରେ ତଳିଆ ଅଞ୍ଚଳରେ ପାଣି ମାଡ଼ି ଯାଇଛି। ଆନ୍ଧେରି, କୁର୍ଲା, ଭଣ୍ଡୁପ୍, କିଙ୍ଗ୍ ସର୍କଲ୍ ଏବଂ ଦାଦର ସମେତ ଅନେକ ଅଞ୍ଚଳ ପାଣି ଘେରରେ ଫସିଥିବାରୁ ଯାତାୟତ ବାଧାପ୍ରାପ୍ତ ହୋଇଛି। ସହର ସାରା…