Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଇଡିର ଗିରଫଦାରୀକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ହେମନ୍ତ ସୋରେନ୍‌

ରାଞ୍ଚି: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଛନ୍ତି। ଝାଡଖଣ୍ଡ ହାଇକୋର୍ଟରେ ତାଙ୍କ ଜାମିନ ଆବେଦନ ଖାରଜ ହେବା ପରେ ସେ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ମନିଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ସୋରେନ ତାଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ…

ତୃତୀୟ ଥର ପାଇଁ ମହାକାଶକୁ ଉଡାଣ ଭରିବେ ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ  

ନୂଆଦିଲ୍ଲୀ: ପୁଣି ଥରେ ମହାକାଶକୁ ଯିବେ ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ  । ଆସନ୍ତାକାଲି କେନେଡ଼ି ସ୍ପେଶ୍ ସେଣ୍ଟରରୁ ମହାକାଶକୁ ତୃତୀୟ ଥର ପାଇଁ ଉଡାଣ ଭରିବେ ନାସା ମହାକାଶଚାରୀ କ୍ୟାପ୍ଟେନ ସୁନୀତା ୱିଲିୟମ୍ସ । ବଚ ୱିଲମୋର ମଧ୍ୟ ତାଙ୍କ ସହ ମହାକାଶ ଯାତ୍ରା କରିବେ । ବୋଇଂର…

ତୃତୀୟ ପର୍ଯ୍ୟାୟ ମତଦାନ କାଲି, ୧୧ ରାଜ୍ୟର ୯୩ ଆସନର ହେବ ଭାଗ୍ୟ ନିରୀକ୍ଷଣ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ମତଦାନ ଆସନ୍ତାକାଲି ଅର୍ଥାତ୍ ମେ’ ୭ରେ ଅନୁଷ୍ଠିତ ହେବାକୁ ଯାଉଛି । ୧୦ ଟି ରାଜ୍ୟ ଓ ଗୋଟେ କେନ୍ଦ୍ରଶାସିତ ଅଞ୍ଚଳର ୯୩ ଟି ଆସନରେ ହେବ ଭୋଟ ଗ୍ରହଣ  । ପ୍ରଥମେ ଏହି ପର୍ଯ୍ୟାୟରେ ୧୧ ରାଜ୍ୟର ୯୫ ଟି ଆସନ ଥିଲା । କିନ୍ତୁ ସୁରତରେ…

ସ୍ବାମୀ ସହ ଝଗଡା ପରେ ୬ ବର୍ଷର ଦିବ୍ୟାଙ୍ଗ ପୁଅକୁ କୁମ୍ଭୀର ମୁହଁକୁ ଫିଙ୍ଗିଲା ମା’

ବେଙ୍ଗାଲୁରୁ: ସ୍ବାମୀ ସ୍ତ୍ରୀ କଳହରେ ବଳି ପଡିଗଲା ୬ ବର୍ଷର ଦିବ୍ୟାଙ୍ଗ ଶିଶୁ । କୁମ୍ଭୀର ମୁହଁରେ ପଡି ଗଲା ଶିଶୁର ଜୀବନ । ଏଭଳି ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି କର୍ଣ୍ଣାଟକର ଦଣ୍ଡେଲି ତାଲୁକ ଅଞ୍ଚଳରେ । ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ । ଖବର ମୁତାବକ, କର୍ଣ୍ଣାଟକର…

ଆନ୍ଧ୍ର ଡିଜିପିଙ୍କୁ ବଦଳି ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ

ଭୁବନେଶ୍ବର: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ନିର୍ବାଚନ କମିଶନଙ୍କ ଆନ୍ଧ୍ରପ୍ରଦେଶ ଡିଜିପି କେ.ଭି. ରାଜେନ୍ଦ୍ରନାଥ ରେଡ୍ଡୀଙ୍କୁ ତୁରନ୍ତ ବଦଳି ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ଶାସନରେ ଥିବା ୱାଇଏସ୍ ଆର କଂଗ୍ରେସକୁ ଡିଜିପି ଏବଂ ଅନ୍ୟ ପୋଲିସ ଅଧିକାରୀମାନେ ସହଯୋଗ କରୁଥିବା ନେଇ…

ମନ୍ତ୍ରୀଙ୍କ ସହଯୋଗୀଙ୍କ ଘରେ ଇଡି ରେଡ୍; ମିଳିଲା ଟଙ୍କାର ପାହାଡ, ନୋଟ୍ ଗଣିଗଣି ମେସିନ ହାଲିଆ !

ରାଞ୍ଚି: ନିର୍ବାଚନକୁ ଦୃଷ୍ଟିରେ ରଖି ଦେଶର ବିଭିନ୍ନ ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢାଉ କାର୍ଯ୍ୟ ଜାରି ରହିଛି । ଏହି ପ୍ରରିପେକ୍ଷିରେ ଇଡି ୬ ରୁ ଅଧିକ ସ୍ଥାନରେ ରେଡ୍ କରିଛି । ଯେଉଁଥିରେ ଝାଡଖଣ୍ଡ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଆଲମଗିର ଆଲାମଙ୍କ ବ୍ୟକ୍ତିଗତ…

ବିଜେପିରେ ଯୋଗ ଦେଲେ ସାଂସଦ ମନୋଜ ତିୱାରୀଙ୍କ ଝିଅ

ନୂଆଦିଲ୍ଲୀ: ଅଭିନେତା ତଥା ଦିଲ୍ଲୀ ସାଂସଦ ମନୋଜ ତିୱାରୀଙ୍କ ଝିଅ ରିତି ତିୱାରୀ ବିଜେପିରେ ଯୋଗ ଦେଇଛନ୍ତି । ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପସ୍ଥିତିରେ ସେ ଦଳରେ ମିଶିଥିଲେ । ରିତି କହିଛନ୍ତି ଯେ, ଏହା ମୋ ପାଇଁ ଭଗବାନଙ୍କ ଆଶୀର୍ବାଦ ସଦୃଶ । ମୁଁ କେବେ ବି ଭାବି ନ ଥିଲି ସିଧାସଳଖ…

ରାମଲାଲାଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କଲେ ମୋଦୀ, ଆରମ୍ଭ କଲେ ବିଶାଳ ରୋଡ ଶୋ

ବାରଣାସୀ: ଗତ ଜାନୁଆରୀ ୨୨ରେ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବ ପରେ ପ୍ରଥମ ଥର ପାଇଁ ରାମମନ୍ଦିର ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଉତ୍ତରପ୍ରଦେଶ ଗସ୍ତ କରି ପ୍ରଭୁ ଶ୍ରୀ ରାମଲାଲାଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ରାମଲାଲାଙ୍କୁ…

ବିଏସପିରେ ଯୋଗ ଦେଲେ ଆପର ପୂର୍ବତନ ମନ୍ତ୍ରୀ ରାଜକୁମାର

ନୂଆଦିଲ୍ଲୀ: ନିକଟରେ ଆମ ଆଦମୀ ପାର୍ଟି ଛାଡିଥିବା ରାଜକୁମାର ଆନନ୍ଦ ରବିବାର ବହୂଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି । ଦିଲ୍ଲୀ ସରକାରରେ ମନ୍ତ୍ରୀ ଥିବା ରାଜକୁମାର ବିଜେପିକୁ ଯିବେ ବୋଲି ବିଭିନ୍ନ ଗଣମାଧ୍ୟମରେ ଖବରମାନ ପ୍ରକାଶ ପାଇଥିଲା । ମାତ୍ର ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରି…

ଆଚରଣ ବିଧି ଉଲ୍ଲଙ୍ଘନ ଅଭିଯୋଗରେ ମେହେବୁବା ମୁଫତିଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ: ରବିବାର ପିଡିପି ସଭାପତି ମେହବୁବା ମୁଫତିଙ୍କୁ ଏକ କାରଣ ଦର୍ଶାଏ ନୋଟିସ ଜାରି କରାଯାଇ। ଲୋକ ସଭା ନିର୍ବାଚନରେ ତୃତୀୟ ପର୍ଯ୍ୟାୟ ଭୋଟ ଦେବା ପୂର୍ବରୁ ମୁଫତିଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ। ରାଜୌରୀ ଜିଲ୍ଲାରେ ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପିଲାଙ୍କୁ ଭୋଟ୍ ମାଗିବା…