Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ବିଗିଡିଲା ପାଗ, ଚାଲିଗଲା ୪ ଜୀବନ

ନୂଆଦିଲ୍ଲୀ: ବିଗିଡିଲା ପାଗ । ଚାଲିଗଲା ୪ ଜୀବନ । ଥଣ୍ଡା ହେତୁ ୪ ଜଣ ପର୍ବତାରୋହୀଙ୍କ ମୃତ୍ୟୁ ହୋଇଛି । ଉତ୍ତରାଖଣ୍ଡର ଉତ୍ତରକାଶୀ-ଟିହରି ଜନପଦ ସୀମା ନିକଟସ୍ଥ ସହସ୍ତ୍ରାତାଲ ଟ୍ରାକ୍ ରେ ଘଟିଛି ଏଭଳି ଅଭାବାନୀୟ ଘଟଣା । ଏଥିରେ ୮ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ବର୍ତମାନ ମଧ୍ୟ ଉଦ୍ଧାର…

ପରାଜୟ ପାଇଁ ନିଜକୁ ଦାୟୀ କଲେ ଦେବେନ୍ଦ୍ର ଫଡନଭିସ୍; କହିଲେ, ଉପ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଦେବି

ମୁମ୍ବାଇ: ଲୋକସଭା ନିର୍ବାଚନରେ ମହାରାଷ୍ଟ୍ରରେ ବିଜେପିର ଶୋଚନୀୟ ପରାଜୟ ଦେଖିବାକୁ ମିଳିଛି । ଆଉ ଏଥିପାଇଁ ନିଜକୁ ଦାୟୀ କରିଛନ୍ତି ବିଜେପିର ବରିଷ୍ଠ ନେତା ତଥା ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ । ଏହା ସହ ଦଳର ମୁଖ୍ୟ ଙ୍କୁ କହିଛନ୍ତି ଯେ, ତାଙ୍କୁ ସରକାରୀ ଦାୟିତ୍ୱରୁ ମୁକ୍ତ…

ପୁଣି ଇଣ୍ଡିଆ ମେଣ୍ଟକୁ ଫେରିବେ କି ନୀତିଶ କୁମାର? ଗୋଟିଏ ବିମାନରେ ନଜର ଆସିଲେ ନୀତିଶ ଓ ତେଜସ୍ୱୀ

ନୂଆଦିଲ୍ଲୀ: ଗତକାଲି ଲୋକସଭା ନିର୍ବାଚନ ୨୦୨୪ର ଫଳାଫଳ ସାମ୍ନାକୁ ଆସିବା ପରେ କିଏ ସରକାର ଗଢିବ ସେନେଇ ଏବେ ଚର୍ଚ୍ଚା ଯୋର ଧରିଛି । ବିଜେପି ନେତୃତ୍ୱାଧୀନ ଏନଡିଏ ମେଣ୍ଟ ବହୁମତ ପାଇଥିବାବେଳେ, ବିରୋଧୀ ଦଳ ଇଣ୍ଡିଆ ମେଣ୍ଟ ବହୁମତରୁ ଖୁବ୍ କମ୍ ଆସନ ପାଇଛି । ତେବେ ଏନଡିଏ ମେଣ୍ଟ ସରକାର…

ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ମୋଦୀ

ନୂଆଦିଲ୍ଲୀ: ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫା ଦେଲେ ନରେନ୍ଦ୍ର ମୋଦି । ନୂଆ ସରକାର ଗଠନ ପୂର୍ବରୁ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ମୋଦି ।। ବୁଧବାର ମୋଦି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଭବନରେ ପହଞ୍ଚି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟରେ ଦାଖଲ…

ରାଜଧାନୀର ଚକ୍ଷୁ ଚିକିତ୍ସାଳୟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲିଭାରେ ୧୬ ଦମକଳ ଗାଡ଼ି ନିୟୋଜିତ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ଲଜପତ ନାଗରରେ ଭୟଙ୍କର ଅଗ୍ନିକାଣ୍ଡ। ଏଠାରେ ଏକ ଚକ୍ଷୁ ଡାକ୍ତରଖାନାରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ପରେ ଏଠାରେ ଉତ୍ତେଜନା ଦେଖିବାକୁ ମିଳିଛି। ଲଜପତ୍‌ ନଗର ଅନ୍ତର୍ଗତ ଏହି ହସ୍ପିଟାଲର ଲିଫ୍ଟରେ ନିଆଁ ଲାଗିଥିବା ବେଳେ ଏହାକୁ ଲିଭାଇବା ପାଇଁ…

୮ରେ ଶପଥ ନେବେ ମୋଦି !

ନୂଆଦିଲ୍ଲୀ: ତୃତୀୟଥର ପାଇଁ ଜୁନ୍‌ ୮ରେ ଶପଥ ନେଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦି । ଜାତୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ, ମୋଦି ୮ରେ ଶପଥ ନେବେ  । ୮ ତାରିଖ ସନ୍ଧ୍ୟାରେ ହୋଇପାରେ ଶପଥ ଗ୍ରହଣ ଉତ୍ସବ । ଲୋକସଭା ନିର୍ବାଚନରେ ବିଜେପି ମ୍ୟାଜିକ୍‌ ନମ୍ବର ୨୭୨ ହାସଲ କରିବାରେ ବିଫଳ…

ଏନଡିଏକୁ ନେଇ ଚନ୍ଦ୍ରବାବୁ-ନୀତୀଶଙ୍କ ବଡ଼ ନିଷ୍ପତ୍ତି, ୧୭ ସାଂସଦଙ୍କ ଭୂମିକା ମଧ୍ୟ ଗୁରୁତ୍ୱପୂର୍ଣ୍ଣ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪ର ଫଳାଫଳ ଘୋଷଣା ହୋଇସାରିଛି। ଏଥର କୌଣସି ଦଳ ସଂଖ୍ୟାଗରିଷ୍ଠତା ହାସଲ କରିନାହାଁନ୍ତି। ତେବେ ବିଜେପି ନେତୃତ୍ୱାଧୀନ ସହଯୋଗୀ ଏନଡିଏ ୨୯୨ ଆସନ ପାଇଛି। ଏଥି ସହିତ ଇଣ୍ଡିଆ ଆଲାଇନ୍ସକୁ ୨୩୪ ଆସନ ମିଳିଛି। ଏଭଳି ପରିସ୍ଥିତିରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ…

ଲଗାତାର ତୃତୀୟ ବିଜୟ ପରେ ମୋଦୀଙ୍କୁ ଶୁଭେଚ୍ଛାର ସୁଅ, ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଜଣାଇଲେ ବଧାଇ

ନୂଆଦିଲ୍ଲୀ: ଲଗାତାର ତୃତୀୟ ବିଜୟ ପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଶୁଭେଚ୍ଛାର ସୁଅ। ଦେଶରେ ତୃତୀୟ ଥର ପାଇଁ ଏନଡିଏ ସରକାର ଗଢିବାକୁ ଯାଉଛି । ଯଦିଓ ଗତ ଦୁଇଟି ନିର୍ବାଚନ ପରି ଏଥର ବିଜେପି ନିଜ ବଳରେ ବହୁମତ ହାସଲ କରିପାରିନାହିଁ କିନ୍ତୁ ଏନଡିଏ ୨୯୦ରୁ ଅଧିକ ଆସନରେ ବିଜୟ ହାସଲ କରିଛି।…

ଆଜି ଇଣ୍ଡିଆ ମେଣ୍ଟର ସହଯୋଗୀ ଦଳ ନେତାମାନଙ୍କର ଜରୁରୀ ବୈଠକ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟର ଆଶାତୀତ ସଫଳତା ପରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ମଙ୍ଗଳବାର ଦିଲ୍ଲୀ ସ୍ଥିତ ଦଳୀୟ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ସେ କହିଛନ୍ତି, ଦେଶ ଆଉ ମୋଦୀ-ଶାହଙ୍କୁ ଚାହୁଁନି ବୋଲି ଫଳାଫଳରୁ ସ୍ପଷ୍ଟ ହୋଇଛି। ଏହି ଲଢେଇ…

ଆନ୍ଧ୍ରରେ ଟିଡିପି କରିବ ସରକାର ଗଠନ, ୯ରେ ଶପଥ ନେବେ ଚନ୍ଦ୍ରବାବୁ

ବିଶାଖାପାଟନମ୍: ଆନ୍ଧ୍ରପ୍ରଦେଶରେ ଟିଡିପିର ବିପୁଳ ବିଜୟ । ଚନ୍ଦ୍ରବାବୁ ନାଇଡୁଙ୍କ ତେଲୁଗୁ ଦେଶମ ପାର୍ଟି (ଟିଡିପି) ମୋଟ ୧୭୫ ଆସନ ମଧ୍ୟରୁ ୧୩୩ରେ ବିଜୟ ହାସଲ କରି ୩ରେ ଆଗୁଆ ରହିଛି । ଏହାର ସହଯୋଗୀ ଦଳ ବିଜେପିକୁ ୮ଟା ଆସନ ଓ ଜନସେନା ପାର୍ଟିକୁ ୧୦ ଟି ଆସନରେ ବିଜୟ ମିଳିଛି । ସେହିପରି…