Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ମୁହଁ ଖୋଲିଲେ ଶିକ୍ଷା ମନ୍ତ୍ରୀ, କହିଲେ ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ରକ୍ଷା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ

ନୂଆଦିଲ୍ଲୀ: ଦେଶରେ ନିଟ୍‌ ଓ ନେଟ୍‌ ପରୀକ୍ଷାରେ ବିଭ୍ରାଟ ଅଭିଯୋଗ ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏକ ସାମ୍ବାଦିକ ସମ୍ମିଳନୀରେ ଧର୍ମେନ୍ଦ୍ର କହିଛନ୍ତି, “ମୁଁ ସମସ୍ତଙ୍କୁ ନିଶ୍ଚିତ କରିବାକୁ ଚାହୁଁଛି ଯେ ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ରକ୍ଷା…

କେଜ୍ରିୱାଲଙ୍କୁ ଆଶ୍ୱସ୍ତି, ମିଳିଲା ଜାମିନ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଆଶ୍ୱସ୍ତି । କେଜ୍ରିୱାଲଙ୍କୁ ଜାମିନ୍ ପ୍ରଦାନ କରିଛନ୍ତି ରାଉଜ ଏଭେନ୍ୟୁ କୋର୍ଟ । ଦିଲ୍ଲୀ ଅବକାରୀ ଦୁର୍ନୀତିରେ ଜଡ଼ିତ ଅର୍ଥ ହେରଫେର ମାମଲାରେ କେଜ୍ରିୱାଲଙ୍କୁ ମିଳିଛି ଆଶ୍ୱସ୍ତି । ୧ ଲକ୍ଷ ଟଙ୍କାର ଜମାନତ ରାଶି…

ଯୁଦ୍ଧକୁ ବନ୍ଦ କରିଦେଲେ କିନ୍ତୁ ପେପର ଲିକକୁ ଅଟକାଇ ପାରିଲେ ନାହିଁ ମୋଦୀ: ରାହୁଲ

ନୂଆଦିଲ୍ଲୀ: ନିଟ୍‌ ପରୀକ୍ଷାରେ ହୋଇଥିବା ଅନିୟମିତତାକୁ ନେଇ ବାରମ୍ବାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଏକ ସାମ୍ବାଦିକ ସମ୍ମିଳନୀରେ ରାହୁଲ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ମୋଦୀ ଇସ୍ରାଏଲ-ଗାଜା ଏବଂ ରୁଷିଆ-ୟୁକ୍ରେନ…

ଅନ୍ତର୍ଜାତୀୟ ଯୋଗ ଦିବସ: ଡାଲ୍ ହ୍ରଦ କୂଳରେ ଯୋଗ କରିବେ ମୋଦି

ନୂଆଦିଲ୍ଲୀ: ଆସନ୍ତାକାଲି ଅର୍ଥାତ୍ ଜୁନ୍ ୨୧ରେ ସମଗ୍ର ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ । ଏହି ଅବସରରେ ସକାଳ ୬ ଟା ୩୦ରେ ଶ୍ରୀନଗରର ଡାଲ୍ ହ୍ରଦ ନିକଟରେ ଥିବା ଶୈର-ଏ-କଶ୍ମୀର ଇଣ୍ଟରନ୍ୟାସନାଲ ସେଣ୍ଟରରେ ଆୟୋଜିତ ଏକ ଯୋଗ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ଏନେଇ ଆଜି…

ସବୁ ସୀମା ଟପିଲାଣି ଏନଟିଏ, ଏ କିପରି ପରୀକ୍ଷାର ଚର୍ଚ୍ଚା ବୋଲି ପ୍ରଶ୍ନ କରିଛନ୍ତି ଖଡଗେ

ନୁଆଦିଲ୍ଲୀ: ଦେଶରେ ଡାକ୍ତରୀ ଓ ଫେଲୋଶିପ୍‌ ଭଳି ସମ୍ମାନଜନକ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷାର ପରିଚାଳନା ଦାୟିତ୍ୱ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ହାତକୁ ଟେକି ଦେଇଛନ୍ତି ଭାରତ ସରକାର । କିନ୍ତୁ କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରଣାଳୟ ଅଧୀନରେ…

ନିଟ୍ ପ୍ରଶ୍ନ ପତ୍ର ଲିକ୍ ଘଟଣା: ‘ସରକାର ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳୁଛନ୍ତି’

ନୂଆଦିଲ୍ଲୀ: ଡାକ୍ତରୀ ପରୀକ୍ଷା ନିଟ୍ ସମ୍ପର୍କରେ ବର୍ତ୍ତମାନ ସମଗ୍ର ଦେଶରେ ଏକ ପ୍ରକାର ଉତ୍ତେଜନା ଦେଖାଦେଇଛି । ପ୍ରଶ୍ନ ପତ୍ର ଲିକ୍ ଖବର ପ୍ରଚାର ପରେ ଅନେକ ରାଜନୈତିକ ଦଳ ଏବଂ ଛାତ୍ର ସଂଗଠନ ଏହାକୁ ବିରୋଧ କରୁଛନ୍ତି । ଅନ୍ୟପକ୍ଷରେ ଏନଟିଏ ନିକଟରେ ଅନୁଷ୍ଠିତ ୟୁଜିସି ନେଟ୍ ପରୀକ୍ଷା କୁ…

ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲା; ତେଜସ୍ୱୀ ଯାଦବଙ୍କ ବ୍ୟକ୍ତିଗତ ସଚିବଙ୍କ ହାତ ଥିବା କହିଲେ ବିହାର ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ନିଟ୍ ପେପର୍ ଲିକ୍ ମାମଲା ଉପରେ ବଡ ଅଭିଯୋଗ ଆଣିଛନ୍ତି ବିହାର ଉପମୁଖ୍ୟମନ୍ତ୍ରୀ ବିଜୟ କୁମାର ସିହ୍ନା । ସେ ଅଭିଯୋଗ କରିଛନ୍ତି ଯେ, ପରୀକ୍ଷା ପତ୍ର ଲିକ୍ ହେବା ପଛରେ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ତେଜସ୍ୱୀ ଯାଦବଙ୍କ ବ୍ୟକ୍ତିଗତ ସଚିବ ପ୍ରୀତମ କୁମାରଙ୍କ ହାତ ରହିଛି ।…

ନିଟ୍‌ ଏବଂ ୟୁଜିସି-ନେଟ୍‌ ପରୀକ୍ଷାରେ ବିଭ୍ରାଟ ଅଭିଯୋଗ ପ୍ରସଙ୍ଗ, ଶିକ୍ଷା ମନ୍ତ୍ରୀଙ୍କ ଘର ଘେରାଉ

ନୂଆଦିଲ୍ଲୀ: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନ ଘେରାଉ କଲା ଭାରତୀୟ ରାଷ୍ଟ୍ରୀୟ ଛାତ୍ର ସଂଘ NSUI । ନୂଆଦିଲ୍ଲୀ ସ୍ଥିତ ବାସଭବନ ଆଗରେ NSUIର ବିକ୍ଷୋଭ ପ୍ରଦର୍ଶନ । ବିକ୍ଷୋଭ ପ୍ରଦର୍ଶନ କରୁଥିବା ଛାତ୍ରମାନଙ୍କୁ ଉଠାଇ ନେଲା ପୋଲିସ। ମିଳିଥିବା ସୂଚନା ଅନୁଯାୟୀ ଏହି ଛାତ୍ର…

ନିଟ୍ ବିବାଦ ଭିତରେ ୟୁଜିସି-ନେଟ୍ ପରୀକ୍ଷା ବାତିଲ, ସିବିଆଇ ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ: ନିଟ୍ ପରୀକ୍ଷାରେ ଅନିୟମିତତା ହୋଇଥିବା ନେଇ କେନ୍ଦ୍ର ସରକାର ଅଡୁଆରେ ପଡିଥିବା ବେଳେ ଏବେ ୟୁଜିସି ନେଟ୍ ପରୀକ୍ଷାରେ ଅନିୟମିତତା ଅଭିଯୋଗ ଆସିଛି। ଏହାପରେ ଶିକ୍ଷା ମନ୍ତ୍ରଣାଳୟ ପରୀକ୍ଷା ବାତିଲ କରିବା ସହ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛି। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି…

ବାୟୁ ପ୍ରଦୂଷଣ ଯୋଗୁଁ ଭାରତରେ ପ୍ରତି ଘଣ୍ଟାରେ ୨୪୦ ଜଣଙ୍କ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ: ବାୟୁ ପ୍ରଦୂଷଣ ଯୋଗୁଁ ଭାରତରେ ପ୍ରତି ଘଣ୍ଟାରେ ହାରାହାରି ୨୪୦ ଜଣଙ୍କ ମୃତ୍ୟୁ ହେଉଛି। ୟୁନିସେଫ୍-ଏଚ୍ଇଆଇର ନିକଟରେ ପ୍ରକାଶିତ ଏକ ରିପୋର୍ଟରେ ଏହି ଦାବି କରାଯାଇଛି। ୨୦୧୯ ତୁଳନାରେ ଏହି ସଂଖ୍ୟା ବୃଦ୍ଧି ପାଇଛି। ୨୦୧୯ ସୁଦ୍ଧା ଭାରତରେ ବାୟୁ ପ୍ରଦୂଷଣ ଯୋଗୁଁ ପ୍ରତି ଘଣ୍ଟାରେ…