Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ରାହୁଲ କ’ଣ ସଂସଦରେ ନିଜ ଡେସ୍କର ମାଇକ୍ ବନ୍ଦ କରି ଶାସକ ଦଳ ବିରୋଧରେ ମିଛ ଅଭିଯୋଗ ଆଣିଲେ?

ନୂୂଆଦିଲ୍ଲୀ: ଲୋକସଭାରେ ନିଟ୍ ପେପର ଲିକ୍ ପ୍ରସଙ୍ଗ ଉଠାଇବା ପରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ମାଇକ୍ ବନ୍ଦ କରାଯାଇଛି ବୋଲି କଂଗ୍ରେସ ଦାବି କରିଛି। ଏଥିପାଇଁ ବିରୋଧୀ ଦଳ ସରକାରଙ୍କୁ ଦାୟୀ କରିଛନ୍ତି। କଂଗ୍ରେସ ନିଜ ଏକ୍ସ ହ୍ୟାଣ୍ଡେଲରେ ଏକ ଭିଡିଓ ସେୟାର କରାଯାଇଛି ଯେଉଁଥିରେ…

ଜିଓ ପରେ ଏୟାରଟେଲ ବଢ଼ାଇଲା ମୋବାଇଲ୍ ଟାରିଫ ଦାମ

ନୂଆଦିଲ୍ଲୀ: ଜିଓ ପରେ ୩ ଜୁଲାଇରୁ ନିଜ ମୋବାଇଲ ରିଚାର୍ଜ ପ୍ଲାନର ଦାମ୍ ବୃଦ୍ଧି କରିବାକୁ ଯାଉଛି ଏୟାରଟେଲ୍ । ଏନେଇ ସୂଚନା ଦେଇଛି ଭାରତୀ ଏୟାରଟେଲ୍।ଏହାର ମୋବାଇଲ୍ ରେଟ୍‌ରେ ୧୦ରୁ ୨୧ ପ୍ରତିଶତ ବୃଦ୍ଧି ଘୋଷଣା କରାଯାଇଛି। ଏହି ବର୍ଦ୍ଧିତ ମୋବାଇଲ୍ ଶୁଳ୍କ ଜୁଲାଇ ୩ରୁ କାର୍ଯ୍ୟକାରୀ ହେବ।…

ନିଟ୍ ବିବାଦକୁ ନେଇ ରାଜ୍ୟସଭାରେ ଗର୍ଜିଲା ବିରୋଧୀ ବିଜେଡି

ନୂଆଦିଲ୍ଲୀ: ବିରୋଧୀ ହୋଇ ଏବେ ଶାସକ ବିଜେପିକୁ ପ୍ରଶ୍ନର କାଠଗଡାକୁ ଟାଣିବା ଆରମ୍ଭ କରିଦେଲାଣି ବିଜେଡି । ବିରୋଧୀ ହୋଇ ଏଥର ସଂସଦରେ ଜନତାଙ୍କ ସ୍ବାର୍ଥରେ ଗର୍ଜିବାକୁ ଦଳକୁ ପରାମର୍ଶ ଦେଇଥିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଆଉ ଆଜି ଏହାର ଝଲକ ସଂସଦର ଉପର ଗୃହରେ ଦେଖିବାକୁ…

ନିଟ୍ ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିଲେ ମମତା ବାନାର୍ଜୀ

କୋଲକତା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନର୍ଜୀ । ନିଟ୍ ରଦ୍ଦ କରିବାକୁ ଚିଠିରେ ମମତା ବାନାର୍ଜୀ ଦାବି କରିଛନ୍ତି । ଏହା ସହ ପୁରୁଣା ବ୍ୟବସ୍ଥା କାର୍ଯ୍ୟକାରୀ କରାଯିବା ଉଚିତ୍ ବୋଲି ମମତା ଉଲ୍ଲେଖ କରିଛନ୍ତି । ମମତା ବାନାର୍ଜୀ…

ହେମନ୍ତ ସୋରେନଙ୍କୁ ଆଶ୍ୱସ୍ତି; ହାଇକୋର୍ଟରୁ ମିଳିଲା ଜାମିନ

ରାଞ୍ଚି: ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନଙ୍କୁ ଆଶ୍ବସ୍ତି ମିଳିଛି । ଜମି ଦୁର୍ନୀତି ମାମଲାରେ ତାଙ୍କୁ ମିଳିଲା ଜାମିନ । ଏହି ମାମଲାରେ ଆଜି ହାଇକୋର୍ଟ ସୋରେନଙ୍କୁ ଜାମିନ ପ୍ରଦାନ କରିଛନ୍ତି । ସୂଚନାଯୋଗ୍ୟ, ଅର୍ଥ ହେରଫେର…

ବିମାନବନ୍ଦର ଛାତ ଭୁଶୁଡିବା ଘଟଣା, ୨୦ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମନ୍ତ୍ରୀ

ଦିଲ୍ଲୀ: ବର୍ଷାରେ ଭୁଶୁଡିଲା ଦିଲ୍ଲୀ ବିମାନବନ୍ଦର । ଚାଲିଗଲା ୩ ଜୀବନ । ଦିଲ୍ଲୀ ବିମାନବନ୍ଦରର ଟର୍ମିନାଲ-୧ରେ ଛାତ ଭୁଶୁଡ଼ିବା କାରଣରୁ ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ଏହାରି ଭିତରେ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି…

ଘନେଇଲାଣି ବିପଦ, ବୋଇଂ ଷ୍ଟାରଲାଇନର୍‌ରେ ସୁଧୁରୁନି ଯାନ୍ତ୍ରିକ ତ୍ରୁଟି

ନୂଆଦିଲ୍ଲୀ: ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନିତା ୱିଲିୟମ୍‌ସ ଓ ତାଙ୍କର ସହଯୋଗୀ ବଚ୍‌ ୱିଲମୋର ପୃଥିବୀ ଫେରିବା ନେଇ ଏବେ ଘନେଇଲାଣି ବିପଦ । ସେପଟେ ସରି ଆସୁଛି ଇନ୍ଧନ । ଆମେରିକା ସ୍ପେସ୍ ଏଜେନ୍ସି ନାସା, ସୁନିତା ଓ ତାଙ୍କ ସାଥିଙ୍କ ସହ ଯୋଗାଯୋଗରେ ଥିଲେ ମଧ୍ୟ ଯାନ୍ତ୍ରିକ ତ୍ରୁଟି…

ବର୍ଷାରେ ଭୁଶୁଡ଼ିଲା ଦିଲ୍ଲୀ ବିମାନ ବନ୍ଦର ଛାତ: ୩ ମୃତ ଓ ୬ ଗୁରୁତର, ବିମାନ ସେବା ବାତିଲ୍

ନୂଆଦିଲ୍ଲୀ: ବିମାନ ବନ୍ଦରରେ ଭୁଶୁଡ଼ିଲା ଛାତ। ଦିଲ୍ଲୀ ବିମାନବନ୍ଦରର ଟର୍ମିନାଲ-୧ରେ ଛାତ ଭୁଶୁଡ଼ିବା କାରଣରୁ ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଥିବା ସଚନା ରହିଛି। ସେହିପରି ଏକାଧିକ କାର ନଷ୍ଟ ହୋଇଛି। ଗୁରୁତରଙ୍କୁ ଚିକିତ୍ସା…

ଅରୁନ୍ଧତୀ ରାୟ ପାଇବେ ପେନ୍ ପିଣ୍ଟର୍ ପୁରସ୍କାର

ନୂଆଦିଲ୍ଲୀ: ଭାରତୀୟ ଲେଖିକା ଅରୁନ୍ଧତୀ ରାୟଙ୍କୁ ଚଳିତ ବର୍ଷର ପେନ୍ ପିଣ୍ଟର୍ ପୁରସ୍କାର ପାଇଁ ମନୋନୀତ କରାଯାଇଛି। ନୋବେଲ ବିଜେତା ତଥା ପ୍ଲେ ରାଇଟର ହେରୋଲ୍ଡ ପିଣ୍ଟରଙ୍କ ସ୍ମୃତିରେ ୨୦୦୯ରୁ ଅବିସ୍ମରଣୀୟ ଲେଖା ପାଇଁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଉଛି। ଆସନ୍ତା ଅକ୍ଟୋବର ୧୦…

ନିଟ୍ ବିବାଦ: ସଂସଦର ଉଭୟ ଗୃହରେ ମୁଲତବୀ ପ୍ରସ୍ତାବ ଆଣିବେ ବିରୋଧୀ

ନୂଆଦିଲ୍ଲୀ: ଶୁକ୍ରବାର ସଂସଦରେ ନିଟ୍ (ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ) ଦୁର୍ନୀତି ପ୍ରସଙ୍ଗ ଉଠାଇବ ବୋଲି ବିରୋଧୀ କହିଛି। ନିଟ୍-ୟୁଜି ପରୀକ୍ଷା ପରିଚାଳନାରେ ଅନିୟମିତତା ଅଭିଯୋଗକୁ ନେଇ ଛାତ୍ର ସଂଗଠନ ଗୁଡ଼ିକ ଅଣ୍ଟା ଭିଡ଼ିଛନ୍ତି। ଶୁକ୍ରବାର ସଂସଦର ଉଭୟ ଗୃହରେ ନିଟ୍…